Home

୮୭ କିଲୋ ଗଞ୍ଜେଇ ଜବତ, ୨ ଗିରଫ

ନବରଙ୍ଗପୁର,୨୪ା୬(ବି.ପ୍ର)- ପୋଲିସକୁ ଚକମା ଦେବା ପାଇଁ ଗଞ୍ଜେଇ ଚାଲାଣ କାରୀ ଏକ ଅଭିନବ ଉପାୟ ବାଛି ନେଇଥିଲେ। ପରିବା ବୋଝେଇ ଗାଡିରେ ଗଞ୍ଜେଇ ଚାଲାଣ କରୁଥିଲେ। ଏ ସମ୍ପର୍କରେ ଖବର ପାଇ ନବରଙ୍ଗପୁର ପୋଲିସ ଚଢାଉ କରି ଏକ ନମ୍ବର...

କାନପୁର କେନାଲର ମାଟି ଉଠାଣ: ତହସିଲରେ ଅଭିଯୋଗ

ଝୁମ୍ପୁରା, ୨୪।୬(ଡି.ଏନ.ଏ.)-କାନପୁର ବୃହତ୍ତ ଜଳ ସେଚନ ପ୍ରକଳ୍ପର କେନାଲ ନିର୍ମାଣରେ ମାଟି ଉଠାଣକୁ ନେଇ ବିବାଦ ଦେଖାଦେବା ପରେ ତହସିଲରେ ଅଭିଯୋଗ ହେବା ସହିତ ପଳାଶପଙ୍ଗା ବିଟହାଉସରେ ଏତଲା ହୋଇଛି। ସୂଚନା ଯୋଗ୍ୟ ସଦର ବ୍ଲକ ଅନ୍ତର୍ଗତ କଣ୍ଡରାପଶି ପଞ୍ଚାୟତରେ...

ଫ୍ରିଜ୍‌ରେ ଆଳୁ ରଖୁଥିଲେ ସାବଧାନ, ହୋଇପାରେ କ୍ୟାନସର

ଆଳୁର ସେବନ ସଭିଙ୍କୁ ପସନ୍ଦ। ଅଧିକାଂଶ ବ୍ୟଞ୍ଜନରେ ଏହାର ବ୍ୟବହାର କରାଯାଇଥାଏ। କିନ୍ତୁ କିଛି ଲୋକ ଏହାକୁ ଫ୍ରିଜ୍‌ରେ ରଖିଦିଅନ୍ତି; ଯାହା ସ୍ବାସ୍ଥ୍ୟ ପାଇଁ ଅତ୍ୟନ୍ତ ହାନିକାରକ। କାରଣ ଆଳୁ ଫ୍ରିଜ୍‌ରେ ରହିବା ପରେ କମ୍‌ ତାପମାତ୍ରା ଯୋଗୁ ଏଥିରେ...

ଯେଉଁଠି କାଦୁଅ ବୋଳାଯାଇ ବରଯାତ୍ରୀଙ୍କୁ କରାଯାଏ ସ୍ବାଗତ…

ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ପ୍ରଚଳିତ। ବିବାହ ଉତ୍ସବରେ ବରଯାତ୍ରୀଙ୍କୁ ଭଲ ଭାବେ ଚର୍ଚ୍ଚା କରାଯାଇଥାଏ। ତେବେ ଛତିଶଗଡ଼ ମାଝିଂ ଜନଜାତି ସମାଜରେ କନ୍ୟା ପକ୍ଷ ବରଯାତ୍ରୀଙ୍କୁ କାଦୁଅ ବୋଳି ସ୍ବାଗତ କରିଥାନ୍ତି। ଏହାକୁ ଦେଖିବାକୁ ଲୋକେ...

ମଶାଙ୍କ ଜିନ୍‌ରୁ ମ୍ୟାଲେରିଆ ଚିକିତ୍ସା

ଗିଲୋଙ୍ଗ୍‌ ସ୍ଥିତ କମନ୍‌ୱେଲ୍‌ଥ ସାଇଣ୍ଟିିଫିକ୍‌ ଆଣ୍ଡ୍‌ ଇଣ୍ଡଷ୍ଟ୍ରିଆଲ୍‌ ଅର୍ଗାନାଇଜେସନ୍‌ର ବୈଜ୍ଞାନିକମାନେ ମଶାଙ୍କ ଶରୀରରେ ବାଗୋ ନାମକ ଏକ ପ୍ରୋଟିନ୍‌ର ସନ୍ଧାନ କରିଛନ୍ତି। ଏହାପୂର୍ବରୁ ମହୁମାଛିଙ୍କ ଶରୀରରେ ଏହି ପ୍ରୋଟିନ୍‌ ମିଳିଥିଲା। ମଶାଙ୍କୁ ଏହି ପ୍ରୋଟିନ୍‌ ସଂକ୍ରମିତ କୋଷିକାଠାରୁ ରକ୍ଷାକରିଥାଏ ଏବଂ...

ଜେପି ନଡ୍ଡାଙ୍କ ଉପସ୍ଥିତିରେ ଭାଜପାରେ ସାମିଲ ହେଲେ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୨୪।୬: ବୈଦେଶିକ ସଚିବରୁ ବୈଦେଶିକ ମନ୍ତ୍ରୀ ହୋଇଥିବା ସୁବ୍ରମଣ୍ୟମ ଜୟଶଙ୍କର ସୋମବାର ଭାଜପା କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପସ୍ଥିତିରେ ଭାଜପାରେ ସାମିଲ ହୋଇଛନ୍ତି। ଜୟଶଙ୍କର ସଂସଦ ଭବନରେ ଅନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହେବା କେବଳ ଏକ ଆନୁଷ୍ଠାନିକ...

କଚୋଡି ବିକ୍ରି କରୁଥିବା ବ୍ୟକ୍ତିଙ୍କ ବର୍ଷକୁ ଆୟ ୬୦ ଲକ୍ଷ

ଲକ୍ଷ୍ନୌ,୨୪।୬: ଉତ୍ତରପ୍ରଦେଶର ଅଲିଗଡ଼ ସହରର ସୀମା ଟକିଜ୍‌ ନିକଟରେ ଥିବା ଏକ ଜଳଖିଆ ଦୋକାନୀଙ୍କ ବର୍ଷକୁ ଆୟ ୬୦ ଲକ୍ଷ ଟଙ୍କା। ଗତ ୧୦ ବର୍ଷରୁ ଦୋକାନୀ ମୁକେଶ କଚୋଡି ଓ ସିଙ୍ଗଡା ବିକ୍ରି କରିଆସୁଛନ୍ତି। ଏଥିରେ ତାଙ୍କର ବର୍ଷକୁ...

ନିଜ ଅଜାଙ୍କ ପୁରୁଣା ଫଟୋକୁ ଶେୟାର କଲେ ଅମିତାଭ

ମୁମ୍ବାଇ,୨୪।୬: ବଲିଉଡ୍‌ ଶେହେନ୍ସା ଅମିତାଭ ବଚ୍ଚନ ଏବେ ନିଜର ଅପ୍‌ କମିଂ ଫିଲ୍ମ ‘ଗୁଲାବୋ ସିତାବୋ’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। କିଛି ଦିନ ତଳେ ଫିଲ୍ମରେ ଅମିତାଭଙ୍କ ଚେହେରାର ଶୁଟିଂ ସମୟରେ ୧୪ ମିନିଟ୍‌ର ଲମ୍ବା ଡାଇଲଗ୍‌ ଚର୍ଚ୍ଚାକୁ ଆସିଥିଲା।...

ଋଷି କପୁରଙ୍କୁ ଭେଟିଲେ ଆଲିଆ, ଐଶ୍ଚର୍ଯ୍ୟା

ବଲିଉଡର ଲୋକପ୍ରିୟ ଅଭିନେତା ଋଷି କପୁର କର୍କଟ ଚିକିତ୍ସା ଲାଗି ନ୍ୟୁୟର୍କରେ ଅଛନ୍ତି। ତାଙ୍କ ସହିତ ସ୍ତ୍ରୀ ନୀତୁ ସିଂହ ମଧ୍ୟ ସେଠାରେ ରହୁଛନ୍ତି। ପୁଅ ରଣବୀର କପୁର ମଧ୍ୟ ବାପାଙ୍କ ସ୍ବାସ୍ଥ୍ୟବସ୍ଥାର ଅପ୍ଡେଟ ରଖୁଛନ୍ତି। ମଝିରେ ମଝିରେ ଋଷିଙ୍କୁ...

ଅରବାଜ କିଣିଲେ ନୂଆ ଘର, ଲୁଲିଆଙ୍କ ସହ ପହଞ୍ଚିଲେ ସଲମାନ

ବଲିଉଡ ଅଭିନେତା ତଥା ସଲମାନଙ୍କ ଭାଇ ଅରବାଜ ଖାନ ମୁମ୍ବାଇରେ ଏକ ନୂଆ ଘର କିଣିଛନ୍ତି। ନିକଟରେ ନୂଆ ଘରେ ସେ ଏକ ପାର୍ଟିର ଆୟୋଜନ କରିଥିଲେ। ଏଥିଲେ ସାମିଲ ହୋଇଥିଲେ ଅରବାଜଙ୍କ ପୂରା ପରିବାର। ସଲମାନ ନିଜ ତଥାକଥିତ...

ମନ୍ଦିର ଭିତରକୁ ପଶିଆସିଲା କୁମ୍ଭୀର: ଲୋକେ କଲେ ପୂଜାର୍ଚ୍ଚନା

ଅହମ୍ମଦାବାଦ, ୨୪।୬: ଗୁଜରାଟର ମହିସାଗର ଜିଲାରେ ଥିବା ଖୋଡିୟାର ମାତା ମନ୍ଦିର ଭିତରକୁ ଏକ କୁମ୍ଭୀର ପଶିଆସିଥିଲା। ଶ୍ରଦ୍ଧାଳୁ ମାତାଙ୍କ ରୂପ ଭାବ କୁମ୍ଭୀରକୁ ପୂଜାର୍ଚ୍ଚନା କରିବାକୁ ଲାଗିପଡିଲେ। ସ୍ଥାନୀୟ ଅଞ୍ଚଳରେ କୁମ୍ଭୀରକୁ ଦେଖିବା ପାଇଁ ଭିଡ ମଧ୍ୟ ଜମିଥିଲା।...

ଗରିବର ଶୋଷ ମେଣ୍ଟାଉଛନ୍ତି ମଟ୍‌କା ମ୍ୟାନ

ଦିିଲ୍ଲୀର ୬୯ ବର୍ଷୀୟ ଅଲଗ୍‌ ନଟରାଜନ୍‌ ଓରଫ୍‌ ମଟ୍‌କା ମ୍ୟାନ୍‌ ଗରିବଙ୍କ ଶୋଷ ମେଣ୍ଟାଇବାର ନେଇଛନ୍ତି ଗୁରୁ ଦାୟିତ୍ୱ। ଅସହ୍ୟ ଗରମରେ ଦିଲ୍ଲୀ ସହରବାସୀ ପାଣି ଟୋପାଏ ପାଇଁ ଛଟପଟ ହେଉଥିବାବେଳେ ନଟରାଜନ୍‌ଙ୍କ ଏହି ପଦକ୍ଷେପ ସ୍ବାଗତଯୋଗ୍ୟ ହୋଇପାରିଛି। କ୍ୟାନସର୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri