Home

ବିବାଦରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):୨୦୧୭ ଏବଂ ୨୦୧୮ ମସିହା ଲାଗି ଘୋଷଣା ହୋଇଥିବା ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରକୁ ନେଇ ପୁଣିଥରେ ବିବାଦ ଉପୁଜିଛି। ନାଟ୍ୟାନୁଷ୍ଠାନ ‘ଏବଂ ଆମେ’ର ସଭାପତି ତଥା କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ ପାଇଥିବା ଡ. ସଚ୍ଚି ଦାସ ଏବଂ…

ବିକ୍ରିହେଲା ୧କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ

ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ):ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ଦ୍ୱାରା ୟୁନିଟ୍‌-୩ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ଚାଲିଥିବା ଜାତୀୟ ଖଦି ଓ ଗ୍ରାମୋଦ୍ୟୋଗ ପ୍ରଦର୍ଶନୀ ଓ ବିକ୍ରୟ ମେଳା ‘ଖଦି ବଜାର’ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସମାରୋହରେ ବୋର୍ଡ ସଭାପତି ସଂଗ୍ରାମ…

ଭାଜପାକୁ ଟାର୍ଗେଟ୍‌ କଲା ଶିବସେନା: ଇୟୁ ପ୍ରତିନିଧି ଦଳଙ୍କ କଶ୍ମୀର ଗସ୍ତକୁ ବିରୋଧ

ମୁମ୍ବାଇ,୩୦।୧୦: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଭାଜପା-ଶିବସେନା ମଧ୍ୟରେ ଅଙ୍କକଷା ଛିଡୁନି। ଇତିମଧ୍ୟରେ ଭାଜପା ପକ୍ଷରୁ ଜମ୍ମୁ-କଶ୍ମୀର ସ୍ଥିତି ଅନୁଧ୍ୟାନ ପାଇଁ ଇୟୁ ପ୍ରତିନିଧି ଦଳଙ୍କ ଗସ୍ତ କରିବାକୁ ଶିବସେନା ବିରୋଧ କରିଛି। ଏନେଇ ଶିବସେନା ପକ୍ଷରୁ ଏହାର ମୁଖପତ୍ର ସାମ୍‌ନାରେ…

ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଛାତ୍ରଙ୍କୁ ମାଡ଼

କଟକ ଅଫିସ, ୩୦ା୧୦:ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଇଷ୍ଟ ହଷ୍ଟେଲର ଜଣେ ଛାତ୍ରଙ୍କୁ ମାଡ଼ ମାରିବା ଅଭିଯୋଗରେ ମାଲଗୋଦାମ ଥାନା ପୋଲିସ ମଙ୍ଗଳବାର ଜଣେ ଯୁବକଙ୍କୁ ଅଟକ ରଖିଛି। ସେ ହେଲେ ସ୍ଥାନୀୟ କଲେଜ ଛକର ଡି. ଆପ୍ପାରାଓ (୨୧)। ଛାତ୍ରଙ୍କ ଅଭିଯୋଗକ୍ରମେ ପୋଲିସ…

ସୁପ୍ରିମକୋର୍ଟ, ବିସିଆଇଙ୍କ ତାଗିଦ୍‌ ସତ୍ତ୍ୱେ ଓଡ଼ିଶା ହାଇକୋର୍ଟ ବାର୍‌ ସଭାପତି କହିଲେ ଦାବି ପୂରଣ ନ ହେବାଯାଏ ଆନ୍ଦୋଳନ

କଟକ ଅଫିସ,୩୦ା୧୦:ବିଭିନ୍ନ ଦାବି ନେଇ ପ୍ରାୟ ୨ମାସ ହେବ ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ପକ୍ଷରୁ କୋର୍ଟ ବର୍ଜନ ଆନ୍ଦୋଳନ ଜାରି ରହିଛି। ଏହାକୁ ନେଇ ପ୍ରଥମେ ଓଡ଼ିଶା ହାଇକୋର୍ଟରେ ଏକ ଅଦାଲତ ଅବମାନନା ମାମଲା ରୁଜୁ ହୋଇଥିଲା। ପରବର୍ତ୍ତୀ ସମୟରେ…

ଶ୍ରୀମନ୍ଦିର ସୁରକ୍ଷା ଜୋନ:ପୁଣି ଜମି ହସ୍ତାନ୍ତର କଲେ ୨ ପରିବାର

ପୁରୀ ଅଫିସ,୩୦ା୧୦:ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ସରକାର ଜମି ଅଧିଗ୍ରହଣ ଆରମ୍ଭ କରିଛନ୍ତି। ଗତ ୨୧ତାରିଖରେ ପ୍ରଥମକରି ୫ ପରିବାର ସରକାରଙ୍କୁ ପ୍ରତ୍ୟକ୍ଷ ଜମି ବିକ୍ରି କରିଥିବାବେଳେ ପରେ ୧୧ ପରିବାର ଜମି ହସ୍ତାନ୍ତର କରିଥିଲେ। ପୁନଶ୍ଚ ଏହି ଧାରା ଜାରି ରହିବା…

ଏସ୍‌ସିବିରେ ୫୮ ଡେଙ୍ଗୁ ରୋଗୀ

କଟକ ଅଫିସ,୩୦ା୧୦: ଏସ୍‌ସିବି ମେଡିକାଲରେ ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ୫୮ଜଣ ଡେଙ୍ଗୁ ରୋଗୀ ଚିକିତ୍ସିତ ହେଉଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ୫୨ଜଣ ୱାର୍ଡରେ ଓ ୬ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଅଦ୍ୟାବଧି ଏସ୍‌ସିବିରେ ମୋଟ ୧୨୭୧ ଜଣ ଡେଙ୍ଗୁ ଆକ୍ରାନ୍ତ…

ଆଜି ଆଣ୍ଡାମାନ ଫେରିଯିବେ ଅମ୍ରିତ

ପୁରୀ ଅଫିସ, ୩୦ା୧୦:୨୬ ଦିନ ଧରି ଲୁଣି ପାଣି ପିଇ ଜୀବନ ସହ ସଂଘର୍ଷ କରି କୃଷ୍ଣପ୍ରସାଦ ବ୍ଲକ ଖିରିସାହି ସମୁଦ୍ରରେ ଲାଗିଥିଲେ ଆଣ୍ଡାମାନ ନାବିକ ଅମ୍ରିତ କୁଜୁର। ବୁଧବାର ସେ ଆଣ୍ଡାମାନ ଫେରିଯିବେ। ତାଙ୍କ ଫେରିବା ପାଇଁ ପର୍ଯ୍ୟଟନ ବିଭାଗ…

ବେଆଇନ ପଥର ଖଣି ମାମଲା:ମହମ୍ମଦ ତାବ୍ରେଜ କଲିକତା ବିମାନବନ୍ଦରରୁ ଗିରଫ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ଖୋର୍ଦ୍ଧା ବେଆଇନ ପଥର ଖଣି ଓ ଚୋରା ଚାଲାଣ ଘଟଣାର ଅନ୍ୟତମ ମାଷ୍ଟରମାଇଣ୍ଡ୍‌ ତଥା ପୋଲିସର ମୋଷ୍ଟ ଓ୍ବାଣ୍ଟେଡ୍‌ ଥିବା ମହମ୍ମଦ ତାବ୍ରେଜଙ୍କୁ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ କଲିକତାରୁ ଗିରଫ କରିଛି। ସେ ନିଜ ସ୍ତ୍ରୀଙ୍କ ସହ ଥାଇଲାଣ୍ଡ ଲୁଚି ପଳାଉଥିବାବେଳେ ଏସ୍‌ଟିଏଫ୍‌…

ଦୟାନଦୀ ବୋଇତ ବନ୍ଦାଣ ଉତ୍ସବ: ପ୍ଲାଷ୍ଟିକ୍‌ ପରିବର୍ତ୍ତେ ଏଥର କଦଳୀ ବାସୁଙ୍ଗା ଡଙ୍ଗା

ଭୁବନେଶ୍ୱର/ପୁରୁଣା ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ/ ଡି.ଏନ୍‌.ଏ.):କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଆସନ୍ତା ୧୨ରେ ଦୟାନଦୀ ଲିଙ୍ଗିପୁର ଘାଟରେ ‘୮ମ ଦୟାନଦୀ ବୋଇତ ବନ୍ଦାଣ ଉସତ୍ବ’ ଅନୁଷ୍ଠିତ ହେବ। ଏଥିପାଇଁ ଦୟାନଦୀ କୂଳରେ କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ(କାପୋଚ୍‌)ର ଅଧ୍ୟକ୍ଷ ସଂଗ୍ରାମ କେଶରୀ…

ଅମରେଶ ହତ୍ୟା ଘଟଣା: ସ୍ପେଶାଲ ସ୍କ୍ବାଡ୍‌ ନେତୃତ୍ୱରେ ଗଠନ ହେଲା ଟିମ୍‌

ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ):ଏୟାରଫିଲ୍ଡ ଥାନା ଭୀମଟାଙ୍ଗୀସ୍ଥିତ ଏକାମ୍ର କଲେଜ ପଛ ପଡ଼ିଆରେ ରବିବାର ରାତିରେ ଅମରେଶ ନାୟକଙ୍କୁ ଭୁଜାଲିରେ ହାଣି ମୁଣ୍ଡକୁ ଛେଚି ଅତି ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା। ଏହି ଘଟଣାକୁ ୪୮ଘଣ୍ଟା ବିତିଯାଇଥିଲେ ମଧ୍ୟ ପୋଲିସ ହତ୍ୟାକାରୀଙ୍କୁ ଗିରଫ କରିପାରିନି।…

ଗୁଣି ଗାରେଡି ସନ୍ଦେହରେ ମହିଳାଙ୍କୁ ହତ୍ୟା ଅଭିଯୋଗ

ପାପଡାହାଣ୍ଡି,୩୦।୧୦(ଡି.ଏନ.ଏ.): ଆଜିର ଯୁଗରେ ମଣିଷ ଚନ୍ଦ୍ର ପୃଷ୍ଠରେ ପାଦ ଦେଇଥିବାବେଳେ ନବରଙ୍ଗପୁର ଭଳି ଆଦିବାସୀ ଅଧ୍ୟ୍ୟୁଷିତ ଜିଲାରେ ଗୁଣି ଗାରେଡି ସନ୍ଦେହରେ ଏକ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଅନ୍ତର୍ଗତ ଗୁଜୁମାପଦର ଗ୍ରାମରେ ମଙ୍ଗଳବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri