ମଧୁମେହ ରୋଗୀଙ୍କ ପାଇଁ ଉପକାରୀ ଫଳ
ସମଗ୍ର ବିଶ୍ୱରେ ଦିନକୁଦିନ ମଧୁମେହ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଣିଷର ଦୁର୍ବଳ ମେଟାବୋଲିଜିମ୍ କାରଣରୁ ଏହି ରୋଗ ହେଉଥିବାରୁ ଶରୀରରେ ସଠିକ୍ ମାତ୍ରାରେ ଇନ୍ସୁଲିନ୍ ପ୍ରସ୍ତୁତ ହୋଇପାରି ନ ଥାଏ। ଯେଉଁଥିପାଇଁ ମଧୁମେହ ରୋଗୀଙ୍କୁ ବିଶେଷ କରି ଖାଦ୍ୟପେୟ...
ଚାଷୀଙ୍କୁ ନେଇ ହରଡ଼ଘଣାରେ କୃଷିମନ୍ତ୍ରୀ: ୨୦୦୧ରୁ ୧୧ ମଧ୍ୟରେ କୃଷକ ସଂଖ୍ୟା ସରକାରଙ୍କୁ ଜଣାନାହିଁ
ଭୁବନେଶ୍ୱର,୨୬।୬(ବ୍ୟୁରୋ): କୃଷି ଓ କୃଷକକୁ ନେଇ ବୁଧବାର ବିଧାନସଭାର ପ୍ରଶ୍ନ କାଳରେ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ କୃଷିମନ୍ତ୍ରୀ ଅରୁଣ ସାହୁଙ୍କୁ ଘେରିଥିଲେ। ୨୦୧୦ରୁ ଏପର୍ଯ୍ୟସ୍ତ ରାଜ୍ୟରେ କେତେ ଚାଷୀ ଅଛନ୍ତି ଓ କେତେ କମିଛନ୍ତି ତାହାର...
ଭାଜପା ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ନେଇ ଗୃହରେ ହଙ୍ଗାମା: ହଟ୍ଟଗୋଳ, ଗୃହ ମୁଲତବୀ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ବିଧାନସଭାରେ ବିରୋଧୀ ଦଳ ନେତାଙ୍କ ନାମ ଘୋଷଣା ଏବଂ ଭାଜପାର ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ନେଇ ବୁଧବାର ବିଧାନସଭାରେ କଂଗ୍ରେସ ସଦସ୍ୟମାନେ ଜୋରଦାର ହଙ୍ଗାମା କରିଛନ୍ତି। ଭୁବନେଶ୍ୱରରେ ଇଚ୍ଛାଧୀନ କୋଟାରେ ଘର ନେବା ଓ ଏହି...
କଂଗ୍ରେସ ବିଜୟକୁ ହଜମ କି ପରାଜୟକୁ ସ୍ବୀକାର କରିପାରୁ ନାହିଁ: ମୋଦି
ନୂଆଦିଲ୍ଲୀ, ୨୬।୬: ଗତ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ଏହାକୁ ଦଳ ସ୍ବୀକାର କରୁନାହିଁ କି ଭାଜପାର ବିଜୟକୁ ହଜମ କରିପାରୁ ନାହିଁ ବୋଲି ବୁଧବାର ରାଜ୍ୟ ସଭାରେ ମୋଦି କହିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଭିଭାଷଣ ଉପରେ...
ଗଠନ ହେଲା ବିଧାନସଭା କାର୍ଯ୍ୟ ପରାମର୍ଶଦାତା କମିଟି
ଭୁବନେଶ୍ୱର,୨୬।୬(ବ୍ୟୁରୋ) : ବୁଧବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭାର କାର୍ଯ୍ୟ ପରାମର୍ଶଦାତା କମିଟି ଗଠନ କରିଛନ୍ତି। ସେ ଏ ନେଇ ବିଧିବଦ୍ଧ ଭାବେ ଘୋଷଣା ମଧ୍ୟ କରିଛନ୍ତି। କମିଟିର ଅଧ୍ୟକ୍ଷ ବାଚସ୍ପତି ରହିଥିବା ବେଳେ ବିରୋଧୀ ଦଳ ନେତା...
ଉପବାଚସ୍ପତି ନିର୍ବାଚନ ଘୋଷଣା: ରଜନୀକାନ୍ତଙ୍କୁ ପ୍ରାର୍ଥୀ କଲା ବିଜେଡି
ଭୁବନେଶ୍ୱର,୨୬।୬(ବ୍ୟୁରୋ): ବିଧାନସଭାରେ ଉପବାଚସ୍ପତି ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ସକାଶେ ଘୋଷଣା କରାଯାଇଛି। ବୁଧବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଏ ସମ୍ପର୍କରେ ଗୃହରେ ସୂଚନା ଦେଇଥିଲେ। ଉପବାଚସ୍ପତି ନିର୍ବାଚନ ସକାଶେ ବିଧାନସଭା ପକ୍ଷରୁ ମଧ୍ୟ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ...
ଜୁଲାଇ ପହିଲା ଯାଏ ବିଚାର ବିଭାଗୀୟ ହାଜତରେ ରହିବେ ପାଟଣାଗଡ଼ ବିଧାୟକ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ପାଟଣାଗଡ଼ ବିଧାୟକ ସରୋଜ ମେହେର ଆସନ୍ତା ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତରେ ରହିବେ। ବୁଧବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ସେ କହିଛନ୍ତି ଯେ, ନିମ୍ନମାନର ରାସ୍ତା କାର୍ଯ୍ୟ...
ଖାଇକୁ ଖସିଲା କାର: ୬ ଜୀବନ ଗଲା
ଡେରାଡୁନ, ୨୬।୬: ଉତ୍ତରାଖଣ୍ଡର ନ୍ୟୁ ତେହରିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୁଧବାର ସକାଳେ ଏକ କାର ଖାଇ ଭିତରକୁ ଖସିପଡିଛି। ଫଳରେ କାରରେ ଥିବା ୧୦ଜଣଙ୍କ ମଧ୍ୟରୁ ୬ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଡେରାଡୁନ ସୁୱାଖୋଲି ମୋଟର...
ପିତା ହତ୍ୟାକାରୀ ପୁଅଙ୍କୁ ଆଜୀବନ ଜେଲ୍
ଆନନ୍ଦପୁର, ୨୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍ ରାଜେଶ ଦାଶ ୨୦୧୬ ମସିହାରେ ଘଟିଥିବା ଏକ ହତ୍ୟା ମାମଲାର ବିଚାର କରି ପିତା ହତ୍ୟାକାରୀ ପୁଅକୁ ଆଜୀବନ ଜେଲ୍ ଦଣ୍ଡ ଶୁଣାଇଛନ୍ତି। ଆନନ୍ଦପୁର ଥାନା ଅନ୍ତର୍ଗତ ବଞ୍ଚୋ...
ସରକାରୀ ଅଧିକାରୀଙ୍କୁ ପିଟିବା ପଡିଲା ମହଙ୍ଗା: ବିଧାୟକ ଗିରଫ
ଇନ୍ଦୋର, ୨୬।୬: ମଧ୍ୟପ୍ରଦେଶର ଇନ୍ଦୋରରେ ନଗର ନିଗମର ଜଣେ ଅଧିକାରୀଙ୍କୁ ବ୍ୟାଟରେ ପିଟିବା ଭାଜପା ବିଧାୟକ ଆକାଶ ବିଜୟବର୍ଗୀୟଙ୍କୁ ମହଙ୍ଗା ପଡିଛି। ମଧ୍ୟପ୍ରଦେଶ ପୋଲିସ ଏହି ମାମଲାରେ ବୁଧବାର ୧୦ ଜଣଙ୍କ ନାମରେ ମାମଲା ରୁଜୁ କରି ଆକାଶଙ୍କୁ ଗିରଫ...
ବେତାର ନାଟକ ବିଭାଗ: ଶିଶୁ କଳାକାର ଅନୁଷ୍କା ମନୋନୀତ
ଝରିଗାଁ,୨୬।୬(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଉମରକୋଟସ୍ଥିତ ଶିଶୁ ବିଦ୍ୟାମନ୍ଦିରର ତୃତୀୟ ଶ୍ରେଣୀର ସାଇ ଅନୁଷ୍କା ମହାରଣା ଆକାଶବାଣୀ ଜୟପୁର ଦ୍ୱାରା ଆୟୋଜିତ ବେତାର ନାଟକ ବିଭାଗ ପାଇଁ ବି ଗ୍ରେଡ୍ ଶିଶୁ କଳାକାର ଭାବେ ମନୋନୀତ ହୋଇଛନ୍ତି। ଜିଲାର...
ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୪ ଅସୁସ୍ଥ
ଝରିଗାଁ,୨୬।୬(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚାଉଁରୀ ଗ୍ରାମରେ ମଙ୍ଗଳବାର ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୪ ଜଣ ଅସୁସ୍ଥ ହୋଇଛନ୍ତି। ସେମାନେ ହେଲେ ହରି ଗୌଡ଼(୫୦), ହାରାମଣି(୪୫), ପଦ୍ମା ଗୌଡ଼(୬୫) ଏବଂ ସନାଇ ଗୌଡ଼(୧୬) । ସୂଚନାଯେଗ୍ୟ,...
Archives


