Home

ମନୁଷ୍ୟଙ୍କ ପୂର୍ବଜ ବୋଷ୍ଟଓ୍ବାନା ବାସିନ୍ଦା: ଜଳବାୟୁ ପରିବର୍ତ୍ତନ ଯୋଗୁ ଏକ ଲକ୍ଷ ବର୍ଷ ତଳେ ହୋଇଥିଲେ ବିସ୍ଥାପିତ

ଗ୍ରେବୋନ୍‌,୩୧।୧୦: ମନୁଷ୍ୟଙ୍କ ପୂର୍ବଜ ଦକ୍ଷିଣ ଆଫ୍ରିକାର ବୋଷ୍ଟଓ୍ବାନା ବାସିନ୍ଦା ଥିଲେ। ତେବେ ଜଳବାୟୁ ପରିବର୍ତ୍ତନ ଯୋଗୁ ଏକ ଲକ୍ଷ ବର୍ଷ ତଳେ ସେମାନେ ବିସ୍ଥାପିତ ହୋଇଥିଲେ। ଏନେଇ ନେଚର ପ୍ରତିକାରେ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଆଜିକୁ ପ୍ରାୟ ୨ ଲକ୍ଷ…

ଗବର ସିଂ ଚୟନ ଅନ୍ତରାଳେ

‘କିତ୍‌ନେ ଆଦ୍‌ମୀ ଥେ’ ଡାଏଲଗ୍‌ କଥା ମନେପଡିଲେ ଆଖି ସାମ୍‌ନାକୁ ଚାଲିଆସେ ସେହି ଡକାୟତ ଗବର ସିଂଙ୍କ ମୁହଁ। ସୁପର ଡୁପର ହିଟ୍‌ ହିନ୍ଦୀ ସିନେମା ‘ସୋଲେ’ରେ ଏହି ଚରିତ୍ର କେତେ ଲୋକପ୍ରିୟ ହୋଇଥିଲା, ତାହା କହିବା ବାହୁଲ୍ୟ। ହେଲେ ଏହି…

ବିଶ୍ୱକପ୍‌ବେଳେ ଅନୁଷ୍କାଙ୍କୁ ଚା’ ଆଣି ଦେଉଥିଲେ ଚୟନକର୍ତ୍ତା

ପୁଣେ,୩୧।୧୦:ଭାରତୀୟ ଦଳର ପୂର୍ବତନ ଉଇକେଟ୍‌କିପର୍‌ ଫାରୁଖ ଇଞ୍ଜିନିୟର ଚୟନକର୍ତ୍ତାଙ୍କ ଉପରେ ବର୍ଷିଛନ୍ତି। ବର୍ତ୍ତମାନ ନିଯୁକ୍ତ ଚୟନ ସମିତିରେ ସେ ସନ୍ତୁଷ୍ଟ ନାହାନ୍ତି ବୋଲି କହିଛନ୍ତି। ଆମ ପାଖରେ ମିକି ମାଉସ ଭଳି ଚୟନ ସମିତି ରହିଛି। ଯେଉଁଥିରେ ଅଧିନାୟକ ବିରାଟ କୋହଲିଙ୍କ…

ଚୁମ୍‌କି ସେ ତ ପାଣିରେ ବୁଡ଼ିବ ନାହିଁ କି

ଚୁମ୍‌କି ସେ ତ ପାଣିରେ ବୁଡ଼ିବ ନାହିଁ କି-ଥରେ ମନେପକାନ୍ତୁ ନା ଅତୀତର ଏହି ଲୋକପ୍ରିୟ ଗୀତକୁ। ପ୍ରଶାନ୍ତ ନନ୍ଦ ଏବଂ ମହାଶ୍ୱେତା ରାୟଙ୍କ ଉପରେ ଦୃଶ୍ୟାୟିତ ହୋଇଥିଲା ଏହି ଗୀତ। ଆଉ ସିନେମାଟି ଥିଲା ‘ମା ଓ ମମତା’। ଓଡ଼ିଆ…

ଆୟୁଷ କମୁଛି ୭ ବର୍ଷ: ଇଣ୍ଡୋ-ଗାଙ୍ଗେଟିକ୍‌ ସମତଳ ଅଞ୍ଚଳ ଲୋକେ ଅଧିକ ପ୍ରଭାବିତ

ନୂଆଦିଲ୍ଲୀ/ସିକାଗୋ,୩୧।୧୦: ଭାରତରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଛି। ଏହାଦ୍ୱାରା ଲୋକଙ୍କ ହାରାହାରି ଆୟୁଷ ୭ ବର୍ଷ କମୁଛି ବୋଲି ସିକାଗୋ ବିଶ୍ୱବିଦ୍ୟାଳୟର ଏନର୍ଜି ପଲିସି ଇନଷ୍ଟିଚ୍ୟୁଟ୍‌ ଦ୍ୱାରା ହୋଇଥିବା ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି। ବାୟୁ ପ୍ରଦୂଷଣ ଯୋଗୁ ଇଣ୍ଡୋ-ଗାଙ୍ଗେଟିକ୍‌ ସମତଳ…

ଗମ୍ଭୀରଙ୍କ ସହ ବିଶେଷ ମୁହୂର୍ତ୍ତ ଅପାସୋରା

ରାଜ୍ୟ କ୍ରିକେଟ୍‌ରେ କ୍ରିଷ୍ଣା ପଲାଇ ଜଣେ ନବାଗତ ଚେହେରା। ରାଉରକେଲାରେ ତାଙ୍କର ଜନ୍ମ୍ମ। ସ୍ପିନ୍‌ ବୋଲର ଭାବେ ସେ ଓଡ଼ିଶା ପକ୍ଷରୁ ପ୍ରତିନିିଧିତ୍ୱ କରନ୍ତି। ପିତା ଅଭିମନ୍ୟୁ ପଲାଇ ଓ ମା’ ଘୋଷାମଣି ପଲାଇଙ୍କ ପୁଅ କ୍ରିଷ୍ଣାଙ୍କ ଅନୁଭୂତିରୁ କିଛି… ଆଜି…

ମୁସଲମାନ ସମ୍ପ୍ରଦାୟର ଲୋକେ ଚାନ୍ଦା ଆଦାୟ କରି ନିର୍ମାଣ କଲେ କାଳୀ ମନ୍ଦିର, ମୌଲବୀ କଲେ ଉଦ୍‌ଘାଟନ

ପଶ୍ଚିମବଙ୍ଗରେ ମୁସଲମାନ ଭାଇଭଉଣୀମାନେ ଭାଇଚାରାର ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି। ବୀରଭୂମ୍‌ ଜିଲାର ବାସପୁରାରେ ରାସ୍ତା ନିର୍ମାଣ ପାଇଁ କାଳୀ ମନ୍ଦିର ଭାଙ୍ଗିଦିଆଯାଇଥିଲା। ଏଠାରେ ବାସ କରୁଥିବା ମୁସଲମାନ ସମୁଦାୟର ଲୋକେ ଚାନ୍ଦା ଆଦାୟ କରି ଏହି ମନ୍ଦିରକୁ ପୁଣି…

ଏମାନେ ବି ଷ୍ଟାର…

କ୍ୟାବ୍‌ ଡ୍ରାଇଭିଂରୁ ରାଜନୀତି, ସାମୂହିକ କାର୍ଯ୍ୟରୁ ମଡେଲିଂ -ସବୁକ୍ଷେତ୍ରରେ ଉତ୍କର୍ଷ ପ୍ରତିପାଦନ କରୁଛନ୍ତି ଏମାନେ। ଟ୍ରାନ୍ସଜେଣ୍ଡର ଆକ୍ଟିଭିଷ୍ଟ ଲକ୍ଷ୍ମୀନାରାୟଣ ତ୍ରିପାଠୀ ହୁଅନ୍ତୁ କି ଭାରତର ପ୍ରଥମ କିନ୍ନର ଆଇନଜୀବୀ ସତ୍ୟଶ୍ରୀ ଶର୍ମିଲା କିମ୍ବା ପ୍ରଥମ କଲେଜ ଅଧ୍ୟକ୍ଷ ମାନବୀ ବନ୍ଦ୍ୟୋପାଧ୍ୟାୟ, ଏମାନେ…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ : ଆମ୍ବୁଲାନ୍ସ ଅଟକ ରଖିଲେ ଗ୍ରାମବାସୀ

ଖଇରା,୩୧।୧୦(ଡି.ଏନ୍‌.ଏ.): ସିକନ୍ଦରାବାଦର ଏକ କେମିକାଲ କମ୍ପାନୀରେ କାର୍ଯ୍ୟ କରୁଥିବା ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ସଇଁ ଗ୍ରାମର ଶ୍ରୀଧର ମହାନ୍ତି(୪୩)ଙ୍କ ଦୁଇଦିନ ତଳେ ସେଠାରେ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। କମ୍ପାନୀର ଠିକାଦାରଙ୍କ ଅଧୀନରେ କାର୍ଯ୍ୟ କରୁଥିବା ଶ୍ରୀଧରଙ୍କ ମୃତଦେହକୁ ସଂପୃକ୍ତ…

ଟିକ୍‌ଟକ୍‌ରେ ଶ୍ରୀମନ୍ଦିର ଭିତର ଭିଡିଓ ଭାଇରାଲ ଘଟଣା: ନାବାଳିକାଙ୍କୁ ଅଟକ ରଖିଲା ସିଂହଦ୍ୱାର ପୋଲିସ

ପୁରୀ ଅଫିସ, ୩୧।୧୦: ଶ୍ରୀମନ୍ଦିର ଭିତର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ଘଟଣାରେ ଗୁରୁବାର ସିଂହଦ୍ୱାର ପୋଲିସ ଜଣେ ନାବାଳିକାଙ୍କୁ ଅଟକ ରଖିଛି। ଗତ ୨୮ତାରିଖରେ ଶ୍ରୀମନ୍ଦିର ଭୋଗମଣ୍ଡପ ସମ୍ମୁଖ ଭାଗ ଏବଂ ଆନନ୍ଦ ବଜାରର ଭିଡିଓ ଭାଇରାଲ ହୋଇଥିଲା।…

ନବାଗତା ଅମ୍ରିତା

ଆଉ ଜଣେ ବଙ୍ଗୀୟ ସୁନ୍ଦରୀ ଓଡ଼ିଆ ସିନେମାରେ ନିଜ କ୍ୟାରିୟର ଆରମ୍ଭ କରିବାକୁ ଯାଉଛନ୍ତି। ସେ ହେଲେ ଅମ୍ରିତା। ତାଙ୍କୁ ଏଭଳି ବ୍ରେକ୍‌ ଦେଇଛନ୍ତି ପ୍ରଯୋଜକ ସଚିକାନ୍ତ ଜେନା ଏବଂ ବିନି ପଟ୍ଟନାୟକ। ଖାସ୍‌ କଥା ହେଲା, ଓଡ଼ିଆ ସିନେମାରୁ ହିଁ…

ସୂର୍ଯ୍ୟଙ୍କ ଅଦ୍ଭୁତ ଫଟୋ ଶେୟାର କଲା ନାସା

ଓ୍ବାଶିଂଟନ୍‌: ମହାକାଶ ସମ୍ପର୍କରେ ଏବେ ବି ଅନେକ କଥା ଅଜଣା। ହେଲେ ଏ ସମ୍ପର୍କରେ ଅଧିକରୁ ଅଧିକ ତଥ୍ୟ ହାସଲ କରିବା ପାଇଁ ନିରନ୍ତର ଉଦ୍ୟମ ଚଳାଇଛନ୍ତି ବିଶ୍ୱର ବିଭିନ୍ନ ସ୍ପେଶ ଏଜେନ୍ସି। ଫଳରେ ବିଭିନ୍ନ ସମୟରେ ବୈଜ୍ଞାନିକମାନେ ଏଭଳି ତଥ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri