ଦୁଇ ଦିବସୀୟ ଯାତ୍ରାରେ ସୌଦି ପହଞ୍ଚିଲେ ମୋଦି
ରିୟାଦ,୨୯।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିବସୀୟ ସୌଦି ଆରବ ଯାତ୍ରାରେ ସୋମବାର ବିଳମ୍ବିତ ରାତିରେ ସୌଦି ପ୍ୟାଲେସ ପହଞ୍ଚିଛନ୍ତି। ଏୟାର ଇଣ୍ଡିଆର ଏକ ବିଶେଷ ବିମାନରେ ଖଲିଦ ଇଣ୍ଟରନ୍ୟାଶନାଲ ଏୟାପୋର୍ଟରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ସୌଦି…
୬.୬ ତୀବ୍ରତାର ଭୂକମ୍ପରେ ଥରିଲା ଫିଲିପାଇନ୍ସ
ମନିଲା,୨୯।୧୦: ଦକ୍ଷିଣ ଫିଲିପାଇନ୍ସରେ ମଙ୍ଗଳବାର ହୋଇଥିବା ଭୂକମ୍ପ ପରେ ଲୋକେ ଭୟଭୀତ ହୋଇଯାଇଛନ୍ତି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୬.୬। ଏଥିରେ କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳି ନ ଥିବା ବେଳେ କ୍ଷୟକ୍ଷତିର ପରିମାଣ ଅଧିକ ହୋଇଥାଇ ପାରେ…
ନୱାଜ ସରିଫଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର: ଇମ୍ରାନ କହିଲେ, କାହା ଜୀବନ ବଞ୍ଚାଇବା ଗ୍ୟାରେଣ୍ଟି ଦେଇପାରିବି ନାହିଁ
ଇସଲାମାବାଦ,୨୯।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ରହିଛି। ପାନାମା ଦୁର୍ନୀତି ମାମଲାରେ ଜେଲ ଦଣ୍ଡାଦେଶ ଭୋଗୁଥିବା ନୱାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ସେ ସପ୍ତାହେ ହେବ ଲାହୋରର ଏକ ହସ୍ପିଟାଲରେ ଚିକିତ୍ସାଧୀନ ରହିଛନ୍ତି। ଏପରିସ୍ଥଳେ ତାଙ୍କ ଠିକ୍…
ଶେଷରେ ୯୦ ଫୁଟ ତଳେ ଜୀବନ ହାରିଲେ ୨ ବର୍ଷର ଶିଶୁ ସୁଜିତ୍
ଚେନ୍ନାଇ,୨୯।୧୦: ଗତ ଶୁକ୍ରବାର ତାମିଲନାଡୁର ତ୍ରିଚିରେ ଏକ ବୋରୱେଲ ଭିତରକୁ ଖସିପଡ଼ିଥିବା ୨ ବର୍ଷର ଶିଶୁ ସୁଜିତ ୱିଲଶନର ମୃତଦେହ ସୋମବାର ବିଳମ୍ବିତ ରାତିରେ ଉଦ୍ଧାର କରାଯାଇଛି। ୯୦ ଫୁଟ ତଳକୁ ଖସିପଡିଥିବା ସୁଜିତଙ୍କୁ ବୋରଓ୍ବେଲରୁ ଉଦ୍ଧାର କରିବା ପାଇଁ ଆପ୍ରାଣ…
ନିଆରା ଢଙ୍ଗରେ ପାଳିଲେ ଦୀପାବଳି ପ୍ରଶାସନିକ ଅଧିକାରୀ, ସାଧାରଣ ଜନତା ସାମିଲ
ନୟାଗଡ଼ ଅଫିସ,୨୯ା୧୦: ନୟାଗଡ଼ ଜିଲାରେ ବିଭିନ୍ନ ସ୍ଥାନରେ ସୋମବାର ନିଆରା ଢଙ୍ଗରେ ଦୀପାବଳି ପାଳିତ ହୋଇଯାଇଛି। ଜିଲା ପ୍ରଶାସନଠାରୁ ଆରମ୍ଭ କରି ବିଭିନ୍ନ କ୍ଲବର ପିଲାମାନେ ଏହାକୁ ସ୍ମରଣୀୟ କରିବା ପାଇଁ ଅନାଥାଶ୍ରମ ଓ ଜରାଶ୍ରମରେ ଦୀପାବଳି ପାଳନ କରିଥିଲେ। ସନ୍ଧ୍ୟାରେ…
ପାଇଖାନା ଟାଙ୍କିରେ ପଡ଼ି ଶିଶୁ ମୃତ
ରଣପୁର,୨୯।୧୦(ସ୍ବ.ପ୍ର.)-ନୟାଗଡ଼ ଜିଲା ରଣପୁର ବ୍ଲକ ଖତିଆ ଭଞ୍ଜସାହିରେ ନିର୍ମାଣାଧୀନ ପାଇଖାନା ଟାଙ୍କିରେ ପଡ଼ି ଜଣେ ୪ ବର୍ଷର ଶିଶୁଙ୍କ ରବିବାର ମୃତ୍ୟୁ ଘଟିଛି । ସେ ହେଲେ ଭଞ୍ଜସାହିର ରମେଶ ନାୟକଙ୍କ ସାନ ପୁଅ ବୁଲୁ ନାୟକ। ସେ ଉକ୍ତ ସାହିର…
ମହାବାତ୍ୟାକୁ ୨୦ ବର୍ଷ : ସ୍ମୃତି ଆଜି ବି ଅଭୁଲା
କରାଳ ରାତି, ଘନ ଅନ୍ଧକାର ମଧ୍ୟରେ କେବଳ ପବନର ସୁ ସୁ ଶବ୍ଦ। ପ୍ରଚଣ୍ଡ ବର୍ଷା ଓ ବିଜୁଳି ଆଲୋକରେ ଘରୁ ବାହାରିବା ଥିଲା କଷ୍ଟକର। ହଠାତ୍ ସମୁଦ୍ରରୁ ମାଡ଼ି ଆସିଲା ନଡ଼ିଆ ଗଛ ପ୍ରାୟ ଉଚ୍ଚର ଜୁଆର। ନିମିଷକ ମଧ୍ୟରେ…
ଏଲ୍ଭିବିି ମୁଖ୍ୟ ପଦବୀ ଦୌଡରେ ୭୦ ବରିଷ୍ଠ ଅଧିକାରୀ
ମୁମ୍ବାଇ,୨୯-୧୦: ତାମିଲନାଡୁ ଭିତ୍ତିକ ଲକ୍ଷ୍ମୀ ବିଳାସ ବ୍ୟାଙ୍କ(ଏଲ୍ଭିବି)ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ପରିଚାଳନା ନିର୍ଦ୍ଦେଶକ ପଦବୀ ଲାଗି ୭୦ ବରିଷ୍ଠ ବ୍ୟାଙ୍କ ଅଧିକାରୀ ଦୌଡରେ ଅଛନ୍ତି। ଏହା ଏକ ମଧ୍ୟମ ବର୍ଗ ଘରୋଇ ବ୍ୟାଙ୍କ ହୋଇଥିବା ବେଳେ ଚଳିତ ବର୍ଷ…
ପୌରସଂସ୍ଥା, ସଦରବ୍ଲକ କାର୍ଯ୍ୟାଳୟକୁ ମନ୍ତ୍ରୀଙ୍କ ଅଚାନକ ଗସ୍ତ:ଯୋଜନାର ଠିକ୍ ତଥ୍ୟ ରଖିବାକୁ ନିର୍ଦ୍ଦେଶ
ଢେଙ୍କାନାଳ ଅଫିସ,୨୯ା୧୦ ମୁଖ୍ୟମନ୍ତ୍ରୀଙ୍କ ୫-ଟି କାର୍ଯ୍ୟକ୍ରମକୁ ସଫଳତାର ସହ କାର୍ଯ୍ୟକାରୀ କରିବାକୁ ସଚିବମାନେ ବିଭିନ୍ନ ସ୍ଥାନ ଗସ୍ତ କରୁଥିବାବେଳେ ଏହାର ଅନୁଧ୍ୟାନ କରିବାକୁ ଏବେ ମନ୍ତ୍ରୀଙ୍କ ପାଳିପଡିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ…
ପରିବହନ ବନ୍ଦ ବିରୋଧରେ ଧାରଣା:ପ୍ରଶାସନ ସହ ଆଲୋଚନା ବିଫଳ
ଅନୁଗୋଳ ଅଫିସ, ୨୯ା୧୦ କୋଇଲା ପରିବହନ ନେଇ ବିବାଦ ଯୋଗୁ ତାଳଚେରଠାରେ ଥିବା ଏମ୍ସିଏଲ୍ର ବଳରାମ ଖଣି ଗତ ୧୨ ତାରିଖ ଠାରୁ ବନ୍ଦ ରହିଛି। ପ୍ରଶାସନ, ପୋଲିସ ଓ ଖଣି କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ପରେ ମଧ୍ୟ କୌଣସି ସୁଫଳ…
ପ୍ରଦୂଷଣ ବଢ଼ାଇଲା ଦୀପାବଳି:ଅଢ଼େଇଗୁଣ ବୃଦ୍ଧି ଆଶଙ୍କା
ଅନୁଗୋଳ ଅଫିସ, ୨୯ା୧୦ ଦେଶର ପ୍ରଦୂଷିତ ଜିଲା ଓ ସହର ତାଲିକାରେ ଅନେକ ସମୟରେ ନିଜ ଉପସ୍ଥିତି ଜାହିର କରୁଥିବା ଅନୁଗୋଳର ପ୍ରଦୂଷଣ ଦୀପାବଳିରେ ବେଶ୍ ବଢ଼ିଯାଇଛି। ଏହାକୁ ସହରବାସୀ, ପରିବେଶବିତ୍ମାନେ ସିଧାସଳଖ ଅନୁଭବ କରିପାରୁଥିବା ବେଳେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…
ଆଣ୍ଠୁଗଣ୍ଠି ସମସ୍ୟାରୁ ମୁକ୍ତି ପାଇଁ…
ଆଗରୁ ବୟସ ବଢିଲେ ଆଣ୍ଠୁଗଣ୍ଠି ସମସ୍ୟା ଦେଖାଯାଉଥିଲା। ହେଲେ ଏବେ ଏହା ଯୁବପିଢିଙ୍କ ପାଖରେ ମଧ୍ୟ ଦେଖିବାକୁ ମିଳିଲାଣି। କେତେ ଗୁଡିଏ ଘରୋଇ ଉପଚାର ମାଧ୍ୟମରେ ସହଜରେ ଏହି ଯନ୍ତ୍ରଣାକୁ ଲାଘବ କରାଯାଇ ପାରିବ ବୋଲି ଆୟୁର୍ବେଦ ବିଶେଷଜ୍ଞମାନେ କହିଛନ୍ତି। ବ୍ରୋକୋଲି:…
Archives


