‘କଂଗ୍ରେସରେ ଟିକେଟ ବିକ୍ରି ହେଉଛି’
ନୂଆଦିଲ୍ଲୀ,୩ା୧୦: ହରିୟାଣା କଂଗ୍ରେସର ଗୋଷ୍ଠୀ ବିବାଦ ଦିଲ୍ଲୀରେ ପହଞ୍ଚତ୍ଛି। ହରିୟାଣା କଂଗ୍ରେସର ପୂର୍ବତନ ସଭାପତି ଅଶୋକ ତନ୍ଓ୍ବର ନିଜ ସମର୍ଥକଙ୍କ ସହ ବୁଧବାର ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ୧୦ ଜନପଥ ବାସଭବନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସେମାନେ ପୂର୍ବତନ…
ବାଣୀବିହାରରେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ: ଅର୍ଥଶାସ୍ତ୍ର ଓ ନୀତିଶାସ୍ତ୍ର ମଧ୍ୟରେ ସମନ୍ବୟ ରହିବା ଜରୁରୀ: ରାଜ୍ୟପାଳ
ଭୁବନେଶ୍ୱର, ୩ା୧୦(ବ୍ୟୁରୋ): ଅର୍ଥଶାସ୍ତ୍ର ଓ ନୀତିଶାସ୍ତ୍ର ମଧ୍ୟରେ ସମନ୍ବୟ ରହିଲେ ଅନେକ ସାମାଜିକ ବୈଷମ୍ୟ ଓ ଅସନ୍ତୁଳନ ଦୂର ହୋଇପାରିବ। ମହାତ୍ମା ଗାନ୍ଧୀ ଏହାର ପ୍ରୟୋଗାତ୍ମକ ଦିଗ ସମ୍ପର୍କରେ ନିଜର ମତ ଓ ମନ୍ତବ୍ୟ ସ୍ପଷ୍ଟ ଭାବରେ ଉପସ୍ଥାପନ କରିଛନ୍ତି। ପ୍ରଗତି…
ପିଏମ୍ସି ମାମଲାରେ ଯାଞ୍ଚ ହେବ ଅଡିଟରଙ୍କ ଭୂମିକା
ନୂଆଦିଲ୍ଲୀ,୩-୧୦: ପଞ୍ଜାବ ମହାରାଷ୍ଟ୍ର କୋଅପରେଟିଭ ବ୍ୟାଙ୍କ ଠକେଇ ମାମଲାରେ ଅଡିଟରଙ୍କ ଭୂମିକା ଯାଞ୍ଚ ହେବ। ଚାର୍ଟାର୍ଡ ଆକାଉଣ୍ଟାଣ୍ଟସର ସର୍ବୋଚ୍ଚ ସଂସ୍ଥା ଆଇସିଏଆଇ ଅଡିଟରଙ୍କ ଭୂମିକା ଠକେଇରେ ରହିଛି କି ନା ତାର ତର୍ଜମା କରିବ। ଆଇସିଏଆଇ ବର୍ତ୍ତମାନ ରିଜର୍ଭ ବ୍ୟାଙ୍କ ଏବଂ…
ସୁଧୁରୁନି କଶ୍ମୀର ସ୍ଥିତି
ଶ୍ରୀନଗର,୩ା୧୦(ପି.ଟି.): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ୫୯ଦିନରେ ପହଞ୍ଚତ୍ଥିଲେ ହେଁ ଏପର୍ଯ୍ୟନ୍ତ ଉପତ୍ୟକାର ସ୍ଥିତି ସୁଧୁରିନାହିଁ। ବୁଧବାର ସକାଳେ ଶ୍ରୀନଗରରେ କେତେକ ଦୋକାନ ଖୋଲିଥିଲେ ହେଁ ମୁଖ୍ୟ ବଜାର ଓ ଅନ୍ୟ ବ୍ୟବସାୟ ପ୍ରତିଷ୍ଠାନ…
ଜିଲାସ୍ତରୀୟ ଶାସ୍ତ୍ରୀ ଓ ଗାନ୍ଧୀ ଜୟନ୍ତୀ ପାଳିତ
ପୁରୀ ଅଫିସ, ୩ା୧୦: ପୁରୀ ଜିଲାସ୍ତରୀୟ ୧୫୦ତମ ଗାନ୍ଧୀ ଓ ୧୧୫ତମ ଶାସ୍ତ୍ରୀ ଜୟନ୍ତୀ ବୁଧବାର ପାଳିତ ହୋଇଛି। ସକାଳେ ଗାନ୍ଧୀ ଘାଟଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ ବଲୱନ୍ତ ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏଥିରେ…
ପ୍ଲାଷ୍ଟିକ୍ ବର୍ଜନ ନିମନ୍ତେ ଶପଥ ନେଲେ କୁନି ପିଲା
ଭୁବନେଶ୍ୱର, ୩ା୧୦(ବ୍ୟୁରୋ): ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳିିତ ହୋଇଯାଇଛି। ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକରେ ୩ରୁ ୬ ବର୍ଷର କୁନି କୁନି ଶିଶୁମାନଙ୍କ ପାଇଁ ନୃତ୍ୟଗୀତ ଏବଂ ଅଭିନୟ ମାଧ୍ୟମରେ ଗାନ୍ଧିଜୀଙ୍କ ଅବଦାନ ସମ୍ପର୍କରେ ଉପସ୍ଥାପନା…
ମିଳିଲା ଦଣ୍ଡ: ବଦଳିଲେ ଥାନାଧିକାରୀ, ତଦନ୍ତ ଅଧିକାରୀ ନିଲମ୍ବିତ: ଧରିତ୍ରୀକୁ ଧନ୍ୟବାଦ ଦେଲେ ଦୃଷ୍ଟିହୀନ ଦମ୍ପତିି
ଭୁବନେଶ୍ୱର,୩ା୧୦(ବ୍ୟୁରୋ): ପୋଲିସର ନିଷ୍କ୍ରିୟତା ଯୋଗୁ ନୟାଗଡ଼ର ଏକ ଦୃଷ୍ଟିହୀନ ଦମ୍ପତି ଦୀର୍ଘଦିନ ହେଲା ନ୍ୟାୟ ପାଇବାରୁ ବଞ୍ଚତ୍ତ ହେଉଥିଲେ। ଏନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ନୟାଗଡ଼ ଏସ୍ପି ଶଶିଭୂଷଣ ଶତପଥୀ ଘଟଣାର ତଦନ୍ତକାରୀ ଅଧିକାରୀ ଶରତ ଚନ୍ଦ୍ର ମିଶ୍ରଙ୍କୁ…
ନିଲାମ ହେବ ଓଡ଼ିଶାର ୭ ଖଣିଜ ବ୍ଲକ
ନୂଆଦିଲ୍ଲୀ,୩ା୧୦: ଓଡ଼ିଶାର ୭ ଖଣିଜ ବ୍ଲକର ନିଲାମ କରାଯିବ। ଚଳିତ ମାସ ୨୨ଠାରୁ ନଭେମ୍ବର ୧ ମଧ୍ୟରେ ଏହାର ନିଲାମ କାର୍ଯ୍ୟ ଶେଷ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଛନ୍ତି। ଏହି ବ୍ଲକଗୁଡିକରେ ୧୪୮.୦୧୧ ନିୟୁତ ଟନ୍ ଖଣିଜ ସମ୍ପଦ ରହିଛି।…
ଗାନ୍ଧିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୁଅନ୍ତୁ ଯୁବବର୍ଗ
କଟକ ଅଫିସ, ୩ା୧୦: କଟକ ସ୍ବରାଜ ଆଶ୍ରମରେ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ମହାତ୍ମା ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଏମ୍ପି ଭର୍ତ୍ତୃହରି ମହତାବ,…
ଆଇଆଇଟି ସ୍ନାତକଙ୍କ ଷ୍ଟାର୍ଟ-ଅପ୍ରେ ଚଢ଼ାଉ: ଲିଙ୍ଗ ଚୟନ ପାଇଁ ବିଦେଶ ପଠାଉଥିଲେ
ନୂଆଦିଲ୍ଲୀ,୩ା୧୦ : ଭାରତରେ ପିଲାଛୁଆ ଜନ୍ମ ହେବା ପୂର୍ବରୁ ସେମାନଙ୍କ ଲିଙ୍ଗ ନିରୂପଣ ଓ ଚୟନ ବେଆଇନ ହୋଇଥିବାବେଳେ ବିଦେଶରେ ଏହି କାର୍ଯ୍ୟ କରାଇବା ଲାଗି ଦେଶର ବିଭିନ୍ନ ଭାଗର ଦମ୍ପତିମାନଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ନିଆଯାଉଛି। ଇନ୍-ଭିର୍ଟୋ ଫର୍ଟିଲାଇଜେଶନ୍ (ଆଇଭିଏଫ୍)…
୨୧ଜଣଙ୍କୁ ଆଦର୍ଶ ସମ୍ମାନ ୨୦୧୯
ଭୁବନେଶ୍ୱର, ୩ା୧୦(ବ୍ୟୁରୋ): ମହାତ୍ମା ଗାନ୍ଧୀ ଅହିଂସାର ମୂଳମନ୍ତ୍ର ଥିଲେ। ତାଙ୍କର ତ୍ୟାଗ ଆଜି ଦେଶକୁ ସ୍ବତନ୍ତ୍ର ପରିଚୟ ଦେଇଛି। ଗାନ୍ଧିଜୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହେଲେ ତାହା ହିଁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ ବୋଲି ଏଠାରେ ମତପ୍ରକାଶ…
ଆସାମରେ ନୂଆଁଖାଇ
ଭୁବନେଶ୍ୱର, ୩ା୧୦(ବ୍ୟୁରୋ): ଆସାମର ବିଶ୍ୱନାଥ ଚାରିଅଲ୍ଲୀ ଅନ୍ତର୍ଗତ ବାଘମାରି ଚା’ ବାଗାନରେ ‘ଓଡ଼ିଆ ମହାସଭା’ ଏବଂ ‘ଓଡ଼ିଆ ଛାତ୍ର ପରିଷଦ’ର ମିଳିତ ଆନୁକୂଲ୍ୟରେ ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ଗତ ସୋମବାର ନୂଆଁଖାଇ ଧୂମ୍ଧାମରେ ପାଳିତ ହୋଇଯାଇଛି। ଏହି ଉତ୍ସବକୁ ଆସାମର ଅର୍ଥମନ୍ତ୍ରୀ…
Archives


