ଭବିଷ୍ୟତରେ ପ୍ରଧାନମନ୍ତ୍ରୀ ନ ହୋଇ ରାଷ୍ଟ୍ରପତି ହେବାକୁ କାହିଁକି ଚାହୁଁଛନ୍ତି ପ୍ରଶ୍ନ ଛାତ୍ରଙ୍କୁ ପଚାରିଲେ ମୋଦି
ଶ୍ରୀହରିକୋଟା,୭।୯: ଇସ୍ରୋର ଚନ୍ଦ୍ରୟାନ-୨ ମିଶନରେ ଚନ୍ଦ୍ରପୃଷ୍ଠରେ ବିକ୍ରମ ଲ୍ୟାଣ୍ଡରର ଅବତରଣ ଦେଖିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ଉପସ୍ଥିତ ଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ କିଛି ଛାତ୍ରୀଛାତ୍ରଙ୍କ ସହିତ ବାର୍ତ୍ତାଳାପ କରିଥିଲେ। ମୋଦି ଜଣେ ଛାତ୍ରଙ୍କୁ ସେ ଭବିଷ୍ୟତରେ କ’ଣ…
କୋର୍ଟରେ ହାଜର ହେଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ
ଭୁବନେଶ୍ୱର, ୭ା୯(ବ୍ୟୁରୋ): ଜାତିଆଣ ଆକ୍ଷେପ ମାମଲା ନେଇ ବାଲେଶ୍ୱର ଏମ୍ପି ତଥା କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଶୁକ୍ରବାର ଭୁବନେଶ୍ୱର ସ୍ପେଶାଲ କୋର୍ଟରେ ହାଜର ହୋଇଛନ୍ତି। ଏହି ମାମଲାରେ ଷଡ଼ଙ୍ଗୀଙ୍କ ବିରୋଧରେ ଏସ୍ସି, ଏସ୍ଟି ଆକ୍ଟରେ ୨୦୦୪ ଓ ୨୦୧୧ ମସିହାରେ…
ଅଧାରୁ ଛୁଟି ହେଲା ବିଦ୍ୟାଳୟ : ମଧ୍ୟାହ୍ନଭୋଜନ ପରେ ଘରକୁ ଫେରିଲେ ଛାତ୍ରୀଛାତ୍ର
ଦାରିଙ୍ଗବାଡ଼ି,୭।୯(ଡି.ଏନ୍.ଏ.) : କନ୍ଧମାଳ ଜିଲାରେ ଏବେ ବର୍ଷା ଲାଗିରହିଛି। ଛାତ୍ରୀଛାତ୍ରଙ୍କ ସୁରକ୍ଷା ଦୃଷ୍ଟିରୁ ଶନିବାର ମଧ୍ୟ ଜିଲା ପ୍ରଶାସନ ପକ୍ଷରୁ ବିଦ୍ୟାଳୟକୁ ବନ୍ଦ ରଖିବାକୁ ଜିଲାପାଳ ଡ.ବୃନ୍ଦା ଡି. ନିର୍ଦ୍ଦେଶ ଦେଇଛନ୍ତି। ତେବେ ସକାଳୁ ପ୍ରବଳ ବର୍ଷା ଯୋଗୁ ଜିଲା ପ୍ରଶାସନ…
କନ୍ଧମାଳ ଜିଲାରେ ଲଗାଣ ବର୍ଷା : କ.ନୂଆଗାଁ ବ୍ଲକରେ ସର୍ବାଧିକ ୧୪୩ ମିମି
ଦାରିଙ୍ଗବାଡ଼ି,୭।୯(ଡି.ଏନ୍.ଏ.): କନ୍ଧମାଳ ଜିଲାରେ ଶନିବାର ସକାଳ ୮ଟା ସୁଦ୍ଧା ୧୨ଟି ବ୍ଲକ ମଧ୍ୟରୁ କ.ନୂଆଗାଁ ବ୍ଲକରେ ସର୍ବାଧିକ ୧୪୩ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ବାଲିଗୁଡ଼ାରେ ୧୨୫ ମିମି, ଫୁଲବାଣୀରେ ୧୧୧.୪ ମିମି, କୋଟଗଡ଼ରେ ୧୦୯ ମିମି, ଦାରିଙ୍ଗବାଡ଼ିରେ ୮୮…
ମାସିକିଆ ରିପୋର୍ଟ ପ୍ରଦାନ କଲେ ମନ୍ତ୍ରୀ
ଭୁବନେଶ୍ୱର,୭ା୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗୀୟ ମନ୍ତ୍ରୀମାନେ ନିଜ ବିଭାଗ ସମ୍ପର୍କିତ ମାସିକିଆ ରିପୋର୍ଟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରିଛନ୍ତି। ସରକାରଙ୍କ ପକ୍ଷରୁ ଦିଆଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମର କାର୍ଯ୍ୟକାରିତା ନେଇ ମନ୍ତ୍ରୀମାନେ ରିପୋର୍ଟରେ ଉଲ୍ଲେଖ କରିଛନ୍ତି। ଏଥିସହିତ ସେମାନେ ସମ୍ମୁଖୀନ…
ଷ୍ଟେଶନ୍ରେ ଛିଡ଼ାହୋଇଥିବା ଟ୍ରେନ୍ରେ ଅଗ୍ନିକାଣ୍ଡ
ପାଟନା,୭।୯: ବିହାର ଦରଭଙ୍ଗା ଷ୍ଟେଶନରେ ଛିଡ଼ା ହୋଇଥିବା ଏକ ଟ୍ରେନ୍ରେ ଅଚାନକ ନିଆଁ ଲାଗିଛି। ଶନିବାର ସକାଳେ ଷ୍ଟେଶନରେ ଛିଡ଼ା ହୋଇଥିବା ଦରଭଙ୍ଗା-ଅହମ୍ମଦାବାଦ୍ ଏକ୍ସପ୍ରେସ୍ରେ ନିଆ ଲାଗିଯାଇଥିଲା। ଟ୍ରେନ୍ର ଜେନେରାଲ କୋଚ୍ର ସ୍ପେୟାର ବଗିରେ ନିଆଁ ଲାଗିବା ପରେ ଉପସ୍ଥିତ ଲୋକେ…
ଆମେରିକା ଯିବେ ନାହିଁ ଆଫଗାନ ରାଷ୍ଟ୍ରପତି
କାବୁଲ,୭।୯: ଆଫଗାନୀସ୍ତାନର ରାଷ୍ଟ୍ରପତି ଅଶରଫ ଗନି ଶନିବାର ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ହେଲେ ସେ ଆମେରିକରା ଗସ୍ତ କରୁ ନାହାଁନ୍ତି ବୋଲି ଜଣାପଡିଛି। ଗନିଙ୍କ ସହ ୧୩ଜଣ ସଦସ୍ୟ ବିଶିଷ୍ଟ ଏକ ପ୍ରତିନିଧି ମଣ୍ଡଳ ମଧ୍ୟ ଗସ୍ତ କରିବାର…
ମଦ୍ୟପ ଗାଡ଼ିି ଚାଳକଙ୍କୁ କଡ଼ା ଛାଟ
ଭୁବନେଶ୍ୱର, ୭ା୯(ବ୍ୟୁରୋ): ଏଣିକି ମଦ ପିଇ ଗାଡ଼ିି ଚଳାଇଲେ ଆଉ ନିସ୍ତାର ନାହିଁ। ମଦ୍ୟପ ଗାଡ଼ି ଚାଳକ ଧରାପଡ଼ିିଲେ ତୁରନ୍ତ ତାଙ୍କୁ ଗିରଫ କରାଯିବ। ଏ ନେଇ ଶୁକ୍ରବାର ସନ୍ଧ୍ୟାରୁ ରାଜ୍ୟର ସମସ୍ତ ୧୪ଟି ଟୋଲ୍ଗେଟ୍ରେ ଡ୍ରାଇଭରମାନଙ୍କୁ ଯାଞ୍ଚ କରାଯିବ। ସେମାନେ…
ପ୍ରଦୀପ ଦାଶ ପାଇବେ ଶାରଳା ପୁରସ୍କାର
ଭୁବନେଶ୍ୱର, ୭ା୯(ବ୍ୟୁରୋ): ବିଶିଷ୍ଟ ଲେଖକ ତଥା ପ୍ରଶାସକ ଡ. ପ୍ରଦୀପ ଦାଶ ପାଇବେ ଶାରଳା ପୁରସ୍କାର। ତାଙ୍କ ରଚିତ ପୁସ୍ତକ ‘ଚରୁ ଚିବର ଓ ଚର୍ଯ୍ୟା’ ନିମନ୍ତେ ଡ. ଦାଶ ୪୦ତମ ଶାରଳା ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ…
ଉତ୍ତର ଉପକୂଳ ଆଡ଼କୁ ମୁହାଁଇଲା ଲଘୁଚାପ: ୨୪ଘଣ୍ଟା ପ୍ରବଳ ବର୍ଷିବ
ଭୁବନେଶ୍ୱର, ୭ା୯(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଉତ୍ତର ଉପକୂଳ ଆଡ଼କୁ ମୁହାଁଇଛି। ପଶ୍ଚିମବଙ୍ଗର ଗାଙ୍ଗେୟ ଉପକୂଳରେ ମଧ୍ୟ ଲଘୁଚାପର ଏକ କ୍ଷେତ୍ର ସୃଷ୍ଟି ହୋଇଛି। ଏହାସହ ଏକ ଟ୍ରଫ୍ ଲାଇନ ପୂର୍ବକେନ୍ଦ୍ର ବଙ୍ଗୀୟ ଉପକୂଳରେ ରହିଛି। ଏହା ପ୍ରଭାବରେ…
ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ: ବିଶ୍ୱବାସୀଙ୍କୁ ଜଣାଯିବ ରଥଯାତ୍ରାର ବିଧି
ପୁରୀ ଅଫିସ, ୭ା୯: ବିଶ୍ୱର ବିଭିନ୍ନ ରାଷ୍ଟ୍ର ସମେତ ଭାରତର ଅନେକ ରାଜ୍ୟରେ ରଥଯାତ୍ରା ଅନୁଷ୍ଠିତ ହେଉଛି। କିନ୍ତୁ ପୁରୀରେ ଯେଉଁଭଳି ବିଧି ଓ ପରମ୍ପରା ଅନୁସାରେ କରାଯାଉଛି ଅଧିକାଂଶ ସ୍ଥାନରେ ବିଧି ମୁତାବକ ହେଉନାହିଁ। ଏହା ମହାପ୍ରଭୁ ଏବଂ ଶ୍ରୀଜଗନ୍ନାଥ…
ଶାଶ୍ୱତ ଯୋଶୀଙ୍କ ବିରୋଧରେ ସୋସିଆଲ ମିଡିଆରେ ଅଭିଯୋଗ ଆଣିଲେ ଶିଷ୍ୟା
ଭୁବନେଶ୍ୱର, ୭ା୯(ବ୍ୟୁରୋ): ଦେଶ ବିଦେଶରେ ଖ୍ୟାତି ଅର୍ଜନ କରିଥିବା ଯୁବ ଓଡ଼ିଶୀ ନୃତ୍ୟଶିଳ୍ପୀ ଶାଶ୍ୱତ ଯୋଶୀଙ୍କ ବିରୋଧରେ ସଙ୍ଗିନ ଅଭିଯୋଗ ଆଣିଛନ୍ତି ତାଙ୍କର ଜଣେ ଶିଷ୍ୟା। ଗୁରୁ ଶାଶ୍ୱତ ଦୁର୍ବ୍ୟବହାର କରିବା ସହ ଯୌନ ନିର୍ଯାତନା ଦେଉଥିବା ନେଇ ଗୁରୁଦିବସ ଦିନ…
Archives


