Home

ବିହାର-ଉତ୍ତରପ୍ରଦେଶରେ ସ୍ବାସ୍ଥ୍ୟ ସେବା ଅତି ଖରାପ: ନୀତି ଆୟୋଗ ରିପୋର୍ଟ

ନୂଆଦିଲ୍ଲୀ,୨୬।୬: ବିହାର ଏବଂ ଉତ୍ତରପ୍ରଦେଶରେ ସ୍ବାସ୍ଥ୍ୟ ସେବା ଅତି ଖରାପ ବୋଲି ନୀତି ଆୟୋଗ ଦ୍ୱାରା ପ୍ରକାଶିତ ସ୍ବାସ୍ଥ୍ୟ ସୂଚକାଙ୍କ-୨୦୧୯ ରିପୋର୍ଟରେ ଦର୍ଶାଯାଇଛି। ବିହାର ୨୦ ଏବଂ ଉତ୍ତରପ୍ରଦେଶ ୨୧ତମ ସ୍ଥାନରେ ରହିଛନ୍ତି। ବିହାର ଏବଂ ଉତ୍ତରପ୍ରଦେଶରେ ଭାଜପା ସରକାର...

ଜୁଳୁଜୁଳିଆ ପୋକ ଦେଉଛି ପେଟକୁ ଦାନା

ପୁଣେ,୨୬।୬: ଲୋକେ ରାତିରେ ଘରେ ବସି ଟିଭି ଅଥବା ମୋବାଇଲ୍‌ରେ ବ୍ୟସ୍ତ ଥିବାବେଳେ ପୁଣେର ରାଜମାଛି ଅଞ୍ଚଳର ଗ୍ରାମବାସୀ ପ୍ରାକୃତିକ ଲାଇଟ୍‌ ଶୋ’ ଆୟୋଜନ କରିଥାନ୍ତି। ଏଠାକାର କେତେକ ଗାଁରେ ଅନ୍ଧାର ହେଲେ ଅସଂଖ୍ୟ ଜୁଳୁଜୁଳିଆ ପୋକ ଉଡ଼ିବୁଲନ୍ତି। ସେମାନଙ୍କୁ...

ତ୍ରାଲ୍‌ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୨୬।୬: ଜମ୍ମୁ-କଶ୍ମୀର ପୁଲଓ୍ବମା ଜିଲାରେ ବୁଧବାର ସକାଳେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ତ୍ରାଲ୍‌ ଅଞ୍ଚଳର ନାଗବଳ ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ୪୨ ରାଷ୍ଟ୍ରୀୟ ରାଇଫଲସ୍‌ ଏବଂ ଏସ୍‌ପିଜି ଯବାନ ଏଠାରେ ଘେରାବନ୍ଦୀ ଆରମ୍ଭ କରିଥିଲେ।...

ଚନ୍ଦ୍ରାବାବୁଙ୍କ ଜନତା ଦରବାରକୁ ଭାଙ୍ଗିଲା ଜେସିବି

ଅମରାବତୀ,୨୬।୬: ଆନ୍ଧ୍ରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କ ଦ୍ୱାରା ନିର୍ମିତ ବିଲ୍ଡିଂ ପ୍ରଜା ବେଦିକାର ଭଙ୍ଗା କାର୍ଯ୍ୟ କାରି ରହିଛି। ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନ ମୋହନ ରେଡ୍ଡୀ ଏହାକୁ ଭାଙ୍ଗିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି। ଏଠାରେ ଚନ୍ଦ୍ରାବାବୁଙ୍କ ଶାସନ ସମୟରେ...

ଓଡ଼ିଶାରେ ୬୪ ଜୀବନ ନେଇଛି ଫନୀ

ନୂଆଦିଲ୍ଲୀ, ୨୬ା୬(ପି.ଟି.): ବାତ୍ୟା ‘ଫନୀ’ ଯୋଗୁ ଓଡ଼ିଶା ବିଶେଷଭାବେ ପ୍ରଭାବିତ ହୋଇଥିବାବେଳେ ଏଥିରେ ୬୪ ଜଣ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରିପୋର୍ଟରେ ଦର୍ଶାଯାଇଛି। ରାଜ୍ୟର ମୋଟ ୧.୪ ଲକ୍ଷ ହେକ୍ଟର ଚାଷଜମି ଏହାଦ୍ୱାରା ପ୍ରଭାବିତ ହୋଇଥିବା ମଙ୍ଗଳବାର...

‘ଦବଙ୍ଗ ୩’ରେ ନାହିଁ ତ୍ରିକୋଣୀୟ ପ୍ରେମ

ମୁମ୍ବାଇ: ‘ଦବଙ୍ଗ ୩’ରେ ତ୍ରିକୋଣୀୟ ପ୍ରେମ ନାହିଁ ବୋଲି ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ପ୍ରକାଶ କରିଛନ୍ତି। ସେ ଏଥିରେ ରାଜୋ ଭୂମିକାରେ ପୁଣି ଆସୁଛନ୍ତି। ସୋମବାର ଏଠାରେ ସାଲୋନ୍‌ ବ୍ରାଣ୍ଡ୍‌ର ରେଟ୍ରୋ ରେମିକ୍ସ କଲେକ୍ସନ୍‌ ଲଞ୍ଚ୍‌ ଅବସରରେ ସୋନାକ୍ଷୀ ଏହା...

ସଲମାନ୍‌ଙ୍କ ବିରୋଧରେ ମାମଲା

ମୁମ୍ବାଇ,୨୬ା୬(ପି.ଟି.): ମୁମ୍ବାଇର ଜଣେ ଖବରଦାତା ବଲିଉଡ୍‌ ଅଭିନେତା ସଲମାନ୍‌ ଖାନଙ୍କ ବିରୋଧରେ ଫୌଜଦାରି ମାମଲା ରୁଜୁ କରିଛନ୍ତି। ଜେକେ ନ୍ୟୁଜ୍‌ ଚ୍ୟାନେଲ୍‌ର ମହାରାଷ୍ଟ୍ର ମୁଖ୍ୟ ଅଶୋକ ଏସ୍‌. ପାଣ୍ଡେ ଅନ୍ଧେରୀର ଟେନ୍‌ଥ କୋର୍ଟରେ ଖାନ୍‌ ଏବଂ ତାଙ୍କର ଦୁଇ ସହଯୋଗୀଙ୍କ...

ତାମିଲନାଡୁର ୬ ରାଜ୍ୟ ସଭା ଆସନ: ଜୁଲାଇ ୧୮ରେ ନିର୍ବାଚନ

ନୂଆଦିଲ୍ଲୀ,୨୬ା୬(ପି.ଟି.): ତାମିଲନାଡୁର ୬ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ଆସନ୍ତା ୧୮ ତାରିଖରେ ଅନୁଷ୍ଠିତ ହେବ। ଏଥିଲାଗି ଜୁଲାଇ ୧ରେ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ମଙ୍ଗଳବାର ନିର୍ବାଚନ କମିଶନ (ଇସି)ଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଜୁଲାଇ ୨୪ରେ...

ନାମାଙ୍କନପତ୍ର ଦାଖଲ କଲେ ଜୟଶଙ୍କର

ନୂଆଦିଲ୍ଲୀ,୨୬ା୬(ପି.ଟି.): ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଗୁଜରାଟରୁ ଭାଜପାର ରାଜ୍ୟ ସଭା ପ୍ରାର୍ଥୀ ହୋଇଛନ୍ତି। ଜୁଲାଇ ୫ରେ ହେବାକୁ ଥିବା ଉପନିର୍ବାଚନ ଲାଗି ସେ ମଙ୍ଗଳବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଭାଜପାରେ ବିଧିବଦ୍ଧ ଭାବେ ଯୋଗଦେବା ପରେ ଅହମଦାବାଦରେ ସୋମବାର...

‘ଜୟ ଶ୍ରୀରାମ’ ନ କହିବାରୁ ମଦ୍ରାସା ଶିକ୍ଷକଙ୍କୁ ଚଳନ୍ତା ଟ୍ରେନ୍‌ରୁ ଫିଙ୍ଗିଦେଲେ

କୋଲକାତା,୨୬ା୬ (ଆଇଏଏନ୍‌ଏସ୍‌): ପଶ୍ଚିମବଙ୍ଗର ଜଣେ ମଦ୍ରାସା ଶିକ୍ଷକ ‘ଜୟ ଶ୍ରୀରାମ’ ନ କହିବାରୁ ତାଙ୍କୁ ମାଡ଼ ମରାଯିବା ସହ ଚଳନ୍ତା ଟ୍ରେନ୍‌ରୁ ଫିଙ୍ଗି ଦିଆଯାଇଛି। ୨୨ ବର୍ଷୀୟ ତବ୍‌ରେଜ୍‌ ଅନ୍‌ସାରୀଙ୍କୁ ‘ଜୟ ଶ୍ରୀରାମ’ ଓ ‘ଜୟ ହନୁମାନ’ କହିବାକୁ ବାଧ୍ୟକରି...

ସ୍ବାମୀ ସତ୍ୟମିତ୍ରାନନ୍ଦ ଗିରିଙ୍କ ପରଲୋକ

ଡେରାଡୁନ,୨୬।୬(ପି.ଟି.): ଭାରତମାତା ଜନହିତ ଟ୍ରଷ୍ଟ୍‌ର ମୁଖ୍ୟ ତଥା ବିଶିଷ୍ଟ ସନ୍ଥ ସ୍ବାମୀ ସତ୍ୟମିତ୍ରାନନ୍ଦ ଗିରି ମହାରାଜ ମଙ୍ଗଳବାର ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ଦୀର୍ଘଦିନ ହେଲା ଶଯ୍ୟାଶାୟୀ ଥିଲେ। ତାଙ୍କୁ ୮୭ ବର୍ଷ ହୋଇଥିଲା। କିଛିଦିନ ହେଲା ସେ ସ୍ଥାନୀୟ...

ରୁଷିଆ ସହ ପ୍ରତିରକ୍ଷା ସମ୍ପର୍କକୁ ଏଡ଼ାଇପାରିନି ଭାରତ

ନୂଆଦିଲ୍ଲୀ,୨୬ା୬(ପି.ଟି.): ରୁଷିଆ ସହିତ ପ୍ରତିରକ୍ଷା ସମ୍ପର୍କକୁ ନୂଆଦିଲ୍ଲୀ ଏଡ଼ାଇ ଦେଇପାରିବ ନାହିଁ ବୋଲି ଭାରତ ଗସ୍ତରେ ଆସିଥିବା ଆମେରିକା ପରରାଷ୍ଟ୍ର ସଚିବ ମାଇକ୍‌ ପମ୍ପିଓ ମଙ୍ଗଳବାର କହିଛନ୍ତି। ସାଧାରଣ ନିର୍ବାଚନ ପରେ ଏହା ହେଉଛି ଭାରତକୁ କୌଣସି ଦେଶର ନେତାଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri