ମହାନଦୀ ଜଳବିବାଦ: ଉଭୟ ରାଜ୍ୟ ଗସ୍ତ କରିବେ ବୈଷୟିକ ଟିମ୍, ନଭେମ୍ବର ୩୦ରେ ପରବର୍ତ୍ତୀ ଶୁଣାଣି
ଭୁବନେଶ୍ୱର,୨୮।୯(ବ୍ୟୁରୋ): ଓଡ଼ିଶା ଓ ପଡ଼ୋଶର ଛତିଶଗଡ଼ ମଧ୍ୟରେ ଲାଗି ରହିଥିବା ମହାନଦୀ ଜଳ ବିବାଦର ଶନିବାର ଟ୍ରିବ୍ୟୁନାଲ ଶୁଣାଣି କରିଛନ୍ତି। ଉଭୟ ରାଜ୍ୟର ବୈଷୟିକ ଟିମ୍ ୨ ରାଜ୍ୟ ଗସ୍ତ କରିବେ। ଏହାପରେ ନଭେମ୍ବର ୩୦ରେ ପରବର୍ତ୍ତୀ ଶୁଣାଣି ପାଇଁ ଦିନ…
ଲାଞ୍ଚୁଆ ଅଧିକାରୀଙ୍କୁ ଚିହ୍ନାଇବେ ଦଲାଲ, ତା’ ପରେ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଭୁବନେଶ୍ୱର,୨୮।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ପରିବହନ କାର୍ଯ୍ୟାଳୟକୁ ଦଲାଲ ମୁକ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ପରେ ଗତ ଦୁଇ ଦିନରେ ରାଜ୍ୟର ବିଭିନ୍ନ ଆର୍ଟିଓ କାର୍ଯ୍ୟାଳୟରୁ ଏକାଧିକ ଦଲାଲଙ୍କୁ ଗିରଫ କରାଯାଇଛି। ଏନେଇ ଶନିବାର ପ୍ରତିକ୍ରିୟା ରଖି ପରିବହନ ମନ୍ତ୍ରୀ…
ବିଜେପୁର ଉପନିର୍ବାଚନ: ପୋଲିସର ଉଚ୍ଚସ୍ତରୀୟ ବୈଠକ
ବରଗଡ଼ ଅଫିସ, ୨୮।୯: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ଅକ୍ଟୋବର ୨୧ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ସବୁ ରାଜନୈତିକ ଦଳ ତତ୍ପର ହୋଇପଡିଥିବା ବେଳେ ପୋଲିସ, ପ୍ରଶାସନ ମଧ୍ୟ ପଛରେ ପଡ଼ିନାହାନ୍ତି। ନିର୍ବାଚନକୁ ଅବାଧ, ନିରପେକ୍ଷ ଓ ଶୃଙ୍ଖଳିତ କରିବା…
ବ୍ୟାୟାମ କରିବା ସମୟରେ ପଡ଼ିଗଲେ ଅମୀରଙ୍କ ଝିଅ, ଭିଡିଓ ଭାଇରାଲ
ଅମୀର ଖାନ୍ଙ୍କ ଝିଅ ଇରା ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ବ୍ୟାୟାମ କରିବା ସମୟରେ ସେ ପଡ଼ିଯାଇଥିବା ନଜର ଆସିଛି। ଇରା ଜିମ୍ ସେଣ୍ଟରରେ ଏକ ରଡ୍ରେ ଓହଳି ବଡି ମୁଭ୍ ପାଇଁ ଚେଷ୍ଟା କରୁଥିଲେ। ଏହି…
କଲ୍ଲୀ ପୁରୀଙ୍କୁ ମିଳିଲା ମିଡିଆ କ୍ଷେତ୍ରରେ ଶ୍ରେଷ୍ଠ ପ୍ରଭାବଶାଳୀ ମହିଳା ସମ୍ମାନ
ଇଂଲଣ୍ଡ,୨୮।୯: ଇଣ୍ଡିଆ ଟୁଡେ ଗ୍ରୁପ୍ର ଭାଇସ୍ ଚେୟାରମ୍ୟାନ କଲ୍ଲୀ ପୁରୀଙ୍କୁ ‘ଇଣ୍ଡିଆଜ୍ ମୋଷ୍ଟ ପାଓ୍ବାରଫୁଲ ଓ୍ବିମେନ ଇନ୍ ମିଡିଆ’ ପୁରସ୍କାରରେ ସମ୍ମାନିତ କରାଯାଇଛି। ଶୁକ୍ରବାର ବ୍ରିଟିଶ ସଂସଦରେ କନ୍ଫ୍ଲୁଏନ୍ସ ଏକ୍ସିଲେନ୍ସ ଆଓ୍ବାର୍ଡ ସମାରୋହ ଆୟୋଜିତ ହୋଇଥିଲା। ଏହି ଅବସରରେ କଲ୍ଲୀଙ୍କୁ ଉକ୍ତ…
ଧବଳମୁଖୀ ବେଶରେ ଦର୍ଶନ ଦେଲେ ମା’ ସମଲେଇ
ସମ୍ବଲପୁର, ୨୮।୯(ବ୍ୟୁରୋ): ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀ ଶନିବାର ଧବଳମୁଖୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏହି ଅବସରରେ ରାଜ୍ୟ ତଥା ରାଜ୍ୟ ବାହାରୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ପଞ୍ଚବାଦ୍ୟ, ଘଣ୍ଟ, ଶଙ୍ଖ, ହରିବୋଲ, ହୁଳହୁଳି ଶବ୍ଦରେ ମନ୍ଦିର…
ସୁର ସମ୍ରାଜ୍ଞୀଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ସଚିନ
ନୂଆଦିଲ୍ଲୀ,୨୮।୯: ସୁର ସମ୍ରାଜ୍ଞୀ ଲତା ମଙ୍ଗେସ୍କର ଶନିବାର ୯୦ତମ ବର୍ଷରେ ପ୍ରଦାର୍ପଣ କରିଛନ୍ତି। ଲତାଙ୍କ ଜନ୍ମଦିନ ଉପଲକ୍ଷେ ବଲିଉଡ୍ରୁ ଆରମ୍ଭ କରି କ୍ରିକେଟ ଜଗତରୁ ଶୁଭେଚ୍ଛାର ସୁଅ ଛୁଟିଛି। ଏହି ଅବସରରେ ଭାରତ କ୍ରିକେଟର ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର କୋକିଳକଣ୍ଠୀଙ୍କୁ…
ଗାନ୍ଦରବଲ୍ରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟର: ୩ ଆତଙ୍କବାଦୀ ନିହତ
ଶ୍ରୀନଗର,୨୮।୯: ଜମ୍ମୁ-କଶ୍ମୀର ଗାନ୍ଦରବଲରେ ସୁରକ୍ଷାକର୍ମୀଙ୍କ ଏନ୍ କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ସ୍ଥାନୀୟ ନାରାନାଦ ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀ ଘେରାବନ୍ଦୀ ଆରମ୍ଭ କରିଥିଲେ। ସର୍ଚ୍ଚଅପରେଶନ କରାଯାଇ ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା।…
ଆହତଙ୍କୁ ମୃତ ଭାବି ଡାକ୍ତରଖାନା ନେଲା ପୋଲିସ
ଭୋପାଳ,୨୮।୯: ମଧ୍ୟପ୍ରଦେଶର ଭିଣ୍ଡ୍ ପୋଲିସର ଗୁରୁତର ଅବହେଳା ଶନିବାର ସାମ୍ନାକୁ ଆସିଛି। ଆହତ ବ୍ୟକ୍ତିଙ୍କୁ ମୃତ ଭାବି ପୋଲିସ ହସ୍ପିଟାଲକୁ ନେଇଥିବା ବେଳେ ତାଙ୍କୁ ଜୀବିତ ଦେଖି ଆଶ୍ଚର୍ଯ୍ୟ ହୋଇପଡ଼ିଥିଲେ ଡାକ୍ତର। ସୂଚନାଯୋଗ୍ୟ, ଏକ ଅଜ୍ଞାତ ଗାଡି ବାଇକ୍କୁ ଧକ୍କା ଦେଇଥିଲା।…
ତ୍ରିପୁରାରେ ବଳି ବନ୍ଦ: ହାଇକୋର୍ଟ ଦେଲେ ନିର୍ଦ୍ଦେଶ
ଅଗରତଲା,୨୮।୯: ଜୀବିତ ରହିବା ପ୍ରତି ପ୍ରାଣୀଙ୍କର ମୌଳିକ ଅଧିକାର। ଏଥିରୁ ତାଙ୍କୁ ବଞ୍ଚିତ କରାଯାଇପାରିବ ନାହିଁ। ଏନେଇ ତ୍ରିପୁରା ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଏହା ଅନ୍ତର୍ଗତ ଏଣିକି ରାଜ୍ୟରେ ପ୍ରଚଳିତ ପ୍ରରମ୍ପରା ଅନୁସାରେ କୌଣସି ବଳି ଦିଆ ଯାଇପାରିବ ନାହିଁ…
ମୁଣ୍ଡରେ ଗାନ୍ଧୀ ଟୋପି ପିନ୍ଧି ସ୍କୁଲ ଆସନ୍ତି ଛାତ୍ର
ଭୋପାଳ,୨୮।୯: ମଧ୍ୟପ୍ରଦେଶ ନରସିଂହପୁର ଜିଲାରେ ଏକ ସରକାରୀ ମାଧ୍ୟମିକ ବାଳକ ବିଦ୍ୟାଳୟରେ ମୁଣ୍ଡରେ ଗାନ୍ଧୀ ଟୋପି ପିନ୍ଧି ଛାତ୍ରମାନେ ଆସିଥାନ୍ତି। ସ୍କୁଲରେ ମହାତ୍ମା ଗାନ୍ଧୀଙ୍କ ପ୍ରିୟ ଭଜନ ରଘୁପତି ରାଘବ ରାଜା ରାମ ପ୍ରାର୍ଥନାରେ ଗାନ କରାଯାଇଥାଏ। ସ୍ଥାନୀୟ ସିଂହପୁର ବଡ଼ା…
ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ରୀତା: କହିଲେ ‘ ଅଧୁରା କାର୍ଯ୍ୟ ପୂରା କରିବି’
ଭୁବନେଶ୍ୱର,୨୮।୯(ବ୍ୟୁରୋ): ପୁଣି ଥରେ ରୀତା ସାହୁଙ୍କ ଉପରେ ଆସ୍ଥା ପ୍ରକଟ କରିଛି ବିଜେଡି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ବିଜେପୁର ଉପନିର୍ବାଚନ ପାଇଁ ରୀତାଙ୍କୁ ପ୍ରାର୍ଥୀ କରାଯାଇଥିବା ଘୋଷଣା କରିଛନ୍ତି। ଏହାପରେ ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି ରୀତା।…
Archives


