Home

ଇମ୍ରାନଙ୍କ ଗସ୍ତ ପ୍ରଭାବହୀନ: ଭାରତରେ ୧୦ ହଜାର କୋଟି ଡଲାର ନିବେଶ କରିବ ସୌଦି

ନୂଆଦିଲ୍ଲୀ,୨୯।୯: ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠିବା ପରେ ବିଚଳିତ ହୋଇପଡିଥିବା ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଏବେ ଭାରତ ବିରୋଧରେ ସମର୍ଥନ ଯୋଗାଡ ପାଇଁ ଲାଗିପଡିଛନ୍ତି। ଏହି କ୍ରମରେ ସେ ଗତ ସପ୍ତାହରେ ସୌଦି ଗସ୍ତ କରିଥିଲେ। କିନ୍ତୁ ତାଙ୍କର ଏହି…

ସୁହାନାଙ୍କ ଡେବ୍ୟୁ ଫିଲ୍ମର ଟିଜର୍‌ ରିଲିଜ୍‌

ପ୍ରତୀକ୍ଷାର ଅନ୍ତ ଘଟିଛି। ଆଉ ଜଣେ ଷ୍ଟାର୍‌ କିଡ୍ସ ବଲିଉଡରେ ପାଦ ଥାପିବାକୁ ଯାଉଛନ୍ତି। ବଲିଉଡ୍‌ ବାଦଶାହ ଶାହରୁଖ ଖାନ୍‌ଙ୍କ ଝିଅ ସୁହାନା ଶେଷରେ ବଲିଉଡ୍‌ରେ ଏଣ୍ଟ୍ରି ମାରିଛନ୍ତି। ତାଙ୍କ ଡେବ୍ୟୁ ଫିଲ୍ମ ‘ଦ ଗ୍ରେ ପାର୍ଟ ଅଫ୍‌ ବ୍ଲୁ’ର ଟ୍ରେଲର…

ବିଧାନସଭା ଉପନିର୍ବାଚନ: ୩୨ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କଲା ଭାଜପା

ନୂଆଦିଲ୍ଲୀ, ୨୯।୯:୧୭ ରାଜ୍ୟର ୬୪ଟି ବିଧାନସଭା ଆସନ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଜଳରେ ହେବାକୁ ଥିବା ବିଧାନସଭା ଉପର୍ନିବାଚନ ପାଇଁ ରବିବାର ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାଜପା। ପ୍ରଥମ ପର୍ଯ୍ୟାୟରେ ମୋଟ ୩୨ ପ୍ରାର୍ଥୀଙ୍କ ନାମ ପ୍ରକାଶ ପାଇଛି।…

ବନ୍ୟା ପାଣିରେ ଫଶିଗଲେ ରିକ୍ସା ଚାଳକ, ଭୋ ଭୋ ହୋଇ କାନ୍ଦି ଜୀବନ ବଦଳରେ ବଞ୍ଚାଉଛନ୍ତି ରିକ୍ସା

ପାଟନା, ୨୯।୯: ବିହାରରେ ଗତ ଦୁଇଦିନ ହେବ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ବନ୍ୟା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସାମ୍ନା କରୁଛନ୍ତି। ଘରେ ବନ୍ୟା ପାଣି ପଶିଯିବାରୁ ଲୋକଙ୍କ ଆସବାବପତ୍ର ସବୁ ଭାସି…

ଏବେ ଦୃଷ୍ଟିହୀନ ବି ଦେଖିପାରିବେ ଦୁନିଆ….

ଏବେ ଅନ୍ଧତ୍ୱରୁ ସହଜରେ ମୁକ୍ତି ମିଳି ପାରିବ। ଦୀର୍ଘ ଦିନ ଗବେଷଣା କରିବା ପରେ ଭର୍ଜିନିଆ ବିଶ୍ୱବିଦ୍ୟାଳୟର ମେଡିସିନ୍‌ ସ୍କୁଲର ଏକ ଗବେଷଣା ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ପୃଥିବୀରେ ବାର୍ଷିକ ୨୦୦ ନିୟୁତ ଲୋକ ଦୃଷ୍ଟିହୀନତାର ଶିକାର ହୋଇଥାନ୍ତି। ତେବେ…

ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ଡି. ରାଜା

କଟକ ଅଫିସ୍‌,୨୯।୯: ସିପିଆଇ ସାଧାରଣ ସଂପାଦକ ଡି. ରାଜା ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ନିର୍ବାଚନବେଳେ ମୁଖ୍ୟମନ୍ତ୍ରୀ ଯାହା କହୁଥିଲେ ପରେ ତାହା ବିପରୀତ କରୁଛନ୍ତି। କେନ୍ଦ୍ର ସରକାରଙ୍କ କଥାରେ ଓଡ଼ିଶା ସରକାର ସହମତି ପ୍ରକାଶ କରୁଛନ୍ତି। ବିଜେଡିର…

ଲତା ମଙ୍ଗେସ୍‌କରଙ୍କୁ ଫୋନ କରି ଏମିତି କହିଲେ ମୋଦି

ନୂଆଦିଲ୍ଲୀ, ୨୯।୯: ସୁର ସମ୍ରାଜ୍ଞୀ ତଥା ଭାରତରତ୍ନ ଲତା ମଙ୍ଗେସ୍‌କର ୯୦ତମ ଜନ୍ମଦିନ ଶନିବାର ଧୁମଧାମରେ ପାଳନ କରିଛନ୍ତି। ଏହାର ଦିନକ ପରେ ନିଜ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ପୁଣି ଜନ୍ମଦିନର ଶୁଭେଚ୍ଛା ଜଣାଇବା…

ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ

ଜଗତ୍‌ସିଂହପୁର ଅଫିସ,୨୯।୯: ଜଗତ୍‌ସିଂହପୁର ମ୍ୟୁନିସିପାଲିଟି ଅଧୀନ ସୁଜଙ୍ଗ ଗ୍ରାମରେ ରବିବାର ଅପରାହ୍ନରେ ଦୁଇଜଣ ଶ୍ରମିକ ପାଇଖାନା ଭିତରୁ ସେଣ୍ଟ୍ରିଙ୍ଗ ଖୋଲୁଥିବା ସମୟରେ ଶ୍ୱାସରୁଦ୍ଧ ହୋଇ ପ୍ରାଣ ହରାଇଛନ୍ତି। ସେମାନେ ହେଲେ ସ୍ଥାନୀୟ ମରିଚାପଦ ଗ୍ରାମର ରବି ଭୋଇ (୨୮) ଓ ମଣ୍ଡାସାହିର…

ଶାଶୁ, ନଣନ୍ଦଙ୍କ ନାଁରେ ପ୍ରତାରଣା ଅଭିଯୋଗ ଆଣିଲେ ଐଶ୍ୱର୍ଯ୍ୟା ରାୟ

ପାଟନା,୨୯।୯: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ବୋହୂ ଐଶ୍ୱର୍ଯ୍ୟା ଶାଶୁ ରାବ୍ରିି ଦେବୀ ଏବଂ ନଣନ୍ଦ ମୀସା ଭାରତୀଙ୍କ ନାଁରେ ପ୍ରତାରଣା ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ମୋତେ ଶାଶୁ ଘରେ ଖାଇବାକୁ ଦିଆଯାଉ ନ ଥିଲା। ଏପରିକି ରୋଷେଇ…

ରଣବୀରଙ୍କ ଜନ୍ମଦିନ ପାର୍ଟିରେ ଯୋଗ ଦେଇଥିଲେ ଦୀପିକା, ପ୍ରଶଂସକ କଲେ ଟ୍ରୋଲ୍‌

ବିଗତ ଦିନରେ ଦୀପିକା ପାଦୁକୋନ୍‌ ଏବଂ ରଣବୀର କପୁରଙ୍କ ପ୍ରେମସମ୍ପର୍କକୁ ନେଇ ବଲିଉଡ୍‌ରେ ଖୁବ୍‌ ଚର୍ଚ୍ଚା ହେଉଥିଲା। ପରେ ବ୍ରେକ୍‌ଅପ୍‌କୁ ନେଇ ମଧ୍ୟ ଚର୍ଚ୍ଚା ଜୋର ଧରିଥିଲା। କିନ୍ତୁ ଏବେ ଦୁଇଜଣ ଭଲ ବନ୍ଧୁ ହୋଇଯାଇଛନ୍ତି। ୨୮ ସେପ୍ଟେମ୍ବର ଅର୍ଥାତ୍‌ ଗତକାଲି…

ପିଆଜ ରପ୍ତାନୀ ଉପରେ ଲାଗିଲା ରୋକ

ନୂଆଦିଲ୍ଲୀ,୨୯।୯: ଦେଶରେ ପିଆଜ ଦାମ ଆକାଶ ଛୁଇଁ ହୋଇଛି। ପିଆଜ ଦର କିଲୋ ପିଛା ୮୦ ଟଙ୍କାରେ ପହଞ୍ଚିଲାଣି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ରବିବାର ପିଆଜ ରପ୍ତାନୀ ଉପରେ ରୋକ ଲଗାଇଛି। କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ବିଭାଗ…

ଜମ୍ମୁ-କଶ୍ମୀରରେ ଆତଙ୍କବାଦ ଯୋଗୁ ଯାଇଛି ୪୧ ହଜାର ୮ଶହରୁ ଅଧିକ ଜୀବନ: ଶାହ

ନୂଆଦିଲ୍ଲୀ,୨୯।୯: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରର ସ୍ଥିିତି ସ୍ବାଭାବିକ ହେବାରେ ଲାଗିଛି। ଏଠାରେ ଟେଲିଫୋନ୍‌ ସେବା ବାଧାପ୍ରାପ୍ତ ହେବାକୁ ମାନବାଧିକାରର ଉଲ୍ଲଂଘନ ବୋଲି କହୁଥିବା ବିରୋଧୀ ଆତଙ୍କବାଦକୁ ପ୍ରଶୟ ଦେଉଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କହିଛନ୍ତି। ଦିଲ୍ଲୀର ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri