Home

ଭୋର ୫ଟା ୪୭ରୁ ପ୍ରତ୍ୟାହାର କରାଗଲା ରାଷ୍ଟ୍ରପତି ଶାସନ

ନୂଆଦିଲ୍ଲୀ,୨୩।୧୧: ମହାରାଷ୍ଟ୍ରକୁ ନେଇ ଏବେ ସବୁଠି ଚର୍ଚ୍ଚା। ଶନିବାର ସକାଳ ରାଜ୍ୟ ରାଜନୀତି ପାଇଁ ପାଲଟି ଯାଇଛି ଏକ ଅଭୁଲା ଦିନ। ମହାରାଷ୍ଟ୍ରରେ ଲାଗୁ ହୋଇଥିବା ରାଷ୍ଟ୍ରପତି ଶାସନକୁ ଶନିବାର ଭୋର ୫ଟା ୪୭ରେ ପ୍ରତ୍ୟାହାର କରାଯାଇଛି। ଆଉ ଏହାପରେ ସକାଳ…

କଂଗ୍ରେସ ଡାକିଲା ଜରୁରୀ ବୈଠକ

ମୁମ୍ବାଇ,୨୩।୧୧: ଶେଷରେ ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଣ ମହାରାଷ୍ଟ୍ରରେ ସରକାର ଗଢିଲା ଭାରତୀୟ ଜନତା ପାର୍ଟି(ଭାଜପା)। ଆଉ ଏହାପରେ ରାଜନୀତି ହୋଇଛି ସରଗରମ। ଦେବେନ୍ଦ୍ର ଫଡ୍‌ନବିସ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ଏବେ କଂଗ୍ରେସ ସ୍ଥିତିର ସମୀକ୍ଷା ପାଇଁ…

ସୁନାର ୫୦ ତୁଳସୀପତ୍ର ଚଢ଼ାଇଲେ ଶ୍ରଦ୍ଧାଳୁ

ବିଶାଖାପାଟଣା: ଭଗବାନଙ୍କ ନିକଟରେ ନିଜର ଭକ୍ତି ଓ ଆସ୍ଥାକୁ ଲୋକେ ବିଭିନ୍ନ ଉପାୟରେ ପ୍ରକାଶ କରିଥାନ୍ତି। ଅନେକ ଲୋକ ମନ୍ଦିରରେ ଦାନ କରି ଶାନ୍ତି ମଧ୍ୟ ଲାଭ କରନ୍ତି। ନିଜ କ୍ଷମତା ଅନୁଯାୟୀ ଲୋକେ ବସ୍ତ୍ର, ଟଙ୍କା ଏବଂ ସୁନା ରୁପା…

ଡମ୍ପରକୁ ଧକ୍କା ଦେଲା ଟ୍ରକ୍‌ : ୨ ଗୁରୁତର

ରେମୁଣା,୨୩।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ଗଉଡ଼ୁଣୀ ପୋଖରୀ ନିକଟରେ ଶନିବାର ସକାଳେ ଦୁର୍ଘଟଣା ଘଟିଛି। ଡମ୍ପରକୁ ଟ୍ରକ୍‌ ଧକ୍କା ଦେବାରୁ ଟ୍ରକ୍‌ ଡ୍ରାଇଭ ଓ ହେଲ୍ପର ଗୁରୁତର ହୋଇଛନ୍ତି। ସେମାନଙ୍କୁ ଶେରଗଡ଼ ଫାଣ୍ଡି ପୋଲିସ ଉଦ୍ଧାର କରି ଜିଲା…

ସନ୍ନିଙ୍କ ଫୁଟ୍‌ବଲ ପ୍ରେମ

ମୁମ୍ବାଇ: ବଲିଉଡ୍‌ ନାୟିକା ସନ୍ନିି ଲିଓନ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରୁହନ୍ତି। ଫ୍ୟାନ୍‌ମାନଙ୍କ ସହ ଯୋଡ଼ିହୋଇ ରହିବାକୁ ସନ୍ନି ଇନ୍‌ଷ୍ଟାଗ୍ରାମରେ ନିଜର ଟିକିନିଖି ଅପ୍‌ଡେଟ୍‌ସ ଦେଇଥାନ୍ତି। ଏହି କ୍ରମରେ ଏକ ନୂଆ ଭିଡିଓ ସନ୍ନି ନିଜ ଇନ୍‌ଷ୍ଟାଗ୍ରାମ୍‌ ହ୍ୟାଣ୍ଡେଲ୍‌ରେ ଶେୟାର…

ଇତିହାସ ପାଲଟିବ ‘ଗଧ’

ନୂଆଦିଲ୍ଲୀ: ନିର୍ବୁଦ୍ଧିଆ ପ୍ରାଣୀ ଭାବେ ଦୁର୍ନାମ ମୁଣ୍ଡାଇଛି ଗଧ। ଏପରି କି ‘ଗଧ’ ନଁ। ଶୁଣିଲେ ମନରେ ଭିନ୍ନ ଭାବନା ସୃଷ୍ଟି ହୁଏ। ଦୀର୍ଘଦିନ ଧରି ଆମ ସମସ୍ତଙ୍କ ମାନସିକସ୍ତରରେ ଏହି ପ୍ରାଣୀଙ୍କୁ ନେଇ ନକାରାତ୍ମକ ଭାବନା ପୂରାଇ ଦିଆଯାଇଛି। ହେଲେ…

ସାମ୍‌ନାକୁ ଆସିଲେ ରାଖୀ ସାଓ୍ବନ୍ତଙ୍କ ଝିଅ

ମୁମ୍ବାଇ : ନିଜର ଅଜବ୍‌ କାର୍ଯ୍ୟକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିବାକୁ ପସନ୍ଦ କରୁଥିବା ବଲିଉଡ୍‌ର ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ ଏବେ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ବାହାହେବାର ୩ ମାସ ପରେ ତାଙ୍କ ଝିଅ ସାମ୍‌ନାକୁ ଆସିଛନ୍ତିି। ହଠାତ୍‌ ସମସ୍ତଙ୍କୁ…

ଗଛରେ ଫଳୁଛି ୪୦ ପ୍ରକାର ଫଳ

ନ୍ୟୁୟର୍କ: ଆଜିର ବିଜ୍ଞାନ ଯୁଗରେ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗ ଦ୍ୱାରା ଅନେକ ଅସମ୍ଭବକୁ ସମ୍ଭବ କରିହେଉଛି। ବୈଜ୍ଞାନିକମାନେ ରିସର୍ଚ୍ଚ କରିବା ସହ ବିଭିନ୍ନ ଟେକ୍‌ନିକ୍‌ ପ୍ରୟୋଗ କରି ବହୁ ଅବିଶ୍ୱସନୀୟ ଜିନିଷ ଖୋଜି ବାହାର କରିଛନ୍ତି। ଏହି କ୍ରମରେ ନ୍ୟୁୟର୍କ ସେରାକୁଜ୍‌…

କାମ ଦେଲା ମୋଦି-ଶାହଙ୍କ ମାଷ୍ଟ୍ରର ଷ୍ଟ୍ରୋକ୍‌

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ରାଜନୀତିରେ ଅଚାନକ ରାଜନୈତିକ ସମୀକରଣ ବଦଳି ଯାଇଛି। ପୁଣିଥରେ ଦେବେନ୍ଦ୍ର ଫଡ଼ନବିସ ମୁଖ୍ୟମନ୍ତ୍ରୀ ଡୋର ଧରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ମାଷ୍ଟର ଷ୍ଟ୍ରୋକ୍‌ କାମ ଦେଇଛି। ରାତିକ ମଧ୍ୟରେ ରାଜ୍ୟର…

ସୋନିଆ, ଉଦ୍ଧବଙ୍କ ସହ ବୈଠକ କଲେ ଶରଦ: ସରକାର ଗଢିଲେ ଅଜିତ

ମୁମ୍ବାଇ,୨୩।୧୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏମିତି ପରିବର୍ତ୍ତନ ହୋଇଛି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ରାତାରାତି ଓଲଟି ଯାଇଛି ସବୁକିଛି। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଶିବସେନା ମୁଖ୍ୟମନ୍ତ୍ରୀ ଆସନରେ ବସିବ ବୋଲି ଆଲୋଚନା ହେଉଥିବା ବେଳେ ଶନିବାର ସକାଳୁ କିନ୍ତୁ ମ୍ୟୁଜିକ…

‘ଟାଇମ୍ସ’ ହାୟର ଏଜୁକେଶନ ୱାର୍ଲଡ୍‌ ର଼୍ୟାଙ୍କିଙ୍ଗ୍‌ରେ ସୋଆ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୨୩ା୧୧(ବ୍ୟୁରୋ) : ‘ଟାଇମ୍ସ’ ହାୟର ଏଜୁକେଶନ ୱାର୍ଲଡ୍‌ ର଼୍ୟାଙ୍କିଙ୍ଗ୍‌ରେ ପୁଣି ସ୍ଥାନ ପାଇଛି ସୋଆ ବିଶ୍ୱବିଦ୍ୟାଳୟ। ପୂର୍ବ ଭାରତରେ ସୁଖ୍ୟାତି ଅର୍ଜନ କରିଥିବା ସୋଆ ବିଶ୍ୱବିଦ୍ୟାଳୟ ସ୍ବାସ୍ଥ୍ୟ ଶିକ୍ଷା କ୍ଷେତ୍ରରେ ଟାଇମ୍ସ ହାୟର ଏଜୁକେଶନ ୱାର୍ଲଡ୍‌ ରାଙ୍କିଙ୍ଗ୍‌ରେ ଭାରତରୁ ମନୋନୀତ…

ଚାଉଳ ଦୁର୍ନୀତି

ରାଉରକେଲାସ୍ଥିତ ଏଫ୍‌ସିଆଇ ଚାଉଳ ଗୋଦାମରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା। ଯୋଗାଣ ବିଭାଗ ଓ ଏଫ୍‌ସିଆଇର କେତେଜଣ ଅସାଧୁ କର୍ମଚାରୀଙ୍କ ଭିତିରି ସମ୍ପର୍କ ଯୋଗୁ ଏହାର ଚେର ବଢ଼ିଥିଲା । ଏ କଥା ପଦାକୁ ଆସିବା ପରେ ନାନା ଚର୍ଚ୍ଚା ସାମନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?