ବିଭିନ୍ନ ପ୍ରସଙ୍ଗ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନଶନ
ଛତ୍ରପୁର,୫।୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଶ୍ରମ ଅଧିକାରୀଙ୍କ ମନମୁଖୀ ଶାସନ, ଶ୍ରମିକ ମାରଣ ନୀତି, ଦୁର୍ବ୍ୟବହାର, ଶ୍ରମିକ ସଂଗଠନ ପ୍ରତି ବିରୋଧ ଆଚରଣ ପ୍ରତିବାଦରେ ଗୁରୁବାର କୋଠାବାଡ଼ି ଓ ଅନ୍ୟାନ୍ୟ ନିିର୍ମାଣ ମଜଦୂର ସଂଘ ପକ୍ଷରୁ ଜିଲାପାଳଙ୍କ ଅଫିସ ସମ୍ମୁଖରେ…
୭୪ ବର୍ଷ ବୟସ୍କା ବୃଦ୍ଧା ଯାଆଁଳା ସନ୍ତାନଙ୍କୁ ଦେବେ ଜନ୍ମ
ବିଶାଖାପଟ୍ଟନମ୍,୫।୯: ଆଧୁନିକ ଚିକିତ୍ସା ବିଜ୍ଞାନ ଯୋଗୁ ଏବେ ଅସମ୍ଭବ ସମ୍ଭବ ହେବାରେ ଲାଗିଛି। ଏହା ଯୋଗୁ ସନ୍ତାନ ଇଛା ରଖିଥିବା ୭୪ ବର୍ଷ ବୟସ୍କା ଜଣେ ବୃଦ୍ଧା ଏବେ ଯାଆଁଳା ସନ୍ତାନଙ୍କ ମା’ ହେବାକୁ ଯାଉଛନ୍ତି। ଆନ୍ଧ୍ରପ୍ରଦେଶ ପୂର୍ବ ଗୋଦାବରୀ ଜିଲାର…
ଦଳୀୟ ନେତାଙ୍କୁ ସାକ୍ଷାତ୍ କଲେ ମାୟାବତୀ
ଲକ୍ଷ୍ନୌ,୫।୯: ବହୁଜନ ସମାଜ ପାର୍ଟି(ବିଏସ୍ପି) ମୁଖ୍ୟ ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୁଶ୍ରୀ ମାୟାବତୀ ଗୁରୁବାର ଦଳୀୟ ନେତାଙ୍କ ସହ ସାକ୍ଷାତ୍ କରିଛନ୍ତି। ଆଗାମୀ ନିର୍ବାଚନକୁ ଲକ୍ଷ୍ୟ କରି ସେ ଏହି ସାକ୍ଷାତ୍କାର କାର୍ଯ୍ୟକ୍ରମର ଆୟୋଜନ କରିଥିବା ଜଣାପଡିଛି। ୧୩ଟି…
ଅଧିକ ଚାଲାଣ କାଟିବା ସରକାରଙ୍କ ଇଚ୍ଛା ନୁହେଁ: ଗଡକରୀ
ନୂଆଦିଲ୍ଲୀ,୫।୯: ନୂଆ ମୋଟର ଯାନ ନିୟମ ଅନୁଯାୟୀ ଏବେ ସମସ୍ତେ ଚିନ୍ତିତ। କାରଣ ପୂର୍ବାପେକ୍ଷା ଏହି ନିୟମ ଉଲ୍ଲଂଘନକାରୀଙ୍କୁ ଅଧିକ ଜରିମାନା ଦେବାକୁ ପଡୁଛି। ତେବେ ଏହାକୁ ନେଇ କେନ୍ଦ୍ର ସଡ଼କ ପରିବାହନ ମନ୍ତ୍ରୀ ନୀତୀନ ଗଡକରି ଗୁରୁବାର କହିଛନ୍ତି ସରକାରଙ୍କର…
ମାୟାନଗରୀରେ ବନ୍ୟା ବିତ୍ପାତ: ଫିକା ପଡ଼ିଲା ଗଣେଶ ପୂଜା
ମୁମ୍ବାଇ,୫।୯: ମୁମ୍ବାଇରେ ମଙ୍ଗଳବାରଠାରୁ ଲଗାଣ ବର୍ଷା ହେବାରୁ ସହରର ବିଭିନ୍ନ ସ୍ଥାନରେ ବନ୍ୟା ବିତ୍ପାତ ଦେଖାଦେଇଛି। ମୁମ୍ବାଇ ଓ ମହାରାଷ୍ଟ୍ରର ବିଭିନ୍ନ ସ୍ଥାନ ଜଳାର୍ଣ୍ଣବ ହୋଇଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସ୍କୁଲ, କଲେଜ ଗୁଡିକୁ ବନ୍ଦ ରଖାଯାଇଛି। ମାୟାନଗରୀର…
ମେଟ୍ରୋ ଟ୍ରେନ୍ରେ ଠିଆ ହୋଇ ଯାତ୍ରା କଲେ କେନ୍ଦ୍ରମନ୍ତ୍ରୀ
ନୂଆଦିଲ୍ଲୀ,୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଜଳ ଓ ଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବତ ମେଟ୍ରୋ ଟ୍ରେନ୍ରେ ଯାତ୍ରା କରୁଥିବାର ଏକ ଫଟୋ ସୋସିଆଲ୍ ମିଡ଼ିଆରେ ଶେୟାର ହୋଇଛି। ସିଟ୍ ନ ମିଳିବାରୁ ସେ ଛିଡ଼ା ହୋଇ ଯାତ୍ରା କରିଥିଲେ।…
ମେହେବୁବା ମୁଫତିଙ୍କୁ ସାକ୍ଷାତ୍ କରିପାରିବେ ତାଙ୍କ ଝିଅ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୫।୯: ସୁପ୍ରିମକୋର୍ଟ ଗୁରୁବାର ମେହେବୁବା ମୁଫତିଙ୍କ ଝିଅଙ୍କୁ ଶ୍ରୀନଗର ଯାଇ ନିଜ ମାଆଙ୍କ ସହ ସାକ୍ଷାତ୍ କରିବାକୁ ଅନୁମତି ଦେଇଛନ୍ତି। ପ୍ରାୟ ଏକ ମାସ ହେବ ମେହେବୁବା ଗୃହବନ୍ଦୀ ଥିବା ବେଳେ ତାଙ୍କ ସହ କାହାକୁ ସାକ୍ଷାତ୍ କରିବାକୁ ଦିଆଯାଉ ନ…
ହରଡ଼ଘଣାରେ ମୋଦି ସରକାର: ୩ ବର୍ଷରେ ବେକାରଙ୍କ ସଂଖ୍ୟା ୮.୪ ପ୍ରତିଶତ ବୃଦ୍ଧି
ନୂଆଦିଲ୍ଲୀ,୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଦେଶରେ ବୃଦ୍ଧି ପାଉଥିବା ବେକାରି ସମସ୍ୟା ନେଇ ସରକାର ହରଡ଼ଘଣାରେ ପଡ଼ିଛନ୍ତି। ଗତ ୩ ବର୍ଷ ମଧ୍ୟରେ ବେକାରି ସମସ୍ୟା ସର୍ବୋଚ୍ଚସ୍ତରରେ ପହଞ୍ଚିଛି। ଅଗଷ୍ଟରେ ବେକାରସ୍ତର ୮.୪ ପ୍ରତିଶତ ରହିଛି।…
‘ଧରିତ୍ରୀ’ ପ୍ରଭାବ: ବ୍ଲକ ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରିଥିବା ସୁଶାନ୍ତ ୮ ବର୍ଷ ପରେ ନ୍ୟାୟ ପାଇଲେ
କୋରୁକୋଣ୍ଡା,୫।୯(ଡି.ଏନ୍.ଏ.): ଶୁଣିଲେ ସରକାର, ମିଳିଲା ସହାୟତା । ୮ ବର୍ଷ ପରେ ନ୍ୟାୟ ପାଇଲେ ସୁଶାନ୍ତ। ଘଟଣାଟି ହେଉଛି ମାଲକାନଗିରି ଜିଲା ଅନ୍ତର୍ଗତ କୋରୁକୋଣ୍ଡା ବିଡିଓଙ୍କ ଗାଡ଼ି ଚାଳକ ସୁଶାନ୍ତ କୁମାର ସାହୁଙ୍କ ଆତ୍ମହତ୍ୟା ଉଦ୍ୟମର କଥା। ମାଥିଲି ଅଞ୍ଚଳର ସୁଶାନ୍ତ…
ଡିଏଲ୍ ବା ଆର୍ସି ନ ଥିଲେ ତୁରନ୍ତ ଟ୍ରାଫିକ ପୋଲିସ କାଟି ପାରିବନି ଚାଲାଣ
ନୂଆଦିଲ୍ଲୀ,୫।୯: ଏବେ ନୂଆ ମୋଟର ଯାନ ନିୟମ ଅନୁଯାୟୀ ଲୋକେ ପୂର୍ବାପେକ୍ଷା ବହୁଗୁଣା ଅଧିକ ଜରିମାନା ଦେଉଥିବା ଗତ ୩ ଦିନ ହେବ ଦେଖିବାକୁ ମିଳିଛି। ଏମିତିକି ଗାଡିର ଦାମ୍ ଅପେକ୍ଷା ଲୋକଙ୍କ ଉପରେ ଚାଲାଣର ଦାମ୍ ବହୁ ଅଧିକ ହୋଇଯାଉଛି।…
ମୋଦିଙ୍କ ଜମ୍ମୁ-କଶ୍ମୀର ରୋଡ୍ମ୍ୟାପ୍: ୧୦ ମନ୍ତ୍ରଣାଳୟର ମିଳିତ ସହଯୋଗରେ ହେବ ବିକାଶ
ଶ୍ରୀନଗର,୫।୯: ଜମ୍ମୁ-କଶ୍ମୀର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଏକ ରୋଡ୍ମ୍ୟାପ୍ ପ୍ରସ୍ତୁତ କରିଛନ୍ତି। ୧୦ଟି ମନ୍ତ୍ରଣାଳୟର ମିଳିତ ସହଯୋଗରେ ଏଠାକାର ବିକାଶ ସମ୍ଭବ ହେବ। ରୋଡ୍ମ୍ୟାପ୍ରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ମୁଖ୍ୟ ଭୂମିକା ଗ୍ରହଣ କରୁଥିବାବେଳେ ଏହାଦ୍ୱାରା ବିଏସ୍ଏଫ୍ ଏବଂ…
ଶ୍ରୀକ୍ଷେତ୍ରକୁ ଶ୍ରୀହୀନ କରିବାକୁ ଚକ୍ରାନ୍ତ: ବ୍ରଜ ତ୍ରିପାଠୀ
ପୁରୀ ଅଫିସ୍,୫।୯:ପୁରୀରେ ଶ୍ରୀମନ୍ଦିର ସୁରକ୍ଷା ସୌନ୍ଦର୍ଯ୍ୟକରଣ ନାଁରେ ଚାଲିଥିବା ଉଚ୍ଛେଦକୁ ଶ୍ରୀକ୍ଷେତ୍ର ସୁରକ୍ଷା ଅଭିଯାନ ବିରୋଧ କରିଛି। ସରକାର ମନମୁଖି ଭାବେ ଏଭଳି ବେଆଇନ କାର୍ଯ୍ୟ ଚଳାଇଛନ୍ତି ବୋଲି ପୂର୍ବତନ କେନ୍ଦ୍ରମନ୍ତ୍ରୀ ବ୍ରଜ କିଶୋର ତ୍ରିପାଠୀ କହିଛନ୍ତି। ଗୁରୁବାର ଶ୍ରୀକ୍ଷେତ୍ର ସୁରକ୍ଷା…
Archives


