ୟେମେନ୍ ଗୃହଯୁଦ୍ଧ ୭ ହଜାର ୫ ଶହରୁ ଅଧିକ ଶିଶୁଙ୍କ ଜୀବନ ନେଇଛି: ଜାତିସଂଘ ମହାସଚିବ
ଜେନେଭା,୨୯।୬: ୟେମେନ୍ରେ ଲାଗି ରହିଥିବା ଗୃହଯୁଦ୍ଧରେ ଗତ ସାଢ଼େ ୫ ବର୍ଷ ମଧ୍ୟରେ ୭ ହଜାର ୫ ଶହରୁ ଅଧିକ ଶିଶୁଙ୍କ ମୃତ୍ୟୁ ଘଟିଛି। ଅନେକ ଆହତ ମଧ୍ୟ ହୋଇଛନ୍ତି। ସମ୍ପର୍କିତ ଏକ ରିପୋର୍ଟ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗ୍ୟୁଟେରେସ୍ଙ୍କ...
ମହାରାଷ୍ଟ୍ରରେ ବର୍ଷା ବିତ୍ପାତ: ୨୨ ଫୁଟ ଉଚ୍ଚ କାନ୍ଥ ତଳେ ଚାପି ହେଲେ ୧୭ ଲୋକ
ପୁଣେ,୨୯।୬: ପ୍ରବଳ ବର୍ଷା ଯୋଗୁ ମହାରାଷ୍ଟ୍ରରେ ସୃଷ୍ଟି ହୋଇଛି ଅଭାବନୀୟ ସ୍ଥିତି। ପୁଣେର କୋଣ୍ଡଓ୍ବାସ୍ଥିତ ତାଲାବ୍ ମସଜିଦ୍ ଅଞ୍ଚଳରେ ଏକ ୨୨ପୁଟ ଉଚ୍ଚ କାନ୍ଥ ପ୍ରବଳ ବର୍ଷା ଯୋଗୁ ଭୁଶୁଡ଼ି ପଡ଼ିଛି। ଏହି ଘଟଣାରେ କାନ୍ଥ ତଳେ ଚାପି ୧୭...
ଅଖାଦ୍ୟ ଖାଉଛନ୍ତି ପର୍ଯ୍ୟଟକ, ପ୍ରଶାସନ ନୀରବ
ପୁରୀ ଅଫିସ, ୨୯ା୬: ଘୋଷ ଯାତ୍ର।କୁ ଆଉ ୫ ଦିନ। ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଜିଲା ପ୍ରଶାସନ ପକ୍ଷରୁ ଚାଲିଛି ପ୍ରସ୍ତୁତି। ସଜେଇ ହେଲାଣି ଶ୍ରୀକ୍ଷେତ୍ର। ବଡଦାଣ୍ଡରେ ଭକ୍ତ ଓ ପର୍ଯ୍ୟଟକଙ୍କ ଭିଡ଼। ସମସ୍ତ ହୋଟେଲ, ଲଜ୍ ମଠ ମାନଙ୍କରେ ଜମିଲାଣି...
ବରିଷ୍ଠ ନାଗରିକଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା: ବସ୍ଷ୍ଟାଣ୍ଡରୁ ଇ-ରିକ୍ସାରେ ଆସିବେ ବଡ଼ଦାଣ୍ଡ
ପୁରୀ ଅଫିସ, ୨୯ା୬: ରଥଯାତ୍ରା ଅବସରରେ ବରିଷ୍ଠ ନାଗରିକ ଏବଂ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ପାଇଁ ପରିବହନ ବିଭାଗ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନେ କିପରି ସୁରକ୍ଷିତ ଭାବେ ତାଳବଣିଆ ଅସ୍ଥାୟୀ ବସ୍ଷ୍ଟାଣ୍ଡରୁ ରଥଯାତ୍ରା ଦେଖିବା ଲାଗି ବଡ଼ଦାଣ୍ଡକୁ ଆସିପାରିବେ,...
ଆଜି ଦଶମୂଳ ଲାଗିହେବେ ମହାପ୍ରଭୁ
ପୁରୀ ଅଫିସ,୨୯ା୬: ଅଣସର ଘରେ ଚାଲିଛି ମହାପ୍ରଭୁଙ୍କ ଗୁପ୍ତସେବା। ଦଇତାପତିମାନେ ଶ୍ରୀଜୀଉମାନଙ୍କୁ ସୁସ୍ଥ କରିବା ପାଇଁ ସେବା କରୁଛନ୍ତି। ଏକାଦଶୀରେ ମହାପ୍ରଭୁ ଲାଗିହେବେ ଦଶମୂଳ। ଜ୍ୱରରେ ପୀଡ଼ିତ ଦାରୁବିଗ୍ରହମାନେ ଏହି ଦଶମୂଳ ଲାଗି ହେଲେ ସୁସ୍ଥ ହୁଅନ୍ତି। ତେଣୁ ଶୁକ୍ରବାର...
ପୁରୀ ପୋଲିସ ରଥଯାତ୍ରା ପ୍ରସ୍ତୁତି: ପାର୍କିଂ, ଟ୍ରାଫିକ୍ ଉପରେ ଗୁରୁତ୍ୱ
ପୁରୀ ଅଫିସ, ୨୯ା୬: ଘୋଷଯାତ୍ରାକୁ ଆଉ ମାତ୍ର ୫ଦିନ। ପୁରୀ ପୋଲିସ ପକ୍ଷରୁ ଟ୍ରାଫିକ ନିୟନ୍ତ୍ରଣ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି ବୋଲି ପୁରୀ ଏସ୍ପି ଉମାଶଙ୍କର ଦାଶ ‘ଧରିତ୍ରୀ’କୁ କହିଛନ୍ତି। ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ବାହାରୁ ଆସୁଥିବା ଦୁଇ...
ଜୋର୍ସୋରରେ ଚାଲିଛି ପୋଟଳ କାମ
ପୁରୀ ଅଫିସ, ୨୯ା୬: ଜୁଲାଇ ୪ରେ ଘୋଷଯାତ୍ରା। ଶ୍ରୀନଅର ସମ୍ମୁଖ ରଥଖଳାରେ ଆଗେଇ ଚାଲିଛି ରଥକାମ। ଗୁରୁବାର ତୃତୀୟ ଭୂଇଁ କାଠ ଉଠି ବଡ଼ ଥାଳି ପୋଟଳ ଉଠିଥିଲା। ତେରପରସ୍ତ ପୋଟଳ କାମ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଶୁକ୍ରବାର ଦୁଆର...
ହାତୀ ପାଇଁ ହାତ ଟେକିଦେଲେ
ଢେଙ୍କାନାଳ ଜିଲାରେ ହାତୀ-ମଣିଷ ସଂଘର୍ଷ ଚରମ ସୀମାରେ ପହଞ୍ଚତ୍ଛି। ସଂରକ୍ଷିତ ଜଙ୍ଗଲରେ ଖାଦ୍ୟାଭାବ, ଶିକାରୀ ଭୟ ଏବେ ହାତୀ ଭଳି ବିଶାଳକାୟ ଜନ୍ତୁକୁ ଜନବସତିମୁହଁା କରାଉଛି। ଫଳସ୍ବରୂପ ଏବେ ସ୍ଥିତି ଦିନକୁ ଦିନ ଅସମ୍ଭାଳ ହେଲାଣି। ପ୍ରତିଦିନ ଜିଲାର କେଉଁଠି...
ମନ୍ତ୍ରୀଙ୍କ ଉପରେ ବର୍ଷିଲେ ବିରୋଧୀ, ଶାସକ: ବଳକା ଯଦି ବିଦ୍ୟୁତ୍ କାଟ୍ କାହିଁକି
ଭୁବନେଶ୍ୱର, ୨୯ା୬ (ବ୍ୟୁରୋ): ରାଜ୍ୟରେ ଘଣ୍ଟା ଘଣ୍ଟା ବିଦ୍ୟୁତ୍ କାଟ ହେଉଛି। ସାମାନ୍ୟ ପବନ ହେଲେ ମଧ୍ୟ ଗାଁ ଗଣ୍ଡାରେ ୨/୩ ଘଣ୍ଟା ଯାଏ ବିଦ୍ୟୁତ୍ ଉଭାନ ହୋଇଯାଉଛି। ବାତ୍ୟା ଫନୀରେ ଖୋର୍ଦ୍ଧା, ପୁରୀ ଜିଲାରେ ବିଦ୍ୟୁତ୍ ଭିତ୍ତିଭୂମି ଉଜୁଡି...
ରାଜ୍ୟ ସଭା ଉପନିର୍ବାଚନ: ଅଶ୍ୱିନୀ, ଅମର ଓ ସସ୍ମିତ୍ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ
ଭୁବନେଶ୍ୱର, ୨୯ା୬(ବ୍ୟୁରୋ): ରାଜ୍ୟ ସଭାକୁ ଓଡ଼ିଶାର ୩ ଆସନ ପାଇଁ ସସ୍ମିତ ପାତ୍ର, ଅମର ପଟ୍ଟନାୟକ ଏବଂ ଅଶ୍ୱିନୀ ବୈଷ୍ଣବ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ବିଜେଡି ସସ୍ମିତ ଏବଂ ଅମରଙ୍କୁ ପ୍ରାର୍ଥୀ କରିଥିବା ବେଳେ ଗୋଟିଏ ଆସନରେ ଭାଜପାକୁ ସମର୍ଥନ...
ମନୋଜ ଜେନା ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ଭାଲୁ ଗିରଫ
ବ୍ରହ୍ମପୁର ଅଫିସ,୨୯ା୬: ଆସିକା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ତଥା ମଦ ବ୍ୟବସାୟୀ ମନୋଜ ଜେନାଙ୍କୁ ଗୁଳିକରି ହତ୍ୟା ଘଟଣାରେ ବ୍ରହ୍ମପୁର ପୋଲିସ ଶୁକ୍ରବାର ମୁଖ୍ୟ ଅଭିଯୁକ୍ତଙ୍କୁ ଭୁବନେଶ୍ୱରରୁ ଗିରଫ କରିଛି ା ସେ ହେଲେ ଆସିକାର ଭାଲୁ ଓରଫ...
ରାଜ୍ୟବାସୀଙ୍କ ଆଶା ଅନୁଯାୟୀ ବଜେଟ: ନବୀନ
ଭୁବନେଶ୍ୱର, ୨୯ା୬ (ବ୍ୟୁରୋ): ୨୦୧୯-୨୦ ବଜେଟ୍ ଉପସ୍ଥାପନା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟବାସୀଙ୍କ ଆଶା ଯାହା ଥିଲା, ତାହା ବଜେଟ୍ରେ ପ୍ରତିଫଳିତ ହୋଇଛି। ବଜେଟ୍ରେ କାଳିଆ ଯୋଜନାକୁ ବଢାଯିବା ସହ ସମସ୍ତ ଯୋଗ୍ୟ ଚାଷୀଙ୍କୁ ଏଥିରେ ସାମିଲ କରାଯାଇଛି। ମହିଳାଙ୍କ...
Archives


