Home

ଓଡ଼ିଶାରେ ଏବେ ବି ୩୨% ଗରିବ ଅଛନ୍ତି; ୨୦୧୧ ପରଠାରୁ ଗରିବ ଆକଳନ ହୋଇନାହିଁ: ପଦ୍ମନାଭ ବେହେରା

ଭୁବନେଶ୍ୱର,୨୭।୬(ବ୍ୟୁରୋ): ରାଜ୍ୟରେ ଗରିବ ବଢ଼ିଛି ନା କମିଛି। ଗରିବ ମାପିବାର ମାନଦଣ୍ଡ କ’ଣ। ଏହାକୁ କେନ୍ଦ୍ର ସରକାର କିମ୍ବା ରାଜ୍ୟ ସରକାର ସ୍ଥିର କରନ୍ତି। ଏବେ ରାଜ୍ୟରେ କେତେ ବ୍ୟକ୍ତି ଦାରିଦ୍ର୍ୟ ସୀମାରେଖା ତଳେ ରହିଛନ୍ତି। ଦାରିଦ୍ର୍ୟ ଦୂର କରିବାକୁ...

ଓଡ଼ିଶାରେ ୫୦୩ ଆର୍‌ଆଇ, ଅମିନ ପଦବୀ ଖାଲି

ଭୁବନେଶ୍ୱର,୨୭।୬(ବ୍ୟୁରୋ): ରାଜ୍ୟରେ ଆର୍‌ଆଇ ଏବଂ ଅମିନ ପଦବୀ ଖାଲିପଡ଼ିଥିବା ନେଇ ବିଧାନସଭାରେ ଉଭୟ ବିରୋଧୀ ଏବଂ ଶାସକ ଦଳର ସଦସ୍ୟମାନେ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଆର୍‌ଆଇ ନ ଥିବାରୁ ଡିମାର୍କେଶନ କାମ କରିହେଉନି। ବାତ୍ୟା ‘ଫନୀ’ରେ ଗରିବ ଲୋକଙ୍କ...

ଭାରତର ଶେଷ ଗାଁରେ ପାଦ ଦେଲେ ହୁଏ ଏପରି ଚମତ୍କାର…

ଭାରତରେ ଏପରି ଏକ ଗାଁ ରହିଛି, ଯେଉଁଠାକୁ ଗଲେ ଅର୍ଥ ସମସ୍ୟା, ଦାରିଦ୍ର୍ୟତା ଓ ଅଭାବ ଅନଟନ ଦୂର ହୋଇଯାଏ। ଏହି ଗଁା ହେଉଛି ଉତ୍ତରାଖଣ୍ଡର ମାଣା। ଯେଉଁ ଗାଁରେ ପାଦ ଦେଉ ଦେଉ ଲୋକଙ୍କ ଦାରିଦ୍ର୍ୟ ଦୂର ହୁଏ।...

ଯେଉଁଠି ଚା’, କଫି ଭଳି ପିଆଯାଏ କୋବ୍ରା ରକ୍ତ

ସାପକୁ ଭୋଜନ ଭାବେ ପ୍ରୟୋଗ କରିବା କିଛି ଦେଶରେ ପ୍ରଚଳିତ ରହିଛି। ଅନେକ ଦେଶରେ ସେନାଙ୍କୁ କୌଣସି ବିପଦଜ୍ଜନକ ପରିସ୍ଥିତିରେ ନିଜ ଜୀବନ ବଞ୍ଚାଇବାକୁ ସାପକୁ ମାରି ଖାଇବାର ପ୍ରଶିକ୍ଷଣ ମଧ୍ୟ ଦିଆଯାଏ। ମହିଳାମାନେ ଏହାକୁ ନିଜ ତ୍ୱଚାର ଉଜ୍ଜ୍ୱଳତା...

ଜମ୍ମୁ-କଶ୍ମୀରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୧ ମୃତ, ଅନେକ ଆହତ

ଶ୍ରୀନଗର, ୨୭।୬: ଜମ୍ମୁ-କଶ୍ମୀରର ଶୋପିଆନ୍‌ ଜିଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୧୧ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ ଅନେକ ଆହତ ହୋଇଛନ୍ତି। ଜଣେ ସ୍କୁଟି ଚାଳକକୁ ବଞ୍ଚାଇବା ଚକ୍କରରେ ଏକ ଟେମ୍ପୋ ଭାରସାମ୍ୟ ହରାଇ ଏକ ଖାଇକୁ ଖସିପଡିଥିଲା।...

ଭାଜପା ବିଧାୟକଙ୍କ ଦାଦାଗିରି: ସରକାରୀ ଅଧିକାରୀଙ୍କୁ କହିଲେ, ତୁମେ ଚାକିରି କରିପାରିବ ନାହିଁ

ଭୋପାଳ, ୨୭।୬: ମଧ୍ୟପ୍ରଦେଶରେ ଭାରତୀୟ ଜନତା ପାର୍ଟି ବିଧାୟକ ଆକାଶ ବିଜୟବର୍ଗୀୟ ଜଣେ ସରକାରୀ ଅଧିକାରୀଙ୍କୁ ପିଟି ଗିରଫ ହେବାର ଗୋଟିଏ ଦିନ ପରେ ପୁଣି ସେମିତି ଏକ ମାମଲା ସାମ୍ନାକୁ ଆସିଛି। ବିଦିଶା ବିଧାୟିକା ଲିନା ଜୈନ ଏକ...

କାଟିଙ୍ଗିଆ ବିଦ୍ୟାଳୟ ଜମି ଜବରଦଖଲ ଘଟଣା : ପ୍ରଶାସନ ପକ୍ଷରୁ କରାଗଲା ଉଚ୍ଛେଦ

ଦାରିଙ୍ଗବାଡ଼ି, ୨୭ା୬(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାଟିଙ୍ଗିଆ ପଞ୍ଚାୟତରେ ରହିଥିବା ମହର୍ଷି ଦୟାନନ୍ଦ ଉଚ୍ଚ ବିଦ୍ୟାଳୟ ଜମିରେ ଗୋଟିଏ ପରିବାର ଦୀର୍ଘବର୍ଷ ଧରି ଜବରଦଖଲରେ ଘର କରି ରହିଥିଲେ ା ଏନେଇ ପ୍ରଶାସନ ପକ୍ଷରୁ ଗୁରୁବାର ଜମି...

ମହମ୍ମଦ ବାଜିଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ ‘ଦେଶ ଜଣେ ସଚ୍ଚା ଗାନ୍ଧୀବାଦୀଙ୍କୁ ହରାଇଲା’

ଭୁବନେଶ୍ୱର,୨୭।୬(ବ୍ୟୁରୋ): ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ମହମ୍ମଦ ବାଜିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକପ୍ରକାଶ କରିଛନ୍ତି। ଏହି ଉପଲକ୍ଷେ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବର୍ଗତ ବାଜି ଭାରତୀୟ ମୁକ୍ତି ସଂଗ୍ରାମର ଅନନ୍ୟ ଯୋଦ୍ଧା ଥିଲେ। ସେ ମହାତ୍ମା ଗାନ୍ଧୀଙ୍କ...

ଟିଡିପିକୁ ପୁଣି ଝଟକା: ଭାଜପାରେ ମିଶିବେ ପୂର୍ବତନ ମନ୍ତ୍ରୀ

ହାଇଦ୍ରାବାଦ୍‌,୨୭ା୬:ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲୁଗୁ ଦେଶମ ପାର୍ଟିର ଅଧ୍ୟକ୍ଷ ଏନ ଚନ୍ଦ୍ରବାବୁ ନାଇଡୁଙ୍କୁ ପୁଣି ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ମନ୍ତ୍ରୀ ପେଦ୍ଦୀ ରେଡ୍ଡୀ ଦଳରୁ ଇସ୍ତଫା ଦେଇ ଭାଜପାରେ ସାମିଲ ହେବାକୁ ଯାଉଛନ୍ତି। ପୂର୍ବରୁ ଲଙ୍କା...

‘ଦୋସ୍ତାନା-୨’ରେ ଜାହ୍ନବୀଙ୍କ ସହ ରୋମାନ୍ସ କରିବେ ଏହି ଅଭିନେତା

ନିଜର ପ୍ରଥମ ସିନେମା ‘ଧଡକ’ରେ ଶ୍ରୀଦେବୀ ତନୟା ଜାହ୍ନବୀ କପୁର ଦର୍ଶକଙ୍କୁ ପ୍ରଭାବିତ କରି ଖୁବ ପ୍ରଶଂସା ସାଉଁଟିଥିଲେ। ଏବେ ସେ କରଣ ଜୋହରଙ୍କ ଆଗାମୀ ସିନେମା ଦୋସ୍ତାନା-୨ରେ ନଜର ଆସିବେ। ଏହି ଫିଲ୍ମରେ ତାଙ୍କ ସହ ନଜର ଆସିବେ...

ଶିଶୁପୁତ୍ରଙ୍କୁ ଘରେ ତାଲା ପକାଇ ପଳାଇଲେ ମା’, ଉଦ୍ଧାର କଲା ଚାଇଲ୍ଡଲାଇନ୍‌

କଟକ ଅଫିସ,୨୭।୬: କଟକ ଜିଲା ବିଡ଼ାନାସୀ ଥାନା ଅଧୀନରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ବନ୍ଦ ଘରୁ ୪ ବର୍ଷର ଶିଶୁପୁତ୍ରଙ୍କୁ ଉଦ୍ଧାର କରାଯାଇଛି। ତେବେ ଶିଶୁଙ୍କୁ ଘରେ ଭିତରେ ରଖି ବାହାରୁ ତାଲା ପକାଇ...

ସାମ୍ବାଦିକ ତରୁଣ ଆଚାର୍ଯ୍ୟ ହତ୍ୟା ମାମଲା ରାୟ ପ୍ରକାଶ : ୫ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ଖଲିକୋଟ, ୨୭ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଖଲିକୋଟର ବହୁ ଚର୍ଚ୍ଚିତ ସାମ୍ବାଦିକ ତରୁଣ ଆଚାର୍ଯ୍ୟ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଖଲିକୋଟ ଏଡିଜେ ଶ୍ରୀନିବାସ ପ୍ରତିହାରୀ ୩୦୨/୧୨୦ ବି ଦଫା ସହିତ ବିଭିନ୍ନ ଦଫାରେ ମୁଖ୍ୟ ଅଭିଯୁକ୍ତ ଶ୍ୟାମସୁନ୍ଦର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri