Home

ଚେକ ବାଉନ୍ସ ମାମଲାରେ ଜଣେ ଗିରଫ

ପୁରୁଣା ଭୁବନେଶ୍ୱର,୨୨ା୧୧(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ଥାନା ଅଧୀନ ଶ୍ରୀରାମନଗରର ଜଣେ ମହିଳାଙ୍କଠାରୁ ଧାର ଟଙ୍କା ନେଇ ଚେକ୍‌ ଦେବା ଏବଂ ପରବର୍ତ୍ତୀ ସମୟରେ ୩ଟି ଚେକ୍‌ ବାଉନ୍ସ ହେବା ମାମଲାରେ ପୋଲିସ ଗୁରୁବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ…

ଭାଜପାରେ ମିଶିଲେ ପାଟଣାଗଡ଼ ବିଜେଡିର ବହୁ ନେତା

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀର ବହୁ ବିଜେଡି ନେତା ଦଳଛାଡି ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ପୂର୍ବତନ ମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଏବଂ ଅନ୍ୟ ନେତୃବୃନ୍ଦଙ୍କ ଉପସ୍ଥିତିରେ ବଲାଙ୍ଗୀର ଜିଲା ବିଜେଡି ସମ୍ପାଦକ ପ୍ରଦୀପ ପୁରୋହିତ, ପାଟଣାଗଡ଼ ବ୍ଲକ…

୩ ବର୍ଷରେ ମୋଦିଙ୍କ ବିଦେଶ ଗସ୍ତ ପାଇଁ ଚାର୍ଟର୍ଡ ବିମାନ ଖର୍ଚ୍ଚ ୨୫୫ କୋଟି ଟଙ୍କା

ନୂଆଦିଲ୍ଲୀ,୨୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗତ ତିନି ବର୍ଷରେ ବିଦେଶ ଗସ୍ତ ପାଇଁ ଚାର୍ଟର୍ଡ ବିମାନ ଖର୍ଚ୍ଚ ୨୫୫ କୋଟି ଟଙ୍କା ହୋଇଛି। କେନ୍ଦ୍ର ବର୍ହିିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭି ମୁରଲୀଧରନ ରାଜ୍ୟ ସଭାରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୨୦୧୬-୧୭ରେ…

୨୩ରୁ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି: ଯୋଗଦେବେ ୧୦ ହଜାର ପୁରାତନ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ଆସନ୍ତା ୨୩ରୁ ୨୭ତାରିଖ ପର୍ଯ୍ୟନ୍ତ ୫ଦିନ ଧରି ଉତ୍କଳ ବିଶ୍ୱବିଦ୍ୟାଳୟର ୭୫ବର୍ଷ ପୂର୍ତ୍ତି ଉପଲକ୍ଷେ ପ୍ଲାଟିନମ ଜୁବିଲି ପାଳନ କରାଯିବ। ଏ ନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ କାର୍ଯ୍ୟସୂଚୀ ନିର୍ଦ୍ଧାରଣ ହୋଇଛି। ଉକତ୍ଳ ବିଶ୍ୱବିଦ୍ୟାଳୟ ପରିସରସ୍ଥ ବିଜୁ ପଟ୍ଟନାୟକ ଖେଳପଡ଼ିିଆରେ ୨୩…

ଆଜି ବିଧାନସଭା ଘେରିବେ ୫୦ ହଜାର ବସ୍ତିବାସିନ୍ଦା

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ) : ଗୌଡ ବସ୍ତି, ବୀରବସ ବସ୍ତି, ଲକ୍ଷ୍ମୀପୁର ବସ୍ତି ଓ ଶ୍ରୀକ୍ରିଷ୍ଣ ନଗର ବସ୍ତିରେ ଥିବା ୫୦ ହଜାରରୁ ଊର୍ଦ୍ଧ୍ୱ ବସ୍ତିବାସିନ୍ଦା ଶୁକ୍ରବାର ଗୋଟିଏ ଦାବି ନେଇ ବିଧାନସଭା ଘେରାଉ କରିବେ ବୋଲି ଜଣାପଡ଼ିଛି। ସମାନ୍ତରାଳ ରାସ୍ତା କରିବା ଲାଗି…

କାଜୁ ନିଗମର ୨୦୧୭-୧୮ ଆର୍ଥିକ ବର୍ଷ ରିପୋର୍ଟ: ନଗଦ ଲାଭ ୧୪୦୧.୮୯ ଲକ୍ଷ ଟଙ୍କା

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ଓଡ଼ିଶା କାଜୁ ଉନ୍ନୟନ ନିଗମ ପକ୍ଷରୁ ୨୦୧୭-୧୮ ଆର୍ଥିକ ବର୍ଷ ପାଇଁ ବାର୍ଷିକ ରିପୋର୍ଟ ନିକଟରେ ବିଧାନସଭାରେ ଉପସ୍ଥାପନ କରାଯାଇଛି। ୨୦୧୭-୧୮ ଆର୍ଥିକ ବର୍ଷରେ ନିଗମର ୧୪୦୧.୮୯ ଲକ୍ଷ ଟଙ୍କା ନଗଦ ଆୟ ହୋଇଛି। ପୂର୍ବବର୍ଷ ଏହି ଆୟ ୪୦୫.୭୪…

କେନ୍ଦ୍ରାପଡ଼ା ଜଳକ୍ଳିଷ୍ଟ ଜିଲା

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷରେ କେନ୍ଦ୍ରାପଡା ଜିଲାକୁ କେନ୍ଦ୍ର ସରକାର ଜଳକ୍ଳିଷ୍ଟ ଜିଲା ବୋଲି ଘୋଷଣା କରିଛନ୍ତି। ତେଣୁ ଜଳକଷ୍ଟକୁ ଦୂର କରିବା ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇଛି। ଜିଲା ଜଳନିକାସ ବିଭାଜନ ଦ୍ୱାରା ପାଟନାଳୀମାନଙ୍କରେ ୯୯…

ପାଣିରେ ପଡି ଦନ୍ତା ହାତୀ ମୃତ

ନିରାକାରପୁର,୨୨।୧୧(ଡି.ଏନ.ଏ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନ ବିଭାଗ ଅଧୀନରେ ଥିବା ବାଘେପୁଟ ମୌଜା ଖଦେଇ ଗହୀର ମଲାଗୁଣୀ ନଦୀ ପଠା ଉପରେ ପାଣିରେ ପଡି ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ମୃତ ହାତୀର ବୟସ ୨୦ରୁ ୨୫ ବର୍ଷ ହେବ…

ବାଇକ୍‌ ଡିିକି ଭାଙ୍ଗି ଦେଢ଼ ଲକ୍ଷ ଲୁଟ୍‌

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ଖାରବେଳନଗର ଥାନା ଅଧୀନ ୟୁନିଟ ୪ସ୍ଥିତ ଗାଙ୍ଗୁରାମ ମିଠା ଦେକାନ ନିକଟରୁ ଜଣେ ବ୍ୟାଙ୍କ ଏଜେଣ୍ଟଙ୍କ ବାଇକ୍‌ ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ୍‌ ହୋଇଛି। ଏ ନେଇ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି।…

ପୁଣି ଅଳିଆଗଦାରେ ନାଗ ମୂର୍ତ୍ତି

ପୁରୁଣା ଭୁବନେଶ୍ୱର,୨୨ା୧୧(ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରୁ ନାଗ ମୂର୍ତ୍ତି ଏଣେତେଣେ ଫିଙ୍ଗିବା ଏବଂ ଅନ୍ୟ ପାର୍ଶ୍ୱ ଦେବଦେବୀ ଅବକ୍ଷୟ ହେବା ପୁଣି ପାର୍ଶ୍ୱ ଦେବଦେବୀଙ୍କୁ ନିର୍ଦ୍ଦିଷ୍ଟ ଅବସ୍ଥାନ ସ୍ଥାନରୁ ଉପାଡି ଫୋପାଡିବା ଭଳି ସମସ୍ୟାର ଅବସାନ ଘଟୁନାହିଁ। ବିଭାଗୀୟ ଅଧିକାରୀଙ୍କ ଦାୟିତ୍ୱ…

ଡିଜିପିଙ୍କ ବଦଳିକୁ ବିରୋଧୀଙ୍କ କଟାକ୍ଷ: ସତ୍‌ସାହସ ଥିଲେ ମାରିକଙ୍କ ବିରୋଧରେ ଥିବା ଲୋକପାଳ ରିପୋର୍ଟ ଦେଖାଅ

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ସାରେ ହଠାତ୍‌ ଡିଜିପି ବି.କେ. ଶର୍ମାଙ୍କୁ ଦାୟିତ୍ୱରୁ ହଟାଇବା ଘଟଣାକୁ ବିରୋଧୀ କଡା ସମାଲୋଚନା କରିଛନ୍ତି। ଜଣେ ବରିଷ୍ଠ ଆଇପିଏସ୍‌ ଅଫିସରଙ୍କୁ ଏମିତି ରାତିଅଧିଆ କାଢି ତାଙ୍କ ସ୍ଥାନରେ ଅନ୍ୟ ଜଣଙ୍କୁ ଦାୟିତ୍ୱ ଦେବା, ପୂର୍ବତନ…

ନବନିର୍ମାଣ କୃଷକ ସଂଗଠନର ନବୀନ ନିବାସ ଘେରାଉ ଉଦ୍ୟମ: ଟୋକନ ବ୍ୟବସ୍ଥାକୁ ବିରୋଧ, ଚାଷୀ-ପୋଲିସ ଖଣ୍ଡଯୁଦ୍ଧ

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ମଣ୍ଡିରେ ଧାନ ଦେବା ପାଇଁ ଅନ୍‌ଲାଇନ୍‌ ଟୋକନ ବ୍ୟବସ୍ଥାକୁ ନେଇ ତୀବ୍ର ବିରୋଧ କରୁଛନ୍ତି ଚାଷୀ। ଏହି ବ୍ୟବସ୍ଥା ପାଇଁ ପଶ୍ଚିମ ଓଡ଼ିଶାରେ ଧାନ ସଂଗ୍ରହରେ ମୂଳରୁ ବ୍ୟାପକ ଅବ୍ୟବସ୍ଥା ଦେଖାଦେଇଛି। ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଥିବାବେଳେ ରାଜଧାନୀ ପର୍ଯ୍ୟନ୍ତ ମାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?