Home

୩୭୦ ଉଚ୍ଛେଦ ପରଠୁ ଯୋଗାଯୋଗ ମାଧ୍ୟମ ବନ୍ଦ:ରାସ୍ତାରେ ଖବରଦାତା

ଶ୍ରୀନଗର,୪-୧୦(ପି.ଟି.):ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟାଯିବାକୁ ୨ ମାସ ପୂରିଲାଣି। ତଥାପି ଉପତ୍ୟକାରେ ସ୍ଥିତି ସ୍ବାଭାବିକ ହୋଇନାହିଁ। ମୋବାଇଲ ଓ ଇଣ୍ଟରନେଟ ଉପରେ କଟକଣା ଜାରି ରହିଥିବାରୁ ଗଣମାଧ୍ୟମ ବହୁଳ ଭାବେ ପ୍ରଭାବିତ ହୋଇଛି। ଏଥିପାଇଁ ଜମ୍ମୁ-କଶ୍ମୀରର…

ବିଚାରପତିଙ୍କ ରାୟ ବି ଭୁଲ୍‌ ହୋଇପାରେ

ନୂଆଦିଲ୍ଲୀ,୪-୧୦(ପି.ଟି.):ଆଦୌ ଭୁଲ୍‌ ରାୟ ଦେଇ ନ ଥିବା କୌଣସି ବିଚାରପତି ଦାବି କରିପାରିବେ ନାହିଁ। ରାୟ ପ୍ରଦାନରେ ସେମାନଙ୍କର ବି ଭୁଲ୍‌ ହୋଇପାରେ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଦୁର୍ବ୍ୟବହାର, କୌଣସି ପ୍ରକାର ଆନୁଗତ୍ୟ, ବାହ୍ୟ ପ୍ରଭାବର ସ୍ପଷ୍ଟ ଅଭିଯୋଗ ନ ଥିଲେ…

ବଜାର ସଫେଇ କଲେ ଛାତ୍ରୀଛାତ୍ର

ଛତିଆ,୪ା୧୦(ଡି.ଏନ୍‌.ଏ.): ଛତିଆ ବଜାରରେ ଦୀର୍ଘଦିନ ଧରି ପଡିରହିଥିବା ଅଳିଆ ଆବର୍ଜନାକୁ ଗୁରୁବାର ମଣିଆସ୍ଥିତ ଡିଏଭି ପଦ୍ମାବତୀ ସ୍କୁଲ ଛାତ୍ରୀଛାତ୍ର ସଫା କରିଛନ୍ତି। ପ୍ରଧାନ ଶିକ୍ଷୟିତ୍ରୀ ପୂର୍ଣ୍ଣା ଶର୍ମାଙ୍କ ନେତୃତ୍ୱରେ ୫୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ର ସଫେଇ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଛତିଆ ବାଇପାସ୍‌…

ଦିଲ୍ଲୀରେ ୪ ସଶସ୍ତ୍ର ଆତଙ୍କବାଦୀ: ଉତ୍ତର ଭାରତ ବିମାନବନ୍ଦରରେ ହାଇଆଲର୍ଟ

ନୂଆଦିଲ୍ଲୀ,୪-୧୦:ରାଜଧାନୀ ଦିଲ୍ଲୀ ଉପରେ ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌)ର ନଜର। ଜୈଶ୍‌ର ୪ ସଶସ୍ତ୍ର ଆତଙ୍କବାଦୀ ଦିଲ୍ଲୀରେ ବୁଲୁଛନ୍ତି। ସେମାନେ ପୂଜାଋତୁରେ ଆମତ୍ଘାତୀ ଆକ୍ରମଣ କରିପାରନ୍ତି ବୋଲି ସୁରକ୍ଷା ସଂସ୍ଥାଗୁଡ଼ିକ ଜାଣିବାକୁ ପାଇଛନ୍ତି। ଏନେଇ ଗୋଇନ୍ଦା ରିପୋର୍ଟ ମିଳିବା ପରେ…

ପାକିସ୍ତାନରେ ନୀରବ ବିଦ୍ରୋହ:ଅର୍ଥନୀତି ସୁଧାରିବାକୁ ଅଣ୍ଟା ଭିଡ଼ିଲେ ସେନାମୁଖ୍ୟ

ଇସ୍‌ଲାମାବାଦ,୪-୧୦(ପି.ଟି.):ଭାରତକୁ ଆଣବିକ ଯୁଦ୍ଧାସ୍ତ୍ରର ଭୟ ଦେଖାଉଥିବା ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ବିରୋଧରେ ଆରମ୍ଭ ହୋଇଛି ନୀରବ ବିଦ୍ରୋହ। ସ୍ଥଳସେନା ମୁଖ୍ୟ ଜେନେରାଲ କମର ଜାଭେଦ୍‌ ବାଜ୍‌ଓ୍ବା ନିଜ ସୀମା ବାହାରକୁ ଯାଇ ଦେଶର ଅର୍ଥନୀତିକୁ ନେଇ ସମୀକ୍ଷା କରିଛନ୍ତି। ଏହି…

ଆରଟିଓ କାର୍ଯ୍ୟାଳୟ ପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ

ଚଣ୍ଡିଖୋଲ,୪ା୧୦(ଡି.ଏନ୍‌.ଏ.): ରାଜ୍ୟରେ ଥିବା ସମସ୍ତ ଆରଟିଓ(ରିଜିଓନାଲ ଟ୍ରାନ୍ସପୋର୍ଟ ଅଫିସ) କାର୍ଯ୍ୟାଳୟକୁ ଦଲାଲ ମୁକ୍ତ କରିବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି କ୍ରମରେ ଆର୍‌ଟିଓ କାର୍ଯ୍ୟାଳୟ ଚତୁଃପାର୍ଶ୍ୱରେ ଦଲାଲମାନଙ୍କ ଦ୍ୱାରା ପ୍ରତିଷ୍ଠା କରାଯାଇଥିବା ଚାଳିଆ ଘର ଉଚ୍ଛେଦ କରାଯିବା ସହ…

ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ଅଭିଯାନ: ଶଙ୍କରାଚାର୍ଯ୍ୟ, ସେବାୟତଙ୍କ ପରାମର୍ଶ ନିଅ

ନୂଆଦିଲ୍ଲୀ,୪-୧୦:ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ କାର୍ଯ୍ୟରେ ସୁପ୍ରିମକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଉଚ୍ଛେଦ ପୂର୍ବରୁ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ଓ ବରିଷ୍ଠ ସେବାୟତମାନଙ୍କ ସହ ପରାମର୍ଶ କରିବାକୁ ସର୍ବୋଚ୍ଚ ଅଦାଲତ ଓଡ଼ିଶା ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଥିବା ପୁରାତନ…

ଶିକ୍ଷା, ସ୍ବାସ୍ଥ୍ୟ ବିଭାଗର ଅବହେଳା: ପଡିରହିଛି ୭ ଲକ୍ଷର ସାନିଟାରି ନାପ୍‌କିନ

ଆଠମଲ୍ଲିକ, ୪ା୧୦ (ଡି.ଏନ.ଏ.)-ବିଦ୍ୟାଳୟ ଛାତ୍ରୀଙ୍କୁ ମାଗଣାରେ ସାନିଟାରି ନାପକିନ ଯୋଗାଇଦେବାର ବ୍ୟବସ୍ଥା କରାଯାଇଛି। ସମସ୍ତ ବିଦ୍ୟାଳୟରେ ଛାତ୍ରୀମାନେ ଯେପରି ଏହି ପ୍ୟାଡ ପାଇବେ ସେଥିପାଇଁ ସରକାରୀ ସ୍ତରରେ ନିୟମ ରହିଛି। ହେଲେ ଅନେକ ସ୍ଥାନରେ ଥିବା ବିଦ୍ୟାଳୟଗୁଡିକର ଛାତ୍ରୀମାନଙ୍କୁ ସାନିଟାରି ନାପକିନ…

ଆଜି ମହାଷଷ୍ଠୀ, ଉତ୍ସବମୁଖର ଅନୁଗୋଳ: ୧୧ ମଣ୍ଡପରେ ପୂଜା ପାଇବେ ଦଶଭୁଜା

ଅନୁଗୋଳ ଅଫିସ, ୪।୧୦- ଦୁର୍ଗାପୂଜା ପାଇଁ ସଜେଇ ହେଉଛି ଅନୁଗୋଳ ସହର। ଚଳିତବର୍ଷ ୧୧ ମଣ୍ଡପରେ ମା’ ଦଶଭୁଜାଙ୍କ ପୂଜାର୍ଚ୍ଚନା କରାଯିବ। ଶୁକ୍ରବାର ମା’ଙ୍କ ଷଷ୍ଠୀପୂଜା ହେବାକୁ ଥିବାରୁ ଏହାକୁ ନେଇ ସହରରେ ଉତ୍ସବର ପରିବେଶ ସୃଷ୍ଟି ହୋଇଛି। ସପ୍ତମୀରେ ବିଭିନ୍ନ…

ଟ୍ରକ୍‌ ଚାଳକଙ୍କ ଉନ୍ମତ୍ତକାଣ୍ଡ : ଥାନା ଅଧିକାରୀଙ୍କୁ ଗାଡ଼ି ଚଢ଼ାଇବା ଉଦ୍ୟମ

ନୟାଗଡ଼ ଅଫିସ,୪ା୧୦: ନୟାଗଡ଼ ଜିଲା ଦେଇ ଯାଇଥିବା ୫୭ନଂ. ଜାତୀୟ ରାଜପଥ-୫୭ରେ ଗୁରୁବାର ଜଣେ ଟ୍ରକ୍‌ ଚାଳକଙ୍କ ଉନ୍ମତ୍ତକାଣ୍ଡ ଦେଖିବାକୁ ମିଳିଥିଲା। ଚାଳକଙ୍କ ବେପାରୁଆ ଗାଡ଼ି ଚାଳନା ଯୋଗୁ ୨ ବାଇକ୍‌ ସମେତ ପୋଲିସ ଚେକ୍‌ପୋଷ୍ଟ ଭାଙ୍ଗି ଚୂରମାର୍‌ ହୋଇଯାଇଛି। ସେହିଭଳି…

ନୀଳମାଧବ ପୀଠରେ ମା’ ବିମଳାଙ୍କ ଭଦ୍ରକାଳୀ ବେଶ

ଖଣ୍ଡପଡା,୪।୧୦(ସ୍ବ.ପ୍ର.): ନୀଳମାଧବ ପୀଠରେ ଇଷ୍ଟଦେବୀ ମା’ ବିମଳାଙ୍କ ୧୬ପୂଜା ଦ୍ୱିତୀୟା ଓଷାଠାରୁ ଆରମ୍ଭ ହୋଇଛି। ଏହି ପାରମ୍ପରିକ ପର୍ବ ମହାନବମୀ ପଯର୍‌ୟନ୍ତ ଚାଲୁରହିବ। ମହାଳୟା ଅମାବାସ୍ୟାଠାରୁ ମା’ଙ୍କର ନବରାତ୍ର ପୂଜା ଆରମ୍ଭ ହେବା ସହ ପ୍ରତିଦିନ ଚଣ୍ଡୀପାଠ, ହୋମଯଜ୍ଞ କରାଯାଉଛି।  ଉକ୍ତ…

୧୦ ହଜାର ଟଙ୍କା ପାଇଁ ନବବଧୂଙ୍କୁ ହତ୍ୟା ଅଭିଯୋଗ : ସ୍ବାମୀ ଓ ଶାଶୁ ଥାନାରେ ଅଟକ

ନୟାଗଡ଼ ଅଫିସ,୪ା୧୦: ନୟାଗଡ଼ ଜିଲା ଶରଣକୁଳ ଥାନା ଚଢ଼େୟାପଲ୍ଲୀ ଗ୍ରାମରେ ଜଣେ ନବବଧୂଙ୍କୁ ଯୌତୁକ ବାବଦରେ ବାକି ଥିବା ୧୦ ହଜାର ଟଙ୍କା ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ମୃତା ମହିଳାଙ୍କ ମାଆ ଥାନାରେ ଅଭିଯୋଗ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri