କୁକୁର କାମୁଡ଼ାରେ ପ୍ରତିବର୍ଷ ଭାରତରେ ୨୦ ହଜାର ଲୋକଙ୍କ ହେଉଛି ମୃତ୍ୟୁ
ଜେନେଭା/ନୂଆଦିଲ୍ଲୀ,୩୦।୯: ପ୍ରତିବର୍ଷ ଭାରତରେ କୁକୁର କାମୁଡ଼ାରେ ୨୦ ହଜାର ଲୋକଙ୍କର ମୃତ୍ୟୁ ଘଟୁଛି। ଏହି ସଂଖ୍ୟା ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁ ଘଟୁଥିବା ଲୋକଙ୍କ ସଂଖ୍ୟାଠାରୁ ଢ଼େର ଅଧିକ। ୧୯୭୦ଠାରୁ ବର୍ତ୍ତମାନ ସୁଦ୍ଧା ଆତଙ୍କବାଦୀ ଆକ୍ରମଣ ତୁଳନାରେ ଅଧିକ ଲୋକଙ୍କର କୁକୁର କାମୁଡ଼ାରେ…
ବାଲିମେଳା ଡ୍ୟାମ୍ର ଜଳପତ୍ତନ ୧୫୧୩ ଫୁଟ ଛୁଇଁଲା
ଚିତ୍ରକୋଣ୍ଡା,୩୦।୯(ଡି.ଏନ୍.ଏ.) : ମାଲକାନଗିରି ଜିଲା ଚିତ୍ରକୋଣ୍ଡା-ବାଲିମେଳା ମାଟିବନ୍ଧରେ ଜଳଧାରଣ କ୍ଷମତା ୧୫୧୬ ଫୁଟ ରହିଥିବା ବେଳେ ବିପଦସଂକେତ ପାଇଁ ସର୍ବାଧିକ ଜଳପତ୍ତନ ୧୫୧୮ ଫୁଟ ରହିଛି। କିନ୍ତୁ ସୋମବାର ମଧ୍ୟାହ୍ନ ସୁଦ୍ଧା ୧୫୧୩ ଫୁଟ ପାଣି ରହିଥିବା ଦେଖିବାକୁ ମିଳିଛି। ଗେଟ୍…
ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ୭୫ ମିଟର ସର୍ଭେ କାମ ଆରମ୍ଭ
ପୁରୀ ଅଫିସ, ୩୦।୯: ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ୭୫ ମିଟର ପରିଧି ପ୍ରସଙ୍ଗରେ ସୋମବାର ସାମାଜିକ ସର୍ଭେ ଆରମ୍ଭ ହୋଇଛି। ଏଥିପାଇଁ ୫ଜଣ ନବ ନିଯୁକ୍ତ ଆଇଏସ୍ ୫ଟି ଟିମ୍ରେ ଭାଗ ହୋଇ ସର୍ଭେ କାର୍ଯ୍ୟ କରୁଛନ୍ତି। ମାସକ ମଧ୍ୟରେ ସର୍ଭେ କାମ…
ହୃଦ୍ରୋଗରୁ ଉପଶମ ଦେବ ଯୋଗ
ପ୍ରତିଦିନ ଯୋଗ, ପ୍ରାଣାୟମ କଲେ ତାହାର ସୁଫଳ କେତେ ମିଳେ ତାହା ଅନୁଭବୀ ହିଁ ଜାଣେ। ଏହାର ଉପକାରୀ ତାଲିକାରେ ଆଉ ଏକ କଥାକୁ ସାମିଲ କରାଯାଇଛି। ଦୀର୍ଘ ଦିନର ଗବେଷଣା ପରେ ଏପରି ତଥ୍ୟ ଜାଣିବାକୁ ପାଇଛନ୍ତି କାଲିଫର୍ନିଆ ବିଶ୍ୱବିଦ୍ୟାଳୟର…
ପଞ୍ଜାବରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ: ହାଇଆଲର୍ଟ ଜାରି
ଚଣ୍ଡିଗଡ,୩୦।୯:ପଞ୍ଜାବର ୪ଟି ସହରରେ ଆତଙ୍କବାଦୀମାନେ ଆକ୍ରମଣ ଯୋଜନା କରିଛନ୍ତି। ଗୁଇନ୍ଦା ସୁତ୍ରରୁ ମିଳିଥିବା ଖବର ଅନୁଯାୟୀ, ଅମୃତସର, ପଠାନକୋର୍ଟ, ବାଟଲା ଏବଂ ଗୁରୁଦାସପୁରରେ ଆତ୍ମଘାତୀ ଆକ୍ରମଣ ଯୋଜନା ଥିବାରୁ ପଞ୍ଜାବ ପୋଲିସ ପକ୍ଷରୁ ଉକ୍ତ ସହର ଗୁଡିକରେ ହାଇଆଲର୍ଟ ଜାରି କରାଯାଇଛି।…
ବିଜେପୁର ଉପନିର୍ବାଚନ : ନାମାଙ୍କନପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ
ବରଗଡ଼ ଅଫିସ/ପଦ୍ମପୁର,୩୦।୯(ଡି.ଏନ୍.ଏ.): ଭାଜପା ପ୍ରାର୍ଥୀ ସନତ ଗଡ଼ତିଆ ପଦ୍ମପୁର ଉପଜିଲାପାଳଙ୍କ ନିକଟରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ତାଙ୍କ ସହିତ ଭାଜପାର ବସନ୍ତ ପଣ୍ଡା, କନକବର୍ଦ୍ଧନ ସିଂଦେଓ,ପ୍ରଦୀପ ପୁରୋହିତ, ଇରାଶିଷ ଆଚାର୍ଯ୍ୟ, ଅଶ୍ୱିନୀ ଷଡ଼ଙ୍ଗୀ, ବିଧାୟକ ମୁକେଶ ମହାଲିଙ୍କ,ସୁଶାନ୍ତ କୁମାର…
ଅସ୍ତ୍ରବିରତି ଉଲ୍ଲଂଘନ: ଭାରତୀୟ ଉପ-ଉଚ୍ଚାୟୁକ୍ତଙ୍କୁ ରିପୋର୍ଟ ତଲବ କଲା ପାକିସ୍ତାନ
ଇସଲାମାବାଦ୍,୩୦।୯: ନିୟନ୍ତ୍ରଣ ରେଖାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ତେବେ ମିଛୁଆ ପାକିସ୍ତାନ ଭାରତ ଅସ୍ତ୍ରବିରତି ଉଲ୍ଲଂଘନ କରିଥିବା ଅଭିଯୋଗ ଆଣିଛି। ଏନେଇ ଭାରତୀୟ ଉପ-ଉଚ୍ଚାୟୁକ୍ତ ଗୌରବ ଅହଲୁଓ୍ବାଲିଆଙ୍କୁ ରିପୋର୍ଟ ତଲବ କରିଛି ପାକିସ୍ତାନ। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ…
୩୭୦ ଅନୁଚ୍ଛେଦ ଉଠିବା ୩୫ ହଜାର ଶହୀଦଙ୍କ ପ୍ରତି ପ୍ରକୃତ ଶଦ୍ଧାଞ୍ଜଳି
ଅହମ୍ମଦାବାଦ,୩୦।୯:କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ସୋମାବାର ପୁଣି ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠିବା ନେଇ ମତ ରଖିଛନ୍ତି। ଅହମ୍ମଦାବାଦରେ ଆୟୋଜିତ ଆରଏଏଫର ୨୭ତମ ସ୍ଥାପନା ଦିବସରେ ଭାଗ ନେଇ ଶାହ କହିଛନ୍ତି, ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠିବା ୩୫ ହଜାର…
ବଦଳିଲା ବ୍ୟାଙ୍କ କାର୍ଯ୍ୟ ସମୟ: ଅକ୍ଟୋବର ୧ରୁ ପୂର୍ବାହ୍ନ ୧୦ରୁ ଅପରାହ୍ନ ୪ ପର୍ଯ୍ୟନ୍ତ ରହିବ ଖୋଲା
ନୂଆଦିଲ୍ଲୀ,୩୦।୯: ଅକ୍ଟୋବର ୧ରୁ ଦେଶର ରାଷ୍ଟ୍ରାୟାତ ବ୍ୟାଙ୍କ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଖୋଲା ରହିବ। ଗ୍ରାହକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ତେବେ ଏସମ୍ପର୍କରେ ରାଜ୍ୟ ସ୍ତରୀୟ ବ୍ୟାଙ୍କରର୍ସ କମିଟି(ଏସ୍ଏଲ୍ବିସି) ବିଧିବଦ୍ଧ ପଦକ୍ଷେପ ନେବ।…
ହେଲମେଟ୍ ପିନ୍ଧି ଚାଲିଛି ଗର୍ବା ନୃତ୍ୟ
ସୁରତ,୩୦।୯:ଗୁଜରାଟର ସୁରତ ସହରରେ ଏଥର ଭିନ୍ନ ଢଙ୍ଗରେ ନବରାତ୍ର ପୂଜା ଆରମ୍ଭ ହୋଇଛି। ନବରାତ୍ରୀ ଅବସରରେ ବିଭିନ୍ନ ସ୍ଥାନରେ ଗର୍ବା କାର୍ଯ୍ୟକ୍ରମାନ ଆୟୋଜନ କରାଯାଉଛି। ଗର୍ବାରେ ଭାଗ ନେଉଥିବା ଲୋକମାନେ ମୁଣ୍ଡରେ ହେଲମେଟ୍ ପିନନ୍ଧି ନୃତ୍ୟ କରୁଥିବାର ଦେଖାଯାଇଛି। ସଡର ସୁରକ୍ଷା…
ଜାତିସଂଘରେ ନିଜର ସଫଳ ଭାଷଣ ପାଇଁ ସ୍ତ୍ରୀଙ୍କୁ ଶ୍ରେୟ ଦେଲେ ଇମ୍ରାନ
ଇସଲାମାବାଦ,୩୦।୯: ୟୁଏନଜିଏରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଶ୍ମୀର ସମ୍ପର୍କରେ ପଦୁଟିଏ କହି ନ ଥିବାବେଳେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ ଅନ୍ତର୍ଜାତୀୟ ସମୁଦାୟ ଆଗରେ ଏହି ପ୍ରସଙ୍ଗ ଉଠାଇଥିଲେ। ଇମ୍ରାନ ୫୦ ମିନିଟ ଭାଷଣର ଅଧା ସମୟ କଶ୍ମୀର ପ୍ରସଙ୍ଗରେ…
ପ୍ରଶାନ୍ତି ବିହାର ଦୁର୍ଗାପୂଜା କମିଟି : ମା’ଙ୍କ ମଥାରେ ଝଟକିବ ଚାନ୍ଦି ମୁକୁଟ
ଭୁବନେଶ୍ୱର,୩୦।୯(ବ୍ୟୁରୋ) : ଭୁବନେଶ୍ୱରର ଓ୍ବାର୍ଡ ନଂ. ୧ ଅନ୍ତର୍ଗତ ପ୍ରଶାନ୍ତିବିହାର ଦୁର୍ଗାପୂଜା କମିଟି ଚଳିତ ବର୍ଷ ସ୍ବତନ୍ତ୍ର ଭାବେ ପୂଜା ଆୟୋଜନ କରୁଛି। ୨୦ ବର୍ଷ ହେବ ଦୁର୍ଗାପୂଜା କରି ଆସୁଥିବା ଏହି କମିଟି ପ୍ରଥମଥର ଲାଗି ମା’ଙ୍କୁ ଚାନ୍ଦି ମୁକୁଟ…
Archives


