ଡ୍ରାଇଭରଙ୍କୁ ମାଡ଼ ମାରିି ଟାଟା ମ୍ୟାଜିକ୍ ଲୁଟ୍ ଘଟଣା: ୧୪ ମାସ ପରେ ଗାଡ଼ି ଜବତ, ୨ ଗିରଫ
ବାଲିଅନ୍ତା,୨୯ା୬(ଡି.ଏନ୍.ଏ.): ୧୪ମାସ ତଳେ ବାଲିଅନ୍ତା ଥାନା ପାହାଳ ଫାଣ୍ଡି ଅଧୀନ ଅନନ୍ତପୁରସ୍ଥିତ ଏକ ମଦ ଦୋକାନ ସମ୍ମୁଖରୁ ଜଣେ ଡ୍ରାଇଭରଙ୍କୁ ଲୁହାରଡରେ ମାଡ଼ମାରି ଟାଟା ମ୍ୟାଜିକ ଲୁଟ ଘଟଣାର ପର୍ଦ୍ଦାଫାଶ କରିଛି ବାଲିଅନ୍ତା ପୋଲିସ। ଘଟଣାରେ ସମ୍ପୃକ୍ତି ଥିବା ଦୁଇଜଣଙ୍କୁ...
ବିଶ୍ୱକୁ ବିପଦ ବାଣିଜ୍ୟ ଯୁଦ୍ଧ
ଓସାକା,୨୯ା୬ (ପି.ଟି./ଆଇଏଏନ୍ଏସ୍): ଜାପାନର ଓସାକାରେ ଶୁକ୍ରବାର ଜି-୨୦ ସମ୍ମିଳନୀ ଆରମ୍ଭ ହୋଇଛି। ଏଥିରେ ବିଶ୍ୱ ଅର୍ଥନୀତି, ବହୁପାକ୍ଷିକ ବାଣିଜ୍ୟ ଓ ବିକାଶ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ସ୍ଥାନ ପାଇଛି। ଏହି ଦୁଇଦିନିଆ ସମ୍ମିଳନୀରେ ନିଯୁକ୍ତି, ମହିଳା ସଶକ୍ତୀକରଣ ଓ ସ୍ବାସ୍ଥ୍ୟସେବା...
ବ୍ୟାଙ୍କରୁ ଚୋରି ଉଦ୍ୟମ: ଜଣେ ଅଟକ: ଗ୍ରୀଲ୍ ତାଡ଼ିଲେ, ତାଲା ଭାଙ୍ଗି ପଶିଲେ
କଟକ ଅଫିସ, ୨୯ା୬: ମଙ୍ଗଳାବାଗ ଥାନା ଠାରୁ ମାତ୍ର ୫୦୦ ମିଟର ଦୁର ଗୋପାଳସାହି ଅଞ୍ଚଳରେ ଥିବା ଭାରତୀୟ ଷ୍ଟେଟ୍ବ୍ୟାଙ୍କରୁ ଚୋରି ଉଦ୍ୟମ ହୋଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ବ୍ୟାଙ୍କର ଗ୍ରୀଲ୍ ତାଡିଥିଲେ। ଏହାପରେ...
୨ଦିନ ବିଧାନସଭା ଛୁଟି
ଭୁବନେଶ୍ୱର,୨୯।୬(ବ୍ୟୁରୋ): ଶନିବାର ଓ ରବିବାର ଦୁଇଦିନ ବିଧାନସଭା ବନ୍ଦ ରହିବ। ଶୁକ୍ରବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭାରେ ଏହି ଘୋଷଣା କରିଥିଲେ। ପୂର୍ବ ନିର୍ଦ୍ଧାରୀତ କାର୍ଯ୍ୟ ସୂଚୀ ଅନୁଯାୟୀ ଶନିବାର ସରକାରୀ କାର୍ଯ୍ୟଦିବସ ଥିଲା। ତେବେ ବିଧାନସଭା କାର୍ଯ୍ୟ...
ମା’ ମଙ୍ଗଳାଙ୍କ ମନ୍ଦିର ହୁଣ୍ଡି ଖୋଲିଲା: ୯ଲକ୍ଷ ୬୮ହଜାର ୨୪୬ଟଙ୍କା ମିଳିଲା
କାକଟପୁର,୨୯ା୬(ଡି.ଏନ୍.ଏ.): କାକଟପୁରସ୍ଥିତ ମା’ ମଙ୍ଗଳାଙ୍କ ମନ୍ଦିରରେ ଥିବା ଦାନହୁଣ୍ଡିକୁ ମନ୍ଦିର ଟ୍ରଷ୍ଟି ତଥା କାକଟପୁର ତହସିଲଦାର ରୋଜିନା ଦାସଙ୍କ ତତ୍ତ୍ୱାବଧାନରେ ମନ୍ଦିର କାର୍ଯ୍ୟାଳୟ ମଧ୍ୟରେ ଶୁକ୍ରବାର ଖୋଲାଯାଇଥିଲା। ହୁଣ୍ଡିରୁ ୯ଲକ୍ଷ ୬୮ହଜାର ୨୪୬ ଟଙ୍କା ବାହାରିଥିଲା। ସମସ୍ତ ଟଙ୍କାକୁ ସ୍ଥାନୀୟ...
ବାଣିଜ୍ୟ ବିବାଦର ସମାଧାନ ପାଇଁ ସହମତି
ଓସାକା,୨୯ା୬: ଜାପାନର ଓସାକାଠାରେ ଜି-୨୦ ରାଷ୍ଟ୍ରନେତାମାନଙ୍କ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ସହ ବିଭିନ୍ନ ଦ୍ୱିପାକ୍ଷିକ, ଆଞ୍ଚଳିକ ଏବଂ ଅନ୍ତର୍ଜାତୀୟ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏଥିରେ ବାଣିଜ୍ୟ, ପ୍ରତିରକ୍ଷା, ୫ଜି ଯୋଗାଯୋଗ...
ଦିବ୍ୟାଙ୍ଗ ଛାତ୍ରଙ୍କ ଭବିଷ୍ୟତ ଅନ୍ଧାର
ଭୁବନେଶ୍ୱର,୨୯ା୬(ବ୍ୟୁରୋ): କାଉନସିଲ ଅଫ୍ ହାୟର ସେକେଣ୍ଡାରି ଏଜୁକେଶନ (ସିଏଚ୍ଏସ୍ଇ) କର୍ତ୍ତୃପକ୍ଷଙ୍କ ଭୁଲ ପାଇଁ ଅନେକ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାରମୟ ହୋଇଯାଇଥିବାର ନଜିର ରହିଛି। ଏବେ ପୁଣି ଜଣେ ଛାତ୍ରଙ୍କ ଭବିଷ୍ୟତ ଅନ୍ଧାର ଆଡ଼କୁ ଠେଲିହୋଇଯିବାକୁ ବସିଛି। ଅଭିଯୋଗ ଜଣାଇବାକୁ ଯାଇ...
ସରକାରୀ ସ୍କୁଲରେ ପ୍ରଥମ ଥର ଶିକ୍ଷକ-ଅଭିଭାବକ ବୈଠକ
ଭୁବନେଶ୍ୱର,୨୯ା୬(ବ୍ୟୁରୋ): ରାଜ୍ୟରେ ଘରୋଇ ସ୍କୁଲ ତୁଳନାରେ ସରକାରୀ ବିଦ୍ୟାଳୟଗୁଡ଼ିକରେ ଲଗାତର ଭାବେ ନିରୁତ୍ସାହଜନକ ଫଳାଫଳ ହେଉଛି। ଉପସ୍ଥାନ ହ୍ରାସ ଏବେ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଦେଇଛି। ତେଣୁ ସରକାରୀ ଶିକ୍ଷାଦାନ ବ୍ୟବସ୍ଥାରେ ରହିଥିବା ତ୍ରୁଟି ସୁଧାରିବାକୁ ସରକାର ପ୍ରୟାସ କରିଛନ୍ତି।...
ଜୁଲାଇରୁ ଆରମ୍ଭ ହେବ ‘ନିର୍ଭୟ କଢି’
ଛତ୍ରପୁର,୨୯।୬(ଡି.ଏନ.ଏ.)-ଛତ୍ରପୁରସ୍ଥିତ ସର୍ବଶିକ୍ଷା ଅଭିଯାନ ସମ୍ମିଳନୀ କକ୍ଷରେ ଶୁକ୍ରବାର ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଜିଲା ଶିଶୁ ସୁରକ୍ଷା ସମିତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ଜିଲାରେ ଯେପରି ଗୋଟିଏ...
କର୍ମଚାରୀ ସଂଘର ସାଧାରଣ ସଭା : ଚିନିଶିଳ୍ପ ବନ୍ଦ ଲାଗି ଚକ୍ରାନ୍ତ ଚାଲିଛି
ଆସିକା,୨୯ା୬ (ଡି.ଏନ୍.ଏ.) -ଆସିକା ସମବାୟ ଚିନିଶିଳ୍ପ କର୍ମଚାରୀ ସଂଘର ସାଧାରଣ ସଭା ଶୁକ୍ରବାର ଚିନିଶିଳ୍ପ ପରିସରରେ ଏଆଇଟିୟୁସି ନେତା ବିଦେଶୀ ନାହାକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସଭାରେ ଏଆଇଟିୟୁସିର ରାଜ୍ୟ ସମ୍ପାଦକ ସୌରୀବନ୍ଧୁ କର ମୁଖ୍ୟ ଅତିଥି ଭାବେ ଯୋଗ...
ଆର୍ପିଆର୍ସିରେ ଅର୍କିଡାରିୟମ୍ ଲୋକାର୍ପିତ: ୯୩ ବନ୍ୟ ଅର୍କିଡ୍, ୨୧୭ ହାଇବ୍ରିଡ୍ ଅର୍କିଡ୍ ପ୍ରଦର୍ଶିତ
ଭୁବନେଶ୍ୱର, ୨୯ା୬(ବ୍ୟୁରୋ): ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର (ଆର୍ପିଆର୍ସି)ର ବଟାନିକାଲ୍ ଗାର୍ଡେନରେ ଶୁକ୍ରବାର ଅର୍କିଡାରିୟମ୍ ଲୋକାର୍ପିତ ହୋଇଯାଇଛି। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହାକୁ ଲୋକାର୍ପିତ କରି କହିଛନ୍ତି ଯେ, ଉଦ୍ଭିଦ ସଂରକ୍ଷଣ ଓ ଗବେଷଣା...
ଘରେ ଘରେ ଲାଗିବ ପ୍ରିପେଡ୍ ସ୍ମାର୍ଟ ମିଟର
ନୂଆଦିଲ୍ଲୀ,୨୯-୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଏନ୍ଡିଏ ସରକାର ସାରା ଦେଶରେ ୩୦ କୋଟି ପ୍ରିପେଡ୍ ସ୍ମାର୍ଟ ମିଟର ଲଗାଇବାକୁ ଯୋଜନା କରୁଛନ୍ତି। ବିଜୁଳି ଚୋରିକୁ ରୋକିବା ଉଦ୍ଦେଶ୍ୟରେ ଆସନ୍ତା ୩ ବର୍ଷ ଭିତରେ ଘରେ ଘରେ ସ୍ମାର୍ଟ ମିଟର...
Archives


