Home

ଅଯୋଗ୍ୟ ବିଧାୟକଙ୍କୁ ଭାଜପାର ଟିକେଟ୍‌ ଲୋଭ

ବେଙ୍ଗାଲୁରୁ, ୧ା୧୦(ପି.ଟି.): ଅଯୋଗ୍ୟ ଘୋଷିତ କଂଗ୍ରେସ ଓ ଜେଡିଏସ୍‌ ବିଧାୟକଙ୍କୁ ମନାଇବା ଲାଗି ଭାଜପା ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଯଦି ସମସ୍ତ ୧୫ ଅଯୋଗ୍ୟ ଘୋଷିତ ବିଧାୟକ ଚାହିଁବେ ଦଳରେ ସାମିଲ ହୋଇ ଆଗାମୀ ଉପନିର୍ବାଚନ ଲାଗି ଭାଜପାରୁ ପ୍ରାର୍ଥୀ…

କର୍‌ତାରପୁର କରିଡର ଉଦ୍‌ଘାଟନ: ମନମୋହନଙ୍କୁ ଆମନ୍ତ୍ରଣ କରିବ ପାକିସ୍ତାନ

ଇସ୍‌ଲାମାବାଦ,୧ା୧୦(ପି.ଟି.): ପଞ୍ଜାବ ଗୁର୍‌ଦାସପୁର ଜିଲାର ଡେରା ବାବା ନାନକଙ୍କ ପୀଠକୁ ପାକିସ୍ତାନ କର୍‌ତାରପୁରର ଦରବାର ସାହିବ ସହ ଯୋଡ଼ିବା ଲାଗି ନିର୍ମିତ କର୍‌ତାରପୁର କରିଡର ନଭେମ୍ବରରେ ଉଦ୍‌ଘାଟନ ହେବାକୁ ଯାଉଛି। ଏହି ଉଦ୍‌ଘାଟନୀ ଉତ୍ସବରେ ଯୋଗଦେବା ଲାଗି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ…

ଗୁଜରାଟରେ ବସ୍‌ ଓଲଟି ୨୧ ମୃତ

ଅହମଦାବାଦ,୧ା୧୦: ଗୁଜରାଟର ବନସକଣ୍ଠା ଜିଲାରେ ସୋମବାର ଏକ ବସ୍‌ ଓଲଟିପଡ଼ିବାରୁ ୨୧ ଜଣଙ୍କ ମୃତ୍ୟୁ ହେବା ସହ ୫୦ ଆହତ ହୋଇଛନ୍ତି। ଅମ୍ବାଜି ସହର ନିକଟବର୍ତ୍ତୀ ତ୍ରିଶୁଳିଆ ଘାଟଠାରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପ୍ରବଳ ବର୍ଷା ହେଉଥିବାରୁ ପାହାଡିଆ ରସ୍ତାରେ…

ବର୍ଷା ବିତ୍ପାତ: ମୃତ୍ୟୁସଂଖ୍ୟା ୧୪୫; ବିହାର ଉପମୁଖ୍ୟମନ୍ତ୍ରୀ ଓ ପରିବାରଙ୍କୁ ଉଦ୍ଧାର କଲା ଏନ୍‌ଡିଆର୍‌ଏଫ୍‌

ନୂଆଦିଲ୍ଲୀ, ୧ା୧୦(ପି.ଟି.): ବିହାର ଓ ଉତ୍ତରପ୍ରଦେଶ ସମେତ ୪ ରାଜ୍ୟରେ ବର୍ଷାଜନିତ ମୃତ୍ୟୁସଂଖ୍ୟା ୧୪୫ରେ ପହଞ୍ଚିଛି। ଲଗାଣ ବର୍ଷା ଯୋଗୁ କେତେକ ରାଜ୍ୟରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ବିହାରରେ ଅନେକ ଲୋକ ପାଣିଘେରରେ ରହିଛନ୍ତି। ଉପମୁଖ୍ୟମନ୍ତ୍ରୀ ସୁଶୀଲ କୁମାର ମୋଦି…

ଖଣି ଖାଦାନରେ ୧୪୪ ଧାରା ଜାରିକୁ ବିରୋଧ: ରେଞ୍ଜ କାର୍ଯ୍ୟାଳୟ ଘେରାଉ କଲେ ଗ୍ରାମବାସୀ

ଖୁଣ୍ଟା,୧ା୧୦(ଡି.ଏନ୍‌.ଏ.)-ଖୁଣ୍ଟା ତହସିଲ ଅଧିନ ତଥା ଶିମିଳିପାଳ ପାଦଦେଶରେ ଥିବା ବିଭିନ୍ନ ବେଆଇନ ଖଣି ଖାଦାନରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ସୋମବାର ଏହାକୁ ବିରୋଧ କରି ଶିମିଳିପାଳ ପାଦଦେଶରେ ଥିବା ଗ୍ରାମବାସୀମାନେ ଡୁକୁରା ରେଞ୍ଜ କାର୍ଯ୍ୟାଳୟକୁ ଘେରାଉ କରିଥିଲେ।…

ଶିକ୍ଷକ ନିଯୁକ୍ତି ନେଇ ସ୍କୁଲରେ ପଡ଼ିଲା ତାଲା

ବଡ଼ସାହି,୧ା୧୦ (ସ୍ବ.ପ୍ର)-ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ସୋରିଷକୋଠା ଗ୍ରାମ ଉ.ପ୍ରା ବିଦ୍ୟାଳୟରେ ସୋମବାର ଗ୍ରାମବାସୀ ତାଲା ପକାଇଛନ୍ତି। ୮ଟି ଶ୍ରେଣୀ ପାଇଁ ଆବଶ୍ୟକ ଶିକ୍ଷକ ନ ଥିବାରୁ ଅଭିଭାବକ ଓ ପରିଚାଳନା କମିଟି ସଦସ୍ୟବୃନ୍ଦ ପୂର୍ବାହ୍ନ ୧୦ଟାରେ ସ୍କୁଲରେ ତାଲା ପକାଇ…

‘କ୍ଷେତ୍ର ପରିଦର୍ଶନରେ ଯାଇ ବାସ୍ତବ ସ୍ଥିତି ଅନୁଧ୍ୟାନ କର’

ବାଲେଶ୍ୱର ଅଫିସ, ୧।୧୦-ରାଜ୍ୟ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଓ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୋମବାର ବାଲେଶ୍ୱର ଗସ୍ତରେ ଆସି ବାଲେଶ୍ୱର ଓ ଭଦ୍ରକ ଜିଲାର ସମବାୟ ବିଭାଗର କାର୍ଯ୍ୟାବଳୀ ଏବଂ ୫-ଟି କାର୍ଯ୍ୟାନ୍ବୟନ ସମ୍ପର୍କରେ ସମୀକ୍ଷା କରିଛନ୍ତି।…

ନିମ୍ନମାନର କାମ ଯୋଗୁ ରାସ୍ତା ଦୁଇ ଫାଳ

କେନ୍ଦୁଝର, ୧।୧୦ (ସ୍ବ.ପ୍ର.)-ନିମ୍ନମାନର କାମ ଓ ଉପଯୁକ୍ତ ତଦାରଖ ଅଭାବରୁ କେନ୍ଦୁଝର ଜିଲାର ବିଶେଷ କରି ଆଦିବାସୀ ଅଧ୍ୟୁଷିତ ବାଂଶପାଳ ବ୍ଲକରେ ବିଭିନ୍ନ ବିଭାଗ ଦ୍ୱାରା କରାଯାଇଥିବା ରାସ୍ତାଘାଟ ବିପର୍ଯ୍ୟସ୍ତ ହୋଇପଡିଛି। ନୂଆ ରାସ୍ତା କାମଗୁଡିକ ମଧ୍ୟ କମ ଦିନରେ ଭାଙ୍ଗି…

ମେଦବହୁଳତାଠୁ ଦୂରେଇ ରହିବାକୁ ଚାହୁଁଛନ୍ତି; ସକାଳେ ଉଷୁମ ପାଣିରେ ମିଶାଇ ପିଅନ୍ତୁ ଏହି ଲୁଣ…

ସକାଳେ ଟିପେ କଳା ଲୁଣ(ସୈନ୍ଧବ ଲବଣ) ଗ୍ଲାସେ ଉଷୁମ ପାଣି ସହିତ ପିଇଲେ ମିଳିଥାଏ ଅନେକ ଉପକାର। ଏହା ପାଚନ କ୍ରିୟାକୁ ସ୍ବାଭାବିକ କରେ। ମେଦବହୁଳତା କମ୍‌ କରିବାରେ ଏହା ମହୌଷଧି ସଦୃଶ କାର୍ଯ୍ୟ କରିଥାଏ। ଏହା ପେଟରେ ଥିବା ପ୍ରାକୃତିକ…

୧୦ ବର୍ଷ ପରେ ହଜିଲା ପୁଅଙ୍କୁ ପାଇଲେ ମା’

କୋଦଳା,୩୦ା୯(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିିଗପହଣ୍ଡି ଥାନା ଅନ୍ତର୍ଗତ ତୁରୁବୁଡି ଗ୍ରାମର ଜଣେ ଦିବ୍ୟାଙ୍ଗ ନାବାଳକ ୧୦ବର୍ଷ ତଳେ କେଉଁଆଡ଼େ ଚାଲିଯାଇଥିଲେ। ଗତ ଶୁକ୍ରବାର ହଜିଲା ପୁଅ ତାଙ୍କ ମା’ଙ୍କ ପାଖକୁ ଫେରିଛନ୍ତି। ନାବାଳକ ଜଣକ ହେଲେ ଶେଖ ବାବା ଓରଫ କାଳିଆ (୧୭)।…

ପୁଞ୍ଜି ବଜାରରେ ସୂଚୀଭୁକ୍ତ ହେବାକୁ ଗଡକରୀଙ୍କ ଏମ୍‌ଏସ୍‌ଏମ୍‌ଇଙ୍କୁ ଆହ୍ବାନ

ନୂଆଦିଲ୍ଲୀ,୧-୧୦: ଦେଶର ଅଣୁ,କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡିକ ନିଜକୁ ପୁଞ୍ଜି ବଜାରରେ ସୂଚୀଭୁକ୍ତ କରାଇବା ଲାଗି କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇମନ୍ତ୍ରୀ ନୀତିନ ଗଡକରୀ ସୋମବାର ପରାମର୍ଶ ଦେଇଛନ୍ତି। ଏପରିସ୍ଥଳେ ସଂସ୍ଥାଗୁଡିକରୁ ସରକାର ଇକ୍ୱିଟି କ୍ରୟ କରିବେ। ଏଥି ଲାଗି ୧୦,୦୦୦ କୋଟି ଟଙ୍କାର ଏକ…

କୋଇଲା ସମସ୍ୟା : ନାଲ୍‌କୋ ସିପିପିର ୬ ୟୁନିଟ୍‌ ବନ୍ଦ

ବଅଁରପାଳ, ୧।୧୦ (ଡି.ଏନ୍‌.ଏ.)- ତାଳଚେରସ୍ଥିତ ଏମ୍‌ସିଏଲ୍‌ର କୋଇଲା ଖଣିରୁ ଆନ୍ଦୋଳନ ହଟିଯାଇଥିଲେ ବି ରାଷ୍ଟ୍ରାୟତ ଉଦ୍ୟୋଗ ନାଲ୍‌କୋକୁ ଆବଶ୍ୟକ ପରିମାଣର କୋଇଲା ଯୋଗାଣ ହୋଇପାରୁ ନାହିଁ। ଫଳରେ କିଛିଦିନ ହେଲା ନାଲ୍‌କୋ ନିଜସ୍ବ ବିଦ୍ୟୁତ୍‌ ପ୍ଲାଣ୍ଟ (ସିପିପି)ର ଗୋଟିଏ ପରେ ଗୋଟିଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri