ପରିବା ବିକାଳିରୁ ମୁଖ୍ୟମନ୍ତ୍ରୀ
ଚଣ୍ଡିଗଡ଼,୨୭।୧୦: ଦୀପାବଳୀ ଅବସରରେ ଭାଜପା ନେତା ମନୋହର ଲାଲ ଖଟ୍ଟର ଦ୍ୱିତୀୟ ଥର ଲାଗି ହରିୟାଣାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ତାଙ୍କ ସହ ଭାଜପାକୁ ସମର୍ଥନ କରିଥିବା ଜେଜେପି ନେତା ଦୁଷ୍ୟନ୍ତ ଚୌତାଲା ମଧ୍ୟ ହରିୟାଣାର ଉପ ମୁଖ୍ୟମନ୍ତ୍ରୀ…
ଆମେରିକା ଟାର୍ଗେଟ୍ରେ ଆଇଏସ୍ ଆତଙ୍କବାଦୀ ବଗଦାଦି
ଓ୍ବାଶିଂଟନ,୨୭।୧୦: ଆଇଏସ୍ ଆତଙ୍କବାଦୀ ଅବୁ ବକର ଅଲ୍ ବଗଦାଦି ଆମେରିକା ସୈନ୍ୟ ବାହିନୀ ଟାର୍ଗେଟ୍ରେ ରହିଛନ୍ତି। ସିରିୟାରେ ଜାରି ରହିଥିବା ମିଳିତ ସର୍ଚ୍ଚ ଅପରେଶନ୍ରେ କିଛି ବଡ଼ ଖବର ମିଳିବାର ଆଶା ଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍ ଟ୍ରମ୍ପ୍ ଟୁଇଟ୍ କରି…
ଆଜି ଦୀପାବଳି: ପୟା ଶ୍ରାଦ୍ଧ ଲାଗି ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡ଼
ପୁରୀ ଅଫିସ,୨୭।୧୦: ପବିତ୍ର ଦୀପାବଳି ଅବସରରେ ରବିବାର ଶ୍ରୀକ୍ଷେତ୍ରରେ ପୟା ଶ୍ରାଦ୍ଧ ଦେବା ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହିଛି । ବାଇଶି ପାହାଚରେ ଶ୍ରାଦ୍ଧ ଦେବା ପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ହଜାର ହଜାର ଭକ୍ତ ପୁରୀକୁ ଆସିଥିବା ଦେଖିବାକୁ…
ଦୀପାବଳିରେ ପର୍ସରେ ରଖନ୍ତୁ ଗୋମତୀ ଚକ୍ର ହେବ ଧନ ପ୍ରାପ୍ତି…
ଧନ ପ୍ରାପ୍ତି ପାଇଁ ଗୋମତୀ ଚକ୍ରର ଉପଯୋଗ ବେଶ୍ ଗୁରୁତ୍ୱପୂର୍ଣ୍ଣ। ଏସମ୍ପର୍କରେ ଶାସ୍ତ୍ରରେ ଉଲ୍ଲେଖ ରହିଛି। ମାତା ଲକ୍ଷ୍ମୀ ସମୁଦ୍ରରୁ ଜାତ ହୋଇଥିବାରୁ ଶଙ୍ଖ, ଗୋମତୀ ଚକ୍ର, କଉଡ଼ି ଆଦି ମାତାଙ୍କର ଅତିପ୍ରିୟ। ଦୀପାବଳି ଅମାବାସ୍ୟାରେ ଗୋମତୀ ଚକ୍ରକୁ ମାତା ଲକ୍ଷ୍ମୀଙ୍କ…
ଦୀପାବଳିରେ ଶ୍ରୀଯନ୍ତ୍ର ପୂଜନ…
ଘରେ ସୁଖଶାନ୍ତି ପାଇଁ ଦୀପାବଳିରେ ଶ୍ରୀଯନ୍ତ୍ର ପୂଜନ ସହିତ ମହାଲକ୍ଷ୍ମୀଷ୍ଟକ ପାଠ କଲେ ସୁଫଳ ମିଳେ ବୋଲି ଶାସ୍ତ୍ରରେ ଉଲ୍ଲେଖ ରହିଛି। ଏହି ଦିନ ରାତିରେ ଘରେ ସାତଟି ଗୁଆ ଘିଅ ଦ୍ୱୀପ ଜଳାଇବା ସହିତ ଲକ୍ଷ୍ମୀ ଗଣେଶଙ୍କୁ ପୂଜା କଲେ…
ସୀମାରେ ସୁରକ୍ଷାକର୍ମୀଙ୍କ ଦୀପାବଳି
ଶିଲିଗୁଡି,୨୭।୧୦: ଭାରତ-ବାଂଲଦେଶ ସୀମାରେ ଥିବା ବିଓପି ଫୁଲବାରି ନିକଟରେ ଉଭୟ ଦେଶର ସୀମା ସୁରକ୍ଷା ଯବାନମାନେ ଦୀପାବଳି ଉତ୍ସବକୁ ଅତି ନିଆରା ଢଙ୍ଗରେ ପାଳନ କରିଛନ୍ତି। ଏମାନେ ପରସ୍ପର ମଧ୍ୟରେ ମିଠା ଅଦଳ ବଦଳ କରି ଦୀପାବଳି ଶୁଭକାମନା ଜଣାଇଛନ୍ତି। ଘରଠାରୁ…
କଣ୍ଠଶିଳ୍ପୀମାନେ ଓଡ଼ିଶାର ପରମ୍ପରାକୁ ନ ଭୁଲନ୍ତୁ: ଶ୍ୟାମାମଣୀ
କଟକ ଜିଲା ବାଙ୍କୀ ବ୍ଲକ ଅନ୍ତର୍ଗତ ସୁବର୍ଣ୍ଣପୁର ଗ୍ରାମରେ ୧୯୩୮ ଡିସେମ୍ବର ୨୧ରେ ଜନ୍ମଗ୍ରହଣ କରିଥିଲେ ବିଶିଷ୍ଟ ଓଡ଼ିଶୀ କଣ୍ଠସଙ୍ଗୀତ ଶିଳ୍ପୀ ଡ. ଶ୍ୟାମାମଣୀ ଦେବୀ। ସେ ପିଲାବେଳେ ଘର ପିଣ୍ଡାରେ ବସି ପାଲାଗୀତ ଶୁଣିଶୁଣି ସଙ୍ଗୀତ ପ୍ରତି ଆକୃଷ୍ଟ ହୋଇଥିଲେ।…
ପଦାତିକ ବାହିନୀ ଦିବସରେ ଶହୀଦ୍ଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ସେନା ମୁଖ୍ୟ ବିପିନ୍ ରାଓ୍ବତ୍
ନୂଆଦିଲ୍ଲୀ,୨୭।୧୦: ପଦାତିକ ବାହିନୀ ଦିବସ ଉପଲକ୍ଷେ ସେନା ମୁଖ୍ୟ ବିପିନ୍ ରାଓ୍ବତ୍ ନ୍ୟାସନାଲ୍ ଓ୍ବାର୍ ମେମୋରିଆଲ୍ଠାରେ ଶହୀଦ୍ଙ୍କୁ ରବିବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୂଚନାଯୋଗ୍ୟ, କଶ୍ମୀରରେ ୧୯୪୭ ଅକ୍ଟୋବର ୨୭ରେ ହୋଇଥିବା ପାକିସ୍ତାନ ଆକ୍ରମଣ ସମୟରେ ଦେଶ ପାଇଁ ଶହୀଦ୍ ହୋଇଥିବା…
ପୂର୍ବତନ ଭାଜପା ଅଧ୍ୟକ୍ଷ କମଲ ଶର୍ମାଙ୍କ ପରଲୋକ
ଚଣ୍ଡିଗଡ,୨୭।୧୦: ପଞ୍ଜାବ ଭାରତୀୟ ଜନତା ପାର୍ଟି(ଭାଜପା)ର ପୂର୍ବତନ ଅଧ୍ୟକ୍ଷ କମଲ ଶର୍ମାଙ୍କର ରବିବାର ସକାଳେ ପରଲୋକ ହୋଇଛି। ସକାଳେ ତାଙ୍କୁ ହୃଦଘାତ ହେବା ପରେ ଫିରୋଜପୁର ଜିଲାରେ ଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦୀପାବଳି ଥିବାରୁ ସେ…
କାହିଁକି ପାଳନ କରାଯାଏ ଦୀପାବଳି
ଆଲୋକର ପର୍ବ ଦୀପାବଳି ପୁରପଲ୍ଲୀ, ସହର ବଜାର ସବୁଠାରେ ଖୁବ୍ ଧୁମ୍ଧାମରେ ପାଳନ କରାଯାଇଥାଏ। ଓଡ଼ିଶାରେ ଏହିଦିନ ପିତୃପୁରୁଷଙ୍କୁ କାଉଁରିଆ କାଠି ଜଳାଇ ମନେପକାଯାଇଥାଏ। ହେଲେ ଏହାର ବିଭିନ୍ନ ଶାସ୍ତ୍ରୀୟ କିମ୍ବଦନ୍ତୀ ରହିଛି। ପୌରାଣିକ ମତାନୁଯାୟୀ, ଏହିଦିନ ଭଗବାନ୍ ବିଷ୍ଣୁ ହିରଣ୍ୟକଶିପୁଙ୍କୁ…
ସ୍ବାସ୍ଥ୍ୟ ବିଭାଗ ଅଧୀନରେ ହେବ ଜନ୍ମ ମୃତ୍ୟୁର ଇ-ପଞ୍ଜୀକରଣ
ଭୁବନେଶ୍ୱର, ୨୭ା୧୦(ବ୍ୟୁରୋ): ଏଣିକି ଜନ୍ମ ମୃତ୍ୟୁର ଇ-ପଞ୍ଜୀକରଣ କାର୍ଯ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ହାତକୁ ଆସିବ। ପୂର୍ବରୁ ଏହା ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ନିକଟରେ ଥିଲା। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…
ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଏସ୍ପିଙ୍କ ନାମରେ ଥାନାରେ ଏତଲା
ଯାଜପୁର ଅଫିସ,୨୭ା୧୦: ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀଙ୍କ ରହସ୍ୟଜନକ ମୃତ୍ୟୁକୁ ନେଇ ଜିଲା ଅଶାନ୍ତ ହେବାରେ ଲାଗିଛି। ଜିଲା ପୋଲିସର ସ୍ବଚ୍ଛ ତଦନ୍ତ ଉପରେ ବିରୋଧୀ ଭାଜପା ଓ କଂଗ୍ରେସ ପ୍ରଶ୍ନ ଉଠାଇଛି।…
Archives


