Home

ମହାରାଷ୍ଟ୍ର ରାଜନୀତିରେ ଆସିଲା ନୂଆ ମୋଡ଼: ଶିବସେନା ସହିତ ସରକାର ଗଠନ ପାଇଁ ସୋନିଆଙ୍କୁ ପରାମର୍ଶ ଦେଲେ କଂଗ୍ରେସ ସଦସ୍ୟ

ମୁମ୍ବାଇ,୨।୧୧: ମହାରାଷ୍ଟ୍ର ରାଜନୀତିରେ ଏବେ ଏକ ନୂଆ ମୋଡ଼ ଆସିଛି। ଶିବସେନା-ଭାଜପା ମଧ୍ୟରେ ଅଙ୍କକଷା ଛିଣ୍ଡୁନି। ଏହାକୁ ଦୃଷ୍ଟିରେ ରଖି କଂଗ୍ରେସ ସଦସ୍ୟମାନେ ଶିବସେନା ସହିତ ମେଣ୍ଟ ସରକାର ଗଠନ ପାଇଁ ସୋନିଆ ଗାନ୍ଧୀଙ୍କୁ ପରାମର୍ଶ ଦେଇଛନ୍ତି। କଂଗ୍ରେସ ସଦସ୍ୟ ହୁସେନ୍‌…

‘ରାଧେ’ର ଶୁଟିଂ ଆରମ୍ଭ

ମୁମ୍ବାଇ:ବଲିଉଡ୍‌ ଭାଇଜାନ୍‌ ସଲମାନ୍‌ ଖାନ୍‌ଙ୍କ ଆଗାମୀ ଫିଲ୍ମ ‘ରାଧେ’ର ଶୁଟିଂ ଆରମ୍ଭ ହୋଇଛି। ଏହି ଫିଲ୍ମ ଆସନ୍ତା ବର୍ଷ ଇଦ୍‌ ଅବସରରେ ମୁକ୍ତିଲାଭ କରିବ। ସଲମାନ୍‌ ଶୁକ୍ରବାର ନିଜ ଟୁଇଟର ପେଜ୍‌ରେ ଫିଲ୍ମର ମହୁରତ୍‌ ବେଳର ଫଟୋ ଶେୟାର କରିଛନ୍ତି। ଫିଲ୍ମରେ…

୯୦ ବର୍ଷ ବୟସରେ ପୁଲ୍‌-ଅପ୍‌ସ: ଚର୍ଚ୍ଚାରେ ଅବସରପ୍ରାପ୍ତ ଏୟାର ମାର୍ଶାଲ

ନୂଆଦିଲ୍ଲୀ: ନିଜକୁ ଫିଟ୍‌ରଖିବା ଲାଗି ସମସ୍ତେ ଚାହାନ୍ତି। ହେଲେ ସମୟ ଅଭାବରୁ ଅଧିକାଂଶ ଜିମ୍‌ ଯିବା କିମ୍ବା ଶାରୀରିକ ପରିଶ୍ରମ କରିବା ପସନ୍ଦ କରି ନ ଥାନ୍ତି। ଫଳରେ ନାନା ରୋଗ ଅକାଳରେ ମାଡ଼ିବସେ। ବର୍ତ୍ତମାନ ସମୟରେ ଏକ ସାଧାରଣ ବ୍ୟାୟାମ…

୩ ଦିନିଆ ବିଦେଶ ଗସ୍ତରେ ମୋଦି

ନୂଆଦିଲ୍ଲୀ,୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିଆ ଥାଇଲାଣ୍ଡ ଗସ୍ତ କାର୍ଯ୍ୟକ୍ରମରେ ଶନିବାର ତାଙ୍କର ଯାତ୍ରା ଆରମ୍ଭ କରିଛନ୍ତି। ହୁଷ୍ଟନରେ ଆୟୋଜିତ କାର୍ଯ୍ୟକ୍ରମ ଭଳି ଥାଇଲାଣ୍ଡରେ ଶନିବାର ମୋଦି ‘ସ୍ବାସଦି ପିଏମ୍‌ ମୋଦି’ ନାମକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେବେ। ମୋଦିଙ୍କର ଏହି…

ବାରାଣସୀରେ ବିଦ୍ୟୁତ୍‌ କାଟ୍‌: ହାଣ ମୁହଁରେ ନିର୍ଦ୍ଦେଶକ; ତଳ ପଦବୀରେ ଇଞ୍ଜିନିୟର ଭାବେ ହେଲେ ନିଯୁକ୍ତ

ଲକ୍ଷ୍ନୌ,୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଂସଦୀୟ କ୍ଷେତ୍ର ବାରାଣସୀରେ ବିଦ୍ୟୁତ୍‌ କାଟ୍‌ ଯୋଗୁ ଶକ୍ତିି ବିଭାଗର ଜଣେ ନିର୍ଦ୍ଦେଶକ ପ୍ରଶାସନର ହାଣ ମୁହଁରେ ପଡ଼ିଛନ୍ତି। ତାଙ୍କୁ ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ ଯୋଗୀ ସରକାର ନିର୍ଦ୍ଦେଶକ ପଦବୀରୁ ହଟାଇ ତଳ ପଦବୀରେ ଇଞ୍ଜିନିୟର ଭାବେ…

ନିଯୁକ୍ତି ବାଟ ଫିଟୁନି

ଝାରସୁଗୁଡ଼ା ଏକ ଶିଳ୍ପ ବହୁଳ ଜିଲା। ଏଠାରେ ପ୍ରାୟ ୧୧ଟି ବୃହତ୍‌ ଓ ମଧ୍ୟମ ଶ୍ରେଣୀର ଶିଳ୍ପାନୁଷ୍ଠାନ ରହିଛି। ମାତ୍ର ସରକାରଙ୍କ କୋହଳ ନୀତି ଯୋଗୁ ଅଞ୍ଚଳର ବେକାର ଯୁବତୀ ଯୁବକଙ୍କ ନିଯୁକ୍ତି ପାଇଁ ବାଟ ଫିଟି ପାରୁନାହିଁ। ଏବେ ମଧ୍ୟ…

ସର୍କୁଲାର ଜାରି କଲେ ପରିବହନ କମିଶନର: ଯେକୌଣସି ଆର୍‌ଟିଓରେ ଡିଏଲ୍‌ ଆବେଦନ କରିହେବ

କଟକ ଅଫିସ, ଭୁବନେଶ୍ୱର,୨ା୧୧ (ବ୍ୟୁରୋ): ଯାନବାହନ ମାଲିକମାନେ ରାଜ୍ୟର ଯେକୌଣସି ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ)ଙ୍କ କାର୍ଯ୍ୟାଳୟରେ ନିଜ ଗାଡିର ପଞ୍ଜୀକରଣ କରିବା ସହ ଡ୍ରାଇଭିଂ ଲାଇସେନ୍ସ ପାଇଁ ମଧ୍ୟ ଆବେଦନ କରିପାରିବେ। ରାଜ୍ୟ ପରିବହନ କମିଶନର ସଞ୍ଜୀବ ପଣ୍ଡା ଶୁକ୍ରବାର ଏ…

ଶିବସେନାକୁ ଝଟ୍‌କା: ମେଣ୍ଟ କରିବେନି ଶରଦ

ମୁମ୍ବାଇ,୨।୧୧: ମହାରାଷ୍ଟ୍ର ବିଧାନସଭାକୁ ନେଇ ସରକାର ଗଠନ କରିବା ଯୋଜନା କରୁଥିବା ଭାରତୀୟ ଜନତା ପାର୍ଟି(ଭାଜପା)କୁ ଝଟ୍‌କା ଦେବାକୁ ଚାହଁୁଥିବା ଶିବସେନାକୁ ଲାଗିଛି ଝଟ୍‌କା। କାରଣ ଏବେ ଏନ୍‌ସିପି ନେତା ଶରଦ ପାଓ୍ବାର କେବଳ ବିରୋଧି ହୋଇ ରହିବେ ବୋଲି କହିଛନ୍ତି।…

ଉପକୂଳରେ ସବୁଜିମା ସୃଷ୍ଟିକୁ ଗୁରୁତ୍ୱ

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ତାପମାତ୍ରା ବୃଦ୍ଧି ଓ ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ବଡ ସମସ୍ୟା ଭାବେ ଦେଖାଦେଲାଣି। ତାପମାତ୍ରା ବୃଦ୍ଧି ଯୋଗୁ ସମୁଦ୍ର ଜଳପତ୍ତନ ବୃଦ୍ଧି ପାଇବାରେ ଲାଗିଛି। ଆସନ୍ତା ୨୦୫୦ ସୁଦ୍ଧା ଅଧିକାଂଶ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ ହୋଇଯିବ।…

‘ଆକ୍ସନ ଓ ଷ୍ଟଣ୍ଟ୍‌କୁ ମୁଁ ଭଲପାଏ’

ମୁମ୍ବାଇ: ବଲିଉଡ ଇଣ୍ଡଷ୍ଟ୍ରିର ଫିଟ୍‌ ଆକ୍ଟର୍ସଙ୍କ ମଧ୍ୟରେ ଜଣେ ହେଉଛନ୍ତି ବିଦ୍ୟୁତ୍‌ ଜମଓ୍ବାଲ। ସେ ନିଜର ଆକ୍ସନ ଏବଂ ଷ୍ଟଣ୍ଟ ଜରିଆରେ ଦର୍ଶକଙ୍କ ମନରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରି ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ସେ ଦେଇଥିବା ଏକ…

ମାଟ୍ରିକ୍‌ ପରୀକ୍ଷାରୁ ଦଳିତ ଛାତ୍ର ବଞ୍ଚିତ ହେବା ମାମଲା: ୩୦ ହଜାର ଟଙ୍କା କ୍ଷତିପୂରଣ ଦେବାକୁ ଓଏଚ୍‌ଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ଆଡମିଟ୍‌ କାର୍ଡ ନ ପାଇବାରୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆୟୋଜିତ ୨୦୧୫ ମାଟ୍ରିକ୍‌ ପରୀକ୍ଷାରୁ ବଞ୍ଚିତ ହୋଇଥିଲେ ଅନୁଗୋଳ ଜିଲା ପାଲଲହଡ଼ା ମହତାବ ହାଇସ୍କୁଲର ଜଣେ ଦଳିତ ଛାତ୍ର। ଏ ସମ୍ପର୍କିତ ଏକ ମାମଲାର ଶୁଣାଣି କରି…

ଶ୍ରୀରାମଙ୍କ ନାମରେ ପର୍ଯ୍ୟଟନ ବିସ୍ତାର ଯୋଜନା: ୪୪୦ କୋଟିରେ ୬୧ ହେକ୍ଟର ଜମି କିଣିବେ ଯୋଗୀ ସରକାର

ନୂଆଦିଲ୍ଲୀ,୨।୧୧: ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ନାମରେ ପର୍ଯ୍ୟଟନ ବିସ୍ତାର ପାଇଁ ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ ଯୋଗୀ ସରକାର ଯୋଜନା କରିଛନ୍ତି। ଏନେଇ ଶ୍ରୀରାମଙ୍କ ଉପରେ ଆଧାରିତ ଏକ ଡିଜିଟାଲ ଲାଇବ୍ରେରୀ, ୨୨୧ ମିଟର ଉଚ୍ଚା କାଂସ୍ୟ ପ୍ରତିମା ସ୍ଥାପନ, ପାର୍କ ଏବଂ ପାର୍କିିଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri