ଡିସେମ୍ବର ୧୪ରୁ ମେରାଇନ୍ ଡ୍ରାଇଭ ଇକୋ ରିଟ୍ରିଟ ଫେଷ୍ଟିଭାଲ
ଭୁବନେଶ୍ୱର,୨।୧୧(ବ୍ୟୁରୋ): ବିଶ୍ୱପ୍ରସିଦ୍ଧ କୋଣାର୍କ ସହରଠାରୁ ୭ କିଲୋମିଟର ଦୂରରେ ମେରାଇନ୍ ଡ୍ରାଇଭ ଇକୋ ରିଟ୍ରିଟ ଫେଷ୍ଟିଭାଲ ଅନୁଷ୍ଠିତ ହେବ। ପୁରୀ-କୋଣାର୍କ ମେରାଇନ୍ ଡ୍ରାଇଭ ରାସ୍ତା ମଧ୍ୟରେ ହେବାକୁ ଥିବା ଏହି ଫେଷ୍ଟିଭାଲ ଆସନ୍ତା ଡିସେମ୍ବର ୧୪ରୁ ଜାନୁୟାରୀ ୧୪ ମଧ୍ୟରେ ଅନୁଷ୍ଠିତ…
ମାଲକାନଗିରିରେ ପୋଲିସ ମହାନିର୍ଦ୍ଦେଶକ ବିଜୟ କୁମାର ଶର୍ମା: ଯବାନମାନଙ୍କ ସମସ୍ୟା ପଚାରି ବୁଝିଲେ
ମାଲକାନଗିରି,୨।୧୧(ଡି.ଏନ୍.ଏ.) : ପୋଲିସ ମହାନିର୍ଦ୍ଦେଶକ ବିଜୟ କୁମାର ଶର୍ମା ଶନିବାର ମାଲକାନଗିରି ଜିଲା ଗସ୍ତରେ ଆସି ମାଓବାଦୀ ଦମନ ନେଇ ଏକ ସମୀକ୍ଷା ବୈଠକରେ ଯୋଗ ଦେଇଛନ୍ତି। ଜିଲା ପୋଲିସ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ଯୋଗ ଦେଇ ଶର୍ମା…
କଲ୍ୟାଣ ମଣ୍ଡପରୁ ମୃତଦେହ ଉଦ୍ଧାର
ହିିଞ୍ଜିଳିକାଟୁ,୨ା୧୧: ହିିଞ୍ଜିଳିକାଟୁ ପୌରାଞ୍ଚଳ ନୂଆଁଗଡ଼ ଶିବ ମନ୍ଦିର ନିକଟରେ ନିର୍ମାଣାଧୀନ ବାପୁଜୀ କଲ୍ୟାଣ ମଣ୍ଡପରୁ ଶନିବାର ପୋଲିସ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ ଗଞ୍ଜାମ ଜିଲା ଜରଡ଼ା ଥାନା ବି ଗୌଡୁଣୀ ଗଁାର ରାଜୁ ପ୍ରଧାନ (୨୨)।…
କଳାପଟାରେ ଅଙ୍କ କଷି ନ ପାରିବାରୁ ଛାତ୍ରୀଙ୍କୁ ଦଣ୍ଡ : ଶିକ୍ଷକଙ୍କୁ ନିଲମ୍ବନ କଲେ ବିଇଓ, ଥାନାରେ ମାମଲା
ଔପଦା,୨।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଔପଦା ବ୍ଲକ ଗଡ଼ସାହି ପଞ୍ଚାୟତର ପଣ୍ଡୁଆ ପ୍ରାଥମିକ ବିଦ୍ୟାଳୟର ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀ କଳାପଟାରେ ଅଙ୍କ କଷି ନ ପାରିବାରୁ ସହକାରୀ ଶିକ୍ଷକ ତାଙ୍କୁ ଦଣ୍ଡବିଧାନ କରିଥିଲେ। ପରିଣାମସ୍ବରୂପ ଉକ୍ତ ଶିକ୍ଷକଙ୍କୁ କାର୍ଯ୍ୟରୁ ନିଲମ୍ବନ ହେବାକୁ…
ଇଦ୍ଘାନୀ ଟି୨୦: ଖେଳିପାରନ୍ତି ଶିବମ୍ ଦୁବେ
ନୂଆଦିଲ୍ଲୀ,୨ା୧୧(ପି.ଟି.): ରବିବାର ଏଠାରେ ବାଂଲାଦେଶ ବିପକ୍ଷରେ ଖେଳାଯିବାକୁଥିବା ପ୍ରଥମ ଅନ୍ତର୍ଜାତୀୟ ଟି୨୦ ମ୍ୟାଚରେ ମୁମ୍ବାଇ ଅଲରାଉଣ୍ଡର ଶିବମ୍ ଦୁବେଙ୍କୁ ସୁଯୋଗ ମିଳିପାରେ। ଭାରତର କାମଚଳା ଅଧିନାୟକ ରୋହିତ ଶର୍ମା ଏ ବିଷୟରେ ସୂଚନା ଦେଇଛନ୍ତି। ସେ ଦୁବେଙ୍କ ବ୍ୟତୀତ କେରଳ ଉଇକେଟକିପର…
ଦକ୍ଷିଣ ଆଫ୍ରିକା ଦଳକୁ ପାକିସ୍ତାନ ପଠାଇବାକୁ ପିସିବିର ପ୍ରସ୍ତାବ
କରାଚୀ,୨।୧୧(ପି.ଟି.): ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) କ୍ରିକେଟ ଦକ୍ଷିଣ ଆଫ୍ରିକା (ସିଏସ୍ଏ)କୁ ତା’ର ଜାତୀୟ ଦଳକୁ ଆସନ୍ତା ମାର୍ଚ୍ଚରେ ଟି୨୦ ସିରିଜ୍ ପାଇଁ ପଠାଇବାକୁ ପ୍ରସ୍ତାବ ଦେଇଛି। ଏ ନେଇ ପିସିବି କାର୍ଯ୍ୟକାରୀ ମୁଖ୍ୟ ଅଫିସର ଓ୍ବାସିମ୍ ଖାଁ ଶନିବାର କହିଛନ୍ତି।…
ଜିଲାପରିଷଦ ଉପନିର୍ବାଚନ : ବିଜେଡିରୁ ୨, ଭାଜପାରୁ ୪ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଦାଖଲ
କୋରାପୁଟ,୨।୧୧(ସ୍ବ.ପ୍ର.) : ଚଳିତମାସ ୨୭ ତାରିଖରେ ହେବାକୁ ଥିବା କୋରାପୁଟ ଜିଲା ଦଶମନ୍ତପୁରର ୧ନଂ. ଜୋନ୍ ଏବଂ ପଟ୍ଟାଙ୍ଗି ବ୍ଲକର ୧ନଂ. ଜୋନ୍ରେ ହେବାକୁ ଥିବା ଉପନିର୍ବାଚନ ନିମନ୍ତେ ଶନିବାର ଶାସକ ବିଜେଡି ପକ୍ଷରୁ ୨ଜଣ ପ୍ରାର୍ଥୀ ଓ ଭାଜପା ପକ୍ଷରୁ…
ବାପା, ପୁଅଙ୍କୁ ହତ୍ୟା : ଥାନାରେ ଆତ୍ମସମର୍ପଣ କଲେ ୨ ଅଭିଯୁକ୍ତ
ମାଲକାନଗିରି,୨।୧୧(ଡି.ଏନ୍.ଏ): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ଉଦୁଲିବେଡ଼ା ଗ୍ରାମର ପିତା-ପୁତ୍ରଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଉଦୁଲିବେଡ଼ା ଗ୍ରାମର ନିଳେନ୍ଦ୍ର ଖିଲ ଓ ବାପା ସୁଦନ ଖିଲ ଶୁକ୍ରବାର ରାତିରେ ଘରକୁ ଫେରି ନ ଥିବାରୁ ନିଳେନ୍ଦ୍ରଙ୍କ ସ୍ତ୍ରୀ ଡାଳିମ୍ବ…
ପ୍ରଧାନମନ୍ତ୍ରୀ ଆବାସ ଅନିୟମିତତା ନେଇ ତଦନ୍ତ
ତିହିଡ଼ି,୨।୧୧ (ଡି.ଏନ.ଏ.) : ଭଦ୍ରକ ଜିଲା ତିହିଡ଼ି ବ୍ଲକ ନରେନ୍ଦ୍ରପୁର ଗ୍ରାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ନେଇ ଅଭିଯୋଗ ହୋଇଥିଲା। ଜଣେ ଯୁବତୀଙ୍କୁ ବିଧବା ଦର୍ଶାଇ ଯୋଜନାରେ ସାମିଲ କରାଯାଇଥିବା ଅଭିଯୋଗରେ ଦର୍ଶାଯାଇଥିଲା। ଏହି ଅଭିଯୋଗ କ୍ରମେ ଜିଲା ଅତିରିକ୍ତ…
ବାର୍ହା ଆକ୍ରମଣରେ ଚାଷୀ ଗୁରୁତର
ଖୋର୍ଦ୍ଧା ଅଫିସ,୨।୧୧ : ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ନିଳାଦ୍ରୀପ୍ରସାଦ ପଞ୍ଚାୟତ ଅରାଙ୍ଗ ଗାଁରେ ବସନ୍ତ ଶବର(୪୦) ବିଲକୁ ଯାଇଥିବାବେଳେ ଶନିବାର ପୂର୍ବାହ୍ନରେ ବାର୍ହା ଆକ୍ରମଣରେ ଗୁରୁତର ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ବାଣପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ସ୍ବାସ୍ଥ୍ୟାବସ୍ଥା…
ଏହି ପ୍ରଶ୍ନର ଉତ୍ତର ଦେଇ ଐଶ୍ୱର୍ଯ୍ୟା ହୋଇଥିଲେ ବିଶ୍ୱସୁନ୍ଦରୀ
ବଲିଉଡ୍ରେ ଏମିତି କିଛି ଅଭିନେତ୍ରୀ ଅଛନ୍ତି, ଯେଉଁମାନେ କେବଳ ସୁନ୍ଦର ଚେହେରାକୁ ନେଇ ନୁହେଁ, ଭଲ ହୃଦୟ ଏବଂ ବ୍ୟବହାରକୁ ନେଇ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ସେମାନଙ୍କ ମଧ୍ୟରୁ ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ହେଉଛନ୍ତି ଜଣେ। ଐଶ୍ୱର୍ଯ୍ୟା…
ତିସ୍ ହଜାରି କୋର୍ଟରେ ତାଣ୍ଡବ: ପୋଲିସଙ୍କୁ ପିଟିଲେ ଓକିଲ
ନୂଆଦିଲ୍ଲୀ,୨।୧୧: ଦିଲ୍ଲୀର ତିସ୍ ହଜାରି କୋର୍ଟରେ ଶନିବାର ଅପରାହ୍ନରେ ଓକିଲ ଓ ପୋଲିସ ମଧ୍ୟରେ ସାମାନ୍ୟ କଥାକୁ ନେଇ ହୋଇଛି ଖଣ୍ଡଯୁଦ୍ଧ। ପରିସ୍ଥିତି ଅଣାୟତ୍ତ ହେବାରୁ ପୋଲିସ ପକ୍ଷରୁ ପାୟାରିଂ କରାଯାଇଥିବା ସୂଚନା ମିଳିଛି। ଏହାପରେ ଓକିଲମାନେ ପୋଲିସକୁ ମାଡ ମାରିବା…
Archives


