ଯୋଗୀ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା: ଘର ଭାଙ୍ଗିଲ, କ୍ଷତିପୂରଣ ଦିଅ
ନୂଆଦିଲ୍ଲୀ,୨ା୪ (ପି.ଟି.):ଆଇନଗତ ପ୍ରକ୍ରିୟାର ଅନୁପାଳନ ନ କରି ବେଆଇନ ଭାବେ ଘର ଭଙ୍ଗାଯିବା ଘଟଣାରେ ସୁପ୍ରିମକୋର୍ଟ ମଙ୍ଗଳବାର ଉତ୍ତରପ୍ରଦେଶ ସରକାର ଏବଂ ପ୍ରୟାଗରାଜ ଉନ୍ନୟନ କର୍ତ୍ତୃପକ୍ଷଙ୍କୁ ଭର୍ତ୍ସନା କରିଛନ୍ତି। ଏଭଳି କାର୍ଯ୍ୟ ଅମାନବୀୟ ଏବଂ ବେଆଇନ। ଏହା ଆମ ଅନ୍ତରାତ୍ମାକୁ ଦୋହଲାଇ…
ଟଙ୍କା ଅପେକ୍ଷାରେ ଚିଟ୍ଫଣ୍ଡ କ୍ଷତିଗ୍ରସ୍ତ: ଆଗେଇପାରୁନି ଫେରସ୍ତ ପ୍ରକ୍ରିୟା
ଭୁବନେଶ୍ୱର,୨ା୪(ସୁନିତ୍ ମିଶ୍ର):ରାଜ୍ୟରେ ଚିଟ୍ଫଣ୍ଡ କ୍ଷତିଗ୍ରସ୍ତଙ୍କ ଭବିଷ୍ୟତ ଏକପ୍ରକାର ଅନ୍ଧାର ଭିତରେ ରହିଛି। ଅନେକ ଲକ୍ଷ ଚିଟ୍ଫଣ୍ଡ କ୍ଷତିଗ୍ରସ୍ତ, ଯେଉଁମାନେ ନିଜ କଷ୍ଟ ଉପାର୍ଜିତ ଅର୍ଥକୁ ଚିଟ୍ଫଣ୍ଡ ସଂସ୍ଥାରେ ଲଗାଇଥିଲେ, ସେମାନେ ତାଙ୍କର ଟଙ୍କା ପାଇପାରି ନାହାନ୍ତି। ରାଜ୍ୟ ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ)…
ହୁ ହୁ ହୋଇ ବଢୁଛି ସୁନା ଦର: ୯୪ ହଜାର ଟପିଲା
ନୂଆଦିଲ୍ଲୀ,୨ା୪(ପି.ଟି.):ସୁନା ଦର ମଙ୍ଗଳବାର ୨,୦୦୦ ଟଙ୍କା ବୃଦ୍ଧି ପାଇ ଦିଲ୍ଲୀରେ ୧୦ ଗ୍ରାମ ପ୍ରତି ମୂଲ୍ୟ ସର୍ବାଧିକ ୯୪,୧୫୦ ଟଙ୍କାରେ ପହଞ୍ଚତ୍ଛି। ଷ୍ଟକିଷ୍ଟ ଏବଂ ଜୁଏଲର୍ସ ଲଗାତର ଭାବେ ସୁନା କିଣୁଛନ୍ତି। ଅନ୍ତର୍ଜାତୀୟ ବଜାରରେ ସୁନା ଦର ଅଧିକ ରହିଛି। ଏଥିସହ…
ଅବସର ନେଲେ ଗଞ୍ଜାମ ସିଡିଏମଓ
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ଅଧିକାରୀ (ସିଡିଏମଓ) ବିଜୟ କୁମାର ପଣ୍ଡା ଗତ ୩୧ ତାରିଖରେ ଚାକିରିରୁ ଅବସର ନେଇଛନ୍ତି। ଏନେଇ ବ୍ରହ୍ମପୁରସ୍ଥିତ ତାଙ୍କ କାର୍ଯ୍ୟାଳୟର କର୍ମଚାରୀ ମାନେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ବିଦାୟ ସମ୍ବର୍ଦ୍ଧନା ଜଣାଇଥିଲେ। ଡା ପଣ୍ଡା…
ନାରୀ ନିର୍ଯାତନା ବନ୍ଦ ହେଉ: ଗାନ୍ଧୀ ପ୍ରତିମୂର୍ତ୍ତି ତଳେ କଂଗ୍ରେସର ପ୍ରତିବାଦ
ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ):ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଆହ୍ବାନ କ୍ରମେ ମଙ୍ଗଳବାର ଓଡ଼ିଶା ପ୍ରଦେଶ ଗଠନ ଓ ବରଗଡ଼ ଜିଲା ଗଠନ ଦିବସ ଅବସରରେ ଜିଲା କଂଗ୍ରେସ କମିଟି ପକ୍ଷରୁ ଖୁସି ମନାଇବା ସହିତ ସହରରେ ଥିବା ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ।…
ଜାଣନ୍ତୁ କାହିଁକି ପାଳନ କରାଯାଏ ବିଶ୍ୱ ଅଟିଜିମ୍ ଦିବସ
ଅଟିଜିମ୍ ଏକ ମସ୍ତିଷ୍କ ସମ୍ବନ୍ଧୀୟ ରୋଗ। ଏହି ସମସ୍ୟା କେବଳ ଭାରତରେ ନୁହେଁ ବରଂ ବିଶ୍ବସ୍ତରରେ ମଧ୍ୟ ଏକ ଚିନ୍ତାଜନକ ବିଷୟ ଭାବେ ଉଭା ହୋଇଛି। ଅଟିଜିମ୍ ହେଉଛି ଏମିତି ଏକ ସମସ୍ୟା, ଯାହାର କୌଣସି ଚିକିତ୍ସା ନଥାଏ। ଏପରି ପରିସ୍ଥିତିରେ,…
ମହାନଦୀରେ ମାଛ ଧରୁଥିବାବେଳେ ଭାସିଗଲେ ୬ ମତ୍ସ୍ୟଜୀବୀ: ୫ ଜଣ ଉଦ୍ଧାର, ଜଣେ ନିଖୋଜ
ମହାକାଳପଡ଼ା,୧ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ବନ୍ତନାଶି-ମହାନଦୀ ମୁହାଣ ମାଉଥଠାରେ ମଙ୍ଗଳବାର ଅପରାହ୍ନରେ ୬ ଜଣ ସାଥୀ ଭଉଁରୀ ଜାଲ ପକାଇ ମାଛ ଧରୁଥିଲେ। ହଠାତ ସାମୁଦ୍ରିକ ଜୁଆର ଅନ୍ତସ୍ରୋତରେ…
ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପିଲେ ଦୁର୍ବୃତ୍ତ
ବଡ଼ଗାଁ,୧ା୪(ଅଶୋକ ଷଡ଼ଙ୍ଗୀ): ବଡ଼ଗାଁ ଥାନା ଅଞ୍ଚଳରେ ମଙ୍ଗଳବାର ଦୁର୍ବୃତ୍ତମାନେ ଜଣେ ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପି ନେଇଛନ୍ତି। ତୁଡାଲଗା ମଙ୍ଗଳ ମନ୍ଦିରରେ ଚାଲିଥିବା ନବରାତ୍ର ପୂଜାରେ ଭୋଗ ତିଆରି ଲାଗି କୁତ୍ରା ଥାନା ଅନ୍ତର୍ଗତ ପଞ୍ଚରା ଗ୍ରାମର ଦନାର୍ଦ୍ଧନ ପୁରୋହିତ…
ରାମନବମୀ ପାଇଁ ମୁତୟନ ହେବେ ୨୬ ପ୍ଲାଟୁନ୍ ଫୋର୍ସ: ସ୍ଥିତି ସମୀକ୍ଷା କଲେ କ୍ରାଇମବ୍ରାଞ୍ଚ ଡିଜି
ଭଦ୍ରକ,୧।୪(ସନାତନ ରାଉତ): ଭଦ୍ରକରେ ରାମନବମୀ ଶାନ୍ତିଶୃଙ୍ଖଳାର ସହ ପାଳନ ପାଇଁ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ମଙ୍ଗଳବାର ଅପରାହ୍ନ ୫ଟାରେ ଏସ୍ପିଙ୍କ ଅଫିସ୍ରେ ସ୍ଥିତି ସମୀକ୍ଷା କରିଛନ୍ତି। ଭଦ୍ରକ ଓ ବାଲେଶ୍ୱର ଜିଲାରେ ରାମନବମୀ ପାଳନରେ ଶାନ୍ତିଶୃଙ୍ଖଳା ନେଇ ସ୍ଥିତି ସମୀକ୍ଷା…
ଚାଲିଥିଲା ସେକ୍ସ ର଼୍ୟାକେଟ୍: ଗ୍ରାହକ ସାଜି ରାଣୀ ମହୁମାଛିଙ୍କ ସମେତ ୫ ଜଣଙ୍କୁ ଧରିଲା ପୋଲିସ
ରାଉରକେଲା,୧ା୪: ସୁନ୍ଦରଗଡ଼ ଜିଲା ଝିରପାଣି ଥାନା କୋଏଲ ନଗର ଅଞ୍ଚଳରେ ମଙ୍ଗଳବାର ଏକ ସେକ୍ସ ର଼୍ୟାକେଟ୍ ଠାବ ହୋଇଛି। ରାଣୀ ମହୁମାଛିଙ୍କ ସମେତ ୫ ଦେହଜୀବୀଙ୍କୁ ଉଦ୍ଧାର କରିଛି ପୋଲିସ। ଏଥିସହିତ ସେକ୍ସ ର଼୍ୟାକେଟ ଚଳାଉଥିବା ୫ ଜଣ ଦଲାଲ ମଧ୍ୟ…
ଭଡ଼ା ଘରେ ରହୁଛନ୍ତି ବାପା-ମା’: ଆଇପିଏଲରେ ଚମତ୍କାର କଲେ ପୁଅ
ନୂଆଦିଲ୍ଲୀ,୧।୪: ପ୍ରିୟାଂଶ ଆର୍ଯ୍ୟା ଆଇପିଏଲରେ ଡେବ୍ୟୁ କରିଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚ୍ରେ ଏହି ଖେଳାଳି ଦ୍ରୁତ ୪୭ ରନ କରି ପଞ୍ଜାବ କିଙ୍ଗସକୁ ଏକ ଚମତ୍କାର ବିଜୟ ଦେଇଥିଲେ। ଏବେ ପ୍ରିୟାଂଶଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି। ଏହି ଖେଳାଳି…
IPL 2025: ରୋହିତ ଶର୍ମାଙ୍କୁ ଇଗନୋର କଲେ ନୀତା ଅମ୍ବାନୀ, ସୋସିଆଲ ମିଡିଆରେ ଭିଡ଼ିଓ ହେଉଛି ଭାଇରାଲ
ନୂଆଦିଲ୍ଲୀ,୧।୪: ରୋହିତ ଶର୍ମାଙ୍କ ପାଇଁ ଆଇପିଏଲ ୨୦୨୫ କିଛି ଖାସ୍ ହୋଇନାହିଁ। ପ୍ରଥମ ତିନୋଟି ମ୍ୟାଚରେ ହିଟମ୍ୟାନଙ୍କ ପ୍ରଦର୍ଶନ ବହୁତ ଲଜ୍ଜାଜନକ ଥିଲା। ଏହି କାରଣରୁ ଏହି ଖେଳାଳିଙ୍କୁ କଡ଼ା ସମାଲୋଚନା କରାଯାଉଛି। ରୋହିତ କେକେଆର ବିପକ୍ଷରେ ଶେଷ ମ୍ୟାଚରେ ଜଣେ…
Archives


