Home

ନାବାଳିକାଙ୍କୁ ବଳାତ୍କାର: ଯୁବକ ଗିରଫ

ପୁରୁଣା ଭୁବନେଶ୍ୱର, ୨୬।୧୦(ଡି.ଏନ୍‌.ଏ.): ଭୁବନେଶ୍ୱର ଏୟାରଫିଲ୍ମ ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ଉକ୍ତ ଅଞ୍ଚଳର ଜଣେ ଯୁବକ ବଳାତ୍କାର କରିଛନ୍ତି। ଏ ନେଇ ଶନିବାର ଏୟାରଫିଲ୍ମ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ବିଜୟ…

ବାଣ ବେପାର ନେଇ ଚିନ୍ତାରେ ବ୍ୟବସାୟୀ

ଆନନ୍ଦପୁର,୨୬।୧୦(ସ୍ବ.ପ୍ର.):କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ପକ୍ଷରୁ ୨୩ରୁ ୨୭ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ବାଣ ବିକ୍ରି ପାଇଁ ଅନୁମତି ମିଳିଥିବା ବେଳେ ଜନବସତି ଠାରୁ ଦୂରରେ ମାତ୍ର ୪ଟି ସ୍ଥାନରେ ବାଣ ବିକ୍ରି ଦୋକାନକୁ ଅନୁମତି ମିଳିଛି। ତେବେ…

ହ୍ବାଇଟ୍‌ ହାଉସରେ ଟ୍ରମ୍ପ ପାଳିଲେ ଦୀପାବଳି

ଓ୍ବାଶିଂଟନ,୨୬।୧୦: ଆମେରିକାର ରାଷ୍ଟ୍ରପତି ଭବନ ହ୍ବାଇଟ ହାଉସରେ ରାଷ୍ଟ୍ରପତି ଡୋନାଡ ଟ୍ରମ୍ପ ଶୁକ୍ରବାର ଦୀପାବଳି ଉତ୍ସବ ପାଳନ କରିଛନ୍ତି। ଭାରତରେ ପାଳନ କରାଯାଉଥିବା ଦୀପାବଳିର ୩ ଦିନ ପୂର୍ବରୁ ଟ୍ରମ୍ପ ଏହି ପର୍ବକୁ ପାଳନ କରିଛନ୍ତି। ଏହି ଅବସରରେ ସେ ହିନ୍ଦୁ…

ବଢିଲା ଫଡନଭିଶଙ୍କ ସମସ୍ୟା

ମୁମ୍ବାଇ,୨୬।୧୦: ଗତ ୪୦ ବର୍ଷ ମଧ୍ୟରେ ଦେବେନ୍ଦ୍ର ଫଡନବିଶ ଏକ ମାତ୍ର ମୁଖ୍ୟମନ୍ତ୍ରୀ ଯିଏ ସୁରୁଖୁରୁ ଭାବେ ନିଜର ୫ ବର୍ଷ କାର୍ଯ୍ୟକାଳ ପୂରଣ କରିଛନ୍ତି। ଏବେ ପୁଣିଥରେ ବିଧାନସଭା ନିର୍ବାଚନରେ ବିଜୟ ଲାଭ କରି ସେ ତାଙ୍କର ଦ୍ୱିତୀୟ ଇନିଙ୍ଗସ୍‌…

ପୋତା ଯାଇଥିବା ମୃତଦେହ ଉଦ୍ଧାର କଲା ପୋଲିସ

ଆନନ୍ଦପୁର,୨୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ଅତା ଗ୍ରାମରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। ପରିବାର ଲୋକେ ତରବରିଆ ଭାବେ ମୃତଦେହ ପୋତି ଦେଇଥିଲେ। ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ…

ବର୍ଷକୁ ଥରେ ମହାକାଳଙ୍କ ସେବା କରନ୍ତି ମହିଳା…

ମଧ୍ୟପ୍ରଦେଶ ଉଜ୍ଜୟନୀରେ ପ୍ରଭୁ ମହାକାଳଙ୍କ ସେବା ବର୍ଷରେ ଥରେ ମହିଳାମାନେ କରନ୍ତି। ଦୀପାବଳି ପୂର୍ବଦିନ ଦେବ ଦୀପାବଳି ଅବସରରେ ମହାକାଳଙ୍କ ପୂଜା କରୁଥିବା ସଦସ୍ୟଙ୍କ ପରିବାରର ମହିଳାମାନେ ଏପରି କରନ୍ତି। ପ୍ରଭୁଙ୍କୁ ଗରମ ପାଣିରେ ସ୍ନାନ କରାଯିବା ସହିତ ନାନା ନୀତି…

କୁସୁମୀ ନଦୀର ପ୍ରବଳ ସ୍ରୋତରେ ଭାସିଯାଇ ଯୁବକ ନିଖୋଜ

ଖଣ୍ଡପଡ଼ା,୨୬ା୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ କୁସୁମୀ ନଦୀରେ ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ଜଳ ପତନ ବୃଦ୍ଧିପାଇଛି। ନଦୀର ପ୍ରବଳ ସ୍ରୋତରେ ଖଣ୍ଡପଡ଼ା ସହରାଞ୍ଚଳ ୪ନଂ. ୱାର୍ଡ ମାଳିସାହିର ଶୁଧାଂସୁ ଶେଖର ମହାପାତ୍ର(୩୩) ଶନିବାର ଭାସିଯାଇ ନିଖୋଜ…

ଦୁଷ୍ୟନ୍ତଙ୍କ ପାଇଁ ଖୁସି ଖବର: ଅଜୟଙ୍କୁ ମିଳିଲା ଛୁଟି

ନୂଆଦିଲ୍ଲୀ,୨୬।୧୦: ହରିୟାଣାରେ ଭାଜପାକୁ ସମର୍ଥନ ଦେବାର ୨୪ ଘଣ୍ଟା ନ ପୁରୁଣୁ ଜନନାୟକ ଜନତା ପାର୍ଟି(ଜେଜେପି) ନେତା ଦୁଷ୍ୟନ୍ତଙ୍କ ପାଇଁ ଆସିଛି ଖୁସି ଖବର। ତିହାର ଜେଲ୍‌ରେ ଥିବା ଦୁଷ୍ୟନ୍ତଙ୍କ ପିତା ଅଜୟ ଚୌତାଲାଙ୍କୁ ଛୁଟି ମିଳିଥିବା ନେଇ ତିହାର ଜେଲ୍‌ର…

ଅଘଟଣ ଏଡ଼ାଇବାକୁ ଦୀପାବଳିରେ ଜଗିବେ ୫ ହଜାର ଆଗ୍ନିକ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ରବିବାର ଆଲୋକର ପର୍ବ ଦୀପାବଳି। ଏହି ସମୟରେ କୌଣସି ପ୍ରକାର ଅଘଟଣ ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନ ପାରେ। ତେବେ ସୁରକ୍ଷିତ ଦୀପାବଳି ପାଇଁ ଅଗ୍ନିଶମ ବିଭାଗ ଏକଦମ୍‌ ପ୍ରସ୍ତୁତ ଅଛି। ଯେକୌଣସି ଅଘଟଣ ଏଡ଼ାଇବାକୁ ୫ ହଜାର…

ଧନତେରାସ୍‌ରେ ଲକ୍ଷେ ୩୦ ହଜାର ସରକାରୀ କର୍ମଚାରୀଙ୍କ ଜମାଖାତାକୁ ଗଲାନି ଦରମା: ଆଇଏମ୍‌ଏଫ୍‌ଏସ୍‌ ସର୍ଭର ଡାଉନ୍‌

ଭୋପାଳ,୨୬।୧୦: ଧନତେରାସ୍‌ରେ ମଧ୍ୟପ୍ରଦେଶର ଲକ୍ଷେ ୩୦ ହଜାର ସରକାରୀ କର୍ମଚାରୀଙ୍କ ଜମା ଖାତାକୁ ଅକ୍ଟୋବର ମାସର ଦରମା ଯାଇ ପାରିନି। ସରକାରଙ୍କ ତାଗିଦ୍‌ ସତ୍ତ୍ୱେ ଏହା ସମ୍ଭବ ହୋଇ ପାରି ନାହିଁ। ଆଇଏମ୍‌ଏଫ୍‌ଏସ୍‌ ସର୍ଭର ଡାଉନ୍‌ ରହିବା ଯୋଗୁ ଦରମା ଜମାଖାତାକୁ…

ବଡ଼ ପରଦାରେ ଦୀପାବଳି

ମୁମ୍ବାଇ: ସବୁ ବଡ ବଡ ପର୍ବକୁ ରୁପେଲି ପରଦାରେ ଦେଖାଇବାକୁ ଚାହିଁଥାଆନ୍ତି ନିର୍ମାତା ନିର୍ଦ୍ଦେଶକ। ସେ ହୋଲି ହେଉ କି ଦୀପାବଳି, ଦଶହରା ହେଉ ଅବା ଗଣେଶ ପୂଜା। ସେମିତି ଦୀପାବଳିକୁ ନେଇ ମଧ୍ୟ ହିନ୍ଦୀ ଚଳଚ୍ଚିତ୍ର ଜଗତ ଦର୍ଶକଙ୍କ ନିକଟତର…

ରବିବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଖଟ୍ଟର, ଦୁଷ୍ୟନ୍ତ ଉପ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୬।୧୦: ହରିୟାଣା ରାଜନୀତିର ଅଙ୍କକଷା ଭିତରେ ରବିବାର ଭାଜପା ନେତା ମନୋହର ଲାଲ ଖଟ୍ଟର ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ରବିବାର ଅପରାହ୍ନ ୨ଟା ୧୫ରେ ସେ ଶପଥ ଗ୍ରହଣ କରିବେ। ଶନିବାର ରାଜ୍ୟପାଳଙ୍କୁ ଭେଟି ସେ ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri