ଆଦର୍ଶ ବିଦ୍ୟାର୍ଥୀ ସମ୍ମାନ: ଓଡ଼ିଶାରୁ ଶୁଭସ୍ମିତା
ରାଜନଗର, ୩୦।୯(ବଡି.ଏନ୍.ଏ.): ଅନ୍ତର୍ଜାତୀୟ ଶିଶୁ ଶାନ୍ତି ପୁରସ୍କାର ପାଇଁ ଭାରତରୁ ୧୦ ଜଣ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଓଡ଼ିଶାରୁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ପେଣ୍ଠ ପ୍ରୋଜେକ୍ଟ ପ୍ରାଇମେରୀ ସ୍କୁଲର ୮ମ ଶ୍ରେଣୀ ଛାତ୍ରୀ ଶୁଭସ୍ମିତା ତ୍ରିପାଠୀ ସାମିଲ…
ବିଜେପୁର ଉପନିର୍ବାଚନ: ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀ ରୀତା ସାହୁ
ବରଗଡ଼ ଅଫିସ, ପଦ୍ମପୁର, ୩୦।୯(ଡି.ଏନ୍.ଏ.): ବିଜେପୁର ଉପନିର୍ବାଚନ ପାଇଁ ସୋମବାର ନାମାଙ୍କନପତ୍ର ଦାଖଲର ଶେଷ ଦିନ। କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପଣ୍ଡାଙ୍କ ପରେ ବିଜେଡି ପ୍ରାର୍ଥୀ ରୀତା ସାହୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ପ୍ରାର୍ଥୀ ଦ୍ୱୟ ନିଜ ସମର୍ଥକଙ୍କ ସହ ଏକ…
୩ଟି ସ୍ତମ୍ଭ ଉପରେ ରହିଛି ଏକବିଂଶ ଶତାବ୍ଦୀର ମୂଳଦୁଆ: ପ୍ରଧାନମନ୍ତ୍ରୀ
ଚେନ୍ନାଇ,୩୦।୯: ଏକବିଂଶ ଶତାବ୍ଦୀର ମୂଳଦୁଆ ୩ଟି ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ ଉପରେ ରହିଛି। ସେଗୁଡ଼ିକ ହେଉଛି ନବୀକରଣ, ଦଳଗତକାର୍ଯ୍ୟ ଏବଂ ଜ୍ଞାନକୌଶଳ। ଏସବୁର ବିକାଶରେ ଶତାବ୍ଦୀର ଧାର୍ଯ୍ୟ ଲକ୍ଷ୍ୟ ପୂରଣ ହୋଇପାରିବ। ଏସବୁ ପରସ୍ପରର ପରିପୂରକ। ମାଡ୍ରାସ୍ ଆଇଆଇଟିର ୬୫ତମ ଦୀକ୍ଷାନ୍ତ ସମାରୋହରେ…
ମୋଦିଙ୍କ ପରେ ଏବେ ମୁଖ୍ୟମନ୍ତ୍ରୀ ଖଟ୍ଟରଙ୍କୁ ଟକ୍କର ଦେବେ ତେଜ ବାହାଦୁର
ଚଣ୍ଡିଗଡ଼,୩୦।୯: ଖାଇବାର ଅଭିଯୋଗକୁ ନେଇ ଚର୍ଚ୍ଚାକୁ ଆସିଥିବା ନିଲମ୍ବିତ ବିଏସ୍ଏଫ୍ ଯବାନ ତେଜ ବାହଦୁର ଯାଦବ ଏବେ ହରିୟାଣା ରାଜନୀତିରେ ପାଦ ରଖିଛନ୍ତି। ଦୁଷ୍ୟନ୍ତ ଚୌଟାଲାଙ୍କ ଜନନାୟକ ଜନତା ପାର୍ଟି(ଜେଜେପି)ରେ ରବିବାର ତେଜ ବାହାଦୁର ସାମିଲ ହୋଇଛନ୍ତି। ଦଳରେ ସାମିଲ ହେବା…
ରାଫାଲ୍ ଯୋଗୁ ଚାଇନା-ପାକିସ୍ତାନର କଡ଼ା ମୁକାବିଲା କରିବାକୁ ଭାରତ ସକ୍ଷମ: ବାୟୁସେନା ଅଧ୍ୟକ୍ଷ ଭଦୋରିଆ
ନୂଆଦିଲ୍ଲୀ,୩୦।୯: ରାଫାଲ୍ ଯୁଦ୍ଧ ବିମାନ ଦ୍ୱାରା ଭାରତର ପ୍ରତିରକ୍ଷା ଶକ୍ତି ବହୁ ଗୁଣା ବୃଦ୍ଧି ପାଇବ। ଏହା ଯୋଗୁ ଚାଇନା-ପାକିସ୍ତାନର କଡ଼ା ମୁକାବିଲା କରିବାକୁ ଭାରତ ସକ୍ଷମ ବୋଲି ଦାୟିତ୍ୱ ଗ୍ରହଣ ପରେ ସୋମବାର ନୂଆ ବାୟୁସେନା ଅଧ୍ୟକ୍ଷ ଆର୍.କେ.ଏସ୍. ଭଦୋରିୟା…
୧୦ ଶିଶୁଙ୍କ ମଧ୍ୟରୁ ୮ଜଣ ମୁଖ ଗହ୍ବର ସଂକ୍ରମଣରେ ପୀଡ଼ିତ: ରିପୋର୍ଟ
ନୂଆଦିଲ୍ଲୀ,୩୦।୯: ଭାରତୀୟ ଶିଶୁ ଅଧିକ ମୁଖ ଗହ୍ବର ସଂକ୍ରମଣ ସମସ୍ୟାରେ ପୀଡ଼ିତ ରହିଛନ୍ତି। କାଣ୍ଟାର ଆଇଏମ୍ଆର୍ବିର ରାଷ୍ଟ୍ରୀୟ ଅଧ୍ୟୟନରୁ ଜଣାପଡ଼ିଛି ଯେ, ୧୦ଶିଶୁଙ୍କ ମଧ୍ୟରୁ ୮ଜଣଙ୍କର ଏହି ସମ୍ବନ୍ଧୀୟ ସମସ୍ୟା ରହିଛି। ତେବେ କିଛି ପିଲାଙ୍କୁ ନେଇ କରାଯାଇଥିବା ସର୍ଭେରୁ ଜଣାପଡ଼ିଥିଲା…
ମନ୍ତ୍ରୀ ଯାଉଥିବା ବିମାନରେ ଲାଗିଲା ନିଆଁ
ନୂଆଦିଲ୍ଲୀ,୩୦।୯: ଦିଲ୍ଲୀର ଏକ ଇଣ୍ଡିଗୋ ବିମାନରେ ନିଆଁ ଲାଗିଯିବାରୁ ଗୋଆରେ ଏହା ଜରୁରିକାଳୀନ ଅବତରଣ କରିଛି। ଏହି ବିମାନରେ ଗୋଆର ପରିବେଶ ମନ୍ତ୍ରୀ ନିଲେଶ କାବରାଲ ଯାତ୍ରା କରୁଥିଲେ। ଏହା ସହ କୃଷି ବିଭାଗର ବିଭିନ୍ନ ଉଚ୍ଚପଦସ୍ଥ କର୍ମଚାରୀଙ୍କ ସହ ମୋଟ…
ସ୍ମରଣ ଶକ୍ତି ବଢ଼ାଇବାର ସହଜ ଉପାୟ
ସ୍ମରଣ ଶକ୍ତି ବଢ଼ାଇବାର ଏକ ସରଳ ତଥା ସହଜ ଉପାୟ ରହିଛି। ଏହାକୁ ଆପଣେଇ ପାରିଲେ ସ୍ମରଣ ଶକ୍ତି ପୂର୍ବାପେକ୍ଷା ପ୍ରଖର ହୋଇଥାଏ। ଲଣ୍ଡନ ବିଶ୍ୱବିଦ୍ୟାଳୟର ମନୋବିଜ୍ଞାନୀମାନଙ୍କ ଦ୍ୱାରା ସଦ୍ୟ ସମାପିତ ଗବେଷଣାରୁ ଏ ସମ୍ପର୍କରେ ସୂଚନା ମିଳିଛି। ତାହା କ’ଣ…
ପୃଥୁଳତା ଓ ବ୍ୟାକ୍ଟେରିଆ
ପୃଥୁଳତା ବା ମେଦ ବୃଦ୍ଧି ଆଜିକାଲି ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ଅଧିକ ତେଲଯୁକ୍ତ ଖାଦ୍ୟ, ଫାଷ୍ଟଫୁଡ୍ ଖାଇଲେ ତାହା ଓଜନ ବଢ଼ାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। କିନ୍ତୁ ଏହି ତାଲିକାରେ ଆଉ ଏକ କାରଣକୁ ନିକଟରେ ଯୋଡ଼ାଯାଇଛି।…
ଆବଶ୍ୟକ ପଡ଼ିଲେ ନିୟନ୍ତ୍ରଣ ରେଖା ଅତିକ୍ରମ କରିବେ ଭାରତୀୟ ସେନା: ପାକିସ୍ତାନକୁ ଚେତାବନୀ ଦେଲେ ବିପିନ୍ ରାଓ୍ବତ
ନୂଆଦିଲ୍ଲୀ,୩୦।୯: ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ସୀମାପାର ଅନୁପ୍ରବେଶ ଉଦ୍ୟମ ଏବଂ ଆତଙ୍କବାଦୀ କାର୍ଯ୍ୟକଳାପକୁ ଆଉ ସହ୍ୟ କରାଯିବ ନାହିଁ। ଆବଶ୍ୟକ ପଡ଼ିଲେ ଭାରତୀୟ ସେନା ନିୟନ୍ତ୍ରଣ ରେଖା ଅତିକ୍ରମ କରିବେ ବୋଲି ସେନାଧ୍ୟକ୍ଷ ଜେନେରାଲ ବିପିନ୍ ରାଓ୍ବତ ପାକିସ୍ତାନକୁ ଚେତାବନୀ ଦେଇଛନ୍ତି।…
ବିଜେପୁର ଉପନିର୍ବାଚନ : ନାମାଙ୍କନପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ
ପଦ୍ମପୁର,୩୦।୯(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପଣ୍ଡା ସୋମବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଦଳୀୟ କର୍ମୀଙ୍କ ସହ ଦିଲ୍ଲୀପ ପଟୁଆରରେ ଆସି ପ୍ରଥମେ ସେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଉପଜିଲାପାଳ ତନ୍ମୟ…
ଓଲଟିଲା ଡଙ୍ଗା: ୨୦ ନିଖୋଜ
ମେଦିନାପୁର, ୩୦।୯: ପଶ୍ଚିମବଙ୍ଗର ପୂର୍ବ ମେଦିନାପୁରରେ ଏକ ଅଘଟଣ ଘଟିଛି। ପୂର୍ବ ମେଦିନାପୁରରେ ଏକ ଡଙ୍ଗା ବୁଡିଯିବାରୁ ୨୦ ଜଣ ଲୋକ ନିଖୋଜ ହୋଇଯାଇଛନ୍ତି। ଆବଶ୍ୟକଠାରୁ ଅଧିକ ଲୋକ ଡଙ୍ଗାରେ ଥିବାରୁ ତାହା ଓଲଟି ପଡିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଏନଡିଆରଏଫ୍…
Archives


