Home

ପରିବହନ ବନ୍ଦ ବିରୋଧରେ ଧାରଣା:ପ୍ରଶାସନ ସହ ଆଲୋଚନା ବିଫଳ

ଅନୁଗୋଳ ଅଫିସ, ୨୯ା୧୦ କୋଇଲା ପରିବହନ ନେଇ ବିବାଦ ଯୋଗୁ ତାଳଚେରଠାରେ ଥିବା ଏମ୍‌ସିଏଲ୍‌ର ବଳରାମ ଖଣି ଗତ ୧୨ ତାରିଖ ଠାରୁ ବନ୍ଦ ରହିଛି। ପ୍ରଶାସନ, ପୋଲିସ ଓ ଖଣି କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ପରେ ମଧ୍ୟ କୌଣସି ସୁଫଳ…

ପ୍ରଦୂଷଣ ବଢ଼ାଇଲା ଦୀପାବଳି:ଅଢ଼େଇଗୁଣ ବୃଦ୍ଧି ଆଶଙ୍କା

ଅନୁଗୋଳ ଅଫିସ, ୨୯ା୧୦ ଦେଶର ପ୍ରଦୂଷିତ ଜିଲା ଓ ସହର ତାଲିକାରେ ଅନେକ ସମୟରେ ନିଜ ଉପସ୍ଥିତି ଜାହିର କରୁଥିବା ଅନୁଗୋଳର ପ୍ରଦୂଷଣ ଦୀପାବଳିରେ ବେଶ୍‌ ବଢ଼ିଯାଇଛି। ଏହାକୁ ସହରବାସୀ, ପରିବେଶବିତ୍‌ମାନେ ସିଧାସଳଖ ଅନୁଭବ କରିପାରୁଥିବା ବେଳେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ଆଣ୍ଠୁଗଣ୍ଠି ସମସ୍ୟାରୁ ମୁକ୍ତି ପାଇଁ…

ଆଗରୁ ବୟସ ବଢିଲେ ଆଣ୍ଠୁଗଣ୍ଠି ସମସ୍ୟା ଦେଖାଯାଉଥିଲା। ହେଲେ ଏବେ ଏହା ଯୁବପିଢିଙ୍କ ପାଖରେ ମଧ୍ୟ ଦେଖିବାକୁ ମିଳିଲାଣି। କେତେ ଗୁଡିଏ ଘରୋଇ ଉପଚାର ମାଧ୍ୟମରେ ସହଜରେ ଏହି ଯନ୍ତ୍ରଣାକୁ ଲାଘବ କରାଯାଇ ପାରିବ ବୋଲି ଆୟୁର୍ବେଦ ବିଶେଷଜ୍ଞମାନେ କହିଛନ୍ତି। ବ୍ରୋକୋଲି:…

ଓସିଏ କାଉନ୍‌ସିଲ ବୈଠକ : ‘ଭିଜନ୍‌-୨୦୨୪’ ଉପରେ ଗୁରୁତ୍ୱ

କଟକ ଅଫିସ,୨୯।୧୦- କ୍ରିକେଟ ତୃଣମୂଳସ୍ତରରୁ ବିକାଶ ହେବ। ଗାଁ ଗହଳିରୁ ଭଲ କ୍ରିକେଟ ଖେଳାଳି ଖୋଜାଯିବେ। ଏ ଦିଗରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ସମସ୍ତ ପ୍ରଚେଷ୍ଟା କରିବ। ଏପରି କି ସ୍କୁଲ, କଲେଜସ୍ତରରେ ବିଭିନ୍ନ ଟୁର୍ନାମେଣ୍ଟ ହେବା ସହ ରେସିଡେନ୍ସିଆଲ ବ୍ୟବସ୍ଥା…

ଇଣ୍ଟରନ୍ୟାଶନାଲ ରେଫରି ପରୀକ୍ଷାରେ ପ୍ରେମ ସିଂ ଉତ୍ତୀର୍ଣ୍ଣ

ଭୁବନେଶ୍ୱର, ୨୯|୧୦ (ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଶା ପେନଚାକ୍‌ ସିଲଟ୍‌ ଆସୋସିଏଶନର ସାଧାରଣ ସମ୍ପାଦକ ପ୍ରେମ ସିଂ ଥାପ୍ପା ଇଣ୍ଟରନ୍ୟାଶନାଲ ରେଫରି କ୍ଲାସ-୨ରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି। ଗତ ୨୪ରେ ସିଙ୍ଗାପୁରଠାରେ ଏହି ଇଣ୍ଟରନ୍ୟାଶନାଲ ରେଫରି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଏଥିରେ…

ଏନ୍‌ସିଏ ମୁଖ୍ୟ ଡ୍ରାଭିଡଙ୍କୁ ଭେଟିବେ ଗାଙ୍ଗୁଲି

ନୂଆଦିଲ୍ଲୀ, ୨୯|୧୦(ପି.ଟି.)- ଦୀର୍ଘଦିନ ଧରି ଟିମ୍‌ମେଟ୍‌ ରହିଆସିଥିବା ସୌରଭ ଗାଙ୍ଗୁଲି ଓ ରାହୁଲ ଡ୍ରାଭିଡ ବୁଧବାର ବେଙ୍ଗାଲୁରୁରେ ପରସ୍ପରକୁ ଭେଟିବେ। ଗାଙ୍ଗୁଲି ବର୍ତ୍ତମାନ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ନୂଆ ସଭାପତି ଭାବେ ନିର୍ବାଚିତ ହୋଇଥିବା ବେଳେ ଡ୍ରାଭିଡ ନ୍ୟାଶନାଲ…

ହାର୍ଟଆଟାକରୁ ଦୂରେଇ ରହିବା ପାଇଁ ସକାଳେ ଗ୍ଲାସେ ଉଷୁମ ପାଣି ସହିତ ଏଥିରୁ ଖଣ୍ଡେ…

ଅଦା ଅନେକ ଔଷଧୀୟ ଗୁଣରେ ଭରପୁର। ଏହା ନାନା ପ୍ରକାର ରୋଗରୁ ଦୂରେଇ ରଖେ ବୋଲି ଆୟୁର୍ବେଦରେ ଉଲ୍ଲେଖ ଅଛି। ପ୍ରତିଦିନ ସକାଳେ ଖଣ୍ଡେ ଅଦା ଚୋବାଇବା ସହିତ ଗ୍ଲାସେ ଉଷୁମ ପାଣି ପିଇଲେ ଅନେକ ଫାଇଦା ମିଳିଥାଏ। ଏହା ରକ୍ତ…

ବାଣ ଫୁଟି ୭ଜଣ ଆହତ

ବାଳକାଟୀ,୨୮।୧୦(ଡି.ଏନ.ଏ.)- ରାଜଧାନୀ ଉପକଣ୍ଠ ବାଳକାଟୀ ଫାଣ୍ଡି ଅଞ୍ଚଳରେ ରବିବାର ବାଣ ଫୁଟାଉଥିବାବେଳେ ୭ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ନୂଆପାଟଣା ଗ୍ରାମର ସୁଶୀଲ ଖଟେଇ(୩୦), ରିଙ୍କୁ ବେହେରା(୨୦), ବିଠଲ(୧୪), ସୂର୍ଯ୍ୟମଣି ବେହେରା(୨୬), ସନ୍ତୋଷ ବେହେରା(୧୬), ସଞ୍ଜୟ ବେହେରା(୧୬) ଏବଂ ପ୍ରଭାତି ବେହେରା।…

ଏସବୁ ସମସ୍ୟା ଦୂର କରେ କଳାଜିରା

ସାଧାରଣତଃ କଳାଜିରା ଖାଦ୍ୟର ସ୍ବାଦ ବୃଦ୍ଧି ପାଇଁ ବ୍ୟବହାର କରାଯାଇଥାଏ। ମାତ୍ର ଏହାର ବହୁ ଉପକାରୀ ଗୁଣ ରହିଛି ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ମତ ଦିଅନ୍ତି। ତେବେ ଆସନ୍ତୁ ଜାଣିବା ଏ ସମ୍ପର୍କରେ… ୧. ଥଣ୍ଡା,କାଶ, କଫ ଦୂର ପାଇଁ କଳାଜିରା…

ଏହି ମନ୍ଦିରରେ ଶୋଇବା ଅବସ୍ଥାରେଥିବା ହନୁମାନଙ୍କୁ କରାଯାଏ ପୂଜା…

ଆହ୍ଲାବାଦରେ ଥିବା ହନୁମାନ ମନ୍ଦିର ଏହାର ସ୍ବତନ୍ତ୍ର ନିର୍ମାଣଶୈଳୀ ପାଇଁ ପ୍ରସିଦ୍ଧ । ଏହା ପୃଥିବୀର ଏକମାତ୍ର ଏପରି ମନ୍ଦିର ଯେଉଁଠି ହନୁମାନଙ୍କ ମୂର୍ତ୍ତି ଶୋଇରହିଥିବା ଅବସ୍ଥାରେ ପୂଜା ପାଉଛନ୍ତି। କୁହାଯାଏ ଏହି ମନ୍ଦିରକୁ ଆସି ହନୁମାନଙ୍କ ଦର୍ଶନ ନ କଲେ…

ଅମିତାଭଙ୍କ ଦୀପାବଳି ପାର୍ଟି : ସାମିଲ ହୋଇଥିଲେ ଏହିସବୁ ଅଭିନେତ୍ରୀ, ଅଭିନେତା

ମୁମ୍ବାଇରେ ବିଗ୍‌ ବି ଅମିତାଭ ବଚ୍ଚନ ଦୀପାବଳି ଅବସରରେ ଏକ ପାର୍ଟିର ଆୟୋଜନ କରିଥିଲେ। ଏଥିରେ ବଲିଉଡ୍‌ର କିଛି ନାମୀଦାମୀ ଅଭିନେତ୍ରୀ, ଅଭିନେତାଙ୍କ ସହ ଜଣାଶୁଣା ବ୍ୟକ୍ତିବିଶେଷ ସାମିଲ ହୋଇଥିଲେ। ସମସ୍ତ ଅତିଥିଙ୍କୁ ଅମିତାଭ, ଜୟା, ଅଭିଷେକ, ଐଶ୍ୱର୍ଯ୍ୟା ପାଛୋଟି ନେଇଥିଲେ।…

ପର୍ଯ୍ୟଟନ କ୍ଷେତ୍ରରେ ବିଶ୍ୱରେ ତୃତୀୟ ସ୍ଥାନ ହାସଲ କରିଛି ଭାରତର ଏହି ରାଜ୍ୟ

ଟ୍ରାଭେଲ୍‌ ମିଡିଆ କମ୍ପାନୀ ‘ଲୋନ୍‌ଲି ପ୍ଲାନେଟ୍‌’ ୨୦୨୦ ପାଇଁ ପର୍ଯ୍ୟଟନ ସ୍ଥଳୀ ଚୟନ କ୍ଷେତ୍ରରେ ଏକ ସର୍ଭେ ରିପୋର୍ଟ ଜାରି କରିଛି। ଏହି ତାଲିକାରେ ଇଣ୍ଡୋନେସିଆର ଇଷ୍ଟ ନୁସା ଟେଙ୍ଗର ପ୍ରଥମ ଏବଂ ହଙ୍ଗେରୀର ରାଜଧାନୀ ବୁଡାପେଷ୍ଟ ଦ୍ୱିତୀୟ ସ୍ଥାନରେ ରହିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri