Home

ତେଜିଲା କ୍ଷମତା ଲଢ଼େଇ

ମୁମ୍ବାଇ,୩୦ା୧୦(ପି.ଟି./ ଆଇଏଏନ୍‌ଏସ୍‌): ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଅଡ଼ୁଆ ଛିଣ୍ଡୁନି। ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦୁଇ ସହଯୋଗୀ ଭାଜପା ଓ ଶିବସେନା ମଧ୍ୟରେ ଟଣାଓଟଣା ଜାରି ରହିଛି। ଶିବସେନାକୁ ଅଢ଼େଇ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ପଦ ଦେବା ପାଇଁ ଭାଜପା ପକ୍ଷରୁ…

ବିଧାନସଭା ଗୃହ କମିଟି : ଅରୂପ କୋଅପ୍ଟେଡ୍‌ ସଦସ୍ୟ

ଭୁବନେଶ୍ୱର,୩୦-୧୦(ବ୍ୟୁରୋ): ବମ୍ବେର ପୂର୍ବତନ ପୋଲିସ କମିଶନର ଅରୂପ ପଟ୍ଟନାୟକଙ୍କୁ ବିଧାନସଭା ଗୃହ କମିଟି (ପରିବେଶ ପ୍ରଦୂଷଣ ସମ୍ପର୍କିତ)ର କୋଅପ୍ଟେଡ୍‌ ସଦସ୍ୟଭାବେ ମନୋନୀତ କରାଯାଇଛି। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ନିର୍ଦ୍ଦେଶକ୍ରମେ ବିଧାନସଭା ସଚିବାଳୟରୁ ଏନେଇ ଅରୂପଙ୍କୁ ପତ୍ର ଲେଖି ଅବଗତ କରାଯାଇଛି।

ସ୍ମିତାରାଣୀ ମୃତ୍ୟୁ ଘଟଣା:ସିବିଆଇ ତଦନ୍ତ ଦାବିରେ ୩୧ରେ ଧାରଣା ଦେବ କଂଗ୍ରେସ

ଭୁବନେଶ୍ୱର, ୩୦-୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତର ଭିଏଲ୍‌ଡବ୍ଲ୍ୟୁ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ରହସ୍ୟର ସିବିଆଇ ତଦନ୍ତ ଦାବିରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ଓପିସିସି)ପକ୍ଷରୁ ଆସନ୍ତା ୩୧ରେ ଧାରଣା ଓ ପ୍ରତିବାଦ ସଭା କରାଯିବ। ଦଳ ପକ୍ଷରୁ ରାଜଭବନ…

ଛଟ୍‌ ପୂଜା ପାଇଁ ପୁରୀରୁ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର,୩୦-୧୦(ବ୍ୟୁରୋ):ଛଟ୍‌ ପୂଜାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ସ୍ବତନ୍ତ୍ର ଟ୍ରେନ୍‌ର ବ୍ୟବସ୍ଥା କରାଯାଇଛି। ହଟିୟା, ପାଟନା ଓ ଭାଗଲପୁରକୁ ସ୍ବତନ୍ତ୍ର ଭାବେ ଏହି ଟ୍ରେନ ଚଳାଚଳ କରିବ। ହଟିୟାକୁ ଚଳାଚଳ କରିବାକୁ ଥିବା ସ୍ବତନ୍ତ୍ର ଟ୍ରେନ ପୁରୀରୁ ଅପରାହ୍ନ ୧ଟା…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା:୫-ଟି ଆଧାରରେ ରତ୍ନଭଣ୍ଡାର ଅଳଙ୍କାର ଯାଞ୍ଚ ହେଉ

ଭୁବନେଶ୍ୱର, ୩୦-୧୦(ବ୍ୟୁରୋ):ରତ୍ନଭଣ୍ଡାର ହେଉଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମ୍ପତ୍ତି। ରତ୍ନଭଣ୍ଡାର ଚାବି ହଜିବା ଘଟଣାକୁ ଦେଢ଼ବର୍ଷରୁ ଅଧିକ ଦିନ ବିତିଗଲାଣି। ରତ୍ନଭଣ୍ଡାର ଚାବି ହଜିବା ପରେ ଏଥିରେ ଥିବା କୋଟି କୋଟି ଟଙ୍କା ମୂଲ୍ୟର ଅଳଙ୍କାର ବାସ୍ତବରେ ସୁରକ୍ଷିତ କି ନାହିଁ ତାହା…

ଖଣି ଅଞ୍ଚଳର ବିକାଶ ହିସାବ ମାଗିଲେ ସିଇସି

ଭୁବନେଶ୍ୱର,୩୦-୧୦(ବ୍ୟୁରୋ):ରାଜ୍ୟର ଖଣିଜ ସମ୍ପଦ ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର କି କି ପ୍ରଳକ୍ପ କାର୍ଯ୍ୟକାରୀ କରିଛନ୍ତି। ଲୋକମାନଙ୍କୁ ତାହା କେତେ ଫାଇଦା ଦେଇଛି। ଅଞ୍ଚଳର ବିକାଶ ଲାଗି ଖଣିରୁ ଆଦାୟ ହେଉଥିବା ଅର୍ଥର କିଭଳି ବିନିଯୋଗ ହୋଇଛି ତାହା ଜାଣିବାକୁ…

ସଡ଼କ ଦୁର୍ଘଟଣାରେ ପୂର୍ବତନ ସରପଞ୍ଚଙ୍କ ମୃତ୍ୟୁ: ପ୍ରତିଶ୍ରୁତିପରେ ହଟିଲା ରାସ୍ତା ରୋକୋ

ବରୀ/ରତ୍ନଗିରି,୩୦-୧୦(ସ୍ବ.ପ୍ର./ଡି.ଏନ୍‌.ଏ.)- ଯାଜପୁର ଜିଲା ବରୀ ବ୍ଲକ ଅଧୀନ ବରୀ-ବରୁହାଁ ମୁଖ୍ୟ ରାସ୍ତାର ବରୀ ମାଉଣ୍ଡ ବଜାର ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଅରଙ୍ଗାବାଦ୍‌ ପଞ୍ଚାୟତର ପୂର୍ବତନ ସରପଞ୍ଚ ରଘୁନାଥ ଜେନା(୬୬)ଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଏହାକୁ…

ପୋସ୍କୋ ପରେ ଜେଏସ୍‌ଡବ୍ଲ୍ୟୁ ବିରୋଧରେ ଶାଣିତ ହେଲାଣି ସ୍ବର: ଜନଶୁଣାଣିକୁ ବିରୋଧ କରିବାକୁ ନିଷ୍ପତ୍ତି

ଜଗତ୍‌ସିଂହପୁର ଅଫିସ/କୁଜଙ୍ଗ,୩୦।୧୦(ସ୍ବ.ପ୍ର.): ଓଡ଼ିଶାରୁ ପୋସ୍କୋ ବିଦାୟ ନେବା ପରେ କମ୍ପାନୀ ପାଇଁ ଜଗତ୍‌ସିଂହପୁର ଜିଲାର ଢିଙ୍କିଆ ଚାରି ଦେଶର ଯେଉଁ ଜମି ଅଧିଗୃହିତ ହୋଇଥିଲା, ତା’ ଉପରେ ନଜର ପକାଇଛି ଜେଏସ୍‌ଡବ୍ଲ୍ୟୁ। ରାଜ୍ୟ ସରକାରଙ୍କ ସହ ବୁଝାମଣା ସର୍ତ୍ତରେ ଏଠାରେ କାରଖାନା…

କଳିଙ୍ଗ ବାଲିଯାତ୍ରା ଆୟୋଜନରେ ସ୍ବଚ୍ଛତାକୁ ନେଇ ଉଠିଲା ପ୍ରଶ୍ନ : ଟେଣ୍ଡର ପୂର୍ବରୁ ନିର୍ମାଣ ହେଲାଣି ଟେଣ୍ଟ

ପାରାଦୀପ,୩୦।୧୦(ସ୍ବ.ପ୍ର.): ପାରାଦୀପର ଅନ୍ୟତମ ଗଣପର୍ବ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ଆସନ୍ତା ନଭେମ୍ବର ୧୧ରୁ ୧୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପ୍ରଶାସନିକ ବିଧି ବ୍ୟବସ୍ଥାରେ ଆୟୋଜିତ ହେଉଥିବା ଏହି ମହୋତ୍ସବର ସ୍ବଚ୍ଛତାକୁ ନେଇ ଏବେଠାରୁ ଅଭିଯୋଗ ଉଠିଲାଣି। ସୂଚନା ଅନୁଯାୟୀ, ବାଲିଯାତ୍ରାର…

ଅଧିକ ଅଣ୍ଡା ଖାଉଥିଲେ ସାବଧାନ

ଅଣ୍ଡାରୁ ଆବଶ୍ୟକ ଭିଟାମିନ୍‌ ମିଳେ। ସେଥିପାଇଁ ଅଣ୍ଡାକୁ ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ବୋଲି କୁହାଯାଏ। ଅଣ୍ଡାରୁ ଶରୀରକୁ ସମସ୍ତ ପୋଷକ ତତ୍ତ୍ୱ ମିଳେ ଓ ଆପଣଙ୍କ ଶରୀରକୁ ସତେଜ ରଖିବାରେ ସାହାଯ୍ୟ କରେ। ସେଥିପାଇଁ ପ୍ରାୟ ଲୋକ ପ୍ରତିଦିନ ଅଣ୍ଡାକୁ ଖାଇଥାନ୍ତି।…

ସମବାୟ ସଂସ୍ଥା ଦ୍ୱାରା କୃଷି ଋଣ ପ୍ରଦାନ ପାଇଁ ପ୍ରସ୍ତୁତ ହେବ ରୋଡ୍‌ ମ୍ୟାପ୍‌: ରଣେନ୍ଦ୍ର

ଭୁବନେଶ୍ୱର,୨୯।୧୦(ବ୍ୟୁରୋ)- ରାଜ୍ୟରେ ସମବାୟ ସଂସ୍ଥା ମାଧ୍ୟମରେ ଋଣ ପ୍ରଦାନ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏକ ରୋଡ଼ ମ୍ୟାପ୍‌ ପ୍ରସ୍ତୁତ କରାଯିବ । କୃଷି କ୍ଷେତ୍ରରେ ଫସଲ ଋଣ ପ୍ରଦାନ ଦିଗରେ ସମବାୟ ସଂସ୍ଥା ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ।…

ଏପରି ହୋଟେଲ ଖୋଲା ଆକାଶ ଯାହାର ଛାତ, ନାହିଁ କୋଠରୀ; ତଥାପି ରହିବା ଲାଗି ପର୍ଯ୍ୟଟକଙ୍କ ଗହଳି

ହୋଟେଲ ବିଷୟରେ କଥା ହେବା ସମୟରେ ବିଳାସମୟ କୋଠା, ସୁଇମିଂପୁଲ, ପ୍ରାକୃତିକ ସୌନ୍ଦର୍ଯ୍ୟଭରା ବାତାବରଣ, ସୁସ୍ବାଦୁ ଖାଦ୍ୟ ଭଳି ଅନେକ କଥା ମନକୁ ଆସିଥାଏ। ହେଲେ ଯଦି ବିନା କୋଠରୀ ଅଥବା ଛାତ ଥିବା ହୋଟେଲ ବିଷୟରେ କୁହାଯାଏ ତେବେ ହୁଏତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri