Home

ସିଆର୍‌ପିଏଫ୍‌ ଟିମ୍‌ ଉପରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୨୬ା୧୦(ପି.ଟି.) : ଜମ୍ମୁ-କଶ୍ମୀର ରାଜଧାନୀ ଶ୍ରୀନଗରର କରନନଗର ଅଞ୍ଚଳରେ ସିଆର୍‌ପିଏଫ୍‌ର ଏକ ଟିମ୍‌ ଉପରେ ଆତଙ୍କବାଦୀମାନେ ଗ୍ରେନେଡ ମାଡ଼ କରିଛନ୍ତି। ଏଥିରେ କେହି ମୃତାହତ ହୋଇଥିବା ନେଇ ସୂଚନା ମିଳିନାହିଁ। ସିଆର୍‌ପିଏଫ୍‌ ଯବାନମାନେ ଚେକ୍‌ପଏଣ୍ଟରେ ମୁତୟନ ଥିଲାବେଳେ ଆତଙ୍କବାଦୀମାନେ ସେମାନଙ୍କୁ ଟାର୍ଗେଟ…

ଦୀପାବଳି ପାଇଁ ବନ୍ଦ ରହିବ ଶ୍ରୀପୁରୁଷୋତ୍ତମ ପ୍ରାର୍ଥନା କାର୍ଯ୍ୟକ୍ରମ

ପୁରୀ ଅଫିସ,୨୬ା୧୦:ରବିବାର ଆଲୋକର ପର୍ବ ଦୀପାବଳି। ଏହି ଅବସରରେ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁମାନଙ୍କ ଭିଡ଼ ଜମିବ। ମହାପ୍ରଭୁଙ୍କୁ ଦର୍ଶନ କରି ବାଇଶି ପାହାଚରେ ପୟାଶ୍ରାଦ୍ଧ କରିବା ପରେ ସିଂହଦ୍ୱାରରେ କାଉଁରିଆ କାଠି ଜାଳି ବଡ ବଡୁଆଙ୍କୁ ଡାକଦେବେ ଅନେକ ଶ୍ରଦ୍ଧାଳୁ। ଏଥିପାଇଁ ରାଜ୍ୟର…

ମାନସିକ ଚାପରୁ ମୁକୁଳି ବାତ୍ୟା ଅନୁଭୂତି ବଖାଣିଲେ ପିଲା

ପୁରୀ ଅଫିସ,୨୬ା୧୦: ବାତ୍ୟା ଫନୀରେ ପୁରୀ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଲକ୍ଷାଧିକ ଗଛ, ଘର, ବିଦ୍ୟୁତ୍‌ଖୁଣ୍ଟ ଭାଙ୍ଗି ପଡ଼ିିଥିଲା। ବାତ୍ୟା ପରେ ବିଦ୍ୟୁତ୍‌ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା। ଅନେକ ଲୋକ ପିଇବା ପାଣି ପାଇଁ ହୀନସ୍ତା ହୋଇଥିଲେ। ସ୍କୁଲ, କଲେଜ…

ବେଆଇନ ମେଡିସିନ ବିକ୍ରି ଅଭିଯୋଗ : ହୋମିଓପାଥିତ୍କ ଡାକ୍ତର ଗିରଫ

କୋରାପୁଟ,୨୬।୧୦(ସ୍ବ.ପ୍ର.) : କୋରାପୁଟ ସହରର ବସଷ୍ଟାଣ୍ଡ ଅଞ୍ଚଳରେ ଥିବା ଏକ ହୋମିଓପାଥିକ୍‌ କ୍ଲିନିକ୍‌ରେ ବେଆଇନ ମେଡିସିନ୍‌ ରଖିବା ଅଭିଯୋଗରେ ଶନିବାର କୋରାପୁଟ ଟାଉନ ପୋଲିସ ଜଣେ ଡାକ୍ତରଙ୍କୁ ଗିରଫ କରିଛି। ଏଥିସହିତ କ୍ଲିନିକରୁ ବହୁ ମେଡିସିନ୍‌ ମଧ୍ୟ ଜବତ କରାଯାଇଥିବା ଟାଉନ…

ନିଶା ବ୍ୟବସାୟକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ : ଦାଦା ଗୁରୁତର, ବର୍ତ୍ତିଗଲେ ପୁତୁରା

ବାଲେଶ୍ୱର ଅଫିସ, ୨୬।୧୦: ବାଲେଶ୍ୱର ସଦର ଥାନା ଅଧୀନ ରସାଳପୁର ଛେଳିଆପଦା ଛକ ନିକଟସ୍ଥ କାଳିମଣ୍ଡପ ପଡ଼ିଆରେ ଜଣେ ଦୁର୍ବୃତ୍ତ ନିଶା ବ୍ୟବସାୟକୁ କେନ୍ଦ୍ର କରି ଶନିବାର ମଧ୍ୟାହ୍ନ ୧୨ଟାରେ ଦାଦା ଓ ପୁତୁରାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଥିଲେ। ଧାରୁଆ…

କାର୍‌ ଓଲଟିଲା, ୫ ଗୁରୁତର

ସୋର, ୨୬।୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ୧୬ନଂ. ଜାତୀୟ ରାଜପଥ ଦହିସଡ଼ାଠାରେ ଶନିବାର ଅପରାହ୍ନ ସମୟରେ ଏକ କାର୍‌ (ନଂ. କେଏ୦୩ଏମ୍‌ଏକ୍ସ-୩୮୭୩) ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି। ଘଟଣାସ୍ଥଳରେ ୫ଜଣ ଗୁରୁତର ଆହତ ହୋଇଛନ୍ତି। ଜାତୀୟ ରାଜପଥ ଆମ୍ବୁଲାନ୍ସ ଓ…

ଦୀପାବଳିରେ କାହିଁକି ଲଗାଯାଏ କଳା ଟିକା

ପ୍ରତିବର୍ଷ କାର୍ତ୍ତିକ ମାସ କୃଷ୍ଣପକ୍ଷ ଅମାବାସ୍ୟା ତିଥିରେ ଦୀପାବଳି ପର୍ବ ପାଳନ କରାଯାଏ। ଚଳିତବର୍ଷ ମାତ୍ର ଗୋଟିଏ ଦିନ ପରେ ଅର୍ଥାତ୍‌ ୨୭ ତାରିଖ ରବିବାର ଏହି ଉତ୍ସବ ପାଳନ କରାଯିବ। ଦୀପାବଳିରେ ମା’ ଲକ୍ଷ୍ମୀ, ସିଦ୍ଧିଦାତା ଗଣେଶ ଏବଂ କୁବେର…

ସୁନ୍ଦରଗଡ଼ରେ ଇସ୍ରୋର ସ୍ବତନ୍ତ୍ର ପ୍ରଦର୍ଶନ ଯାନ : ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଲେ ଛାତ୍ରୀଛାତ୍ର

ସୁନ୍ଦରଗଡ଼, ୨୬।୧୦ (ଡି.ଏନ୍‌.ଏ. )-ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ)ର ଭ୍ରାମ୍ୟମାଣ ପ୍ରଦର୍ଶନ ଯାନ ଶନିବାର ସୁନ୍ଦରଗଡ ଠାରେ ପହଞ୍ଚିଥିଲା। ସୁନ୍ଦରଗଡରେ ଥିବା ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟର ପ୍ରାୟ ୨୦୦୦ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ, ଶିକ୍ଷକ ଓ ଜନସାଧାରଣଙ୍କ ପ୍ରଦର୍ଶନ ପାଇଁ ଏହି…

ଆବାସ ଯୋଜନା ପାଇଁ କଲ ସେଣ୍ଟର

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ଏଣିକି ଗ୍ରାମ୍ୟ ଗୃହ ନିର୍ମାଣ ଯୋଜନା ପାଇଁ କଲ ସେଣ୍ଟର ପ୍ରତିଷ୍ଠାହେବ। ପ୍ରତି ଜିଲାରେ କଲ ସେଣ୍ଟର ପ୍ରତିଷ୍ଠା କରାଯିବ ବୋଲି ବିଭାଗୀୟ ନିର୍ଦ୍ଦେଶକଙ୍କ ପକ୍ଷରୁ ସୂଚନା ମିଳିଛି। ଏ ନେଇ ସବୁ ଜିଲାର ପିଡି ଡିଆର୍‌ଡିଏଙ୍କୁ ବିଭାଗୀୟ…

ରାଶିଫଳ: ରବିବାର, ଅକ୍ଟୋବର ୨୭ ତାରିଖ – Daily Horoscope

ମେଷ ବାରମ୍ବାର ପ୍ରତିବନ୍ଧକ ମଧ୍ୟଦେଇ ବହୁପୂର୍ବରୁ ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ, କିନ୍ତୁ ଏଥିପାଇଁ ଅର୍ଥଶ୍ରାଦ୍ଧ ଓ ବୁଦ୍ଧି ଖର୍ଚ୍ଚ କରିବାକୁ ପଡିବ। ବନ୍ଧୁମାନଙ୍କ ସଙ୍ଗ ଲାଭରୁ ଧର୍ମକାର୍ଯ୍ୟ ପାଇଁ ପ୍ରେରଣା ମିଳିପାରେ। ବ୍ୟବସାୟରେ ନୂଆ ଯୋଜନା ଉପରେ ଗୁରୁତ୍ୱ…

ନାବାଳିକାଙ୍କୁ ବଳାତ୍କାର: ଯୁବକ ଗିରଫ

ପୁରୁଣା ଭୁବନେଶ୍ୱର, ୨୬।୧୦(ଡି.ଏନ୍‌.ଏ.): ଭୁବନେଶ୍ୱର ଏୟାରଫିଲ୍ମ ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ଉକ୍ତ ଅଞ୍ଚଳର ଜଣେ ଯୁବକ ବଳାତ୍କାର କରିଛନ୍ତି। ଏ ନେଇ ଶନିବାର ଏୟାରଫିଲ୍ମ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ବିଜୟ…

ବାଣ ବେପାର ନେଇ ଚିନ୍ତାରେ ବ୍ୟବସାୟୀ

ଆନନ୍ଦପୁର,୨୬।୧୦(ସ୍ବ.ପ୍ର.):କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ପକ୍ଷରୁ ୨୩ରୁ ୨୭ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ବାଣ ବିକ୍ରି ପାଇଁ ଅନୁମତି ମିଳିଥିବା ବେଳେ ଜନବସତି ଠାରୁ ଦୂରରେ ମାତ୍ର ୪ଟି ସ୍ଥାନରେ ବାଣ ବିକ୍ରି ଦୋକାନକୁ ଅନୁମତି ମିଳିଛି। ତେବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri