Home

ଓଏନ୍‌ଜିସି ପ୍ଲାଣ୍ଟରେ ଭୟାବହ ଅଗ୍ନିକାଣ୍ଡ

ମୁମ୍ବାଇ,୩।୯: ମହାରାଷ୍ଟ୍ର ମୁମ୍ବାଇଠାରେ ଥିବା ଅଏଲ୍‌ ଆଣ୍ଡ ନ୍ୟାଚୁରାଲ ଗ୍ୟାସ କର୍ପୋରେଶନ(ଓଏସ୍‌ଜିସି)ର ଏକ ପ୍ଲାଣ୍ଟରେ ମଙ୍ଗଳବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ନଭି ମୁମ୍ବାଇରେ ଥିବା ଓଏନ୍‌ଜିସିର କୋଲ୍ଡ ଷ୍ଟୋରରେ ଏହି ନିଆଁ ଲାଗିଥିବା ସୂଚନା ମିଳିଛି। ତେବେ ଏହି କୋଲ୍ଡ ଷ୍ଟୋରରେ…

ସାଇକେଲରେ ଆସି ଦାୟିତ୍ୱ ନେଲେ ଲ୍ୟୁଟ୍‌ନାଣ୍ଟ ଜେନେରାଲ

ଜୟପୁର,୩ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଫିଟ୍‌ ଇଣ୍ଡିଆ’ ଅଭିଯାନକୁ ସମର୍ଥନ କରି ଲ୍ୟୁଟ୍‌ନାଣ୍ଟ ଜେନେରାଲ ଆଲୋକ ସିଂ କ୍ଲେର ଦିଲ୍ଲୀରୁ ସାଇକେଲ ଚଳାଇ ଜୟପୁରସ୍ଥିତ ସାଉଥ ଓ୍ବେଷ୍ଟର୍ନ କମାଣ୍ଡର ଦାୟିତ୍ୱ ନେଇଛନ୍ତି। ସେ ତାଙ୍କ ଦୁଇ ପୁଅ ଐମାନ ଓ ଅର୍ମାନ…

ଯୁଦ୍ଧ ନୁହେଁ ଆଲୋଚନାକୁ ଦିଆଯିବ ଗୁରୁତ୍ୱ

ଲାହୋର, ୩ା୯(ପି.ଟି.): କୌଣସି ସମସ୍ୟାର ସମାଧାନ ଯୁଦ୍ଧ ଦ୍ୱାରା ହୋଇ ନ ଥିଏ। ଭାରତକୁ ମୁଁ ଏହା କହିବାକୁ ଚାହୁଁଛି। ଯୁଦ୍ଧରେ ବିଜୟ ଲାଭ କରିଥିବା ଦେଶ ମଧ୍ୟ କ୍ଷତି ସହିଥାଏ। ଭାରତ ଓ ପାକିସ୍ତାନ ଉଭୟ ପରମାଣୁ ଶକ୍ତିସମ୍ପନ୍ନ ଦେଶ।…

ଏନ୍‌ଆର୍‌ସିରୁ ବାଦ୍‌ ପଡ଼ିଥିବା ବ୍ୟକ୍ତିଙ୍କୁ ଅଟକ ରଖାଯିବନି

ନୂଆଦିଲ୍ଲୀ,୩ା୯(ପି.ଟି.): ଚୂଡ଼ାନ୍ତ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)ରୁ ବାଦ୍‌ ପଡ଼ିଥିବା ଲୋକଙ୍କୁ ଅଟକ ରଖାଯିବନି ବୋଲି କେନ୍ଦ୍ର ସରକାର ସୋମବାର ସ୍ପଷ୍ଟ କରିଛନ୍ତି। ସେମାନଙ୍କର ସମସ୍ତ ଆଇନଗତ ପଦକ୍ଷେପ ନ ସରିବା ପର୍ଯ୍ୟନ୍ତ ଅଟକ ରଖାଯିବନି। ଆସାମ ସରକାର ଗରିବଙ୍କ ପାଇଁ…

ଆଜି ନୂଆଁଖାଇ, ପୁରପଲ୍ଲୀ ଉତ୍ସବମୁଖର

ସମ୍ବଲପୁର,୩।୯(ବ୍ୟୁରୋ): ମଙ୍ଗଳବାର ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ପୁରପଲ୍ଲୀ ଉତ୍ସବମୁଖର ହୋଇଛି। ପରମ୍ପରା ଅନୁସାରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଏହି ଗଣପର୍ବ ପାଳିତ ହୋଇଥାଏ। ଇଷ୍ଟଦେବୀ ସମଲେଇଙ୍କ ନିକଟରେ ମଙ୍ଗଳବାର ନବାନ୍ନ ଭୋଗ ଲାଗିବ। ଏତଦ୍‌ବ୍ୟତୀତ ପଶ୍ଚିମ ଓଡ଼ିଶା…

ଥାପରଙ୍କ ସମେତ ୧୨ ପ୍ରଫେସରଙ୍କୁ ସିଭି ଦାଖଲ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩ା୯: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଆଶିଷ ଦତ୍ତ, ଖ୍ୟାତନାମା ବୈଜ୍ଞାନିକ ଆର୍‌. ରାଜାରମଣ ଏବଂ ଐତିହାସିକ ରୋମିଲା ଥାପରଙ୍କ ସମେତ ୧୨ଜଣ ପୂର୍ବତନ ପ୍ରଫେସରଙ୍କ କାର୍ଯ୍ୟର ସମୀକ୍ଷା ଲାଗି ପ୍ରଶାସନ ସେମାନଙ୍କୁ ସିଭି (କରିକୁଲମ୍‌ ଭିଟା) ଦାଖଲ କରିବାକୁ…

ଫିଲ୍ମ ପାଇଁ ଅଫର ପ୍ରେରଣାଦାୟୀ: ତବୁ

ମୁମ୍ବାଇ: ଫିଲ୍ମ ପାଇଁ ଅଫର ମିଳିବା ପ୍ରେରଣାଦାୟକ ବୋଲି ବଲିଉଡ୍‌ ଅଭିନେତ୍ରୀ ତବୁ ପ୍ରକାଶ କରିଛନ୍ତି। ସେ ଅଧିକ ଆଶା କରୁ ନ ଥିଲେ ମଧ୍ୟ ବର୍ତ୍ତମାନ ଯେଉଁ କାର୍ଯ୍ୟ ମିଳିଛି ସେଥିରେ ସେ ଖୁସି ଥିବା କହିଛନ୍ତି। ଭବିଷ୍ୟତ ପାଇଁ…

ପାକିସ୍ତାନ ସହ ଆଲୋଚନାକୁ ଜୟଶଙ୍କରଙ୍କ ଖଣ୍ଡନ

ଲଣ୍ଡନ,୩ା୯(ପି.ଟି.): ପାକିସ୍ତାନ ଖୋଲାଖୋଲି ଭାବେ ଆତଙ୍କବାଦୀ କାର୍ଯ୍ୟକଳାପ ଜାରି ରଖିଛି। ଆତଙ୍କବାଦୀଙ୍କୁ ନିଯୁକ୍ତି, ପ୍ରଶିକ୍ଷଣ ଓ ଆର୍ଥତ୍କ ସହାୟତା ଯୋଗାଇ ଆସୁଛି। ଏଥିରୁ ବିରତ ନ ହେବା ପର୍ଯ୍ୟନ୍ତ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହେବାର ପ୍ରଶ୍ନ ଉଠୁନାହିଁ ବୋଲି ବହିର୍ବ୍ୟାପାର ମନ୍ତ୍ରୀ…

ସୁପ୍ରିମ୍‌କୋର୍ଟରେ ଚିନ୍ମୟାନନ୍ଦ ମାମଲା: ଏସ୍‌ଆଇଟି ଗଠନ ଲାଗି ନିର୍ଦ୍ଦେଶ

ନୂଆଦିଲ୍ଲୀ, ୩ା୯(ପି.ଟି.): ଉତ୍ତରପ୍ରଦେଶର ଶାହ୍‌ଜାହାନ୍‌ପୁରରେ ଆଇନ ଛାତ୍ରୀ ନିଖୋଜ ହେବା ଓ ଏନେଇ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ସ୍ବାମୀ ଚିନ୍ମୟାନନ୍ଦଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଅଣାଯିବା ଘଟଣାରେ ଏସ୍‌ଆଇଟି (ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌) ଗଠନ କରିବାକୁ ସୁପ୍ରିମକୋର୍ଟ ସୋମବାର…

ଡାକ୍ତରଙ୍କୁ ପିଟି ହତ୍ୟା: ୨୧ ଗିରଫ

ଗୁଆହାଟୀ,୩ା୯: ଦେଶରେ ଗତ କିଛି ବର୍ଷ ମଧ୍ୟରେ ଭିଡ଼ ହିଂସା ବୃଦ୍ଧି ପାଇଛି। ଆସାମର ଜୋର୍‌ହାଟରେ ଥିତ୍ବା ଏକ ଚା’ ବଗିଚାରେ ଜଣେ ଡାକ୍ତରଙ୍କୁ ଉତ୍ତ୍ୟକ୍ତ ଲୋକେ ପିଟି ପିଟି ହତ୍ୟା କରିଛନ୍ତି। ଏହି ଘଟଣାରେ ପୋଲିସ ୨୧ ଜଣଙ୍କୁ ଗିରଫ…

ପାକ୍‌ର ମିଛ ଦୋହରାଇବାକୁ କୁଳଭୂଷଣଙ୍କ ଉପରେ ଚାପ

ନୂଆଦିଲ୍ଲୀ,୩ା୯: କୁଳଭୂଷଣଙ୍କୁ ଦୂତାବାସ ମାଧ୍ୟମରେ ଆଇନଗତ ସହାୟତା ଯୋଗାଇଦେବା ପାଇଁ ସୁଯୋଗ ମିଳିଥିଲେ ହେଁ ତାଙ୍କୁ ପାକିସ୍ତାନର ମିଛ ଦୋହରାଇବା ପାଇଁ ଅତ୍ୟଧିକ ଚାପ ପକାଯାଇଥିବା ଜଣାପଡିଛି। ତାଙ୍କୁ ସୋମବାର ଭାରତୀୟ ଉପଉଚ୍ଚାୟୁକ୍ତ ଗୌରବ ଆହଲୁଓ୍ବାଲିଆ ଭେଟିଥିବାବେଳେ ଚାପ ପକାଯାଇଥିବା ଲକ୍ଷଣ…

ଗରିବଙ୍କ ରାଶନ ଖାଉଥିଲେ ଅଯୋଗ୍ୟ ହିତାଧିକାରୀ: ଧରାପକାଇଲା ଆଧାର

ଭୁବନେଶ୍ୱର,୩।୯(ବ୍ୟୁରୋ): ସରକାରଙ୍କ ଆଖିରେ ଆଙ୍ଗୁଠି ଗେଞ୍ଜି ଅଯୋଗ୍ୟ ହିତାଧିକାରୀ ଗତ ୪ବର୍ଷ ହେବ ଗରିବଙ୍କ ପାଇଁ ଆସିଥିବା ହଜାର ହଜାର କୁଇଣ୍ଟାଲ ଚାଉଳ, ଗହମ ଲୁଟି ନେଉଥିଲେ। ଗାଡ଼ି ଘୋଡ଼ା, କୋଠାଘର, ଏକର ଏକର ସମ୍ପତ୍ତି, ସରକାରୀ ଚାକିରି ଥିବା ଅଯୋଗ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri