ବଜ୍ରପାତରେ ଛେଳି ଚରାଳିଙ୍କ ମୃତ୍ୟୁ
ଭଞ୍ଜନଗର,୨୮।୯(ଡି.ଏନ୍.ଏ.): ଭଞ୍ଜନଗର ଥାନା ଡୁମାକୁମ୍ପାରେ ଶନିବାର ଅପରାହ୍ନରେ ବଜ୍ରପାତରେ ଜଣେ ଛେଳିଚରାଳି ମୃତ୍ୟୁବରଣ କରିଛନ୍ତି। ସେହେଲେ ଅମୁଲ୍ୟ ଗୌଡ (୨୭)। ଏଥିସହ ଜୁରିଆ ଗୌଡ (୫୯) ଗୁରୁତର ଆହତ ହୋଇଛନ୍ତି। ଜୁରିଆଙ୍କୁ ସ୍ଥାନୀୟ ହସ୍ପିଟାଲରେ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ…
କମ୍ପ୍ୟୁଟର ସାମ୍ନାରେ ଅଧିକ ସମୟ ବସୁଥିଲେ ହୋଇପାରେ ଏହି ସମସ୍ୟା
ଆଜିକାଲି ଅଧିକାଂଶ ଲୋକ ଅଫିସରେ ଅଧିକ ସମୟ କମ୍ପ୍ୟୁଟର ସାମ୍ନାରେ ବସି କାର୍ଯ୍ୟ କରିଥା’ନ୍ତି। ମାତ୍ର ଏହା ଦ୍ୱାରା ଚକ୍ଷୁ ଉପରେ କୁପ୍ରଭାବ ପଡ଼ିଥାଏ। ତେଣୁ କାର୍ଯ୍ୟର ଆବଶ୍ୟକତା ସହ ନିଜ ଚକ୍ଷୁ ପ୍ରତି ଧ୍ୟାନ ଦେବା ଜରୁରୀ। ଆସନ୍ତୁ ଜାଣିବା…
ଜୁନାଗଡ଼ ଗଣବଳାତ୍କାର ମାମଲା : ମୋଟ ଗିରଫ ସଂଖ୍ୟା ୧୦, ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଏସ୍ପି
ଭବାନୀପାଟଣା,୨୮।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଗଣ ବଳାତ୍କାର ମାମଲା ନୂଆମୋଡ଼ ନେଇଛି। ଶୁକ୍ରବାର ପୀଡ଼ିତା ମୁଖ୍ୟ ଅଭିଯୁକ୍ତ ଲଳିନ୍ଦ୍ର ଶବର ତାଙ୍କୁ ଗିରଫ କରା ନ ଗଲେ ଆତ୍ମହତ୍ୟା କରିବେ ବୋଲି ଗଣମାଧ୍ୟମ ସମ୍ମୁଖରେ ପ୍ରକାଶ କରିବା ପରେ ଯାଦବ ସମାଜ…
ବ୍ରାଉନ୍ସୁଗାର ବେପାରୀଙ୍କ ଘର ଉପରେ ଚଢ଼ାଉ : ଲକ୍ଷାଧିକ ଟଙ୍କା ସହ ସୁନାଗହଣା, ବାଇକ୍ ଜବତ
ବାଲେଶ୍ୱର ଅଫିସ/ଜଳେଶ୍ୱର, ୨୮ା୯: ବାଲେଶ୍ୱର ଅରଡ଼ବଜାରସ୍ଥିତ ମସଜିଦ୍ ଗଳିର ବ୍ରାଉନ୍ସୁଗାରର ମୁଖ୍ୟ ବ୍ୟବସାୟୀ ସେକ୍ ରାଜା ଗିରଫ ହେବା ପରେ ଆନ୍ତଃରାଜ୍ୟ ଏବଂ ଜାତୀୟ ସ୍ତରରେ ବ୍ରାଉନ୍ସୁଗାର ବ୍ୟବସାୟୀ ସମ୍ପର୍କରେ ବହୁ ତଥ୍ୟ ଏସଟିଏଫ୍ (ସ୍ବତନ୍ତ୍ର ଟାସ୍କ ଫୋର୍ସ) ଓ ଜିଲା…
ବେଆଇନ କରତକଳ ଉପରେ ଚଢ଼ାଉ : ୩ ମାଲିକଙ୍କ ସମେତ ୧୧ ଅଟକ
ଭୋଗରାଇ, ୨୮।୯(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ୩ଟି ବେଆଇନ କରତକଳ ଉପରେ ଶନିବାର ଟାସ୍କଫୋର୍ସ ଓ ପୋଲିସ୍ ଆକସ୍ମିକ ଭାବେ ଚଢ଼ାଉ କରିଛି। ଚନ୍ଦନେଶ୍ୱର ନିକଟବର୍ତ୍ତୀ ଚଣ୍ଡୀସିଂପୁର, ଜଗନ୍ନାଥପୁର ଓ ନିମାତ୍ପୁର ନିକଟସ୍ଥ ବେଲାଗ୍ରାମରେ ବେଆଇନ ଭାବେ କରତକଳ…
ମା’ ସୁରେଶ୍ୱରୀଙ୍କ ଧବଳମୁଖୀ ବେଶ
ସୋନପୁର,୨୮।୯(ନି.ପ୍ର.) : ପବିତ୍ର ମହାଳୟା ତିଥିରେ ସୁବର୍ଣ୍ଣପୁର ଗଡଜାତର ଇଷ୍ଟଦେବୀ ମା’ ସୁରେଶ୍ୱରୀ ଧବଳମୁଖୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଛନ୍ତି। ସୁବର୍ଣ୍ଣପୁରର ଐତିହାସିକ ବଳିଯାତ୍ରା ଆରମ୍ଭ ହେଉଥିବା ବେଳେ ଶନିବାର ଭକ୍ତମାନେ ବାଉତି ଛତ୍ର ଓ ଦେବୀ ମା’ଙ୍କ ବେଶ ଦେଖିବାର…
ଯାତ୍ରୀ ବିଶ୍ରାମାଗାର ଭଙ୍ଗା ହେଲେ ଆନ୍ଦୋଳନ ଚେତାବନୀ
ବଇଣ୍ଡା,୨୮।୯(ଡି.ଏନ.ଏ.) : ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ସାନହୁଲା ପଞ୍ଚାୟତ ସାନହୁଲା କ୍ରସର ଛକଠାରେ ଥିବା ଯାତ୍ରୀ ବିଶ୍ରାମାଗାରକୁ ଭାଙ୍ଗି ଦେବା ପାଇଁ ଯୋଜନା କରାଯାଉଛି। ଏହାକୁ ସାନହୁଲା କ୍ରସରସାହି ବାସିନ୍ଦା ବିରୋଧ କରିବା ସହ ଆନ୍ଦୋଳନ କରିବେ ବୋଲି ନିଷ୍ପତି…
ବର୍ଷାଜଳ ନିଷ୍କାସନ ନ ହେବା ନେଇ ଉଦ୍ବେଗ : କଂଗ୍ରେସ ପକ୍ଷରୁ ଆନ୍ଦୋଳନ ଧମକ
ହିଞ୍ଜିଳିକାଟୁ,୨୮।୯(ଡି.ଏନ୍.ଏ.): ଚଳିତବର୍ଷ ବିଭିନ୍ନ ସମୟରେ ପ୍ରବଳ ବର୍ଷା ହୋଇଥିବା ବେଳେ ନଦୀରେ ସଠିକ୍ ଭାବରେ ଜଳ ନିଷ୍କାସନ ହୋଇ ନ ପାରିବାରୁ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକର ବିଭିନ୍ନ ପଞ୍ଚାୟତରେ ବନ୍ୟା ପରିସ୍ଥିତି ସୃଷ୍ଟିହୋଇଛି। ହିଞ୍ଜିଳିକାଟୁ ବ୍ଲକର ଗଣ୍ଡଳା, ବେଲଗାଁ, ଧୋବାଡ଼ି,…
ମେଡିକାଲରୁ ଆଉ ୨ ଦଲାଲ ଗିରଫ
ଭଦ୍ରକ ଅଫିସ, ୨୮ା୯: ଭଦ୍ରକ ଜିଲା ଚିକିତ୍ସାଳୟରୁ ଶନିବାର ଆଉ ୨ ଦଲାଲଙ୍କୁ ଗିରଫ କରିଛି ଟାଉନ ଥାନା ପୋଲିସ। ରାଜ୍ୟ ସରକାର ମେଡିକାଲ ଓ ଆର୍ଟିଓକୁ ଦଲାଲମୁକ୍ତ କରିବା ପାଇଁ ନିର୍ଦ୍ଦେଶ ଦେବା ପରେ ପୋଲିସ ତତ୍ପର ହୋଇଉଠିଛି। ଏହାପୂର୍ବରୁ…
ସୁସ୍ଥ ରହିବାକୁ ହେଲେ ଖାଆନ୍ତୁ ବ୍ଲଡ୍ ଗ୍ରୁପ୍ ଅନୁସାରେ ଖାଦ୍ୟ: ଜାଣନ୍ତୁ କେଉଁ ବର୍ଗ ପାଇଁ କ’ଣ ରହିଛି ଡାଏଟ୍ ପ୍ଲାନ୍
ଅନେକ ସମୟରେ ଖାଦ୍ୟପେୟର ପ୍ରଭାବ ସ୍ବାସ୍ଥ୍ୟ ଉପରେ ପଡ଼ିଥାଏ। ସୁସ୍ଥ ରହିବାକୁ ହେଲେ ଉପଯୁକ୍ତ ଖାଦ୍ୟସେବନ କରିବା ଜରୁରୀ। ତେବେ ଆଜିକାଲିର ବ୍ୟସ୍ତବହୁଳ ସମୟରେ ଲୋକମାନେ ଡାଏଟ୍ ପ୍ଲାନ୍ ଉପରେ ଧ୍ୟାନ ଦେଉଛନ୍ତି। ଏପରି କରିବା ଦ୍ୱାରା ଶରୀର ସୁସ୍ଥ ରହିଥାଏ।…
ବିସ୍ମୟ ସ୍ତମ୍ଭ : ୧୬୦୦ ବର୍ଷ ପରେ ବି ଏଥିରେ ଲାଗିନାହିଁ କଳଙ୍କି
ବିଶ୍ୱରେ ଏମିତି କିଛି ଜିନିଷ ଅଛି, ଯାହା ସମ୍ପର୍କରେ ଜାଣିଲେ ବିସ୍ମୟ ସୃଷ୍ଟି ହେବ। ଏମିତି ଏକ ଜିନିଷ ବିଷୟରେ କହିବାକୁ ଯାଉଛୁ, ଯାହା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ସାଧାରଣତଃ କିଛିଦିନ ପରେ ଲୁହାରେ କଳଙ୍କି ଲାଗିଯାଇଥାଏ। କିନ୍ତୁ କୁତବମୀନାର…
ଏପରି ଚାକିରି ଯେଉଁଠି ଶୋଇଲେ ମିଳେ ଦରମା ୧୩ ଲକ୍ଷ…
ନାସା ପକ୍ଷରୁ କେତେକ ସମୟରେ ଏକ ଚାକିରୀର ବିଜ୍ଞାପନ ଦିଆଯାଇଥାଏ। ଏଥିରେ ନିଯୁକ୍ତି ପାଇଥିବା ବ୍ୟକ୍ତିଙ୍କୁ ୭୦ ଦିନ ପାଇଁ କେବଳ ଶୋଇବାକୁ ପଡ଼ିବ। ନାସା ଏଭଳି ବ୍ୟକ୍ତିଙ୍କୁ ୧୯ହଜାର ଡଲାର ଅର୍ଥାତ୍ ୧୩ ଲକ୍ଷ ୪୨ ହଜାର ୫ ଶହ…
Archives


