Home

ତେଜିଲା ମହିଳାଙ୍କ ମଦ ବିରୋଧି ଅଭିଯାନ

ଯୋଡ଼ା, ୨୯।୬ (ଡି.ଏନ.ଏ.)- କେନ୍ଦୁଝର ଜିଲାର ବିଭିନ୍ନ ଅଞ୍ଚଳରେ ଦିନକୁ ଦିନ ଚୋରାମଦର ପ୍ରସାର ଘଟି ଚାଲିଛି। ଏହି ଜିଲାର ଖଣିଖାଦନା ଭରା ଯୋଡା ଅଞ୍ଚଳରେ ମଧ୍ୟ ଚୋରାମଦର ପ୍ରସାର ଘଟିଥିବାରୁ ବିଭିନ୍ନ ସମୟର ଅପରାଧ ଘଟଣା ସାଙ୍ଗକୁ ପାରିବାରିକ...

ଯୁବକଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାସ : ଷଡଯନ୍ତ୍ରକାରୀ ମହିଳାଙ୍କ ସମେତ ୫ ଗିରଫ

ବହଳଦା,୨୯ା୬(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ବହଳଦା ଥାନା ପୋଲିସ ଏକ ହତ୍ୟା ଘଟଣାର ପର୍ଦ୍ଦାଫାସ କରି ଜଣେ ମହିଳାଙ୍କ ସମେତ ୫ ଜଣଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଗତ ମେ ୨୩ ତାରିଖ ଦିନ ବହଳଦା ଥାନା...

ଘରକୁ ଫେରିଲେ ଦୁବାଇରେ ଫସିଥିବା ୨ ଶ୍ରମିକ

ନୟାଗଡ଼ ଅଫିସ,୨୯।୬: ନୟାଗଡ଼ ଜିଲା ଓଡ଼ଗାଁ ବ୍ଳକ କୁରୁଡ଼ଙ୍ଗ ଗ୍ରାମରେ ଦୁବାଇରେ ଫସିଥିବା ୨ ଜଣ ଓଡିଆ ଶ୍ରମିକ ଶୁକ୍ରବାର ଘରକୁ ଫେରିଛନ୍ତି। ସେମାନେ ହେଲେ ପ୍ରତାପ ମହାରଣା(୨୫) ଓ ଗୁମାନ ମହାରଣା(୪୦)। ପ୍ରତାପ ଓ ଗୁମାନ ସମ୍ପର୍କରେ ଦାଦା...

ଗୋଠଛଡ଼ା ହାତୀ ଶାବକ ଚିନ୍ତାରେ ବନ ବିଭାଗ:ପାଟିରେ ଘା’, ବିଗୁଡୁଛି ସ୍ବାସ୍ଥ୍ୟ

ଢେଙ୍କାନାଳ ଅଫିସ, ୨୯।୬ ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ ରାସୋଳ ଥାନା ଅଧୀନ କନ୍ଧରା ସଂରକ୍ଷିତ ଜଙ୍ଗଲରେ ଗୋଠରୁ ଅଲଗା ହୋଇଯାଇଥିବା ହାତୀ ଶାବକର ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତାରେ ପଡ଼ିଛି ବନ ବିଭାଗ। ବାରମ୍ବାର ଉଦ୍ୟମ ସତ୍ତ୍ୱେ ହାତୀ ଛୁଆ...

ଆଏଜ୍‌ ବି ଘନାପେଡା ତେଲର ଚାହିଦା ଅଛେ

ଭବାନୀପାଟଣା, ୨୯ା୬ (ଡି.ଏନ୍‌.ଏ) : ମନୁଷ୍‌ ସମାଜର ବିକାଶ ସଂଗେ ଫିଦିନିଅଁ। ଚଲନିରେ ତେଲର ଉପକାରିତାକେ ସେ ଅନୁଭବ କରିଛେ। ଭିନେ ଭିନେ କିସମର ତୈଳବୀଜ ଚିନ୍‌ହଁଟ କରି ସେଥ୍‌ରୁ ତେଲ ବାହାର କରବାର କଉଶଲ ଉଦ୍‌ଭାବନ କରିଛେ। ଆଘ...

ସୁଜୁକାରେ ଭାରତର ରାଜୀବ ଶ୍ରେଷ୍ଠ ୧୦ର ନିକଟତର

ଭୁବନେଶ୍ୱର,୨୯।୬(ସ୍ପୋଟର୍‌ସବ୍ୟୁରୋ)- ଜାପାନର ସୁୁଜୁକାରେ ଅନୁଷ୍ଠିତ ଏଫ୍‌ଆଇଏମ୍‌ ଏସିଆ ରୋଡ୍‌ ରେସିଂ ଚାମ୍ପିଆନ୍‌ଶିପ୍‌ (ଏଆରସିସି)ର ଚତୁର୍ଥ ରାଉଣ୍ଡ ରେସ୍‌ରେ ଇଡେମିତ୍‌ସୁ ହୋଣ୍ଡା ଇଣ୍ଡିଆ ରେସିଂ ଟିମ୍‌ର ଚାଳକ ରାଜୀବ ସେଥୁ ଓ ସେନ୍ଥିଲ କୁମାର ଆକର୍ଷଣୀୟ ପ୍ରଦର୍ଶନ କରିଛନ୍ତି। ଶୁକ୍ରବାର ଶ୍ରେଷ୍ଠ...

ପାକିସ୍ତାନ ଲାଗି କର ବା ମର ସ୍ଥିତି

ଲିଡ୍ସ,୨୯।୬ (ପି.ଟି.)- ଚଳିତ ବିଶ୍ୱକପ୍‌ରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କରିଥିବା ପାକିସ୍ତାନ ଶନିବାର ଖେଳାଯିବାକୁ ଥିବା ପ୍ରଥମ ମ୍ୟାଚ୍‌ରେ ଅପେକ୍ଷାକୃତ ଦୁର୍ବଳ ଆଫଗାନିସ୍ତାନକୁ ଭେଟିବ। ଆରମ୍ଭରୁ ୩ଟି ପରାଜୟ ଓ ଗୋଟିଏ ବିନା ଫଳଫଳା ସହ ପାକିସ୍ତାନ ଲିଗ୍‌ ପର୍ଯ୍ୟାରୁ ବାଦ୍‌...

ଆଇସିସି ବିଶ୍ୱକପ୍‌: ନ୍ୟୁଜିଲାଣ୍ଡ ବିପକ୍ଷରେ ଅଷ୍ଟ୍ରେଲିଆ ଫେଭରାଇଟ

ଲଣ୍ଡନ, ୨୯।୬(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଶନିବାର ଖେଳାଯିବାକୁ ଥିବା ଦ୍ୱିତୀୟ ମ୍ୟାଚ୍‌ରେ ଦୁଇ ପଡୋଶୀ ଦେଶ ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ପରସ୍ପରକୁ ଭେଟିବେ। ଐତିହାସିକ ଲଡର୍‌ସ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ରେ ସେମିଫାଇନାଲରେ ପ୍ରବେଶ କରିସାରିଥିବା ଅଷ୍ଟ୍ରେଲିଆ...

ପୁରୀକୁ ଆସୁଥିବା ଭକ୍ତ ଆମ ଅତିଥି: ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ, ୨୮।୬: ମହାପ୍ରଭୁଙ୍କ ରଥଯାତ୍ରାକୁ ଭଲ ଭାବେ ପାଳନ କରିବା ଆମ ସମସ୍ତଙ୍କର ଦାୟିତ୍ୱ। ଏ ଦିଗରେ ସେବାୟତ ବନ୍ଧୁମାନେ ସବୁବେଳେ ସହଯୋଗ କରିଆସିଛନ୍ତି। ରଥଯାତ୍ରା ପାଇଁ ପୁରୀକୁ ଆସୁଥିବା ସବୁ ଭକ୍ତ ହେଉଛନ୍ତି ଆମର ଅତିଥି। ସେମାନେ...

ନ୍ୟୁୟର୍କରେ ୨୭ଲକ୍ଷ ଟଙ୍କାର ଜୋତା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ ରିଷି

ନ୍ୟୁୟର୍କ: ବଲିଉଡ୍‌ ଅଭିନେତା ରିଷି କପୁର ଏବେ ନ୍ୟୁୟର୍କରେ ନିଜର କ୍ୟାନସରର ଚିକିତ୍ସା କରାଉଛନ୍ତି। ନ୍ୟୁୟର୍କରେ ଥାଇ ମଧ୍ୟ ରିଷି ନିଜ ଜୀବନର ସମସ୍ତ ଅପଡେଟ୍‌ ଟୁଇଟର ଜରିଆରେ ଫ୍ୟାନ୍ସଙ୍କୁ ଦେଇଥାନ୍ତି। ଏହାରି ଭିତରେ ସେ ଏକ ମଜାଳିଆ ଟୁଇଟ...

ପୋଲାଭରମ୍‌ ପ୍ରଳକ୍ପକୁ ନେଇ ବିଧାନସଭାରେ ଉଦ୍‌ବେଗ: ଗୃହ କମିଟି ଗଠନ କରିବାକୁ ଦାବି

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ପୋଲାଭରମ୍‌ ପ୍ରକଳ୍ପ କାର୍ଯ୍ୟକୁ ନେଇ ବିଧାନସଭାରେ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ପୋଲାଭରମ୍‌ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ମାଲକାନଗିରିର ବହୁ ଜଙ୍ଗଲ ଓ ଆଦିବାସୀ ଗାଁ ବୁଡିଯିବ। ତୁରନ୍ତ ଏହି ପ୍ରକଳ୍ପକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri