Home

ମହାଳୟା: ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ

ପୁରୀ ଅଫିସ, ୨୮।୯: ଶନିବାର ହେଉଛି ପବିତ୍ର ମହାଳୟା ଅମାବାସ୍ୟା। ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ ଭାବେ ପାଳନ କରାଥାଏ। ଯେଉଁ ତିଥିରେ ଯାହାଙ୍କର ପିତା ମୃତ୍ୟୁବରଣ କରିଥାନ୍ତି, ସେହି ତିଥିରେ ଶ୍ରାଦ୍ଧ…

ବିଜେପୁର ଉପନିର୍ବାଚନ: ରବିବାର ଭାଜପାର ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଅକ୍ଟୋବର ୨୧ରେ ବିଜେପୁର ବିଧାନସଭା ଆସନ ଲାଗି ପଡ଼ିବ ଭୋଟ। ଏହାର ଅବ୍ୟବହିତ ପୂର୍ବରୁ ରାଜ୍ୟର ୩ ପ୍ରମୁଖ ଦଳମାନେ ପ୍ରାର୍ଥୀ ଚୟନରେ ବ୍ୟସ୍ତ। ପ୍ରଥମେ କଂଗ୍ରେସ ଦିଲ୍ଲୀପ ପଣ୍ଡାଙ୍କୁ ପ୍ରାର୍ଥୀ କରିଥିବା ବେଳେ ଶନିବାର ବିଜେଡି ରୀତା ସାହୁଙ୍କୁ…

କାଳିଆ ଅବସ୍ଥା ସଙ୍କଟାପନ୍ନ: ୨ ବିଶେଷଜ୍ଞ ଡାକ୍ତରଙ୍କୁ ଏସ୍‌ସିବି ପଠାଇବା ପାଇଁ ଏମ୍‌ସକୁ ଚିଠି

କଟକ ଅଫିସ, ୨୮।୯: କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଯମଜ ଶିଶୁ ଜଗା କାଳିଆଙ୍କ ମଧ୍ୟରୁ କାଳିଆଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗୁଡ଼ୁଥିବାରୁ ଏସ୍‌ସିବି ମେଡିକାଲ ଡାକ୍ତରୀ ଦଳ ଦିଲ୍ଲୀ ଏମ୍‌ସର ସହାୟତା ଲୋଡ଼ିଛନ୍ତି। ୨ଜଣ ବିଶେଷଜ୍ଞଙ୍କୁ…

ଅସ୍ଥାୟୀ ଭାବେ ବନ୍ଦ ହେଲା ନେହେରୁ ପ୍ରାଣୀ ଉଦ୍ୟାନ

ହାଇଦ୍ରାବାଦ,୨୮।୯: ହାଇଦ୍ରାବାଦରେ ଲଗାଣ ବର୍ଷା ଯୋଗୁ ସହରର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରବଳ ବର୍ଷା ଯୋଗୁ ମିର ଆଲମ ଟ୍ୟାଙ୍କରେ ପାଣି ଭର୍ତ୍ତି ହୋଇଯିବାରୁ ସହରର ରାସ୍ତାଗୁଡ଼ିକ ଜଳାର୍ଣ୍ଣବ ହୋଇଯାଇଛି। ଟ୍ୟାଙ୍କରେ ଭର୍ତ୍ତି ହୋଇ ଉଛୁଳୁଥିବା ସବୁ…

କଶ୍ମୀର ନୁହେଁ ଚାଇନାରେ ବାସ କରୁଥିବା ମୁସଲମାନ୍‌ଙ୍କ ଚିନ୍ତା କରୁ ପାକିସ୍ତାନ: ଆମେରିକା

ଜେନେଭା, ୨୮।୯: ଆମେରିକା ପକ୍ଷରୁ ଜାତିସଂଘରେ ଆମେରିକା ପକ୍ଷରୁ କଡ଼ାଜବାବ ମିଳିଛି। ଆମେରିକା କହିଛି ଯେ, ପାକିସ୍ତାନ କଶ୍ମୀରରେ ବାସ କରୁଥିବା ମୁସଲମାନ୍‌ଙ୍କ ଚିନ୍ତା ନ କରି ଚାଇନାରେ ଥିବା ମୁସଲମାନ୍‌ଙ୍କ ଚିନ୍ତା କରିବା ଆବଶ୍ୟକ। କଶ୍ମୀରରେ ମୁସଲମାନ୍‌ଙ୍କ ଅବସ୍ଥା ଭଲ…

ନବୀନଙ୍କ ଘୋଷଣା: ବିଜେପୁରରୁ ପୁଣି ଲଢ଼ିବେ ରୀତା ସାହୁ

ଭୁବନେଶ୍ୱର,୨୮।(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ଶନିବାର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଥରେ ରୀତା ସାହୁଙ୍କୁ ପ୍ରାର୍ଥୀ କରାଯାଇଥିବା ନେଇ ଘୋଷଣା କରିଛନ୍ତି। ରୀତା ବିଜେପୁରର ଲୋକପ୍ରିୟ ବିଧାୟକ ସୁବଳ…

ଶତାଦ୍ଦୀ ଏକ୍ସପ୍ରେସରେ ବୋମା ଆତଙ୍କ

ମଥୁରା,୨୮।୯: ରାଜଧାନୀ ଦିଲ୍ଲୀରୁ ଭୋପାଳ ଯାଉଥିବା ଶତାଦ୍ଦୀ ଏକ୍ସପ୍ରେସ୍‌ ଟ୍ରେନରେ ଶନିବାର ବୋମା ଥିବା ନେଇ ସୂଚନା ମିଳିଥିଲା। ଏହି ସୂଚନା ମିଳିବା ପରେ ଯାତ୍ରୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିବା ବେଳେ ଉକ୍ତ ଟ୍ରେନଟିକୁ ଉତ୍ତରପ୍ରଦେଶର ମଥୁରା ଷ୍ଟେସନରେ କିଛି ସମୟ…

ଚିକିତ୍ସାରେ ତ୍ରୁଟି ଯୋଗୁ ପ୍ରତିବର୍ଷ ଯାଉଛି ୨୬ ଲକ୍ଷରୁ ଅଧିକ ଜୀବନ: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ

ଜେନେଭା,୨୮।୯: ପ୍ରତିବର୍ଷ ଚିକିତ୍ସାରେ ତ୍ରୁଟି ଯୋଗୁ ୨୬ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ଯାଉଛି। ଏନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ପ୍ରତିବର୍ଷ ପୃଥିବୀର ୧୩ କୋଟି ୮୦ ଲକ୍ଷରୁ ଅଧିକ ଲୋକ ଚିକିତ୍ସାରେ ତ୍ରୁଟି…

ଉତ୍ତରପ୍ରଦେଶରେ ବର୍ଷା ବିତ୍ପାତ

ଲକ୍ଷ୍ନୌ,୨୮।୯: ଉତ୍ତରପ୍ରଦେଶରେ ଗତ ୩ଦିନ ଧରି ଲଗାଣ ବର୍ଷା ଲାଗି ରହିଥିବାରୁ ରାଜ୍ୟରେ ବର୍ଷା ବିତ୍ପାତ ଦେଖାଦେଇଛି। ରାସ୍ତାଘାଟରେ ଜଳାର୍ଣ୍ଣବ ହୋଇଯାଇଥିବା ବେଳେ ଘର ଗୁଡିକରେ ପାଣିପଶିଯାଇଛି। ଫଳରେ ଜନଜୀବନ ଏକପ୍ରକାର ଅସ୍ତବ୍ୟସ୍ତ ହୋଇପଡିଛି। ମାଟି ଓ ଚାଳ ଘରଗୁଡ଼ିକ ବର୍ଷା…

ଧବଳମୁଖୀ ବେଶରେ ଦର୍ଶନ ଦେଲେ ମାଁ ସମଲେଶ୍ବରୀ

ବରଗଡ଼ ଅଫିସ, ୨୮।୯: ବରଗଡ଼ ତଳିପଡ଼ାସ୍ଥିତ ଶ୍ରାଶ୍ରୀ ସମଲେଶ୍ବରୀ ଦେବୀଙ୍କ ମନ୍ଦିରରେ ଶନିବାରଠାରୁ ଶାରଦୀୟ ପୂଜନୋତ୍ସବ ଆରମ୍ଭ ହୋଇଯାଇଛି। ଏହି ଅବସରରେ ମହାଳୟା ତିଥିରେ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ କଲେ ଗଙ୍ଗା…

ପୋଲିସ ଏନ୍‌କାଉଣ୍ଟରରେ ଜଣେ ଡକାୟତ ଗୁରୁତର, ୩ ଫେରାର, ମାରଣାସ୍ତ୍ର ସହ ଗାଡ଼ି ଜବତ

କେନ୍ଦ୍ରାପଡ଼ା ଅଫିସ/ ଆଳି,(ଡି.ଏନ୍‌.ଏ.), ୨୮ା୯: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁର ଛକଠାରେ ଶନିବାର ଭୋରରେ ଜିଲା ପୋଲିସ ଏନ୍‌କାଉଣ୍ଟରରେ ଜଣେ ଡକାୟତ ଗୁରୁତର ଆହତ ହୋଇଛନ୍ତି। ଅନ୍ୟ ୩ ଜଣ ଫେରାର ହୋଇଯାଇଥିବା ଜଣାପଡିଛି। ଗୁରୁତର ଡକାୟତ ହେଲେ ମାର୍ଶାଘାଇ…

ଆତଙ୍କବାଦୀଙ୍କୁ ପେନସନ୍‌ ଦେଉଛି ପାକିସ୍ତାନ: ଜାତିସଂଘରେ ଭାରତର କଡ଼ା ଜବାବ

ଜେନେଭା,୨୮।୯: ପାକିସ୍ତାନ ଆତଙ୍କବାଦୀଙ୍କୁ ପେନସନ୍‌ ଦେଉଛି। ଏନେଇ ଜାତିସଂଘରେ ଭାରତ ପାକିସ୍ତାନକୁ କଡ଼ା ଜବାବ ଦେଇଛି। ଜାତିସଂଘରେ ଥିବା ଭାରତୀୟ ପ୍ରଥମ ସଚିବ ବିଦିଶା ମିଶ୍ରା ‘ରାଇଟ୍‌ ଟୁ ରିପ୍ଲାଏ’ ଅନ୍ତର୍ଗତ ଏଭଳି ମନ୍ତବ୍ୟ ଦେଇଛନ୍ତି। ପାକିସ୍ତାନ ଜାତିସଂଘର ଦୂରୁପଯୋଗ କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri