ସଚିବ ରଞ୍ଜନା ଚୋପ୍ରାଙ୍କ ନୟାଗଡ଼ ଜିଲା ଗସ୍ତ: ଆହାର କେନ୍ଦ୍ରରେ ଖାଇଲେ ଭାତ ଡାଲମା
ନୟାଗଡ଼ ଅଫିସ,୩୧।୧୦: ଅନୁସୂଚିତ ଜାତି ଓ ଜନଜାତି ସଚିବ ତଥା ନୟାଗଡ଼ ଜିଲା ନୋଡାଲ ସଚିବ ରଞ୍ଜନା ଚୋପ୍ରା ବୁଧବାର ନୟାଗଡ଼ ଜିଲା ଗସ୍ତ କରି ବିଭିନ୍ନ ଯୋଜନା ବିଷୟରେ ତଦାରଖ କରିଛନ୍ତି। ଏହା ସହିତ ନୟାଗଡ଼ସ୍ଥିତ ଆହାର କେନ୍ଦ୍ର ପରିଦର୍ଶନ…
ପାହାଡ଼ ଚଢ଼ି ଆଦିବାସୀ ଗାଁରେ ପହଞ୍ଚିଲେ ବିଡିଓ
ଦଶପଲ୍ଲା,୩୧ା୧୦: ଲୋକଙ୍କ ବିଭିନ୍ନ ସମସ୍ୟା ବୁଝିବା ପାଇଁ ରାଜ୍ୟ ସରକାରଙ୍କ ଆହ୍ବାନକ୍ରମେ ଦଶପଲ୍ଲା ବ୍ଲକ ପ୍ରଶାସନ ତରଫରୁ ବିଭିନ୍ନ ଆଦିବାସୀ ବହୁଳ ଗ୍ରାମ ଗସ୍ତ କରାଯାଉଛି। ତେଣୁ ପାହାଡ଼ ଚଢ଼ି ଏବଂ ନାଳ ଅତିକ୍ରମ କରି ସେମାନଙ୍କ ନିକଟତର ହୋଇଛନ୍ତି ବିଡିଓ…
ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ଉପଶମ ସହିତ କିଡ୍ନୀ ଏବଂ ଲିଭର ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ପିଅନ୍ତୁ ଏହି ପାଣିରୁ ଗ୍ଲାସେ…
ପ୍ରତିଦିନ ସକାଳେ ହଳଦି ପାଣି ପିଇଲେ ବହୁ ଫାଇଦା ମିଳିଥାଏ । ହଳଦି ପାଣିରେ କରକ୍ୟୁମିନ୍ ଅଧିକ ଥିବାରୁ ଆଣ୍ଠୁଗଣ୍ଠି ଯନ୍ତ୍ରଣା ଉପଶମ କରିବାରେ ଏହା ସହାୟକ ହୁଏ। ରକ୍ତ ଶର୍କରାସ୍ତରକୁ ଏହା ସ୍ବାଭାବିକ କରିଥାଏ। ଫଳରେ ଡାଇବେଟିସ୍ ରୋଗରୁ ମୁକ୍ତି…
ଓଜନ କମ୍ କରିବାକୁ ଚାହୁଁଥିଲେ ଖାଆନ୍ତୁ କାକୁଡି
ସ୍ବାସ୍ଥ୍ୟ ଓ ସୌନ୍ଦର୍ଯ୍ୟ ପାଇଁ କାକୁଡ଼ି ବହୁତ ଲାଭକାରୀ ଏଥିରେ ସନ୍ଦେହ ନାହିଁ। ଏହାର ଲାଭକାରୀ ଗୁଣ ଅନେକ କିଛି ରହିଛି । ସୁନ୍ଦର ସ୍ବାସ୍ଥ୍ୟ ଓ ଉଜ୍ଜ୍ୱଳ ତ୍ୱଚା ପାଇଁ ଏହା ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ। ଜାଣନ୍ତୁ ଏହାର…
ବାବରଙ୍କଠାରୁ ପଛରେ କୋହଲି
କରାଚୀ,୩୦।୯: ପାକିସ୍ତାନ ଷ୍ଟାର ବ୍ୟାଟ୍ସମ୍ୟାନ ବାବର ଆଜାମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରେ ୧୧ତମ ଶତକ ଲଗାଇବାରେ ଭାରତୀୟ ସେନସେଶନ ବିରାଟ କୋହଲିଙ୍କୁ ପଛରେ ପକାଇଛନ୍ତି। ଭାରତୀୟ ଅଧିନାୟକ କୋହଲିଙ୍କ କ୍ୟାରିୟରର ୮୨ତମ ଦିନିକିଆ ମ୍ୟାଚ୍ରେ ୧୧ତମ ଶତକ ଲଗାଇଥିଲେ। କିନ୍ତୁ ବାବର…
ମହିଳାଙ୍କଠାରୁ ୩୦ ହଜାର ଲୁଟ୍
ବଅଁରପାଳ, ୩୦ା୧୦(ଡି.ଏନ.ଏ.): ଅନୁଗୋଳ ଜିଲା ନାଲ୍କୋ ଥାନା ଅନ୍ତର୍ଗତ କୁଲାଡ଼ ଗ୍ରାମର ସଞ୍ଜୁକ୍ତା ଦେଓଙ୍କଠାରୁ ବୁଧବାର ଦୁର୍ବୃତ୍ତମାନେ ୩୦ ହଜାର ଟଙ୍କା ଲୁଟ୍ କରିଛନ୍ତି। ଏ ନେଇ ଥାନାରେ ଅଭିଯୋଗ ହୋଇଛି। ସେ ନାଲ୍କୋ ଷ୍ଟେଟ ବ୍ୟାଙ୍କରୁ ଟଙ୍କା ଉଠାଇ ନାଲ୍କୋ…
୭ରେ ତପୋବନ ମହିମା ମେଳା: ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଜିଲାପାଳ
ଢେଙ୍କାନାଳ ଅଫିସ, ୩୦।୧୦: ମହିମାଧର୍ମର ଆଦିପୀଠ ତଥା ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ତପୋବନ ମହିମା ବିହାରରେ ଆସନ୍ତା ୭ ତାରିଖରେ ତପୋବନ ମେଳା ଅନୁଷ୍ଠିତ ହେବ। ଏହାକୁ ଶୃଙ୍ଖଳିତ ଭାବେ ସମାପନ କରିବାକୁ ବୁଧବାର ମଧ୍ୟାହ୍ନରେ ଜିଲା କାର୍ଯ୍ୟାଳୟ ସଦ୍ଭାବନା ଗୃହରେ…
ବିହାରରୁ ନିଖୋଜ ବୃଦ୍ଧ ଢେଙ୍କାନାଳରୁ ଉଦ୍ଧାର
ଢେଙ୍କାନାଳ ଅଫିସ, ୩୦।୧୦: ବିହାରରୁ ୭ମାସ ତଳେ ନିଖୋଜ ହୋଇଯାଇଥିବା ଜଣେ ବୃଦ୍ଧଙ୍କୁ ଦୀପାବଳି ଦିନ ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଅଞ୍ଚଳରୁ ଉଦ୍ଧାର କରାଯାଇଛି। ସେ ହେଲେ ତୁଫାନି ଓରଫ୍ ସୋହା (୬୮)। ଉଦ୍ଧାର ପରେ ତାଙ୍କୁ ଗୋବିନ୍ଦପୁରସ୍ଥିତ ମହର୍ଷି…
ଭୀମ୍ସାରରେ ଏଚ୍ଆଇଭି ଆକ୍ରାନ୍ତଙ୍କ ଅସ୍ତ୍ରୋପଚାର ପ୍ରସଙ୍ଗ: ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ
ପୁରୀ ଅଫିସ, ୩୦ା୧୦:ସମ୍ବଲପୁର ଜିଲାର ବୁର୍ଲାସ୍ଥିତ ଭୀମ୍ସାରରେ ଗତ ସୋମବାର ଜଣେ ଏଚ୍ଆଇଭି ସଂକ୍ରମିତ ରୋଗୀଙ୍କୁ ଚିକିତ୍ସା କରାଯାଇଥିଲା। ଦନ୍ତ ବିଭାଗରେ ଏହି ଅସ୍ତ୍ରୋପଚାର ହୋଇଥିଲା। କିନ୍ତୁ ଅସ୍ତ୍ରୋପଚାର ପୂର୍ବରୁ ଓ ପରେ ଜୀବାଣୁ ପ୍ରତିରୋଧ ପାଇଁ ଯେଉଁ ନିୟମ ପାଳନ…
୨ ବର୍ଷରେ କାର୍ଯ୍ୟକ୍ଷମ ହେବ ଶ୍ରୀଜଗନ୍ନାଥ ମେଡିକାଲ କଲେଜ: ସ୍ବାସ୍ଥ୍ୟମନ୍ତ୍ରୀ
ପୁରୀ ଅଫିସ, ୩୦ା୧୦: ପୁରୀରେ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଏ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇପାରିନାହିଁ। ଜମିକୁ ନେଇ ବିଭିନ୍ନ ସମୟରେ ସମସ୍ୟା ଉପୁଜିବାରୁ କାମ ବିଳମ୍ବ ହେଲା। ଏଭଳି ଭାବେ ଦିନ ଗଡ଼ିିଚାଲିଥିବା ବେଳେ ବୁଧବାର ମେଡିକାଲ କଲେଜର ଅଗ୍ରଗତି ନେଇ…
ବିଶାଖାପାଟଣାରୁ ସୁବେଦାରଗଞ୍ଜ ସ୍ପେଶାଲ ଟ୍ରେନ
ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ): ପୂର୍ବତଟ ରେଳପଥ ପକ୍ଷରୁ (୦୮୫୨୭-୦୮୫୨୮)ବିଶାଖାପାଟଣା-ସୁବେଦାରଗଞ୍ଜ(ଆଲ୍ଲାହାବାଦ) ଏକ ସ୍ବତନ୍ତ୍ର ଟ୍ରେନର ବ୍ୟବସ୍ଥା କରାଯାଇଛି। ବିଶାଖାପାଟଣାରୁ ଏହି ଟ୍ରେନ ଭାୟା ବିଜୟନଗରମ, ଭୁବନେଶ୍ୱର, ଭଦ୍ରକ ଓ ଗୟା ଦେଇ ସୁବେଦାରଗଞ୍ଜକୁ ଚଳାଚଳ କରିବ। ୨୬ ନଭେମ୍ବରରୁ ଆରମ୍ଭ ହେବାକୁ ଥିବା ଏହି…
୧୩ ଆଇଏଏସ୍ ଅଧିକାରୀଙ୍କୁ ମେଡିକାଲ କଲେଜ,ହସ୍ପିଟାଲ ସଂଯୋଜନା ଦାୟିତ୍ୱ
ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ସାରା ରାଜ୍ୟର ସ୍ବାସ୍ଥ୍ୟ ଭିତ୍ତିଭୂମି, ରକ୍ଷଣାବେକ୍ଷଣ, ସାମଗ୍ରିକ ପ୍ରଦର୍ଶନ ଇତ୍ୟାଦି ସମ୍ପର୍କିତ କାର୍ଯ୍ୟର ସଂଯୋଜନା ପାଇଁ ବୁଧବାର ୧୩ ଜଣ ବରିଷ୍ଠ ଆଇଏଏସ୍ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍ଓ) ପକ୍ଷରୁ ଏ ନେଇ…
Archives


