Home

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ ସମୟରେ ଡଙ୍ଗା ସହ ନଦୀରେ ବୁଡ଼ିଗଲେ ଭାଜପା ଏମ୍‌ପି

ପାଟନା,୩।୧୦: ବିହାର ପାଟନା ପାଟଳିପୁତ୍ରର ଭାଜପା ଏମ୍‌ପି ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରାମକ୍ରିପାଲ ଯାଦବ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ବୁଧବାର ଗାନ୍ଧୀ ଜୟନ୍ତୀ ଅବସରରେ ଯାଦବଙ୍କ ନିର୍ବାଚନ ମଣ୍ଡଳୀରେ ‘ଗାନ୍ଧୀ ସଂକଳ୍ପ ଯାତ୍ରା’ କାର୍ଯ୍ୟକ୍ରମ ଆୟୋଜନ ହେବାର…

ବକ୍ସଅଫିସରେ ଧମାଲ୍‌ କରୁଛି ଫିଲ୍ମ ଓ୍ବାର୍‌

ଗାନ୍ଧୀ ଜୟନ୍ତୀରେ ରିଲିଜ ହୋଇଥିବା ହ୍ରିତିକ ରୋଶନ-ଟାଇଗର ଶ୍ରଫ୍‌ଙ୍କ ଅଭିନୀତ ଫିଲ୍ମ ‘ଓ୍ବାର୍‌’ ବକ୍ସ ଅଫିସରେ ଧମାଲ କରିଛି। ପ୍ରଥମ ଦିନରେ ଫିଲ୍ମ ୫୦ କୋଟି ଆୟ କରିଛି। ଆଗକୁ ଦଶହରା ଛୁଟି ଥିବାରୁ ଫିଲ୍ମ ଆହୁରି ଭଲ ଆୟ କରିବ…

‘ଲକ୍ଷ୍ମୀ ବମ୍‌’ର ନୂଆ ପୋଷ୍ଟର ରିଲିଜ୍‌: ଶାଢ଼ି ପିନ୍ଧି ଭିନ୍ନ ଲୁକ୍‌ରେ ଅକ୍ଷୟ

ଖିଲାଡି କିଙ୍ଗ୍‌ ଅକ୍ଷୟ କୁମାରଙ୍କ ଆଗାମୀ ଫିଲ୍ମ ‘ଲକ୍ଷ୍ମୀ ବମ୍‌’ର ଏକ ନୂଆ ଏବଂ ଦମ୍‌ଦାର ପୋଷ୍ଟର ରିଲିଜ୍‌ ହୋଇଛି। ନିଜେ ଅକ୍ଷୟ ଏହି ପୋଷ୍ଟରଟିକୁ ନିଜର ସୋସିଆଲ ଆକାଉଣ୍ଟରେ ଶେୟାର କରିଛନ୍ତି। ଏଥିରେ ସେ ଟ୍ରାନ୍ସଜେଣ୍ଡର (ତୃତୀୟଲିଙ୍ଗୀ) ଚରିତ୍ରରେ ଅଭିନୟ…

ବିଜେପୁରରେ କଂଗ୍ରେସର ପ୍ରଚାର

ବିଜେପୁର,୩।୧୦(ଡି.ଏନ୍‌.ଏ.):ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରଚାର ଆରମ୍ଭ କରିଛି। ଏହିକ୍ରମରେ ବିଜେପୁର ବ୍ଲକପଡ଼ା ଗ୍ରାମର କ୍ରିକେଟ ପଡ଼ିଆରେ ଏକ ବିଶାଳ କର୍ମୀ ସମ୍ମିଳନୀ ଗୁରୁବାର ଅନୁଷ୍ଠିତ ହୋଇଛି। ଜିଲା ସଭାପତି ସତ୍ୟ ଭୂଷଣ ସାହୁଙ୍କ ଅଧ୍ୟକ୍ଷତାରେ ପିସିସି ସଭାପତି…

ନିର୍ବାଚନରେ ଠାକ୍‌ରେ ପରିବାରର ଡେବ୍ୟୁ: ପ୍ରାର୍ଥୀପତ୍ର ଦାଖଲ କଲେ ଆଦିତ୍ୟ

ମୁମ୍ବାଇ,୩।୧୦: ମହାରାଷ୍ଟ୍ରରେ ବହୁ ବର୍ଷର ପରମ୍ପରା ଭାଙ୍ଗିଛି। ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକରେଙ୍କ ପୁଅ ତଥା ଯୁବାବର୍ଗର ଅଧ୍ୟକ୍ଷ ଆଦିତ୍ୟ ଠାକରେ ମହାରାଷ୍ଟ୍ର ବିଧାନସଭା ପାଇଁ ନିର୍ବାଚନକୁ ଓହ୍ଲାଇଛନ୍ତି। ପ୍ରଥମ ଥର ଠାକରେ ପରିବାରରୁ ଆଦିତ୍ୟ ପ୍ରତ୍ୟେକ୍ଷଭାବେ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି।…

ଭାରତର ପ୍ରଭାବ: ବାଂଲାଦେଶରେ ପିଆଜ ଦାମ୍‌ ଶହେ ଶ୍ରୀଲଙ୍କାରେ ୧୧୭

ଢ଼ାକା/କଲମ୍ବୋ,୩।୧୦: ଭାରତରେ ପିଆଜ ଦାମ୍‌ ନେଇ ଲୋକେ ହନ୍ତସନ୍ତ ହେବା ପରେ ଏବେ ଏହାର ପ୍ରଭାବ ପଡ଼ୋଶୀ ଦେଶଗୁଡ଼ିକ ଉପରେ ପଡ଼ିବା ଆରମ୍ଭ କରିଛି। ଭାରତ ସରକାର ପିଆଜ ରପ୍ତାନୀ ଉପରେ ରୋକ ଲଗାଇବା ଦ୍ୱାରା ଏବେ ବାଂଲାଦେଶରେ ପିଆଜ ଦାମ୍‌…

ବିଜେପୁର ଉପନିର୍ବାଚନ ଲାଗି ପ୍ରସ୍ତୁତି ଜୋର୍‌ଦାର : ପୋଲିଂ, ପ୍ରିଜାଇଡିଂ ଅଫିସରଙ୍କୁ ପ୍ରଶିକ୍ଷଣ

ବରଗଡ଼ ଅଫିସ,୩।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ଆସନ୍ତା ୨୧ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରଶାସନିକ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। ଏହି ପରିପ୍ରେକ୍ଷୀରେ ଗୁରୁବାରରୁ ପୋଲିଂ, ପ୍ରିଜାଇଡିଂ ଅଫିସରମାନଙ୍କୁ ବରଗଡ଼ ଜଜ୍‌ ହାଇସ୍କୁଲ ଏବଂ ପଦ୍ମପୁର ଅଞ୍ଚଳ କଲେଜରେ ପ୍ରଶିକ୍ଷଣ…

୩୨ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ, ୩।୧୦: ଖୋର୍ଦ୍ଧା ଅବକାରୀ ବିଭାଗର କର୍ମଚାରୀମାନେ ବଡ଼ବେରଣା ଗଁାରୁ ଗୁରୁବାର ପୂର୍ବାହ୍ନରେ ଚଢ଼ାଉକରି ୩୨ ଗା୍ରମ ବ୍ରାଉନସୁଗାର ଜବତ କରିଛନ୍ତି। ଏହି ଘଟଣାରେ ଗ୍ରାମର ଧରଣୀଧର ମହାପାତ୍ର(୪୨)ଙ୍କୁ ଗିରଫ କରାଯାଇଛି। ଯାହାର ମୂଲ୍ୟ ପ୍ରାୟ ୩ ଲକ୍ଷ ୨୦…

ଟାଇମ୍ସ୍‌ ଗ୍ଲୋବାଲ୍‌ ର଼୍ୟାଙ୍କିଂ: ଶ୍ରେଷ୍ଠ ୫ ଶହରେ ଜେଏନ୍‌ୟୁ-ଡିୟୁ

ଲଣ୍ଡନ,୩।୧୦: ଉଚ୍ଚ ଶିକ୍ଷା ପ୍ରଦାନ କରୁଥିବା ବିଶ୍ୱବିଦ୍ୟାଳୟଗୁଡ଼ିକର ଟାଇମ୍ସ୍‌ ଗ୍ଲୋବାଲ୍‌ ର଼୍ୟାଙ୍କିଂ ପ୍ରକାଶ ପାଇଛି। ଏଥିରେ ଶ୍ରେଷ୍ଠ ୫ଶହ ବିଶ୍ୱବିଦ୍ୟାଳୟ ତାଲିକାରେ ଭାରତର ଜେଏନ୍‌ୟୁ ଏବଂ ଡିୟୁ ବିଶ୍ୱବିଦ୍ୟାଳୟ ରହିଛି। ତେବେ ତାଲିକାର ପ୍ରଥମ ୩ ଶହ ତାଲିକାରେ କୌଣସି ଭାରତୀୟ…

ଆଉ ନିର୍ବାଚନ ଲଢିବେନି ଦାମ ରାଉତ: କହିଲେ, ଲୋକଙ୍କ ପାଇଁ କାମ ଜାରି ରହିବ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ବରିଷ୍ଠ ଭାଜପା ନେତା ଦାମ ରାଉତ ରାଜନୀତିରୁ ସନ୍ୟାସ ନେଇଛନ୍ତି। ଫଳରେ ତାଙ୍କ ୪୫ ବର୍ଷ ରାଜନୀତି କ୍ୟାରିୟର ସମାପ୍ତ ହୋଇଛି। ନିର୍ବାଚନ ଲଢିବାକୁ ଆଉ ବୟସ ନାହିଁ, କିନ୍ତୁ ବଞ୍ଚିଥିବା ଥିବା ଯାଏ ଲୋକଙ୍କ ପାଇଁ ସେବା କରିବି…

୨୦୨୨ ଅଗଷ୍ଟ ୧୫ ସୁଦ୍ଧା କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଚଳାଚଳ କରିବ ଟ୍ରେନ୍‌: ରେଳମନ୍ତ୍ରୀ

ନୂଆଦିଲ୍ଲୀ,୩।୧୦: ଆସନ୍ତା ୨୦୨୦ ଅଗଷ୍ଟ ୧୫ ସୁଦ୍ଧା କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଟ୍ରେନ୍‌ ଚଳାଚଳ କରିବ। ସେହିପରି କାମରୂପଠାରୁ କଚ୍ଛ ପର୍ଯ୍ୟନ୍ତ ମଧ୍ୟ ଟ୍ରେନ୍‌ ଯାତ୍ରା ଆରମ୍ଭ ହେବ ବୋଲି ରେଳମନ୍ତ୍ରୀ ପୀୟୂଷ ଗୋୟଲ ଗୁରୁବାର ସୂଚନା ଦେଇଛନ୍ତି। ଜମ୍ମୁ-କଶ୍ମୀରର କେତେକ…

ବିଜେପୁର ଉପନିର୍ବାଚନ: ପ୍ରକାଶ ପାଇଲା ଷ୍ଟାର ପ୍ରଚାରକ ତାଲିକା; ବିଜେଡିର ମଙ୍ଗ ଧରିବେ ନବୀନ,କଂଗ୍ରେସର ସୋନିଆ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨୧ରେ ବିଜେପୁର ଉପନିର୍ବାଚନ। ଏନେଇ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଗୁରୁବାର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି। ବିଜେଡି ଏବଂ କଗ୍ରେସ ୪୦ଜଣଙ୍କୁ ଷ୍ଟାର ପ୍ରଚାରକ କରିଥିବା ବେଳେ ଭାଜପା ୨୪ଜଣଙ୍କୁ କରିଛି। ବିଜେଡି ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri