ହୋମ୍ଓ୍ବାର୍କ କରି ନ ଥିବାରୁ ଦଣ୍ଡ:ଛାତ୍ରଙ୍କୁ ଶ୍ରେଣୀକକ୍ଷରେ ବନ୍ଦକରି ପଳାଇଲେ ଶିକ୍ଷୟିତ୍ରୀ
ଜୟପୁର,୧୧।୯(ଡି.ଏନ୍.ଏ.):ହୋମଓ୍ବାର୍କ କରି ନ ଥିବାରୁ ଷ୍ଟାଣ୍ଡାର୍ଡ଼ ଓ୍ବାନ୍ର ଜଣେ କୋମଳମତି ଛାତ୍ରଙ୍କୁ ଶ୍ରେଣୀକକ୍ଷରେ ଲାଇଟ୍ ଓ ଫ୍ୟାନ୍ ଅଫ୍କରି କବାଟ ଦେଇ ପଳାଇଛନ୍ତି ଶିକ୍ଷୟିତ୍ରୀ। ଛାତ୍ର ଜଣକ ପ୍ରାୟ ୪୫ ମିନିଟ୍ ଧରି ବନ୍ଦ କୋଠରିରେ ରହିବା ପରେ ଷ୍ଟାଣ୍ଡାର୍ଡ଼-୭ରେ ପଢୁଥିବା…
ଭାରତ ଊର୍ଜା ନ୍ୟାୟକୁ ସର୍ବୋଚ୍ଚ ପ୍ରାଥମିକତା ଦେଇଛି: ଧର୍ମେନ୍ଦ୍ର
ଭୁବନେଶ୍ୱର,୧୧।୯(ବ୍ୟୁରୋ):ଭାରତରେ ଊର୍ଜା ନ୍ୟାୟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବୋଚ୍ଚ ପ୍ରଧାନ୍ୟ ଦେଉଛନ୍ତି। ଆବୁଧାବୀଠାରେ ସୋମବାର ଆୟୋଜିତ ଅନ୍ତର୍ଜାତୀୟ ଶକ୍ତି ଫୋରମର ଅଷ୍ଟମ ଏସୀୟ ଶକ୍ତି ମନ୍ତ୍ରୀସ୍ତରୀୟ ଗୋଲଟେବୁଲ ବୈଠକରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହା କହିଛନ୍ତି ା ୟୁଏଇ ଓ…
କର୍ମକ୍ଷେତ୍ରରେ ସେବା ବାତାବରଣ ସୃଷ୍ଟି କର: ମନ୍ତ୍ରୀ
ଭୁବନେଶ୍ୱର,୧୧।୯(ବ୍ୟୁରୋ):ସରକାରୀ ଚାକିରିକୁ ଏକ ସେବାଭାବେ ଗ୍ରହଣ କରି କର୍ମକ୍ଷେତ୍ରରେ ସମାନ ବାତାବରଣ ସୃଷ୍ଟି କରିପାରିଲେ ଜନସାଧାରଣଙ୍କ ଆଶା-ଆକାଂକ୍ଷା ପୂରଣ ହୋଇପାରିବ। ରାଜ୍ୟ ସରକାରଙ୍କ ଦ୍ବାରା ଲୋକାଭିମୁଖୀ ଯୋଜନାର କାର୍ଯ୍ୟାନ୍ବୟନରେ ସ୍ବଚ୍ଛତା ବଜାୟ ରଖି ଓ ଏହାର ସୁଫଳ ସମାଜର ସବୁଠାରୁ ତଳସ୍ତର…
ଗାଡ଼ି ଧକ୍କାରେ ୨ ଛାତ୍ର ମୃତ
ଭଦ୍ରକ ଅଫିସ, ୧୧।୯:ଭଦ୍ରକ ସହର ନୂଆ ବସ୍ଷ୍ଟାଣ୍ଡ ନିକଟସ୍ଥ ଲୋକାଲ ରୋଡ୍ ନିକଟରେ ମଙ୍ଗଳବାର ସକାଳ ସାଢେ ୬ଟା ବେଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୨ ଜଣ ଛାତ୍ରଙ୍କ ଜୀବନ ଯାଇଛି। ଏହି ଦୁର୍ଘଟଣା ଅଞ୍ଚଳରେ ଶୋକର ଛାୟା…
ନବବଧୂଙ୍କ ମୁଣ୍ଡକୁ ହାଣି ହତ୍ୟା: ସ୍ବାମୀ, ଶାଶୁ ଅଟକ
ଗୋପାଳପୁର, ୧୧-୯:ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ମନସୁର୍କୋଟା ଗ୍ରାମର ଜଣେ ନବବଧୂଙ୍କୁ ହତ୍ୟା କରାଯାଇଛି। ଅଧିକ ଯୌତୁକ ଦାବି ନେଇ ରବିବାର ରାତିରେ ନବବଧୂ ତଥା ପୁରୀ ଅଞ୍ଚଳର ନାନୁ ଦାସ (୨୨)ଙ୍କ ମୁଣ୍ଡକୁ ଏକ ଧାରୁଆ ଅସ୍ତ୍ରରେ ହାଣି ତାଙ୍କ…
ରାଜଧାନୀରେ ଚାଞ୍ଚଲ୍ୟ:ଯୁବକଙ୍କୁ ଗୋଡ଼ାଇ ହାଣି ହତ୍ୟା
ଭୁବନେଶ୍ୱର, ୧୧-୯(ବ୍ୟୁରୋ):ପୂର୍ବଶତ୍ରୁତାକୁ କେନ୍ଦ୍ରକରି ମଞ୍ଚେଶ୍ୱର ଥାନା ରଙ୍ଗମାଟିଆ ଅଞ୍ଚଳରେ ମଙ୍ଗଳବାର ରାତିରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଅତି ବୀଭତ୍ସଭାବେ ହତ୍ୟା କରାଯାଇଛି। ଯୁବକ ଜଣକ ରଙ୍ଗମାଟିଆ ତଳସାହି ମଙ୍ଗଳାମନ୍ଦିର ନିକଟରେ ଦୋକାନ ବନ୍ଦ କରି ଘରକୁ ଫେରୁଥିବାବେଳେ ୯ଜଣ ଯୁବକ ଚାପଡ଼…
ହୀରାକୁଦ ଡ୍ୟାମ୍:୨୦ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ସମ୍ବଲପୁର, ୧୧-୯ (ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମରୁ ମଙ୍ଗଳବାର ୨୦ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସନ କରାଯାଇଛି । ରାତି ୯ଟା ପର୍ଯ୍ୟନ୍ତ ମିଳିଥିବା ରିପୋର୍ଟ ଅନୁସାରେ ପ୍ରତି ସେକେଣ୍ଡରେ ୩ଲକ୍ଷ ୪୧ ହଜାର ୮୭୬ କ୍ୟୁସେକ ପାଣି ଡ୍ୟାମରୁ ନିଷ୍କାସନ…
ଶ୍ରୀମନ୍ଦିର ପରି ପ୍ରଭୁ ଲିଙ୍ଗରାଜଙ୍କ ପାଇଁ ପ୍ରସ୍ତୁତ ହେବ ଅଧିନିୟମ: ମନ୍ତ୍ରୀ
ଭୁବନେଶ୍ୱର, ୧୧-୯(ବ୍ୟୁରୋ):ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଅଧିନିୟମ(ଆକ୍ଟ) ଢାଞ୍ଚାରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିର ପରିଚାଳନା ପାଇଁ ଏକ ଆଇନ ଖୁବ୍ଶୀଘ୍ର ପ୍ରଣୟନ କରାଯିବ। ଲୋକସେବା ଭବନରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଶ୍ରୀଲିଙ୍ଗରାଜଙ୍କ…
୫ ଗବେଷକଙ୍କୁ ଆର୍ଥିକ ପ୍ରୋତ୍ସାହନ
ଭୁବନେଶ୍ୱର, ୧୧-୯(ବ୍ୟୁରୋ):ଉଚ୍ଚତର ଗବେଷଣା ପାଇଁ ରାଜ୍ୟର ୫ଜଣ ଗବେଷକଙ୍କୁ ଆର୍ଥିକ ପ୍ରୋତ୍ସାହନ ପ୍ରଦାନ କରିବ ବିଜ୍ଞାନ ଓ କାରିଗରି ବିଭାଗ। ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଅଧିକତର ଗବେଷଣା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ୩ ବର୍ଷ ପାଇଁ ଏହି ସହାୟତା ପ୍ରଦାନ କରାଯିବ।…
ଜମ୍ମୁ-କଶ୍ମୀର ସରପଞ୍ଚମାନଙ୍କୁ ଭେଟିଲେ ଉପରାଷ୍ଟ୍ରପତି: ପଞ୍ଚାୟତକୁ ଦିଆଯିବ ଅଧିକ କ୍ଷମତା
ନୂଆଦିଲ୍ଲୀ, ୧୧ା୯ (ପି.ଟି.): ଏଣିକି ଜମ୍ମୁ-କଶ୍ମୀରର ପଞ୍ଚାୟତଗୁଡ଼ିକୁ ଅଧିକ କ୍ରିୟାଶୀଳ କରାଯିବ। ସେଗୁଡ଼ିକର ବିକାଶ ଓ ଆର୍ଥକ କ୍ଷମତା ବୃଦ୍ଧି କରାଯିବ ବୋଲି ଉପରାଷ୍ଟ୍ରପତି ଭେଙ୍କାୟା ନାଇଡ଼ୁ କହିଛନ୍ତି। ମଙ୍ଗଳବାର ଜମ୍ମୁ-କଶ୍ମୀରରୁ ଆସିଥିବା ସରପଞ୍ଚ ଓ ପ୍ରତିନିଧୀମାନଙ୍କୁ ଭେଟି ସେ ବିଭିନ୍ନ…
ଭରତପୁରରେ ସେବା ସପ୍ତାହ ଶୁଭାରମ୍ଭ କରିବେ ଧର୍ମେନ୍ଦ୍ର
ଭୁବନେଶ୍ୱର, ୧୧-୯(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନଠାରୁ ୭ଦିନ ପର୍ଯ୍ୟନ୍ତ ସାରା ଦେଶରେ ଭାଜପା ସେବା ସପ୍ତାହଭାବେ ପାଳନ କରିବ ା ୧୭ ସେପ୍ଟେମ୍ବରରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପଡୁଛି। ତେଣୁ ସେପ୍ଟେମ୍ବର ୧୪ରୁ ୨୦ତାରିଖ ପର୍ଯ୍ୟନ୍ତ ସେବା ସପ୍ତାହ ପାଳନ କରାଯିବ। ସେବା…
୧୧ ଅଭିଯୁକ୍ତଙ୍କ ଉପରୁ ହଟିିଲା ହତ୍ୟା ମାମଲା
ରାଞ୍ଚି, ୧୧ା୯ (ପି.ଟି.): ମୁସଲ୍ମାନ ଯୁବକ ତବ୍ରେଜ୍ ଅନ୍ସାରି(୨୪) ଭିଡ଼ହିଂସା ମାମଲାରେ ଝାଡ଼ଖଣ୍ଡର ଷଢେଇକଳା-ଖରସୁଆଁ ଜିଲା ପୋଲିସ ୧୧ ଅଭିଯୁକ୍ତଙ୍କ ବିରୋଧରେ ଲଗାଯାଇଥିବା ହତ୍ୟା ମାମଲାକୁ ଉଠାଇ ଦେଇଛି। ଶବ ବ୍ୟବଚ୍ଛେଦ ରିପୋର୍ଟରେ ତବ୍ରେଜ୍ଙ୍କ ହୃଦଘାତରେ ମୃତ୍ୟୁ ହୋଇଥିବା ଦର୍ଶାଯିବା ପରେ…
Archives


