Home

ବଧୂହତ୍ୟା ଅଭିଯୋଗ:ସ୍ବାମୀଙ୍କ ସହ ଶ୍ୱଶୁର ଅଟକ

ଅନୁଗୋଳ ଅଫିସ, ୧୦।୯ ଅନୁଗୋଳ ଜିଲା ନାଲ୍‌କୋ ଥାନା ବଳରାମପ୍ରସାଦରେ ବଧୂହତ୍ୟା ଅଭିଯୋଗ ହୋଇଛି। ସୌମ୍ୟାଶ୍ୱେତା ବାରିକ(୨୩)ଙ୍କୁ ହତ୍ୟା କରାଯାଇଥିବା ତାଙ୍କ ବାପା ବାନାମ୍ବର ବାରିକ ସୋମବାର ଅଭିଯୋଗ କରିବା ପରେ ନାଲ୍‌କୋ ପୋଲିସ ନଂ. ୧୩୨/୧୯ରେ ମାମଲା ରୁଜୁ କରିଛି।…

ପ୍ରଜାମଣ୍ଡଳ ଭବନ ପରିସର ପାଣି ଘେରରେ:ଟେଣ୍ଡରଧାରୀ-ପୌର କର୍ତ୍ତୃପକ୍ଷ ଦୋଷ ଠେଲାଠେଲି

ତାଳଚେର,୧୦ା୯(ନି.ପ୍ର.) ତାଳଚେରର ଗଣପର୍ବ ଗଣେଶ ପୂଜାରେ ଏଥର ବର୍ଷା ବାଧକ ସାଜିଛି। ଦୈନିକ ବର୍ଷା ଯୋଗୁ ସହରରେ ପାଣି, କାଦୁଅ ଭରି ରହିଛି। ତେବେ ସବୁଠାରୁ ଚିନ୍ତାର ବିଷୟ ହୋଇଛି ପ୍ରଜାମଣ୍ଡଳ ଭବନ ପରିସର। ବିଭିନ୍ନ ଦୋଳି, ଖେଳ ସାମଗ୍ରୀ, ମିନାବଜାର…

ଅନ୍ଧାରରେ ଅଧା ସହର

ଅନୁଗୋଳ ଅଫିସ,୧୦।୯ ଚୁକ୍ତି ନବୀକରଣ ହୋଇ ନ ଥିବାରୁ ପୌରପାଳିକାରେ କାର୍ଯ୍ୟ କରୁଥିବା ୨୨ ଠିକା କର୍ମଚାରୀ ଗତ ୧ ତାରିଖଠାରୁ ଆଉ ଅଫିସ ଆସୁନାହାନ୍ତି। ଫଳରେ ପୌରସଂସ୍ଥାରେ କର୍ମଚାରୀ ଅଭାବ ଦେଖାଦେଇଛି। ଏହାର ସିଧାସଳଖ ପ୍ରଭାବ ପୌରପାଳିକାର ବିଭିନ୍ନ କାର୍ଯ୍ୟ…

ଅଧିକାରୀ ଓ ଗ୍ରାମବାସୀଙ୍କ ମଧ୍ୟରେ ବୈଠକ:ରାସ୍ତା ମରାମତି ପରେ ଉଚ୍ଛେଦ ହେଉ

ବଇଣ୍ଡା,୧୦।୯(ଡି.ଏନ.ଏ.)କିଶୋରନଗର ବ୍ଲକ ଜାମ୍ବୁନାଳୀଠାରୁ ବାମୁର ପର୍ଯ୍ୟନ୍ତ ୫୫ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ୧୧, ୧୨, ୧୩ ତାରିଖରେ ଉଚ୍ଛେଦ ପ୍ରକ୍ରିୟା କରାଯିବ ବୋଲି ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ଏ ନେଇ ସୋମବାର ନୁନୁକାପଶି ପଞ୍ଚାୟତ ସଭାଗୃହରେ କ୍ଷତିଗ୍ରସ୍ତ…

ଅନ୍‌ଲାଇନ ବ୍ୟବସ୍ଥା ଦେଉଛି ଦୁଃଖ

ଝୁମ୍ପୁରା, ୧୦।୯(ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକର ଦୁର୍ଗମ ବଣପାହାଡ଼ ଘେରା ଇଲାକାରେ ଆଜି ବି ଟେଲି ଯୋଗାଯୋଗ ସୁବିଧା ଅପହଞ୍ଚ ହୋଇ ରହିଛି। ଦୁର୍ଗମ ଇଲାକାରେ ମୋବାଲ ଟାଓ୍ବାର ନ ଥିବାରୁ ନେଟ୍‌ଓ୍ବର୍କ ଆସୁ ନାହିଁ ା ଲୋକେ ମୋବାଇଲ ସେବା…

ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓଙ୍କ ସମାଧି ପୀଠରେ ଜେସିବି ମେଶିନ: ମଧୁବନରେ ଖୋଳାଖୋଳି ନେଇ ଉତ୍ତେଜନା

ବାରିପଦା ଅଫିସ,୯ା୯- ବାରିପଦା ସହର ପାର୍ଶ୍ୱ ଦେଇ ପ୍ରବାହିତ ବୁଢ଼ାବଳଙ୍ଗ ନଦୀକୂଳରେ ରହିଛି ମଧୁବନ। ସେଠାରେ ନବ ଉତ୍କଳର ନିର୍ମାତା ମୟୂରଭଞ୍ଜ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓଙ୍କ ସମାଧି ପୀଠ ଅବସ୍ଥିତ। ସୋମବାର ସକାଳେ ମଧୁବନସ୍ଥିତ ମହାରାଜାଙ୍କ ସମାଧି ସ୍ଥଳରେ ଏକ…

‘ଗଛ ମୋ ଜୀବନ, ସ୍ବପ୍ନ, ସାହାରା’

ସିମୁଳିଆ, (ସନ୍ତୋଷ କୁମାର ନାୟକ)- ପରିବେଶର ସୁରକ୍ଷା ବିନା ଜୀବଜଗତ ତିଷ୍ଠିବା ସମ୍ଭବ ନୁହେଁ। ଗଛ ଲଗାଇ ପରିବେଶକୁ ସୁରକ୍ଷା ଦେବା ବାର୍ତ୍ତା ପ୍ରଚାର ଲାଗି ୫୯ବର୍ଷୀୟ ଗୋଲକବିହାରୀ ରାଉତ ଏବେ ଗାଁକୁ ଗାଁ ଘୂରି ବୁଲୁଛନ୍ତି । କାନ୍ଧରେ ଏକ…

ମୁଖ୍ୟମନ୍ତ୍ରୀଙ୍କ ୫-ଟି ମନ୍ତ୍ରକୁ ଦିଆଯିବ ଗୁରୁତ୍ୱ

ବ୍ରହ୍ମପୁର ଅଫିସ/ ସୋରଡା,୧୦ା୯(ଡି.ଏନ.ଏ.)-ଗଞ୍ଜାମ ଜିଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ମଙ୍ଗଳବାର ସୋରଡ଼ାରେ ଅନୁଷ୍ଠିତ ହେବ। ଏଥିରେ ଦଳର ପ୍ରାୟ ୩ ହଜାର କର୍ମୀ, ନେତା ଓ ଛାମୁଆ ସଂଗଠନ କର୍ମକର୍ତ୍ତା ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେଠାକାର ବିଧାୟକ…

ଋଣ, ଏଫ୍‌ଡି ସୁଧ ହାର ହ୍ରାସ କଲା ଏସ୍‌ବିଆଇ

ନୂଆଦିଲ୍ଲୀ,୧୦-୯: ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସ୍‌ବିିଆଇ) ସମସ୍ତ ଅବଧିର ମାର୍ଜିନାଲ କଷ୍ଟ୍‌ ଅଫ୍‌ ଲେଣ୍ଡିଂ(ଏମ୍‌ସିଏଲ୍‌ଆର୍‌) ସୁଧ ହ୍ରାରକୁ ୧୦ ବେସିସ୍‌ ପଏଣ୍ଟ ଅର୍ଥାତ୍‌ ୦.୧% ହ୍ରାସ କରିଛି। ନୂଆ ସୁଧ ହାର ମଙ୍ଗଳବାରଠାରୁ ଲାଗୁ ହେବ। ତେବେ ବ୍ୟାଙ୍କ ଫିକ୍ସଡ ଡିପୋଜିଟ୍‌ ବା…

ଜିଏସ୍‌ଟି ରିଟର୍ନ ଦାଖଲ ଅବଧି ବୃଦ୍ଧି

ନୂଆଦିଲ୍ଲୀ,୧୦-୯: ଜିଏସ୍‌ଟି ରିଟର୍ନ ଦାଖଲ ଅବଧି ବୃଦ୍ଧି ପାଇଛି। ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଇନ୍‌ଡାଇରେକ୍ଟ ଟ୍ୟାକ୍ସେସ ଆଣ୍ଡ କଷ୍ଟମ୍ସ(ସିବିଆଇସି) ପକ୍ଷରୁ ଜାରି ସୂଚନା ମୁତାବକ ଜିଏସ୍‌ଟିଆର୍‌-୯, ଜିଏସ୍‌ଟିଆର୍‌-୯ଏ ଏବଂ ଜିଏସ୍‌ଟିଆର୍‌-୯ସି ଫର୍ମ ଦାଖଲ କରୁଥିବା ଟିକସଦାତା ଏଣିକି ନଭେମ୍ବର ୩୦ ପର୍ଯ୍ୟନ୍ତ…

୧୮ ଦିନ କାମ ବନ୍ଦ କଲା ଅଶୋକ ଲେଲ୍ୟାଣ୍ଡ

ନୂଆଦିଲ୍ଲୀ,୧୦-୯: ଅଟୋ ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥା ଯୋଗୁ ଚିନ୍ତିତ କମ୍ପାନୀଗୁଡ଼ିକ କାର୍ଯ୍ୟ ସମୟ ହ୍ରାସ କରିବା ଭଳି ଉପାୟ ଆପଣାଇବା ଆରମ୍ଭ କଲେଣି। ମାରୁତି ତା’ର ଗୁରୁଗ୍ରାମ ଓ ମାନେସର ସ୍ଥିତ ଦୁଇଟି ପ୍ଲାଣ୍ଟରେ କାମ ବନ୍ଦ କରିବାକୁ ନିଷ୍ପତ୍ତି ନେବା…

ନିର୍ଦ୍ଦେଶକଙ୍କ ପାଇଁ ଲାଗୁ ହେଲା ଆଚାର ସଂହିତା

ନୂଆଦିଲ୍ଲୀ,୧୦-୯: ବ୍ୟାଙ୍କିଙ୍ଗ୍‌ ସେକ୍ଟରରେ କର୍ପୋରେଟ ଗଭର୍ନାନ୍ସରେ ଉନ୍ନତି ଆଣିବା ଲାଗି କେନ୍ଦ୍ର ସରକାର ଅଣ ଅଫିସରସ୍ତରୀୟ ନିର୍ଦ୍ଦେଶକଙ୍କ ପାଇଁ ଆଚାର ସଂହିତା ଲାଗୁ କରିଛନ୍ତି। ଅର୍ଥ ମନ୍ତ୍ରଣାଳୟ ଅଧୀନ ଆର୍ଥିକ ସେବା ବିଭାଗ ପକ୍ଷରୁ ସମସ୍ତ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଏମ୍‌ଡିଙ୍କ ନିକଟକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri