Home

ରାଜ୍ୟସଭାରେ ବଦଳିଲା ମାର୍ଶଲଙ୍କ ଡ୍ରେସ୍‌

ନୂଆଦିଲ୍ଲୀ,୧୮।୧୧: ସଂସଦର ଶୀତକାଳିନ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ଏହା ରାଜ୍ୟସଭାର ୨୫୦ତମ ଅଧିବେଶନ। ଏହି ଅବସରରେ ରାଜ୍ୟସଭାରେ କିଛି ପରିବର୍ତ୍ତନ କରାଯାଇଛି। ଏଠାରେ ମାର୍ଶଲ ପିନ୍ଧୁଥିବା ଡ୍ରେସ୍‌କୋଡ୍‌କୁ ପରିବର୍ତ୍ତନ କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ପୂର୍ବରୁ ସଂସଦରେ ମାର୍ଶଲଙ୍କ ଧଳା ରଙ୍ଗର…

ଦେଶ ପାଇଁ ଶହୀଦ ହେଲେ ପୁଅ, ଏବେ ମା’ ୩୫୦ ପିଲାଙ୍କୁ ସେନାରେ ଭର୍ତ୍ତି ପାଇଁ କରୁଛନ୍ତି ପ୍ରସ୍ତୁତି

ଗାଜିଆବାଦ୍‌,୧୮।୧୧: ସାଧାରଣତଃ ଦେଶ ପାଇଁ ପୁଅ ଶହୀଦ୍‌ ହେବା ପରେ ମା’ବାପାମାନେ ଭାଙ୍ଗିପଡନ୍ତି। କିନ୍ତୁ ସବିତା ତିଓ୍ବାରୀଙ୍କ କ୍ଷେତ୍ରରେ ଏହାର ବ୍ୟତିକ୍ରମ ପରିଲକ୍ଷିତ ହୋଇଥାଏ। ପୁଅ ଦେଶ ପାଇଁ ଶହୀଦ ହେବା ପରେ ସେ ୩୫୦ ଗରିବ ପିଲାଙ୍କୁ ସେନାରେ ତ୍ତର୍ତ୍ତି…

ଏହି ପ୍ରଶ୍ନର ଉତ୍ତର ଦେଇ ଐଶ୍ୱର୍ଯ୍ୟାଙ୍କୁ ହରାଇ ମିସ୍‌ ଇଣ୍ଡିଆ ହୋଇଥିଲେ ସୁସ୍ମିତା ସେନ୍‌

ବଲିଉଡ୍‌ର ସମସ୍ତ ସୁନ୍ଦରୀ ଅଭିନେତ୍ରୀଙ୍କ ମଧ୍ୟରୁ ସୁସ୍ମିତା ସେନ୍‌ ଜଣେ। ଦୀର୍ଘଦିନ ଧରି ସେ ଫିଲ୍ମଠୁ ଦୂରେଇ ଯାଇ ପରିବାର ଏବଂ ପିଲାଙ୍କୁ ପୂରା ସମୟ ଦେଉଛନ୍ତି। ସୁସ୍ମିତା ୧୯ ନଭେମ୍ବରରେ ୪୪ତମ ଜନ୍ମଦିବସ ପାଳନ କରିବାକୁ ଯାଉଛନ୍ତି। ତେବେ ଏହି…

ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ସହ ମଧ୍ୟାହ୍ନଭୋଜନ କଲେ ଜିଲାପାଳ

ଝରିଗାଁ,୧୮।୧୧(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ସଦରମହକୁମାରେ ରହିଥିବା ଏକ୍ସ ବୋର୍ଡ ପ୍ରାଥମିକ ବିଦ୍ୟାଳୟକୁ ଜିଲାପାଳ ଡା. ଅଜିତ୍‌ କୁମାର ମିଶ୍ର ସୋମବାର ଗସ୍ତ କରିଛନ୍ତି। ସେଠାରେ ପ୍ରଥମେ ମଧ୍ୟାହ୍ନଭୋଜନ ଯାଞ୍ଚ କରିବା ସହ ପିଲାଙ୍କ ପାଇଁ ପ୍ରସ୍ତୁତ ହୋଇଥିବା ମଧ୍ୟାହ୍ନଭୋଜନ ଖାଇଥିଲେ।…

‘ଗୁଡ୍‌ ନ୍ୟୁଜ’ ଟ୍ରେଲର ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାରଙ୍କ ବହୁ ପ୍ରତିକ୍ଷୀତ ଅପ୍‌ କମିଂ ଫିଲ୍ମ ‘ଗୁଡ୍‌ ନ୍ୟୁଜ’ର ଟ୍ରେଲର ସୋମବାର ରିଲିଜ୍‌ ହୋଇଛି। ୩ମିନିଟ ୨୨ ସେକେଣ୍ଡର ଏହି ଟ୍ରେଲରରେ ଅକ୍ଷୟ ଓ କରୀନାଙ୍କ ଜବରଦସ୍ତ ଅଭିନୟ ଦେଖିବାକୁ ମିଳିଛି। ଟ୍ରେଲର…

ବିଜେଡି, ଏନ୍‌ସିପିକୁ ପ୍ରଶଂସା କଲେ ମୋଦି

ନୂଆଦିଲ୍ଲୀ,୧୮।୧୧: ସୋମବାର ଆରମ୍ଭ ହୋଇଛି ସଂସଦର ଶୀତ କାଳିନ ଅଧିବେଶନ। ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଲ୍‌ ପାସ୍‌ କରାଯିବାର ଯୋଜନା ରହିଛି। ସେଥି ମଧ୍ୟରେ ଗୋଟିଏ ରହିଛି ନାଗରିକତା ସଂଶୋଧନ ବିଲ୍‌ ୨୦୧୯। ଭାରତୀୟ ଜନତା ପାର୍ଟି(ଭାଜପା) ନେତୃତ୍ୱ କେନ୍ଦ୍ର ସରକାର…

ଏପରି ଦେଶ ଯେଉଁଠି ଅପରାଧୀଙ୍କ ମୂର୍ତ୍ତି କରାଯାଏ ପୂଜା…

ଲୋକେ ଭଗବାନଙ୍କ ମୂର୍ତ୍ତିିକୁ ପୂଜା କରିଥାନ୍ତି। ତେବେ ଲାଟିନ୍‌ ଆମେରିକାର ଭେନଜୁଏଲାରେ ମୃତ୍ୟୁ ଘଟିଥିବା ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମୂର୍ତ୍ତି ପୂଜା କରିବା ପରମ୍ପରା ରହିଛି। ସ୍ପେନ୍‌ର ଭାଷାରେ ଏଭଳି ଅପରାଧୀଙ୍କ ପୂଜାକୁ ସେଣ୍ଟୋସ୍‌ ମେଲେଂଡ୍ରୋସ୍‌ କୁହାଯାଇଥାଏ। ଅପରାଧୀଙ୍କ ମୂର୍ତ୍ତିକୁ ଗୋଟିଏ ସ୍ଥାନରେ…

ବିବାହ ପାଇଁ ଏକାଥରକେ ଛୁଟି ମାଗିଲେ ୨୦୦ ପୋଲିସ କର୍ମଚାରୀ, ଜାଣନ୍ତୁ ପୁଣି କ’ଣ ଘଟିଲା

ବର୍ତ୍ତମାନ ବିବାହ ଋତୁ ଆରମ୍ଭ ହୋଇଯାଇଛି। ସରକାରୀ କର୍ମଚାରୀ ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହାନ୍ତି। ବିବାହ ପାଇଁ କେବଳ ଲକ୍ଷ୍ନୌର ୨୦୦ ପୋଲିସ କର୍ମଚାରୀ ଏକାସଙ୍ଗରେ ଛୁଟି ଆବେଦନ କରିଛନ୍ତି। ଏଥିରେ ପୋଲିସ ବିଭାଗର ୨୪ ଯୋଡ଼ି ବିବାହ କରିବାକୁ ଯାଉଛନ୍ତି।…

ବଦଳିବ ଆଗ୍ରାର ନାମ

ଲକ୍ଷ୍ନୌ,୧୮।୧୧: ଆହ୍ଲାବାଦ, ବନାରସ ଓ ଫୈଜାବାଦ ପରେ ଏବେ ଆଗ୍ରାର ନାମ ପରିବର୍ତ୍ତନ କରିବା ପାଇଁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ପ୍ରସ୍ତୁତି ଚଳାଇଛନ୍ତି। ଆଗ୍ରାର ନାମକୁ ପରିବର୍ତ୍ତନ କରାଯାଇ ଏହାକୁ ଅଗ୍ରବନ ନାମରେ ନାମିତ କରାଯିବ ବୋଲି ସୋମବାର…

ଫେସବୁକ୍‌-ଟୁଇଟରକୁ ଟକ୍କର ଦେବାକୁ ଆସିଲା ଡବ୍ଲ୍ୟୁଟି-ସୋସିଆଲ୍‌

ସାନ୍‌ଫ୍ରାନ୍ସିକୋ,୧୮।୧୧: ଫେସବୁକ୍‌ ଓ ଟୁଇଟରକୁ ଟକ୍କର ଦେବାକୁ ଏକ ନୂଆ ସୋସିଆଲ୍‌ ସାଇଟ୍‌ ଆସିଛି। ଏହା ହେଉଛି ଡବ୍ଲ୍ୟୁଟି-ସୋସିଆଲ୍‌। ଫେସବୁକ୍‌-ଟୁଇଟରରେ ନ ଥିବା କେତେକ ନୂଆ ନୂଆ ଫିଚର ଏହି ନୂଆ ସାଇଟ୍‌ରେ ରହିଥିବା କୁହାଯାଉଛି। ଏହାର କାର୍ଯ୍ୟକାରିତା ଫେସବୁକ୍‌-ଟୁଇଟରଠାରୁ କେତେକ…

ପୁଣି ପରଦାକୁ ଫେରୁଛନ୍ତି ଅମିର ଖାଁ

ଅନେକ ଦିନର ବ୍ୟବଧାନ ପରେ ପୁଣି ପରଦାକୁ ଫେରୁଛନ୍ତି ମିଷ୍ଟର ଫରଫେକ୍ଟନିଷ୍ଟ ଅମିର ଖାଁ। ତାଙ୍କ ଆଗାମୀ ଫିଲ୍ମ ‘ଲାଲ ସିଂ ଚଢା’ର ପ୍ରଥମ ପୋଷ୍ଟର ରିଲିଜ୍‌ ହୋଇଛି। ପୋଷ୍ଟରରେ ଅମିରଙ୍କ ସରଦାର ଜୀଙ୍କ ରୂପରେ ଦେଖିବାକୁ ମିଳିଛି। ମୁଣ୍ଡରେ ପଗଡି,…

ଦିନ ଦ୍ୱିପ୍ରହରରେ ପେଟ୍ରୋଲ ପମ୍ପ ମ୍ୟାନେଜରଙ୍କୁ ଗୁଳିକରି ହତ୍ୟା: ୧୧ଲକ୍ଷ ଲୁଟ୍‌ କରି ଅଭିଯୁକ୍ତ ଫେରାର

ଲକ୍ଷ୍ନୌ,୧୮।୧୧: ଉତ୍ତରପ୍ରଦେଶ ଗୋରଖପୁର ଜିଲାର ବେଲିପାର ଅଞ୍ଚଳରେ ଏକ ଲୁଟ୍‌ ଘଟଣା ସାମ୍ନାକୁ ଆସିଛି। ସୋମବାର ଦ୍ୱିପ୍ରହରରେ ବେଲିପାର ଥାନା ନିକଟରେ କିଛି ଦୁର୍ବୃତ୍ତ ବାଇକ୍‌ରେ ଆସି ମହରୋଲି ପେଟ୍ରୋଲ ପମ୍ପର ମ୍ୟାନେଜରଙ୍କୁ ଗୁଳିକରି ହତ୍ୟା କରିଛନ୍ତି। ଏହାପରେ ଟଙ୍କାରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?