Home

ତୀରବିଦ୍ଧ ମୃତ ବାର୍‌ହା ଜବତ, ଜଣେ କୋର୍ଟ ଚାଲାଣ

ଠାକୁରମୁଣ୍ଡା,୨୫।୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଚମ୍ପାଝର ଫରେଷ୍ଟ ବିଟ୍‌ ଅଞ୍ଚଳରୁ ବନବିଭାଗ ଏକ ତୀରବିଦ୍ଧ ବାର୍‌ହାର ମୃତଦେହ ଜବତ କରିଥିବାବେଳେ ଏହି ଘଟଣାରେ ଜଣେ ଚାଷୀଙ୍କୁ ଗିରଫ ସୋମବାର କୋର୍ଟ ଚାଲାଣ କରିଛି। ସୂଚନାଯୋଗ୍ୟ, ଚମ୍ପାଝର ପଞ୍ଚାୟତ ଅନ୍ତର୍ଗତ…

ରାମ ମନ୍ଦିର ଉପରେ ଫିଲ୍ମ ନିର୍ମାଣ କରିବେ କଙ୍ଗନା ରାଣାଓ୍ବତ

ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ ନିଜ ଫିଲ୍ମ ଏବଂ ପର୍ସନାଲ ଲାଇଫକୁ ନେଇ ସର୍ବଦା ଚର୍ଚ୍ଚାରେ ରହିଆସିଛନ୍ତି। ଏବେ ସେ ଅଯୋଧ୍ୟା ରାମ ମନ୍ଦିର ଉପରେ ଫିଲ୍ମ ନିର୍ମାଣ କରିବାକୁ ଯାଉଛନ୍ତି। ଫିଲ୍ମ ନାଁ ରହିଛି ‘ଅପରାଜିତ ଅଯୋଧ୍ୟା’। କଙ୍ଗନାଙ୍କ ପ୍ରଡକସନ୍‌…

ଟ୍ରମ୍ପ୍‌ଙ୍କ ଗଲ୍ଫ ସଉକ: ୩ ବର୍ଷରେ ଖର୍ଚ୍ଚ ହୋଇଛି ୭ଶହ ୯୦ କୋଟି

ଓ୍ବାଶିଂଟନ,୨୫।୧୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଗଲ୍ଫ ସଉକ ଯୋଗୁ ଗତ ୩ ବର୍ଷରେ ସରକାରଙ୍କୁ ୭ଶହ ୯୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିଛି। ଏଥିପାଇଁ ୮୪ଟି କାର୍ଟର ଭଡ଼ା ବାବଦରେ ୪ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଟ୍ରମ୍ପ୍‌…

ମହାରାଷ୍ଟ୍ରର ଭାଜପା ସରକାରଙ୍କୁ ଦିଲ୍ଲୀରେ ବିରୋଧ

ନୂଆଦିଲ୍ଲୀ,୨୫।୧୧: ମହାରାଷ୍ଟ୍ରରେ ଭାଜପା ଶାସିତ ସରକାରଙ୍କୁ ଦିଲ୍ଲୀ ଯୁବ କଂଗ୍ରେସ କର୍ମୀମାନେ ବିରୋଧ କରିଛନ୍ତି। ଏମାନେ ଟାୟାର ଜାଳି ରାସ୍ତା ଅବରୋଧ କରିବା ସହ ପୋଲିସ ବାରିକେଡ ଭାଙ୍ଗିବାକୁ ମଧ୍ୟ ଚେଷ୍ଟା କରିଛନ୍ତି। ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ ଭାଜପା ଓ ଏନ୍‌ସିପିର ଅଜିତ…

ବର୍ତ୍ତମାନ ସରକାରଙ୍କ ନିକଟରେ ସଂଖ୍ୟା ଗରିଷ୍ଠତା ନ ଥିବା ଦର୍ଶାଇ ରାଜ୍ୟପାଳଙ୍କୁ ଦାବିପତ୍ର ଦେଲେ କଂଗ୍ରେସ, ଏନ୍‌ସିପି, ଶିବସେନା

ମୁମ୍ବାଇ,୨୫।୧୧: ମହାରାଷ୍ଟ୍ର ରାଜନୀତି ଏବେ ଖୁବ୍‌ ଚର୍ଚ୍ଚାରେ। ସୋମବାର ଗୋଟିଏ ପଟେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଦାୟିତ୍ୱ ଗ୍ରହଣ କରିଥିବା ବେଳେ ଅନ୍ୟପଟେ ଏହା ହଜମ କରିପାରୁନି ଶିବସେନା, ଏନ୍‌ସିପି ଓ କଂଗ୍ରେସ। ସୁପ୍ରିମକୋର୍ଟରେ ଏମାନେ କରିଥିବା ଅଭିଯୋଗର ଶୁଣାଣି ମଙ୍ଗଳବାରକୁ…

ଦୃଷ୍ଟିଶକ୍ତି ପ୍ରଖର କରେ ମର୍ନିଂ ଓ୍ବାକ୍‌

ଆଜିକାଲି ଅନେକେ ନିଜର ଦୈନନ୍ଦିନ ଜୀବନ ତାଲିକାରେ ବ୍ୟାୟାମକୁ ସାମିଲ କରୁଛନ୍ତି। ପ୍ରତିଦିନ ସକାଳୁ ଅତିକମ୍‌ରେ ଅଧ ଘଣ୍ଟାଏ ଚାଲିଲେ ତାହାର କେତେ ସୁଫଳ ମିଳେ ତାହା ଅନୁଭବୀ ହିଁ ଜାଣେ। ନିୟମିତ ମର୍ନିଂ ଓ୍ବାକ୍‌ କରିବା ଦ୍ୱାରା ଦୃଷ୍ଟିିଶକ୍ତି ଆହୁରି…

୫ ଏକର ଜମି ମିଳିଲେ ରାମଙ୍କ ନାମରେ ହସ୍ପିଟାଲ ନିର୍ମାଣ କରିବ ଶିହା ଓ୍ବାକଫ୍‌ ବୋର୍ଡ

ନୂଆଦିଲ୍ଲୀ,୨୫।୧୧: ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ସୁନ୍ନି ଓ୍ବାକଫ୍‌ ବୋର୍ଡକୁ ରାମ ଜନ୍ମଭୂମି ମାମଲାରେ ୫ ଏକର ଜମି ଅଯୋଧ୍ୟା ଦେବାକୁ ନିର୍ଦ୍ଦେଶ ଜାରି ହୋଇଛି। ତେବେ ଏହାକୁ ନେଇ ଶିହା ଓ୍ବାକଫ୍‌ ବୋର୍ଡ ଅଧ୍ୟକ୍ଷ ଓ୍ବାସିମ୍‌ ରିଜ୍‌ଭି କହିଛନ୍ତି ଯେ, ଯଦି ଜମିକୁ…

କଂଗ୍ରେସ ନେତାରୁ ଲୋକ ସେବକ ପାଲଟି ଗଲେ ଜ୍ୟୋତିରାଦିତ୍ୟ

ନୂଆଦିଲ୍ଲୀ,୨୫।୧୧:କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବେ ଟୁଇଟର ଆକାଉଣ୍ଟକୁ ନେଇ ଆସିଛନ୍ତି ଚର୍ଚ୍ଚାକୁ। କାରଣ ସେ କଂଗ୍ରେସ ନେତାରୁ ଏବେ ପାଲଟିଯାଇଛନ୍ତି ଲୋକ ସେବକ ଓ କ୍ରିକେଟ ପ୍ରେମୀ। ସୂଚନାଯୋଗ୍ୟ, ତାଙ୍କ ଟୁଇଟର ଆକାଉଣ୍ଟରେ ପୂର୍ବ କେନ୍ଦ୍ରମନ୍ତ୍ରୀ ଓ ପୂର୍ବ ସାଂସଦ…

ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

କୋରାପୁଟ,୨୫।୧୧(ସ୍ବ.ପ୍ର.): କୋରାପୁଟ ଟାଉନ ଥାନା ଅନ୍ତର୍ଗତ କେଚଲା ନଦୀ ପାର୍ଶ୍ୱରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକଙ୍କ ବୟସ ୩୦ରୁ ୪୦ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଥିବା ବେଳେ ସେ ଏକ ଲୁଙ୍ଗି…

ଅଳ୍ପ ଶୋଇବା ଅସ୍ଥିକୁ ପ୍ରଭାବିତ କରେ

ଆମେ ରାତିରେ ଅତିକମ୍‌ରେ ୭-୮ ଘଣ୍ଟା ବିଶ୍ରାମ ନେବା ଆବଶ୍ୟକ। ନ ହେଲେ ତାହାର ପ୍ରଭାବ ଶରୀର ଉପରେ ପଡ଼ିଥାଏ। ବିଶେଷଭାବରେ ବୟସ ବଢ଼ିବା ସହ ଏଥିପ୍ରତି ଅଧିକ ଦୃଷ୍ଟିଦେବା ଦରକାର। ଯଦି ଜଣେ ବୟସ୍କ ବ୍ୟକ୍ତି ରାତିରେ ଅଳ୍ପ ସମୟ…

ଡିସେମ୍ବରରେ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେଇପାରନ୍ତି ଫଡ୍‌ନବିସ

ନୂଆଦିଲ୍ଲୀ,୨୫।୧୧: ମହାରାଷ୍ଟ୍ର ରାଜନୀତିର ଗଣିତ ଏପର୍ଯ୍ୟନ୍ତ ଛିଣ୍ଡି ପାରୁନାହିଁ। ଶିବସେନା, ଏନ୍‌ସିପି ଓ କଂଗ୍ରେସ ପକ୍ଷରୁ ଫଡ୍‌ନବିସ ସରକାରଙ୍କ ବିରୋଧରେ କରାଯାଇଥିବା ଆବେଦନର ଶୁଣାଣି ମଙ୍ଗଳବାରକୁ ଘୁଞ୍ଚାଇ ଦିଆଯାଇଛି। ହେଲେ ଏବେ ଫଡ୍‌ନବିସଙ୍କ ସଂଖ୍ୟା ଗରିଷ୍ଠତାର ପ୍ରମାଣକୁ ନେଇ ଏବେ ପ୍ରଶ୍ନ…

ଏପରି ସ୍ଥାନ ଯେଉଁଠି ଅଛି ଜଳ ହେଲେ ନାହିଁ ଜୀବନ…

ପୃଥିବୀରେ ଜଳ ଥିବା ସ୍ଥାନରେ ଜୀବନ ରହିଥାଏ। ଅର୍ଥାତ୍‌ ସେଠାରେ ଜୀବିତ ପ୍ରାଣୀ ରହିଥାନ୍ତି। ତେବେ ଇଥୋପିଆର ଏପରି ଏକ ଅଞ୍ଚଳ ରହିଛି ଯେଉଁଠି ଜଳ ଅଛି, ମାତ୍ର ଜୀବନ ନାହିଁ। ଏଠାରେ ଥିବା ଦଲୋଲ ଅଞ୍ଚଳରେ ଏଭଳି ଦେଖାଯାଇଥାଏ। ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?