Home

କମେଣ୍ଟ ମାରୁଥିବା ଯୁବକଙ୍କୁ କାବୁ କରି ପୋଲିସ ଜିମାଦେବା ଘଟଣା: ଶର୍ମିଷ୍ଠାଙ୍କୁ ସମ୍ମାନିତ କଲେ ଏସ୍‌ପି

ବଲାଙ୍ଗୀର ଅଫିସ, ୨ା୧୦-ହାଇସ୍କୁଲରେ ପଢୁଥିବା ଦୁଇ ସାନ ଭଉଣୀ ଓ ତାଙ୍କ ସହାପାଠିନୀଙ୍କୁ ବାରମ୍ବାର କମେଣ୍ଟ ମାରି ହଇରାଣ କରୁଥିବା ଜଣେ ଉଦ୍ଧତ ଯୁବକଙ୍କୁ ବିଚ୍‌ ରାସ୍ତାରେ କାବୁ କରି ଟାଉନ୍‌ ଥାନାରେ ଜିମା ଦେଇଥିଲେ ସାହସୀ ଯୁକ୍ତତିନି କଲେଜ ଛାତ୍ରୀ…

ସରକାରଙ୍କୁ ବରିଷ୍ଠ ନାଗରିକଙ୍କ ଚିନ୍ତା:ପ୍ରତି ବ୍ଲକ୍‌ରେ ହେବ ଡେ’ କେୟାର ସେଣ୍ଟର

ଭୁବନେଶ୍ୱର, ୨-୯(ବ୍ୟୁରୋ):ବରିଷ୍ଠ ନାଗରିକଙ୍କ ପାଇଁ ଆଶ୍ରୟସ୍ଥଳୀ, ସ୍ବାସ୍ଥ୍ୟସେବା, ସୁରକ୍ଷା ସାଙ୍ଗକୁ ନିଃସଙ୍ଗତା ଦୂର କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଛନ୍ତି। ଆଗାମୀ ଦିନରେ ପ୍ରତି ଜିଲାରେ ଜରାନିବାସ ଓ ପୁନର୍ବାସ କେନ୍ଦ୍ର କାର୍ଯ୍ୟକ୍ଷମ ହେବା ସହ ପ୍ରତି ବ୍ଳକ୍‌ରେ…

ଆଜିଠୁ ସବୁ ଦଳର ପଦଯାତ୍ରା

ଭୁବନେଶ୍ୱର,୨-୯(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଉଭୟ ସରକାରୀ ଏବଂ ବେସରକାରୀସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ରାଜ୍ୟରେ କ୍ଷମତାସୀନ ବିଜେଡି, ମୁଖ୍ୟ ବିରୋଧୀ ଭାଜପା ଏବଂ କଂଗ୍ରେସ ପକ୍ଷରୁ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ଶେଷ ହୋଇଛି।…

ଦଲାଲ ନାମରେ ଗିରଫଦାରିକୁ ଏମ୍‌ଆର୍‌ଙ୍କ ବିରୋଧ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଅନୁଗୋଳ ଅଫିସ, ୨।୧୦- ଓଡ଼ିଶା ସେଲ୍ସ ରିପ୍ରେଜେଣ୍ଟେଟିଭ ୟୁନିୟନ(ଓଏସ୍‌ଆର୍‌ୟୁ) ଡାକରାରେ ଅନୁଗୋଳ ସହରରେ କାର୍ଯ୍ୟ କରୁଥିବା ସମସ୍ତ ମେଡିସିନ ରିପ୍ରେଜେଣ୍ଟେଟିଭ (ଏମ୍‌ଆର) ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏଥିସହ ସେମାନେ ସ୍ବାସ୍ଥ୍ୟମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ…

ସବୁ ସହରରେ ପଲିଥିନ ନିଷେଧ

ଭୁବନେଶ୍ୱର,୨-୯(ବ୍ୟୁରୋ):ରାଜ୍ୟର ସମସ୍ତ ସହରକୁ ପଲିଥିନ ମୁକ୍ତ କରାଯିବ। ୧୦୯ ସହରାଞ୍ଚଳକୁ ୫୦ ମାଇକ୍ରନରୁ କମ୍‌ ମୋଟେଇ ପଲିଥିନକୁ ବୁଧବାରଠାରୁ ସମ୍ପୂର୍ଣ୍ଣ ନିଷେଧ କରାଯିବ। ଅକ୍ଟୋବର ୨ ତାରିଖ ପରଠାରୁ କୌଣସି ସହରରେ ପଲିଥିନ ବ୍ୟବହାର କିମ୍ବା ବିକ୍ରି କରାଯାଇ ପାରିବ ନାହିଁ।…

ମେଡିସିନ ରିପ୍ରେଜେଣ୍ଟେଟିଭ୍‌ଙ୍କୁ ଦଲାଲ ଆଖ୍ୟାର ପ୍ରତିବାଦ: ଓସ୍ରୁର ବିକ୍ଷୋଭ, ଶୋଭାଯାତ୍ରା

ବ୍ରହ୍ମପୁର ଅଫିସ,୨ା୧୦-ଓଡ଼ିଶା ସେଲ୍‌ସ ରିପ୍ରେଜେଣ୍ଟେଟିଭ୍‌ ୟୁନିୟନ (ଓସ୍ରୁ) ବ୍ରହ୍ମପୁର ଶାଖା ପକ୍ଷରୁ ମଙ୍ଗଳବାର ଶୋଭାଯାତ୍ରା ଏବଂ ଦକ୍ଷିଣାଞ୍ଚଳ ଆରଡିସିଙ୍କ ଅଫିସ ଆଗରେ ବିକ୍ଷୋଭ କରାଯାଇଥିଲା। ସରକାରୀ ଡ଼ାକ୍ତରଖାନା ଗୁଡିକରେ ମେଡିସିନ ରିପ୍ରେଜେଣ୍ଟେଟିଭ୍‌ମାନଙ୍କ ପ୍ରବେଶ ଉପରେ କଟକଣା ଏବଂ ସେମାନଙ୍କୁ ଦଲାଲ ଆଖ୍ୟା…

ହିଞ୍ଜିଳିକାଟୁ କୋର୍ଟରେ ସିଶୋର ଏମ୍‌ଡିଙ୍କ ଆତ୍ମସମର୍ପଣ

ହିଞ୍ଜିଳିକାଟୁ,୨ା୧୦(ଡି.ଏନ୍‌.ଏ.): ସି-ଶୋର ଚିଟଫଣ୍ଡ ସଂସ୍ଥାର ଏମଡି ପ୍ରଶାନ୍ତ ଦାଶ ମଙ୍ଗଳବାର ହିଞ୍ଜିଳିକାଟୁ ଜେଏମ୍‌ଏଫସି କୋର୍ଟରେ ଆତ୍ମ ସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ଆନ୍ତରୀଣ ଜାମିନ ନିର୍ଦ୍ଦେଶକ୍ରମେ ହିଞ୍ଜିଳିକାଟୁ କୋର୍ଟରୁ ସେ ୨ ଜଣ ଜାମିନଦାରଙ୍କ ଜରିଆରେ ୩୦ ହଜାର ଟଙ୍କା ଲେଖାଏ ମୁଚାଲିକାରେ…

ବୃକ୍ଷରୋପଣ ପାଲଟିଛି ପ୍ରହସନ

ଚମ୍ପୁଆ, ୨।୧୦(ଡି.ଏନ.ଏ.)-ଜୀବ ଜଗତ ବଞ୍ଚିରହିବା ତଥା ପରିବେଶର ସୁରକ୍ଷା ପାଇଁ ଜଙ୍ଗଲ ସୃଷ୍ଟି କରିବା ଅତ୍ୟନ୍ତ ଆବଶ୍ୟକ ହୋଇ ପଡିଥିବା ବେଳେ ସରକାରୀ ଓ ବେସରକାରୀ ସଂସ୍ଥାଗୁଡ଼ିକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ହାତକୁ ନେଉଛନ୍ତି। ଅଧିକରୁ ଅଧିକ ବୃକ୍ଷ ରୋପଣ ପାଇଁ…

ଅସହାୟ ଭାବେ ବିତୁଛି ଜୀବନ

ଆରଡି, ୨।୧୦ (ଡି.ଏନ.ଏ)-ଦୁର୍ଘଟଣା ବଦଳାଇ ଦେଲା ତାଙ୍କ ଜୀବନର ମୋଡ଼ ା ପାଠପଢି ସୁନେଲି ଭବିଷ୍ୟତର ସ୍ବପ୍ନ ଦେଖୁଥିବା ଜଣେ ଦଳିତ ଯୁବକଙ୍କ ଲାଗି ସବୁକିଛି ଅନ୍ଧାର ପାଲଟିଗଲା ା ଚାକିରି ଓ ରୋଜଗାର କରି ଯେଉଁ ମା’ଙ୍କୁ ପୋଷିବା ଲାଗି…

ଉଜୁଡିଯାଉଛି ସ୍ମୃତିର ସ୍ମାରକୀ: ଅବହେଳିତ ଗାନ୍ଧିଜୀଙ୍କ ସ୍ମୃତି, ସ୍ମାରକୀ

ଭଦ୍ରକ ଅଫିସ, ୨ା୧୦- ସ୍ବାଧୀନତା ସଂଗ୍ରାମର ସ୍ମୃତି ଓ ବଳିଦାନ ଏ ମାଟିକୁ କରିଛି ଗୌରବାନ୍ବିତ। ଧାମନଗରରେ ଲୁଣିଆ ଓ ବାସୁଦେବପୁର ଇରମ ଗୁଳିକାଣ୍ଡ, ଭଣ୍ଡାରିପୋଖରୀ ଥାନା ପୋଡି ଭଳି ଘଟଣାରେ ସଂଗ୍ରାମୀଙ୍କ ଆମତ୍ବଳିଦାନ ଇତିହାସକୁ ଆଜି ବି ଏ ମାଟି…

ବେଳାଭୂମିରୁ ବେଆଇନ ବାଲି ଚାଲାଣ

ରୂପ୍‌ସା, ୨।୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ କଷାଫଳ ନିକଟ ସମୁଦ୍ର ବେଳାଭୂମିରୁ ବେଆଇନ ଭାବେ ବାଲି ଖନନ କରି ଚୋରାଚାଲାଣ କରାଯାଉଥିବାରୁ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ଜେସିବି ମେଶିନ୍‌ ଦ୍ୱାରା ବାଲି ଖନନ ହେବା ଯୋଗୁ ସମୁଦ୍ରକୂଳ ଆଡ଼ିବନ୍ଧରେ ଥିବା…

ବିଶ୍ୱ ଆଥଲେଟିକ୍ସ ଚାମ୍ପିନଶିପ୍‌: ୩୦୦୦ମି. ଷ୍ଟିପଲଚେଜ୍‌ ଫାଇନାଲରେ ଅବିନାଶ

ଦୋହା,୨।୧୦(ପି.ଟି.)- ବିଶ୍ୱ ଚାମ୍ପିୟନଶିପ୍‌ରେ ଭାରତର ଅବିନାଶ ସାବଲ୍‌ ପୁରୁଷ ୩୦୦୦ ମି. ଷ୍ଟିପଲଚେଜ୍‌ ଫାଇନାଲ୍‌ରେ ପ୍ରବେଶ କରିଛନ୍ତି। ପ୍ରଥମେ ସେ ହାସଲ କରିଥିବା ଜାତୀୟ ରେକର୍ଡଠାରୁ ଉନ୍ନତ ପ୍ରଦର୍ଶନ କରିଥିଲେ ମଧ୍ୟ ଫାଇନାଲରେ ପ୍ରବେଶ କରିବାରେ ବିଫଳ ହୋଇଥିଲେ। ତାଙ୍କ ଜାତୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri