କେରଳ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଏସ୍ଡିଏ ଅଧ୍ୟକ୍ଷ
ଭୁବନେଶ୍ୱର,୨ା୧୧(ବ୍ୟୁରୋ): ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ (ଓଏସ୍ଡିଏ) ଅଧ୍ୟକ୍ଷ ସୁବ୍ରତ ବାଗ୍ଚୀ ଶୁକ୍ରବାର କେରଳ ସ୍ବାସ୍ଥ୍ୟ ମନ୍ତ୍ରୀ କେ.କେ. ଶୈଳଜା ଟିଚରଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ସମୟରେ ଓଏସ୍ଡିଏ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ଶୈଳଜା ବୁଝିଥିଲେ। ସମଗ୍ର ଦେଶରେ…
ନଡ଼ା ପୋଡ଼ି ୪୧% କମିଛି
ନୂଆଦିଲ୍ଲୀ,୨ା୧୧(ଆଇଏଏନ୍ଏସ୍): ଦିଲ୍ଲୀରେ ଉତ୍କଟ ବାୟୁ ପ୍ରଦୂଷଣ ପାଇଁ ପଡୋଶୀ ପଞ୍ଜାବ ଓ ହରିୟାଣାରେ ପର୍ଯ୍ୟାପ୍ତ ନଡ଼ା ପୋଡ଼ାଯିବାକୁ ଅଧିକାଂଶ ଦାୟୀ କରୁଛନ୍ତି। ତେବେ ପୂର୍ବ ୩ ବର୍ଷ ତୁଳନାରେ ଉପରୋକ୍ତ ଦୁଇ ରାଜ୍ୟରେ ନଡ଼ା ପୋଡ଼ାଯିବା ପାଖାପାଖି ୪୧ ପ୍ରତିଶତ ହ୍ରାସ…
ଛାତ୍ରୀଛାତ୍ରଙ୍କୁ ଗଣିତ ପଢ଼ାଇଲେ କ୍ରୀଡ଼ା ମନ୍ତ୍ରୀ
କାକଟପୁର, ୨ା୧୧(ଡି.ଏନ୍.ଏ.): କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଶୁକ୍ରବାର ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ନୂଆଗଡ଼ ଗ୍ରାମସ୍ଥିତ ବାସୁଳେଇ ବିଦ୍ୟାପୀଠ ଯାଇ ଦଶମଶ୍ରେଣୀ ଛାତୀଛାତ୍ରଙ୍କ ପାଠ ପଢ଼ାଇଛନ୍ତି। ଛାତ୍ରୀଛାତ୍ରମାନଙ୍କୁ ମନ୍ତ୍ରୀ ଗଣିତ ପଢ଼ାଇଥିଲେ। ଛାତ୍ରୀଛାତ୍ରମାନେ ମଧ୍ୟ ଜଣେ ଆଇଆଇଟି…
ଭାରତ-ଜର୍ମାନୀ ୨୦ ଚୁକ୍ତି ସ୍ବାକ୍ଷର
ନୂଆଦିଲ୍ଲୀ,୨ା୧୧(ଆଇଏଏନ୍ଏସ୍): ଦୁଇଦିନିଆ ଭାରତ ଗସ୍ତରେ ଆସିଥିବା ଜର୍ମାନ୍ ଚାନ୍ସେଲର ଆଞ୍ଜେଲା ମର୍କେଲ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ବିଭିନ୍ନ ଦ୍ୱିପାକ୍ଷିକ ପ୍ରସଙ୍ଗରେ ଆଲୋଚନା ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏହି ଅବସରରେ ଦୁଇଦେଶ ମଧ୍ୟରେ କୃଷି, କୃତ୍ରିମ ବୌଦ୍ଧିକତା, ସବୁଜ ସହରାଞ୍ଚଳ…
ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେଇଥିବା ଏମ୍ପି ପିଡିପିରୁ ବିଦା
ଶ୍ରୀନଗର,୨ା୧୧(ପି.ଟି.): ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ଶପଥଗ୍ରହଣ ଉତ୍ସବରେ ଯୋଗଦେଇଥିବା ପିଡିପି ରାଜ୍ୟ ସଭା ସଦସ୍ୟ ନାଜିର ଅହମଦ ଲଓ୍ବେଙ୍କୁ ଶୁକ୍ରବାର ଦଳରୁ ବହିଷ୍କାର କରାଯାଇଛି। ଦଳବିରୋଧୀ କାର୍ଯ୍ୟ ଲାଗି ତାଙ୍କୁ ପ୍ରାଥମିକ ସଭ୍ୟ ପଦରୁ ବହିଷ୍କାର କରାଯାଇଥିବା ପିଡିପି…
ଏକକ ଷାଣ୍ମାସିକ ପରୀକ୍ଷାରେ ବିଭ୍ରାଟ: ବ୍ଲାକବୋର୍ଡରେ ଲେଖାଗଲା ପ୍ରଶ୍ନ
ଭୁବନେଶ୍ୱର (ବ୍ୟୁରୋ)/ ପୁରୀ ଅଫିସ/ ଗୋପ, (ଡି.ଏନ.ଏ)୨ା୧୧: ରାଜ୍ୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଏକକ ଷାଣ୍ମାସିକ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। କିନ୍ତୁ ପ୍ରଥମ ଦିନରେ ବିଭ୍ରାଟ ଦେଖାଯାଇଛି। ବିଭିନ୍ନ ସ୍କୁଲରେ ପ୍ରଶ୍ନପତ୍ର ଅଭାବ ହେବାରୁ କେଉଁଠି ଜେରକ୍ସ ତ ଆଉ…
୧୦,୯୨୬ ଲୋକଙ୍କୁ ଜଣେ ଏଲୋପାଥିକ ଡାକ୍ତର
ନୂଆଦିଲ୍ଲୀ, ୨ା୧୧: ଭାରତରେ ପ୍ରତି ୧୦,୯୨୬ ଲୋକଙ୍କ ଚିକିତ୍ସା ଲାଗି ମାତ୍ର ଜଣେ ଏଲୋପାଥିକ ସରକାରୀ ଡାକ୍ତର ଥିବା ଏକ ରିପୋର୍ଟରେ ଦର୍ଶାଯାଇଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ପ୍ରତି ହଜାରେ ଲୋକଙ୍କ ଲାଗି ଜଣେ ଏଲୋପାଥିକ ଡାକ୍ତର ରହିବା ଲାଗି…
୧୨ ବର୍ଷରେ ଗଡ଼ିଛି ୧,୧୦୯ ଖବରଦାତାଙ୍କ ମୁଣ୍ଡ
ଲଣ୍ଡନ, ୨ା୧୧(ପି.ଟି.): ରାଜନୀତି, ଅପରାଧ ଓ ଦୁର୍ନୀତି ସମ୍ପର୍କରେ ରିପୋର୍ଟିଂ କରୁଥିବା ଖବରଦାତାଙ୍କୁ ବିଭିନ୍ନ ସମୟରେ ଆକ୍ରମଣ କରାଯାଉଛି। ରାଜନୈତିକ ବାହୁଛାୟା ତଳେ ରହି ଅପରାଧୀମାନେ ଗୋଟିଏ ପରେ ଗୋଟିଏ ମୁଣ୍ଡ ଗଡ଼ାଇବାକୁ ପଛାଉ ନାହାନ୍ତି। ବିଗତ ୨ ବର୍ଷ ମଧ୍ୟରେ…
୨୦୦୮ ସିଆର୍ପିଏଫ୍ କ୍ୟାମ୍ପ୍ ଆକ୍ରମଣ ମାମଲା: ୩ ପାକିସ୍ତାନୀ ସମେତ ୬ ଦୋଷୀ
ରାମପୁର(ଉତ୍ତରପ୍ରଦେଶ),୨ା୧୧(ଆଇଏଏନ୍ଏସ୍): ୧୨ ବର୍ଷ ତଳର ସିଆର୍ପିଏଫ୍ କ୍ୟାମ୍ପ ଆକ୍ରମଣ ଘଟଣାରେ ୮ ଅଭିଯୁକ୍ତଙ୍କ ମଧ୍ୟରୁ ୬ ଜଣଙ୍କୁ ରାମପୁରର ଅତିରିକ୍ତ ଜିଲା ଜଜ୍ କୋର୍ଟ ଦୋଷୀସାବ୍ୟସ୍ତ କରିଛନ୍ତି। ପ୍ରମାଣ ଅଭାବରୁ ଅନ୍ୟ ୨ ଜଣଙ୍କୁ ନିର୍ଦ୍ଦୋଷରେ ମୁକ୍ତ କରାଯାଇଛି। ଦୋଷୀସାବ୍ୟସ୍ତ ୬…
ରଘୁବରଙ୍କୁ ହଟାଇବା ବିରୋଧୀଙ୍କ ପାଇଁ ଚ୍ୟାଲେଞ୍ଜ
ନୂଆଦିଲ୍ଲୀ/ରାଞ୍ଚତ୍,୨ା୧୧: ଝାଡ଼ଖଣ୍ଡ ବିଧାନସଭା ଭୋଟ ପାଇଁ ଶୁକ୍ରବାର ନିର୍ବାଚନ କମିଶନଙ୍କ ତାରିଖ ଘୋଷଣା ସହ ବିଧିବଦ୍ଧ ଭାବେ ବିଗୁଲ ବାଜିଛି। ଏହି ଆଦିବାସୀ ଅଧ୍ୟୁଷିତ ରାଜ୍ୟର ୨.୨୬ କୋଟି ଭୋଟର ୫ଟି ପର୍ଯ୍ୟାୟରେ ପୁଣି ପାଞ୍ଚବର୍ଷ ପାଇଁ ସେମାନଙ୍କ ପ୍ରତିନିଧି ବାଛିବେ।…
ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ପ୍ରତିଷ୍ଠା ଦିବସ: ଶିଶୁଙ୍କ ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱ
ଭୁବନେଶ୍ୱର,୨ା୧୧(ବ୍ୟୁରୋ): ସମ୍ମାନଜନକ ଜୀବନ ବଞ୍ଚିବା ପ୍ରତ୍ୟେକ ଶିଶୁର ମୌଳିକ ଓ ଜନ୍ମଗତ ଅଧିକାର। ଶିଶୁଙ୍କ ସାମଗ୍ରିକ ବିକାଶ ପାଇଁ କେବଳ ସରକାର ନୁହନ୍ତି, ସାମାଜିକ ଅନୁଷ୍ଠାନ ଓ ବ୍ୟକ୍ତି ବିଶେଷମାନେ ମଧ୍ୟ ଯତ୍ନବାନ ହେବା ଆବଶ୍ୟକ ବୋଲି ମହିଳା ଓ ଶିଶୁ…
ପୂର୍ବତଟ ରେଳପଥର ଭିଜିଲାନ୍ସ ବୁଲେଟିନ୍ ଉନ୍ମୋଚିତ
ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ପୂର୍ବତଟ ରେଳପଥ ପକ୍ଷରୁ ଭିଜିଲାନ୍ସ ବୁଲେଟିନ ଉନ୍ମୋଚନ କରାଯାଇଛି। ଶୁକ୍ରବାର ଚନ୍ଦ୍ରଶେଖରପୁରସ୍ଥିତ ରେଳ ସଦନଠାରେ ଏକ ପୁରସ୍କାର ବିତରଣ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବିଭିନ୍ନ ସ୍କୁଲ୍ର ଛାତ୍ରୀଛାତ୍ରଙ୍କୁ ନେଇ ରଚନା, ଡ୍ରଇଂ…
Archives


