ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟେଷ୍ଟ: ପ୍ରଥମ ଉଇକେଟ ହରାଇଲା ଭାରତ, ରୋହିତ ୧୭୬ ରନ୍ରେ ଆଉଟ୍
ବିଶାଖାପାଟଣା,୩।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ହିଟ୍ମ୍ୟାନ୍ ରୋହିତ ଶର୍ମା ଦ୍ୱିଶତକ ହାସଲରୁ ବଞ୍ଚିତ ହୋଇଛନ୍ତି। ସେ ୧୭୯ ରନ୍ କରି ଷ୍ଟମ୍ପ ଆଉଟ୍ ହୋଇଛନ୍ତି। ଫଳରେ ୩୧୭ରନ୍ ସ୍କୋର ଭାରତ ପ୍ରଥମ ଉଇକେଟ୍ ହରାଇଛି। କେଶବ ମହାରାଜାଙ୍କ ବଲରେ…
ଆତ୍ମବିଶ୍ୱାସ ବଢ଼ାଇଦିଏ ଗିଫ୍ଟ ଶାର୍ଟ
ନୟାଗଡ଼ରେ ସମ୍ଭବଙ୍କର ଜନ୍ମ। ପିତା ସୁରେନ୍ଦ୍ରନାଥ ଓ ମା’ କାବେରୀ ସ୍ବାଇଁଙ୍କ ପୁଅ ସମ୍ଭବ ଏବେ ଟ୍ରେଣ୍ଡିଂ ଷ୍ଟାର୍ ଭାବେ ପରିଚିତ। ନଜଦିକିୟାଁ, ଫଗୁଣ, ଏ ମନ ମୋ ମନଠାରୁ ଆରମ୍ଭ କରି ଅନେକ ମ୍ୟୁଜିକ ଭଡିଓରେ ନାୟକ ଭାବେ ତାଙ୍କୁ…
ପାକିସ୍ତାନ ଚାହୁଁଛି ରକ୍ତପାତ; ଆଣବିକ ଯୁଦ୍ଧର କରିଛି ଯୋଜନା: ଜୟଶଙ୍କର
ନୂଆଦିଲ୍ଲୀ,୩।୧୦: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ଏବେ ରକ୍ତମୁଖା ହୋଇଯାଇଛି। ସେ ଦୁଇଦେଶ ମଧ୍ୟରେ ରକ୍ତପାତ ଚାହୁଁଛି। ସେଥିପାଇଁ ଆଣବିକ ଯୁଦ୍ଧର ଯୋଜନା ମଧ୍ୟ କରିଛି ବୋଲି ଭାରତୀୟ ବର୍ହିବ୍ୟାପାର ମନ୍ତ୍ରୀ ଏସ୍.ଜୟଶଙ୍କର ଅଭିଯୋଗ ଆଣିଛନ୍ତି। ଜାଣିଶୁଣି ଭାରତରେ ଅଶାନ୍ତି…
୧୫୦୦ ଏପିସୋଡ୍ରେ ଦୁର୍ଗା
ତରଙ୍ଗ ଚ୍ୟାନେଲରେ ପ୍ରସାରିତ ମେଗା ଧାରାବାହିକ ‘ଦୁର୍ଗା’ ଆଉ ଏକ ରେକର୍ଡ ସୃଷ୍ଟି କରିଛି। ନିକଟରେ ଏହାର ୧୫୦୦ତମ ଏପିସୋଡ୍ ପ୍ରସାରିତ ହୋଇଛି। ତରଙ୍ଗ ଚ୍ୟାନେଲରେ ଏପରି ରେକର୍ଡ ସୃଷ୍ଟି କରିବାରେ ‘ଦୁର୍ଗା’ ହେଉଛି ପ୍ରଥମ ଧାରାବାହିକ। ଏ ସମ୍ପର୍କରେ ଏହାର…
ଚାଇନିଜ୍ ଡିଶ୍: ସାନ୍ତନା ସ୍ପେଶାଲ ଚିକେନ୍ ମ୍ୟାଜେଷ୍ଟିକ୍
ପର୍ଯ୍ୟଟନ ସହର ପୁରୀ। ପ୍ରତିଦିନ ଦେଶବିଦେଶର ପର୍ଯ୍ୟଟକ ଏଠାକୁ ଆସିଥାନ୍ତି। ପର୍ଯ୍ୟଟନ କ୍ଷେତ୍ରରେ ଆତିଥେୟତା ସହ ରୁଚିପୂର୍ଣ୍ଣ ଖାଦ୍ୟର ସମ୍ପର୍କ ବେଶ୍ ଗୁରୁତ୍ୱ ବହନ କରେ। ଏହାକୁ ଦୃଷ୍ଟିରେ ରଖି ପୁରୀ ସହରରେ ଥିବା ହୋଟେଲ, ରେଷ୍ଟୁରାଣ୍ଟରେ ବିଭିନ୍ନ ପ୍ରକାର ସୁଆଦିଆ…
ନିଆଁରେ ପୋଡ଼ି ହୋଇ ଯୁବକ ଗୁରୁତର
ଛେଣ୍ଡିପଦା,୩।୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଗୋପୀବଲ୍ଲଭପୁର ଗ୍ରାମରେ ଗୁରୁବାର ନିଆଁରେ ପୋଡ଼ି ହୋଇ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଜଣଙ୍କ ହେଲେ ଉକ୍ତ ଗ୍ରାମର ବିଭୂତି କଠାର। ପ୍ରକାଶ ଯେ, ଆଜି ସକାଳେ ବିଭୂତି ଚୁଲିରେ ଚା’ ତିଆରି…
ସଲ୍ମାନଙ୍କ ଫିଟ୍ ଇଣ୍ଡିଆ ବାର୍ତ୍ତା
ନୂଆଦିଲ୍ଲୀ: ଅକ୍ଟୋବର ୨ରେ ସାରା ଦେଶରେ ଗାନ୍ଧିଜୀଙ୍କ ୧୫୦ତମ ଜୟନ୍ତୀ ପାଳନ କରାଯାଇଛି। ଏହି ଉପଲକ୍ଷେ ବଲିଉଡ୍ ସୁପରଷ୍ଟାର ସଲମାନ୍ ଖାନ୍ ନିଜ ଫ୍ୟାନ୍ସଙ୍କୁ ଦେଇଛନ୍ତି ଏକ ସ୍ବତନ୍ତ୍ର ବାର୍ତ୍ତା। ଏକ ଭିଡିଓ ଶେୟାର କରି ଫ୍ୟାନ୍ସଙ୍କୁ ଗାନ୍ଧୀ ଜୟନ୍ତୀର ଶୁଭକାମନା…
୧୫୦ ରନ୍ ପୂରଣ କଲେ ରୋହିତ୍
ବିଶାଖାପାଟଣା,୩।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ପ୍ରଥମଥର ପାଇଁ ଓପନିଂ କରୁଥିବା ରୋହିତ ଶର୍ମା ଦମଦାର ବ୍ୟାଟିଂ କରିଛନ୍ତି। ପ୍ରଥମ ଦିନର ଶତକ ହାସଲ ପରେ ଦ୍ୱିତୀୟ ଦିନ ସେ ୧୫୦ ରନ୍ ପୂରଣ କରିଛନ୍ତି। ଏକଦିବସୀୟ ଭଳି ଟେଷ୍ଟରେ…
ପାଟନା ପାଇଁ ହ୍ରିତିକ୍ଙ୍କ ସମବେଦନା
ନୂଆଦିଲ୍ଲୀ: କ୍ରମାଗତ ବର୍ଷା ଓ ବନ୍ୟା ଯୋଗୁ ବିହାରର ୧୬ ଜିଲାରେ ବନ୍ୟା ସ୍ଥିତି ଉପୁଜିିଛି। ତେବେ ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ରାଜଧାନୀ ପାଟନା। ଏଭଳି ସ୍ଥିତିରେ ବଲିଉଡ୍ ଅଭିନେତା ହ୍ରିତିକ୍ ରୋଶନ୍ ଚିନ୍ତା ପ୍ରକଟ କରି ନିଜ ଅଫିସିଆଲ…
ରେଳମନ୍ତ୍ରୀଙ୍କ ଘରୁ ଚୋରି
ମୁମ୍ବାଇ,୩।୧୦: କେନ୍ଦ୍ର ରେଳ ମନ୍ତ୍ରୀ ପିୟୁଷ ଗୋଏଲଙ୍କ ଘରୁ ଚୋରି ହୋଇଯାଇଛି। ତାଙ୍କ ମୁମ୍ବାଇସ୍ଥିତ ବାସଭବନରୁ ଚୋରି ହୋଇଥିବା ସେ ପୋଲିସରେ ଅଭିଯୋଗ କରିଥିଲେ। ପୋଲିସ ଏହି ଘଟଣାରେ ଘରର ଚାରଙ୍କୁ ଦିଲ୍ଲୀରୁ ଗିରଫ କରିଛି। ସୂଚନାଯୋଗ୍ୟ, ମୁମ୍ବାଇର ନେୟେନ୍ସି ରୋଡରେ…
ତମନ୍ନା ଯାହା ଖୋଜୁଥିଲେ..
କଥାରେ ଅଛି ଏ ମନ ଚାହୁଁଥାଏ ଯାହା କାଳେ ପ୍ରାପତ ହୁଏ ତାହା। ଓଡ଼ିଆ ସିନେମାର ଗ୍ଲାମର କୁଇନ୍ ଭାବରେ ପରିଚିତା ତମନ୍ନା ୟା ଭିତରେ ବେଶ୍ କେତୋଟି ଚଳଚ୍ଚିତ୍ରରେ ଅଭିନୟ କରିସାରିଲେଣି। ସଞ୍ଜୟ ନାୟକଙ୍କ ନିର୍ଦ୍ଦେଶନାରେ ନିର୍ମିତ ‘ଭାଇନା କ’ଣ…
କବାଡ଼ିି ଦେଇଛି ୧୭୦ଙ୍କୁ ସରକାରୀ ଚାକିରି
ବାଗପତ୍: କେବଳ ପାଠ ନୁହେଁ ଖେଳ ବି ଜୀବିକା ପାଇଁ ବାଟ କଢ଼ାଇ ନିଏ, ଏଭଳି ବାର୍ତ୍ତା ଦେଇଛି ଉତ୍ତରପ୍ରଦେଶର ଦୁଇଟି ଗାଁ। ଯେତେବେଳେ କବାଡ଼ି ଖେଳ କଥା ପଡେ ସେତେବେଳେ ଫଖରପୁର ଓ ବସି ଗାଁର ନାଁ ଆଗକୁ ଆସିଯାଏ।…
Archives


