Home

ସକାଳେ ପିଇଲେ ମଲ୍ଲୀ ପତ୍ର ରସ ମିଳିବ ଏସବୁ ଫାଇଦା…

ନିୟମିତ ମଲ୍ଲୀ ପତ୍ର ରସ ଚାମୁଚେ ପିଇଲେ ଅନେକ ଉପକାର ମିଳିଥାଏ। ଏହା କୃମି ନାଶ କରେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଚର୍ମ ରୋଗରେ ଏହାକୁ ଦେହରେ ମାଲିସ କଲେ ସୁଫଳ ମିଳିଥାଏ। ପାଟି ଘା’କୁ ଏହା ଭଲ କରିଥାଏ।…

ଜାତୀୟ ରାଲି ଚାମ୍ପିୟନଶିପ:ଗୌରବଙ୍କ କାର୍‌ ଦୁର୍ଘଟଣାରେ ୩ ମୃତ

ବାରମେର(ରାଜସ୍ଥାନ),୨୧।୯(ପି.ଟି.)- ଏକ ଅଭାବନୀୟ ଘଟଣାକ୍ରମେରେ ଭାରତୀୟ ରାଲି ଡ୍ରାଇଭର ଗୌରବ ଗିଲ୍‌ଙ୍କ କାର୍‌ ଏକ ମୋଟରସାଇକେଲଙ୍କୁ ଧକ୍କା ଦେବା ଫଳରେ ୩ଜଣ ମୃତ୍ୟୁ ବରଣ କରିଛନ୍ତି। ଚଳିତ ବର୍ଷ ପ୍ରାରମ୍ଭରେ ଗୌରବ ଦେଶର ପ୍ରଥମ ମୋଟରସ୍ପୋଟର୍‌ସ ଡ୍ରାଇଭର ହିସାବରେ ଅର୍ଜୁନ ପୁରସ୍କାର…

ସିରିଜ ବିଜୟ ଲକ୍ଷ୍ୟରେ ଭାରତ

ବେଙ୍ଗାଲୁରୁ,୨୧।୯ (ପି.ଟି.)- ସ୍ଥାନୀୟ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ରବିବାର ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ପରସ୍ପରକୁ ଭେଟିବେ। ଧର୍ମଶାଳାରେ ଖେଳାଯିବାକୁ ଥିବା ପ୍ରଥମ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହେବା ପରେ ଭାରତ…

ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷୟିତ୍ରୀ

ବାଲେଶ୍ୱର ଅଫିସ,୨୧।୯: ଆୟ ବହିର୍ଭୂତ ଠୁଳ ଅଭିଯୋଗରେ ବାଲେଶ୍ୱର ମ୍ୟୁନିସିପାଲଟି ଅଧୀନ କାଞ୍ଜନବାଗ ପ୍ରାଥମିକ ବିଦ୍ୟାଳୟର ଜିଲାପରିଷଦ ଶିକ୍ଷୟିତ୍ରୀ ମଞ୍ଜୁଶ୍ରୀ ନାୟକଙ୍କ ଘରେ ଶନିବାର ଭିଜିଲାନ୍ସ ଚଢାଉ କରାଯାଇଛି। ଏଥିରେ ଭିଜିଲାନ୍ସର ୫ଟି ଟିମ୍‌ ସାମିଲ ହୋଇଛନ୍ତି। ଟିମ୍‌ ଅଧିକାରୀମାନେ ଟାଉନ…

ଶିଳାନ୍ୟାସରେ ଅଟକିଛି ରାସ୍ତା : ଯାନବାହନ ଚଳାଚଳ ବ୍ୟାହତ

ରାଇକିଆ,୨୧ା୯(ଡ଼ି.ଏନ.ଏ): କନ୍ଧମାଳ ଜିଲା ରାଇକିଆ ବ୍ଲକର ସବୁଠାରୁ ଦୁର୍ଗମ କରଡ଼ା, ରଣବା, ଇନ୍ଦ୍ରଗଡ଼, ବଡ଼ବାରବା ପଞ୍ଚାୟତକୁ ସଂଯୋଗ କରୁଥିବା ରାସ୍ତା ଦୀର୍ଘଦିନ ହେଲା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଘାଟି ରାସ୍ତା ଧୋଇ ଯାଇଥିବା ଏବଂ ବିଭିନ୍ନ ସ୍ଥାନରେ ମେଟାଲ ଉଠି ଯାଇଥିବାରୁ କୌଣସି…

ମରାମତି ଅଭାବ : ନଦୀବନ୍ଧ ରାସ୍ତା ପାଲଟିଛି ମରଣଯନ୍ତା

ସିଂହପୁର,୨୧।୯(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ଜଳସମ୍ପଦ ବିଭାଗ ଅଧିନସ୍ଥ ଖରସ୍ରୋତା ନଦୀବନ୍ଧର ଜରୀ ନୂଆ ମାହାରାଠାରୁ ବାଛୋଳ ପର୍ଯ୍ୟନ୍ତ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଏହି ନଦୀବନ୍ଧ ରାସ୍ତା ଦୀର୍ଘଦିନ ମରାମତି ନ ହେବାରୁ ଭାଙ୍ଗିରୁଜି ଏବେ ମରଣଯନ୍ତା ପାଲଟିଛି। ଫଳରେ ରାସ୍ତାରେ…

ଆକ୍ରମଣ କରି ଟଙ୍କା, ବାଇକ ଲୁଟ୍‌ ଘଟଣା: ୩ ଗିରଫ

ଛତ୍ରପୁର,୨୧ା୯(ଡି.ଏନ.ଏ)- ଚମାଖଣ୍ଡି ଥାନା ଅଧୀନ ବନ୍ଦର ଗାଁକୁ ଯିବା ରାସ୍ତାରେ ଗତ ୧୭ ତାରିଖ ସ୍ପଷ୍ଟ ଦିବାଲୋକରେ ଏଲ୍‌. ଯୋଗେଶଙ୍କୁ ସଂଘବନ୍ଧ ଆକ୍ରମଣ କରାଯାଇଥିଲା। ତାଙ୍କଠାରୁ ୩୮ ହଜାର ଟଙ୍କା ଓ ବାଇକ୍‌ ଲୁଟ୍‌ ହୋଇଥିଲା। ଏହି ଘଟଣାରେ ଅଭିଯୁକ୍ତମାନଙ୍କ ମଧ୍ୟରୁ…

ସାଇଜ୍‌ ଶାଳ କାଠ, ୩ ସାଇକେଲ ଜବତ

ବୁଗୁଡ଼ା,୨୧ା୯(ଡି.ଏନ.ଏ.)-ବୁଗୁଡ଼ା ବନ ବିଭାଗ ଶନିବାର ସକାଳେ ଗୋଲିଆ ନିକଟରେ ୩ ସାଇକେଲ ଓ ୧୬ ଖଣ୍ଡ ସାଇଜ୍‌ ଶାଳ କାଠ ଜବତ କରିଛି । କାଠ ଚାଲାଣକାରୀ ଫେରାର ହୋଇଯାଇଛନ୍ତି। ଶନିବାର ସକାଳେ ୩ଟି ସାଇକେଲରେ ଶାଳ କାଠ ଯାଉଥିବା କୌଣସି…

ବିଶ୍ୱର ରହସ୍ୟମୟ ସ୍ଥାନ : ଯେଉଁଠି ଏଲିଅନ୍‌ଙ୍କୁ ବନ୍ଧନ ରଖାଯାଇଛି, ମୁକ୍ତ କରିବାକୁ ଯାଉଛି ଏହି କମ୍ପାନୀ

ବିଶ୍ୱରେ ଏମିତି କିଛି ରହସ୍ୟମୟ ସ୍ଥାନ ରହିଛି, ଯାହା ସମ୍ପର୍କରେ ଲୋକେ ଆଜି ପର୍ଯ୍ୟନ୍ତ ଜାଣିନାହାନ୍ତି। ସେହିପରି ଏକ ରହସ୍ୟମୟ ସ୍ଥାନ ହେଉଛି ‘ଏରିଆ ୫୧’। ନାଁ ଶୁଣି ଆଶ୍ଚର୍ଯ୍ୟ ଲାଗୁଛି ନା? ତେବେ ଆସନ୍ତୁ ଜାଣିବା ଏହି ସ୍ଥାନ ସମ୍ପର୍କରେ……

ନିଜ ମୃତ୍ୟୁ ପ୍ରମାଣପତ୍ର ନେଇ ପୋଲିସ କାର୍ଯ୍ୟାଳୟରେ ପହଞ୍ଚିଲେ ଯୁବକ

ହାପୁଡ: କୁହାଯାଏ ପେଟ ପାଇଁ ସବୁ ନାଟ। ଏଭଳି ଏକ ନାଟ ଦେଖିବାକୁ ମିଳଛି ଉତ୍ତରପ୍ରଦେଶ ହାପୁଡ଼ ଜିଲାରେ । ବଡ଼ଭାଇଙ୍କ ନାଁରେ ସାନ ଭାଇ ଚାକିରି କରିବା ଓ ସାନଭାଇର ମୃତ୍ୟୁ ପରେ ବଡ଼ଭାଇଙ୍କ ମୃତ୍ୟୁ ପ୍ରମାଣପତ୍ର ମାଧ୍ୟମରେ କ୍ଷତିପୂରଣ…

କିଡ୍‌ନୀ ଖରାପ ଥିଲେ ଦେଖାଦିଏ ଏସବୁ ଲକ୍ଷଣ

ଆଜିକାଲି ବ୍ୟସ୍ତବହୁଳ ଜୀବନଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ ଲୋକେ ନାନା ରୋଗର ଶିକାର ହେଉଛନ୍ତି। ବିଶେଷ କରି କିଡ୍‌ନୀ ସମସ୍ୟା ଏବେ ଚିନ୍ତାର କାରଣ ହୋଇଛି। ତେବେ କିଡ୍‌ନୀ ଖରାପ ହେବା ପୂର୍ବରୁ କିଛି ଲକ୍ଷଣ ଦେଖା ଦେଇଥାଏ। ଯଥାଶୀଘ୍ର…

ନାବାଳିକା ବଳାତ୍କାରୀଙ୍କୁ ୧୦ବର୍ଷ ଜେଲ

ଭଦ୍ରକ ଅଫିସ, ୨୧।୯ – ଭଦ୍ରକ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ଅଦାଲତର ବିଚାରପତି ପ୍ରଣତି ସାହା ଶନିବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଦୋଷୀ ସପନ ପରିଡ଼ା ଓରଫ୍‌ ରବୀନ୍ଦ୍ରଙ୍କୁ ୧୦ ବର୍ଷ ଜେଲ ଦଣ୍ଡ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri