Home

ବର୍ଷା ପରେ ବି କମୁନି ରାଜଧାନୀରେ ପ୍ରଦୂଷଣର ସ୍ତର

ନୂଆଦିଲ୍ଲୀ,୩।୧୧: ଦିଲ୍ଲୀ ଏନ୍‌ସିଆର୍‌ରେ ବର୍ଷା ପରେ ବି କମୁନି ପ୍ରଦୂଷଣର ମାତ୍ରା। ଶନିବାର ରାତିରେ ଦିଲ୍ଲୀର କିଛି ଅଂଶରେ ସାମାନ୍ୟ ବର୍ଷା ହୋଇଥିବା ବେଳେ ଏବେବି ସେଠାରେ ବାୟୂ ପ୍ରଦୂଷରର ସ୍ତର ସାଂଘାତିକ ଅବସ୍ଥାରେ ରହିଛି। ରବିବାର ସକାଳେ ଏଠାକାର ପ୍ରଦୂଷଣର…

ପ୍ରଦୂଷଣକୁ ଅଣଦେଖା: ଧୂଆଁ, ଧୂଳି ବଳୟରେ ଉପକୂଳ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ସହରାଞ୍ଚଳ ଓ ଶିଳ୍ପାଞ୍ଚଳ ବାୟୁ ପ୍ରଦୂଷଣ ବେଳକୁବେଳ ଘାତକ ହେବାରେ ଲାଗିଛି। ଯାନବାହନ ସଂଖ୍ୟା ବୃଦ୍ଧି ସାଙ୍ଗକୁ ଧୂଳି, ଧୂଆଁରେ ସହରାଞ୍ଚଳ ବାୟୁମଣ୍ଡଳ ଭରିଯାଉଛି। ଦେଶର ରାଜଧାନୀ ଦିଲ୍ଲୀ ପ୍ରଦୂଷଣ ବଳୟରେ ଅଣନିଃଶ୍ୱାସୀ ହେଉଛି। ଖୋଲା ନିଃଶ୍ୱାସପ୍ରଶ୍ୱାସ ନେବା ଏକପ୍ରକାର…

ଲଟା ମଧ୍ୟରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାଟଣା,୩।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡ଼ା ପଞ୍ଚାୟତ ମାନପୁର ଗ୍ରାମ ମାନପୁର ଡେଣୁଆ ରାସ୍ତା ପାର୍ଶ୍ୱରେ ଥିବା ଏକ ବଗିଚାରୁ ରବିବାର ସକାଳେ ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି। ଶିଶୁଟି ସୁସ୍ଥ ଥିବା ବେଳେ ଆମ୍ବୁଲାନ୍ସ ଯୋଗେ ତାକୁ…

ୟୁଏନ୍‌ଏସ୍‌ସିରେ ଉଠିବନି କଶ୍ମୀର ପ୍ରସଙ୍ଗ

ଜାତିସଂଘ,୩ା୧୧: ଚଳିତ ମାସରେ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି) ବୈଠକ ଅନୁଷ୍ଠିତ ହେବାକୁ ଥିଲାବେଳେ ସେଥିରେ କଶ୍ମୀର ପ୍ରସଙ୍ଗରେ ଆଲୋଚନା ହେବନାହିଁ। ନଭେମ୍ବର ମାସ ପାଇଁ ୟୁଏନ୍‌ଏସ୍‌ସିରେ ଅଧ୍ୟକ୍ଷତା କରିବାକୁ ଥିବା ବ୍ରିଟେନର ସ୍ଥାୟୀ ପ୍ରତିନିଧି କରେନ ପିର୍ସି ଏହି ସୂଚନା…

ମମତାଙ୍କ ଫୋନ୍‌ ଟ୍ୟାପିଙ୍ଗ୍‌ ଅଭିଯୋଗ

କୋଲକାତା, ୩ା୧୧(ପି.ଟି.): କେନ୍ଦ୍ର ସରକାରଙ୍କ ଉପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ଆକ୍ରମଣ କରିଛନ୍ତି। ସେ ଶନିବାର ଅଭିଯୋଗ କରି କହିଛନ୍ତି ଯେ, ମୋଦି ସରକାର ମୋ ଫୋନ୍‌ ଟ୍ୟାପିଙ୍ଗ୍‌ କରୁଛନ୍ତି। ଏହା ଏକ ଗୁରୁତର ଘଟଣା। ମୋଦି…

କର୍ନାଟକ ସରକାରଙ୍କ ବରଖାସ୍ତ ଦାବିକଲା କଂଗ୍ରେସ

ବେଙ୍ଗାଲୁରୁ,୩ା୧୧(ପି.ଟି.): କର୍ନାଟକରେ ବିଦ୍ରୋହୀ କଂଗ୍ରେସ-ଜେଡିଏସ୍‌ ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା କରାଯିବା ପଛରେ ଭାଜପା କେନ୍ଦ୍ରୀୟ ନେତୃତ୍ୱ ସମ୍ପୃକ୍ତ ଥିଲେ ବୋଲି ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା କହିଥିବାର ଅଡିଓ କ୍ଲିପ୍‌ ଲିକ୍‌ ହେବା ପରେ ବିବାଦ ଜୋର ଧରିଛି। ଏହାକୁ ନେଇ ଶନିବାର…

ଥାଇଲାଣ୍ଡରେ ପ୍ରବାସୀ ଭାରତୀୟଙ୍କୁ ମୋଦିଙ୍କ ଉଦ୍‌ବୋଧନ: ଆତଙ୍କବାଦର ମୂଳକୁ ଛେଦିଛି ଭାରତ

ବ୍ୟାଙ୍କକ୍‌,୩ା୧୧(ପି.ଟି.): ଆତଙ୍କବାଦ ଓ ବିଚ୍ଛିନ୍ନତାବାଦର ମୂଳ କାରଣ ଥିଲା ଜମ୍ମୁ-କଶ୍ମୀରରେ ଦୀର୍ଘଦିନ ଧରି ଲାଗୁ ହୋଇଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦। ଏହି ଅନୁଚ୍ଛେଦକୁ ଉଚ୍ଛେଦ କରିବା ଫଳରେ ଆତଙ୍କବାଦର ମୂଳକୁ ଛେଦନ କରାଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଠାରେ ପ୍ରବାସୀ ଭାରତୀୟଙ୍କୁ…

ଆତଙ୍କବାଦ ବିରୋଧରେ ଲଢ଼େଇ ପାଇଁ ଆହ୍ବାନ

ନୂଆଦିଲ୍ଲୀ,୩ା୧୧(ପି.ଟି.): ଆତଙ୍କବାଦ ଓ ଜଳବାୟୁ ପରିବର୍ତ୍ତନ ବିରୋଧରେ ମିଳିତ ଲଢ଼େଇ ପାଇଁ ଶନିବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସାଙ୍ଘାଇ ସହଯୋଗ ସଂଗଠନ (ଏସ୍‌ସିଓ)ର ସଦସ୍ୟ ରାଷ୍ଟ୍ରମାନଙ୍କୁ ଆହ୍ବାନ ଦେଇଛନ୍ତି। ଆତଙ୍କବାଦ ବିରୋଧୀ ଲଢ଼େଇ ପାଇଁ ବର୍ତ୍ତମାନର ସମସ୍ତ ଅନ୍ତର୍ଜାତୀୟ ଆଇନକୁ…

ଭାଜପା ଓ୍ବେବ୍‌ସାଇଟ୍‌ ହ୍ୟାକ୍‌ ପଛରେ ପାକିସ୍ତାନ

ନୂଆଦିଲ୍ଲୀ, ୩ା୧୧(ପି.ଟି.): ସନ୍ଦିଗ୍ଧ ପାକିସ୍ତାନୀ ହ୍ୟାକରମାନେ ଶନିବାର ଭାଜପାର ଦିଲ୍ଲୀ ୟୁନିଟ୍‌ ଓ୍ବେବ୍‌ସାଇଟ୍‌କୁ ହ୍ୟାକ୍‌ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଜଣାପଡ଼ିଛି। ମହମ୍ମଦ ବିଲାଲ ଟିମ୍‌ ନାମକ ଏକ ହ୍ୟାକର ଗୋଷ୍ଠୀ ଏହି ହ୍ୟାକ୍‌…

ନୂଆ ମାନଚିତ୍ରରେ ପିଓକେର ୩ ଜିଲା

ନୂଆଦିଲ୍ଲୀ,୩ା୧୧(ପି.ଟି./ଆଇଏଏନ୍‌ଏସ୍‌): ନବଗଠିତ କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀର ଓ ଲଦାଖକୁ ଦର୍ଶାଉଥିବା ଭାରତର ନୂଆ ମାନଚିତ୍ର ଶନିବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଛି। ନୂଆ ରାଜନୈତିକ ମାନଚିତ୍ରରେ ୨୮ ରାଜ୍ୟ ଓ ୯ କେନ୍ଦ୍ରଶାସିତ ଅଞ୍ଚଳ ରହିଛି। ଦୁଇଟି ଜିଲା କାର୍‌ଗିଲ…

ଅସ୍ଥିରତା ଲାଗି ଅନୁମତି ମିଳିବନି

ଇସ୍‌ଲାମାବାଦ, ୩ା୧୧(ପି.ଟି.): ଦେଶରେ କାହାରିକୁ ଅସ୍ଥିରତା ଲାଗି ଅନୁମତି ମିଳିବ ନାହିଁ ବୋଲି ବିକ୍ଷୋଭକାରୀଙ୍କୁ ପାକିସ୍ତାନ ସେନା ପକ୍ଷରୁ ଚେତାବନୀ ଦିଆଯାଇଛି। ମୁସଲ୍‌ମାନ ଧର୍ମଗୁରୁ ତଥା ରାଜନେତା ମୌଲାନା ଫଜ୍‌ଲୁର ରହମନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କୁ ଦୁଇଦିନ ମଧ୍ୟରେ ଗାଦି ଛାଡ଼ିବା…

ସରକାରୀ କର୍ମଚାରୀ ମାନ୍ୟତା, ବକେୟା ପ୍ରଦାନ ଦାବି: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ପାଚିକା-ସହାୟିକା

ଅନୁଗୋଳ ଅଫିସ, ୩।୧୧ – ସରକାରୀ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଯୋଜନା କାର୍ଯ୍ୟକରୀ କରିବାକୁ ନିୟୋଜିତ ପାଚିକା-ସହାୟିକାମାନଙ୍କୁ ନିୟମିତ ସରକାରୀ କର୍ମଚାରୀର ମାନ୍ୟତା, ବକେୟା ପାରିଶ୍ରମିକ ପ୍ରଦାନ ଆଦି ଦାବିରେ ଶନିବାର କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ଏଆଇୟୁଟିୟୁସି ସହବନ୍ଧିତ ଓଡ଼ିଶା ମିଳିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri