Home

ପଞ୍ଚାୟତ କାର୍ଯ୍ୟାଳୟରେ ତାଲା: ଫେରିଗଲେ ତଦନ୍ତକାରୀ ଅଧିକାରୀ

ଖଇରା, ୨୩।୧୧(ଡି.ଏନ.ଏ.)-ଖଇରା ବ୍ଲକ ଗରସଙ୍ଗ ପଞ୍ଚାୟତରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ଏହାର ତଦନ୍ତ ପାଇଁ ଆସିଥିବା ତଦନ୍ତକାରୀ ଅଧିକାରୀ ପଞ୍ଚାୟତ କାର୍ଯ୍ୟାଳୟକୁ ଆସିଥିଲେ। ହେଲେ କାର୍ଯ୍ୟାଳୟରେ ତାଲା ପଡିଥିବାରୁ ଅଧିକାରୀମାନେ ନିରାଶ ହୋଇ ଫେରିଥିଲେ। ଅନିୟମିତତା ନେଇ…

ବିଳମ୍ବରେ ଆସିଲା ତରକାରି: ଲୁଣ ଲଗାଇ ଭାତ ଖାଇଲେ ଛାତ୍ରୀଛାତ୍ର

ସଜନାଗଡ଼, ୨୩।୧୧(ଡି.ଏନ.ଏ.)-ରାଜ୍ୟ ସରକାର ୧ମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ଲାଗି ମଧ୍ୟାହ୍ନଭୋଜନ ବ୍ୟବସ୍ଥା କରିଛନ୍ତି। ଏପରିକି ବିଦ୍ୟାଳୟରେ ରୋଷେଇ ହେଲେ ଶିକ୍ଷାଦାନରେ ବାଧା ଉପୁଜିବା ଆଶଙ୍କା କରାଯାଇ ବାହାରୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି। ଏହି ପରିପ୍ରେକ୍ଷୀରେ ବାଲେଶ୍ୱର ଜିଲା ନୀଳଗିରି…

ଶୀତଦିନେ ଖାଆନ୍ତୁ ଫୁଲକୋବି

ଶୀତଦିନେ ଅଧିକ ପରିମାଣରେ ଫୁଲକୋବି ମିଳିଥାଏ। ଏହାକୁ ଅଧିକାଂଶ ଲୋକେ ଖାଇବାକୁ ପସନ୍ଦ କରିଥାଆନ୍ତି। ତେବେ ଫୁଲକୋବିରେ ଥିବା ପ୍ରୋଟିନ୍‌, କ୍ୟାଲସିୟମ, ଭିଟାମିନ୍‌ ଏ, ସି, ଫସ୍‌ଫରସ୍‌, ଜିଙ୍କ, ମ୍ୟାଗ୍ନେସିୟମ, ସୋଡିୟମ ଓ ସେଲେନିୟମ ଆମ ଶରୀର ପାଇଁ ବେଶ୍‌ ଉପକାରୀ।…

ଉଚ୍ଚ ରକ୍ତଚାପ ନିୟନ୍ତ୍ରଣ କରେ ସୋୟାବିନ୍‌

ସୋୟାବିନରେ କାର୍ବୋହାଇଡ୍ରେଟ୍‌, କ୍ୟାଲସିୟମ, ଆଇରନ୍‌ ଏବଂ ଫରଫରସ ପ୍ରଚୁର ପରିମାଣରେ ଥାଏ। ଏଥିରେ ପ୍ରଚୁର ମାତ୍ରାରେ ଫାଇବର ଥିବାରୁ ପାଚନ ତନ୍ତ୍ରକୁ ମଜଭୁତ କରେ ଏବଂ ଖାଦ୍ୟକୁ ଶୀଘ୍ର ହଜମ କରିବାରେ ସହାୟକ ହୁଏ। ଉଚ୍ଚ ରକ୍ତଚାପରେ ପୀଡିତ ରୋଗୀମାନେ ପ୍ରତିଦିନ…

ଇଡେନରେ କିମ୍ବଦନ୍ତୀ କ୍ରିକେଟରଙ୍କ ସ୍ମୃତି ଚାରଣ

କୋଲକାତା,୨୩।୧୧(ପି.ଟି.)- ଭାରତୀୟ କିମ୍ବଦନ୍ତୀ କ୍ରିକେଟରମାନେ ପିଙ୍କ ବଲ୍‌ ଟେଷ୍ଟ ଆରମ୍ଭ ଅବସରରେ ପୂର୍ବରୁ ଗୌରବମୟ ସ୍ମୃତି ଚାରଣ କରିଥିଲେ। ଶ୍ରୁକ୍ରବାର ସଚିନ ତେନ୍ଦୁଲକର ଓ ଅନିଲ କୁମ୍ବଲେ ପୂର୍ବର ଉଲ୍ଲେଖନୀୟ ପ୍ରଦର୍ଶନ କଥା ମନେ ପକାଇଥିଲେ। ଏ ନେଇ ପ୍ରଥମ ଦିବସର…

ଗ୍ରାଉଣ୍ଡରେ ବୁଲି ଅଭିବାଦନ ଗ୍ରହଣ କଲେ କିମ୍ବଦନ୍ତୀ କ୍ରିକେଟର

କୋଲକାତା,୨୩।୧୧- ଚା’ ପାନ ବିରତିରେ ଏକାଧିକ ପୂର୍ବତନ କ୍ରିକେଟର ଗାଡିରେ ଇଡେନ ଗାର୍ଡେନ ଗ୍ରାଉଣ୍ଡରେ ଗଲ୍ଫ କାର୍ଟରେ ବୁଲିଥିଲେ ଓ ହାତ ହଲାଇ ଦର୍ଶକଙ୍କୁ ଠାରୁ ଅଭିବାଦନ ଗ୍ରହଣ କରିଥିଲେ। ପୁରୁଷ କ୍ରିକେଟରମାନଙ୍କ ମଧ୍ୟରେ ସଚିନ ତେନ୍ଦୁଲକର, ରାହୁଲ ଡ୍ରାଭିଡ, କପିଲ…

ମଣିପୁର ବିଧାନସଭା ସମ୍ମୁଖରେ ବିସ୍ଫୋରଣ: ୨ ଯବାନ ଆହତ

ଇମ୍ଫାଲ,୨୨।୧୧: ମଣିପୁର ବିଧାନସଭା ସମ୍ମୁଖରେ ଶୁକ୍ରବାର ସନ୍ଧ୍ୟାରେ ଏକ ଗ୍ରେନେଡ ଆକ୍ରମଣ ହୋଇଛି। ଏଥିରେ ୨ ସିଆର୍‌ପିଏଫ୍‌ ଯବାନ ଆହତ ହୋଇଥିବା ଜଣାପଡିଛି। ମଣିପୁର ବିଧାନସଭା ବାହାରେ ଥିବା ଥାଙ୍ଗମେଇବନ୍ଦ ଇମ୍ପ୍ରୁଭମେଣ୍ଟ କ୍ଲବ ନିକଟରେ ଏହି ବିସ୍ଫୋରଣ ହୋଇଥିବା କୁହାଯାଉଛି। ସୂଚନାଯୋଗ୍ୟ,…

ମୁମ୍ବାଇ, ହାଇଦ୍ରାବାଦ ଟି୨୦ ମ୍ୟାଚ୍‌ର ତାରିଖରେ ଅଦଳବଦଳ

ମୁମ୍ବାଇ,୨୨।୧୧(ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ହେବାକୁ ଥିବା ଟି୨୦ ସିରିଜ୍‌ର ପ୍ରଥମ ଓ ତୃତୀୟ ମ୍ୟାଚ୍‌ର ତାରିଖ ଅଦଳବଦଳ କରିଛି। ଆସନ୍ତା ୬ ତାରିଖରେ ହେବାକୁ ଥିବା ସିରିଜ୍‌ର ପ୍ରଥମ ମ୍ୟାଚ୍‌ ମୁମ୍ବାଇ…

ରିଦ୍ଧିମାନଙ୍କ ମାଇଲଷ୍ଟୋନ

କୋଲକାତା,୨୨।୧୧(ପି.ଟି.)- ଭାରତୀୟ ଉଇକେଟକିପର ରିଦ୍ଧିମାନ ଶାହା ଶୁକ୍ରବାର କ୍ରିକେଟର ଲମ୍ବା ଫର୍ମାଟରେ କ୍ୟାଚ୍‌ ଓ ଷ୍ଟମ୍ପିଂକୁ ମିଶାଇ ୧୦୦ ଉଇକେଟ ପୂରଣ କରିଛନ୍ତି। ଏହି ସଫଳତା ପାଇବାରେ ସେ ଦେଶର ୫ମ ଉଇକେଟକିପର। ଇଡେନ ଗାର୍ଡେନ୍ସଠାରେ ବାଂଲାଦେଶ ଓ ଭାରତ ମଧ୍ୟରେ…

ସରିଲା ଶିବସେନା, ଏନ୍‌ସିପି, କଂଗ୍ରେସର ବୈଠକ

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ରରେ ରାଜନୀତି ବେଳକୁ ବେଳ ରୋଚକ ହେବାରେ ଲାଗିଛି। ଶିବସେନା ସହ ମେଣ୍ଟ କରୁଥିବା ଏନ୍‌ସିପି ଓ କଂଗ୍ରେସକୁ ନେଇ ଶୁକ୍ରବାର ଏକ ବୈଠକର ଆୟୋଜନ କରାଯାଇଥିଲା। ଏହି ବୈଠକ ଉପରେ ସମସ୍ତଙ୍କ ନଜର ଥିଲା। ଶୁକ୍ରବାର ସନ୍ଧ୍ୟାରେ ଏହି…

ଉଦ୍ଧବ ହୋଇପାରନ୍ତି ମୁଖ୍ୟମନ୍ତ୍ରୀ, ଆଦିତ୍ୟ ଶିକ୍ଷାମନ୍ତ୍ରୀ

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ରରେ ସରକାର ଗଢିବାକୁ ଶିବସେନା ମେଣ୍ଟର ସାହାରା ନେଇଛି। ଏବେ ଏନ୍‌ସିପି ଓ କଂଗ୍ରେସ ସହ ମିଶି ଶିବସେନା ସରକାର ଗଢିବାକୁ ପ୍ରସ୍ତୁତ। ଏହାକୁ ନେଇ ଶୁକ୍ରବାର ୩ ଦଳ ମିଶି ଏକ ବୈଠକର ଆୟୋଜନ କରିଥିଲେ। ଏହି ବୈଠକ…

ଛାଡପତ୍ର ପରେ ଏହି ଅଭିନେତାଙ୍କୁ ମିଳିଛି ପ୍ରକୃତ ଜୀବନସାଥୀ

ବମ୍ବେ: ପ୍ରଥମ ବିବାହର ବିଫଳତା ପରେ ଜୀବନସାଥୀଟିଏ ମିଳିବା ସହଜ କଥା ନୁହେଁ। କିନ୍ତୁ କିଛି ବଲିଉଡ୍‌ କଳାକାରଙ୍କ କ୍ଷେତ୍ରରେ ଉକ୍ତିଟି ଭୂଲ ସାବ୍ୟସ୍ତ ହୋଇଛି। ସେଭଳି ଜଣେ ଅଭିନେତା ହେଲେ ଅର୍ଜୁନ ରାମପାଲ। ନିକଟରେ ଅର୍ଜୁନ ପ୍ରଥମ ସ୍ତ୍ରୀ ମେହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?