Home

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା : ପୂର୍ବତନ ଖଣି ଅଧିକାରୀଙ୍କୁ ଜେଲ୍‌ଦଣ୍ଡ

କଟକ ଅଫିସ,୧।୧୧ : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଜଣେ ଅବସରପ୍ରାପ୍ତ ଖଣି ଅଧିକାରୀଙ୍କୁ ଜେଲ୍‌ ଓ ଜରିମାନା ଦଣ୍ଡାଦେଶ ହୋଇଛି। ସେ ହେଲେ କେନ୍ଦୁଝର ଜିଲା ବଡ଼ବିଲ୍‌ଠାରେ ଥିବା ଓଡ଼ିଶା ଖଣି ନିଗମ ସେଣ୍ଟ୍ରାଲ ୱାର୍କସପ୍‌ର ପୂର୍ବତନ ଡେପୁଟି…

ଅନୁଷ୍କାଙ୍କୁ କ୍ଷମା ମାଗିଲେ ଫାରୁକ୍‌ ଇଞ୍ଜିନିୟର

ନୂଆଦିଲ୍ଲୀ,୧।୧୧:ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କୁ କ୍ଷମା ମାଗିଛନ୍ତି ଫାରୁକ୍‌ ଇଞ୍ଜିନିୟର। ଇଂଲଣ୍ଡରେ ଅନୁଷ୍ଠିତ ବିଶ୍ୱକପରେ ଭାରତୀୟ ଦଳର ଅନୁଷ୍କାଙ୍କୁ ଚୟନକର୍ତ୍ତା ଚା’ ପରଷି ଥିବା ଭଳି ଗୁରୁତର ଅଭିଯୋଗ ଆଣିଥିଲେ ପୂର୍ବତନ…

ଆଜି ଖୋଲିଲା ଶିମିଳିପାଳ : ପ୍ରଥମ ଦିନରେ ପର୍ଯ୍ୟଟକଙ୍କୁ ସ୍ବାଗତ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା

ବାରିପଦା ଅଫିସ,୧।୧୧: ପର୍ଯ୍ୟଟକମାନଙ୍କ ପାଇଁ ଶୁକ୍ରବାରଠାରୁ ଶିମିଳିପାଳ ଅଭୟାରଣ୍ୟ ଖୋଲିଛି। ଅଭୟାରଣ୍ୟ ଭିତରକୁ ପର୍ଯ୍ୟଟକମାନେ ପିଠାବଟା(ଲୁଲୁଙ୍ଗ) ଓ କାଳିଆଣି(ଯଶିପୁର) ଗେଟ୍‌ ଦେଇ ଯାଇଛନ୍ତି। ପିଠାବଟା ଗେଟ୍‌ ଦେଇ ୧୬ଟି ଚାରିଚକିଆ ଯାନରେ ମୋଟ ୧୦୬ ଜଣ ପର୍ଯ୍ୟଟକ ଶିମିଳିପାଳ ଭତରକୁ ଯାଇଥିବାବେଳେ…

ବସ୍ତିମୁକ୍ତ ଭୁବନେଶ୍ୱର, ଉଚ୍ଛେଦ ହେବ ୪ ବସ୍ତି

ଭୁବନେଶ୍ୱର,୧।୧୧(ବ୍ୟୁରୋ): ମିଳିତ ଏନ୍‌ଫୋର୍ସମେଣ୍ଟ ଦଳ ଦ୍ୱାରା ନଭେମ୍ବର ପ୍ରଥମ ସପ୍ତାହରେ ୪ଟି ବସ୍ତିରେ ଉଚ୍ଛେଦ କରାଯିବ। ଶୁକ୍ରବାର ନୀଳମାଧବ ବସ୍ତିର ‘ସି’ ବ୍ଲକ୍‌ରେ ଉଚ୍ଛେଦ କରାଯିବାକୁ ଥିବା ବେଳେ ଆସନ୍ତା ୪ ତାରିଖ ଦିନ ଗୌଡ ବସ୍ତି, ବୀରବସ ବସ୍ତି ଓ…

ବିମାନବନ୍ଦରରୁ ମିଳିଲା ସନ୍ଦିଗ୍ଧ ବ୍ୟାଗ୍‌: ଦିଲ୍ଲୀରେ ସୁରକ୍ଷାବ୍ୟବସ୍ଥା କଡ଼ାକଡ଼ି

ନୂଆଦିଲ୍ଲୀ,୧।୧୧: ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଏକ ସନ୍ଦିଗ୍ଧ ବ୍ୟାଚ୍‌ ଜବତ ହେବା ପରେ ଦିଲ୍ଲୀରେ ହାଇଆଲର୍ଟ ଜାରି କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ୩ ନମ୍ବର ଟର୍ମିନାଲରେ ବ୍ୟାଗ୍‌ଟି ମିଳିବା ପରେ ବୋମା ଚିହ୍ନଟକାରୀ ଦଳ ସନ୍ଧାନୀ କୁକୁର…

ସ୍ବଚ୍ଛ ସର୍ବେକ୍ଷଣ ୨୦୨୦ ପାଇଁ ବିଏମ୍‌ସିର ପ୍ରସ୍ତୁତି ଆରମ୍ଭ : ନୂଆ କମିଟି ଉପରେ ଗୁରୁଦାୟିତ୍ୱ

ଭୁବନେଶ୍ୱର,୧।୧୧ : ଭାରତର ନଂ.୧ ସ୍ମାର୍ଟସିଟି ଭୁବନେଶ୍ୱର ସ୍ବଚ୍ଛ ସର୍ବେକ୍ଷଣରେ ବହୁ ପଛରେ। ଦେଶର ୪ ହଜାର ୨୩୭ ସହର ମଧ୍ୟରେ ଭୁବନେଶ୍ୱର କ୍ରମାଗତ ଭାବେ ୨୦୧୭ରେ ୯୪ତମ, ୨୦୧୮ରେ ୨୧୮ତମ ଓ ୨୦୧୯ରେ ୨୮୮ତମ ସ୍ଥାନରେ ରହିଆସିଛି। ଏପରି କି…

ଜାତୀୟସଙ୍ଗୀତ ପରିବେଷଣବେଳେ ବସିରହିଲେ ଜର୍ମାନ ଚାନ୍‌ସେଲର୍‌

ନୂଆଦିଲ୍ଲୀ,୧।୧୧:ଜର୍ମାନୀ ଚାନ୍‌ସେଲର୍‌ ଆଞ୍ଜେଲା ମର୍କେଲ ଭାରତ ଗସ୍ତରେ ଆସିଛି। ରାଷ୍ଟ୍ରପତି ଭବନରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଛି। ଏହି ଅବସରରେ ଭାରତୀୟ ଜାତୀୟସଙ୍ଗୀତ ପରିବେଷଣ କରାଯାଇଥିଲା। ସମସ୍ତେ ଛିଡା ହୋଇଥିବାବେଳେ ମର୍କେଲ ବସିରହିଥିଲେ। ସ୍ବାସ୍ଥ୍ୟଗତ କାରଣରୁ ସେ ବସିଥିବା କୁହାଯାଉଛି। ପରେ…

୬ଷ୍ଠ ଦିବସରେ ମା’ ଭଦ୍ରକାଳୀଙ୍କ ସରସ୍ବତୀ ବେଶ

ଭଦ୍ରକ ଅଫିସ,୧।୧୧: ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ୬ଷ୍ଠ ଦିବସରେ ଶୁକ୍ରବାର ମହାସରସ୍ବତୀ ବେଶରେ ପୂଜା ପାଉଛନ୍ତି। ସକାଳୁ ମା’ଙ୍କୁ ଏହି ବେଶରେ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ଭକ୍ତମାନେ ଧାଡ଼ି ବାନ୍ଧି ଧୂପ-ଦୀପ ଦେଇ…

ବେଆଇନ ଚିପ୍‌ସ, ବାଲି ଚାଲାଣ : ୧୨ ଟିପ୍ପର ଜବତ

ବଅଁରପାଳ,୧।୧୧(ଡି.ଏନ୍‌.ଏ.):ଅନୁଗୋଳ ଜିଲା ବଅଁରପାଳ ତହସିଲଦାର ଓ ପୋଲିସ ମିଳିତ ଭାବେ ଚଢ଼ାଉ କରି ଶୁକ୍ରବାର ଭୋର୍‌ ସମୟରେ ବେଆଇନ ବାଲି ଚିପିସି ଚାଲାଣ କରିଥିବା ୧୨ଟି ଟିପ୍ପର ଜବତ କରିଛନ୍ତି। କାଗଜପତ୍ର ଯାଞ୍ଚ ସହ ଗାଡ଼ିଗୁଡିକରୁ ଜରିମାନା ଆଦାୟ କରାଯାଇଛି।

ମାଡ଼ିଆସୁଛି ବାତ୍ୟା ‘ମହା’

ଚେନ୍ନାଇ, ୧।୧୧(ପି.ଟି.):ଆରବସାଗରରେ ମାଡ଼ିଆସୁଛି ବାତ୍ୟା‘ମହା’। ଏହା ଲାକ୍ଷାଦ୍ୱୀପ ମୁହାଁ ହେଉଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଭୟଙ୍କର ରୂପ ଧାରଣ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଘଣ୍ଟାପ୍ରତି ୧୧୦ କି.ମି. ବେଗରେ ପବନ ବହିବା…

ଇମ୍ରାନଙ୍କ ଘୋଷଣା: ବିନା ପାସପୋର୍ଟରେ ପାକିସ୍ତାନ ଆସିପାରିବେ ଭାରତୀୟ ଶ୍ରଦ୍ଧାଳୁ

ଇସଲାମାବାଦ,୧।୧୧:କରତାରପୁର କରିଡର ଦେଇ ପାକିସ୍ତାନ ଆସୁଥିବା ଭାରତୀୟ ତୀର୍ଥଯାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌। ବିନା ପାସପୋର୍ଟରେ ଭାରତୀୟ ଶ୍ରଦ୍ଧାଳୁ ପାକିସ୍ତାନ ଆସିପାରିବେ ବୋଲି ଇମ୍ରାନ ଘୋଷଣା କରିଛନ୍ତି। ଶ୍ରଦ୍ଧାଳୁଙ୍କ ପାଖରେ ଏକ ବୈଧ ଆଇଡି…

୪୬ ବର୍ଷରେ ପାଦ ଥାପିଲେ ଐଶ୍ଚର୍ଯ୍ୟା ରାୟ ବଚ୍ଚନ

ବଲିଉଡର ନୀଳନୟନା ଐଶ୍ଚର୍ଯ୍ୟା ରାୟ ବଚ୍ଚନ ଆଜି ୪୬ତମ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ବିଭିନ୍ନ ମହଲରୁ ଫ୍ୟାନ୍ସମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ୧୯୭୩ ନଭେମ୍ବର ୧ ତାରିଖରେ କର୍ଣ୍ଣାଟକର ମାଙ୍ଗାଲୋରରେ ହୋଇଥିଲା । ପିଲାଟି ଦିନୁ ଜଣେ ମେଧାବୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri