ଛତିଶଗଡ଼ କଂଗ୍ରେସ ଅଧ୍ୟକ୍ଷ ପଦ ସମ୍ଭାଳିଲେ ମୋହନ ମାର୍କମ
ନୂଆଦିଲ୍ଲୀ,୨୮।୬: ଗୋଟିଏ ପଟେ କଂଗ୍ରେସର ସ୍ଥିତି ସାରା ଦେଶରେ ବିଗିଡି ଯାଇଥିବା ବେଳେ ଶୁକ୍ରବାର ଛତିଶଗଡ଼ ପ୍ରଦେଶ କଂଗ୍ରେସ କମିଟିର ଅଧ୍ୟକ୍ଷ ପଦ ସମ୍ଭାଳିଛନ୍ତି ମୋହନ ମାର୍କମ। ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲାଙ୍କ ସ୍ଥାନରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ମାର୍କମଙ୍କୁ...
ପ୍ରଥମ ଥର ପାଇଁ ମୁମ୍ବାଇ ଆସି ଫଶିଗଲେ ବିଦେଶିନୀ
ମୁମ୍ବାଇ,୨୮।୬: ମାୟାନଗରୀ ମୁମ୍ବାଇରେ ଶୁକ୍ରବାର ମୌସୁମୀ ବର୍ଷା ହୋଇଛି। ଏଥିପାଇଁ ସହରର ବିଭିନ୍ନ ସ୍ଥାନଗୁଡ଼ିକ ଜଳାର୍ଣ୍ଣବ ହୋଇଯାଇଛି। ଗୋଟିଏ ଦିନର ବର୍ଷାରେ ଲୋକେ ବେହାଲ ହୋଇପଡ଼ିଥିବା ବେଳେ ଘରୁ ବାହାରିବା ମୁସ୍କିଲ ହୋଇପଡ଼ିଛି। ବହୁ ସ୍ଥାନରେ ପାଣି ଭର୍ତ୍ତି ଯୋଗୁ...
ଘର ତିଆରି ପାଇଁ ଗଛକୁ ନ କାଟି କରିନେଲେ ନିଜ ପରିବାର ସଦସ୍ୟ
ଯଦି ଘର ତିଆରି କରିବାର ଥାଏ ଆମେ ପ୍ରଥମେ ସେହି ଜାଗାରେ ଥିବା ଗଛ କାଟି ସଫା କରିଥାଉ। ବୃକ୍ଷ ହିଁ ଜୀବନ ଜାଣି ମଧ୍ୟ ଆମେ ଏହା କରିବାକୁ ପଛାଇ ନ ଥାଉ। କିନ୍ତୁ ଏପରି ଗୋଟେ ପରିବାର...
ରାଜ୍ୟ ସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ୩ ନେତା
ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟ ସଭାକୁ ନିର୍ନ୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି ୩ ନେତା। ବିଜେଡିର ଅମର ପଟ୍ଟନାୟକ ଓ ସସ୍ମିତପାତ୍ର ଏବଂ ଭାଜପାର ଅଶ୍ୱିନୀ ବୈଷ୍ଣବଙ୍କୁ ରିଟର୍ଣ୍ଣିଂ ଅଫିସର ନିର୍ବାଚିତ ଘୋଷଣା କରିଛନ୍ତି। ୩ଟି ଆସନ ଲାଗି ତିନି ପ୍ରାର୍ଥୀ ଥିବାରୁ ସେମାନେ...
ରୋଗୀ ଆଣି ଆସୁଥିବା ବେଳେ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ: ଟ୍ରକ୍କୁ ଧକ୍କା ଦେଇ ବାଇକ୍କୁ ପିଟିଲା, ୭ ଗୁରୁତର
ସମ୍ବଲପୁର,୨୮।୬(ବ୍ୟୁରୋ): ସମ୍ବଲପୁର-ଅନୁଗୋଳ ଜାତୀୟ ରାଜପଥ ୫୫ ହାତୀବାରୀ ଛକଠାରେ ଶୁକ୍ରବାର ରୋଗୀ ଆଣି ଆସୁଥିବା ଏକ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୭ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଜିଲା ସଦର ଡାକ୍ତରଖାନାରେ ଚିକିତ୍ସା କରାଯାଉଥିବା ବେଳେ ଗୁରୁତର...
କାର୍ଯ୍ୟାଳୟରେ ମଦ୍ୟପାନ କରି ତାସ୍ ଖେଳୁଥିବା ୪ ସରକାରୀ କର୍ମଚାରୀ ନିଲମ୍ବିତ
ନୂଆଦିଲ୍ଲୀ,୨୮।୬: ରାଜଧାନୀ ଦିଲ୍ଲୀରେ ଯେଉଁଠି ଲୋକଙ୍କୁ ପାଣିର ସମସ୍ୟା ଲାଗିରହିଛି। ସେଠାରେ ଜଳ ବୋର୍ଡର କର୍ମଚାରୀଙ୍କ ବେପାରୁଆ ମନୋଭାବ ଦେଖିବାକୁ ମିଳିଛି। ଜଳ ବୋର୍ଡ କାର୍ଯ୍ୟାଳୟର କିଛି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। କାର୍ଯ୍ୟାଳୟରେ ୪ଜଣ...
ସଡ଼କ ଉପରେ ପର୍ଯ୍ୟଟକଙ୍କ କାର ସହ ଖେଳିଲେ ଗଜରାଜ
ରାମନଗର,୨୮।୬: ଆକ୍ସନ ମୁଡରେ ଗଜରାଜ। ଉତ୍ତରାଖଣ୍ଡର ରାମନଗର ନିକଟରେ ଥିବା ଭାକ୍ରାକୋଟରେ କିଛି ହାତୀ ପଲ ଉତ୍ପାତ ମଚାଇଛନ୍ତି। ରାସ୍ତାରେ ଠିଆ ହୋଇଥିବା ପର୍ଯ୍ୟଟକଙ୍କ ଗାଡ଼ିକୁ ଠେଲା ପେଲା କରି ଭାଙ୍ଗି ଦେଇଛନ୍ତି ହାତୀପଲ। ସୂଚନାଯୋଗ୍ୟ ଭକ୍ରାକୋଟ ରାମନଗରରୁ ୨୩...
କୋହଲିଙ୍କଠାରୁ ଦ୍ରୁତତମ ବାବର ଆଜାମ
ବର୍ମିଂହାମ,୨୮।୬- ପାକିସ୍ତାନର ଯୁବ ବ୍ୟାଟ୍ସମ୍ୟାନ ବାବର ଆଜାମ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ନିଜର ଆଇଡଲ ବୋଲି ମନେକରନ୍ତି। ହେଲେ ମାଇଲଷ୍ଟୋନ ସ୍ପର୍ଶ କରିବାରେ କୋହଲିଙ୍କଠାରୁ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ଦ୍ରୁତତମ। ବାବର ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱକପ୍ ମ୍ୟାଚ୍ରେ ଅପରାଜିତ ଶତକ...
ପାଣ୍ଡ୍ୟାଙ୍କୁ ୨ ସପ୍ତାହ ଦିଅନ୍ତୁ, ବିଶ୍ୱର ସର୍ବଶ୍ରେଷ୍ଠ ଅଲରାଉଣ୍ଡର କରିଦେବି: ବିସିସିଆଇକୁ କହିଲେ ଏହି ପାକିସ୍ତାନୀ କ୍ରିକେଟର
ଇସଲମାବାଦ୍, ୨୮।୬: ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ବିଶ୍ୱକପରେ ଜବରଦସ୍ତ ପ୍ରଦର୍ଶନ କରିଏପର୍ଯ୍ୟନ୍ତ ଅପରାଜୟ ରହିଛି। ଭାରତର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଲରାଉଣ୍ଡର ପ୍ରଦର୍ଶନ ବେଶ୍ ସହାୟକ ହୋଇଛି। କିନ୍ତୁ ପାଣ୍ଡ୍ୟାଙ୍କ ବୋଲିଂ ଏବଂ ବ୍ୟାଟିଂ ସନ୍ତୁଷ୍ଟ...
୪ ଜିଲାରେ ନିର୍ମାଣ ହେବ ସ୍ପୋଟର୍ସ କମ୍ପ୍ଲେକ୍ସ: ଅଲିମ୍ପିକ୍, ହକି ଯୋଗ୍ୟତାପର୍ଯ୍ୟାୟ ଖେଳ ପାଇଁ ୩୧ ଲକ୍ଷ ଟଙ୍କାର ଟିକେଟ ବିକ୍ରି ହୋଇଛି
ଭୁବନେଶ୍ୱର, ୨୮।୬(ବ୍ୟୁରୋ): ରାଜ୍ୟର ୪ଟି ଜିଲାରେ କ୍ରୀଡ଼ାର ବିକାଶ ପାଇଁ ସ୍ପୋଟର୍ସ କମ୍ପ୍ଲେକ୍ସ ନିର୍ମାଣ ହେବ। ଏହି ଜିଲାଗୁଡ଼ିକ ହେଲା ବରଗଡ଼, ଢେଙ୍କାନାଳ, ଝାରସୁଗୁଡ଼ା ଏବଂ ସମ୍ବଲପୁର। ଏ ନେଇ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ ସରିଛି। ଖୁବ୍ଶୀଘ୍ର କାର୍ଯ୍ୟ ଆରମ୍ଭ...
ବଡ଼ ଭାଇ ଜୋ’ଙ୍କ ହେବ ବିବାହ, ହେଲେ ଫ୍ରାନ୍ସରେ ରୋମାନ୍ସ କରୁଛନ୍ତି ପିସି-ନିକ୍
ମୁମ୍ବାଇ: ବିବାହ କରିବେ ହଲିଉଡ୍ ଗାୟକ ନିକ୍ ଜୋନାସଙ୍କ ବଡ଼ ଭାଇ ଜୋ’ ଜୋନାସ। ପୂର୍ବରୁ ଜୋ ପ୍ରେମିକା ସୋଫି ଟର୍ନରଙ୍କୁ ଗୁପ୍ତ ଭାବେ ବିବାହ କରିଥିଲେ ସୁଦ୍ଧା ପୁଣିଥରେ ପରମ୍ପରାନୁଯାୟୀ ବିବାହ କରିବେ। ଫ୍ରାନ୍ସରେ ଏହି ବିବାହ ଅନୁଷ୍ଠିତ...
ଖୋର୍ଦ୍ଧା ପୌରପରିଷଦ ବିରୋଧରେ ଜିଲାପାଳଙ୍କୁ ଅଭିଯୋଗପତ୍ର ପ୍ରଦାନ କରୁଛନ୍ତି ଭାଜପା କର୍ମୀ
ଖୋର୍ଦ୍ଧା ଅଫିସ, ୨୮ା୬: ଖୋର୍ଦ୍ଧା ପୌରପରିଷଦର ଖାମଖିଆଲି ନୀତି, ବିଭିନ୍ନ ଦୁର୍ନୀତି, ଅପରିଣାମଦର୍ଶିତା, ମାତ୍ରାଧିକ ରାଜନୈତିକ ହସ୍ତକ୍ଷେପ ଓ ଫନି କ୍ଷତିଗ୍ରସ୍ତଙ୍କ ତାଲିକାରେ ବ୍ୟାପକ ପାତର ଅନ୍ତର କରାଯାଉଥିବା ଭାଜପା ପକ୍ଷରୁ ଏକ ଅଭିଯୋଗପତ୍ର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି। ଭାଜପାର...
Archives


