Home

୨ ସ୍ବାଧୀନ ବିଧାୟକଙ୍କୁ ଦିଲ୍ଲୀ ନେଲା ଭାଜପା

ସିର୍ସା,୨୫-୧୦: ହରିୟାଣା ବିଧାନସଭା ନିର୍ବାଚନରେ ସଂଖ୍ୟାଗରିଷ୍ଠତା ହାସଲ କରି ନ ଥିବା ଭାଜପା ପକ୍ଷରୁ ୨ ଜଣ ସ୍ବାଧୀନ ବିଧାୟକଙ୍କୁ ଦିଲ୍ଲୀ ନିଆଯାଇଛି। ମୋଟ ୮ ସ୍ବାଧୀନ ପ୍ରାର୍ଥୀ ବିଜୟୀ ହୋଇଥିବାବେଳେ ଗୋପାଳ କାଣ୍ଡା ଓ ରଞ୍ଜିତ ସିଂଙ୍କୁ ସିର୍ସା ଏମ୍‌ପି…

କମିଲା ଭାଜପାର ବିଜୟ ବ୍ୟବଧାନ:ହରିୟାଣାରେ ଅଟକିଲା ବିଜୟ ରଥ

ନୂଆଦିଲ୍ଲୀ,୨୫-୧୦(ପି.ଟି.):ସାଧାରଣ ନିର୍ବାଚନରେ ହରିୟାଣାର ସମସ୍ତ ୧୦ ଲୋକ ସଭା ଆସନ ଅକ୍ତିଆର କରିବାର ୫ ମାସ ପରେ ଭାଜପାକୁ ଲାଗିଛି ଝଟକା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହଙ୍କ ତୋଫାନୀ ପ୍ରଚାର ଏବଂ ‘ଅନୁଚ୍ଛେଦ ୩୭୦…

ରେକର୍ଡ ରଚିଲେ ରୀତା

ବରଗଡ଼ ଅଫିସ/ପଦ୍ମପୁର/ଭୁବନେଶ୍ୱର(ବ୍ୟୁରୋ)୨୫-୧୦:ବରଗଡ଼ ଜିଲା ବିଜେପୁର ଉପନିର୍ବାଚନର ଭୋଟଗଣତି ଗୁରୁବାର ସରିବା ପରେ ଫଳାଫଳ ଘୋଷିତ ହୋଇଛି। ଏଥିରେ ବିଜେଡି ପ୍ରାର୍ଥୀ ରୀତା ସାହୁ ବିଜୟୀ ହେବା ସହିତ ଦଳ ପାଇଁ ହାଟ୍ରିକ ବିଜୟ ଆଣିଛନ୍ତି। କେବଳ ସେତିକି ନୁହେଁ, ବିଧାନସଭା ନିର୍ବାଚନରେ…

୫ଜିଲାକୁ ୟେଲୋ ଓ୍ବାର୍ନିଂ:ଆଜି ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୫-୧୦(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ଗୁରୁବାର ଭୁବନେଶ୍ୱର ସମେତ କଟକ, ବାଲେଶ୍ୱର, ପୁରୀ, ଗଞ୍ଜାମ, ବାରିପଦା ଆଦି ଜିଲାରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି। ଶୁକ୍ରବାର ମଧ୍ୟ ଦିନତମାମ ବର୍ଷା…

ଲଗାଣ ବର୍ଷା : ରାଜପଥ ପାର୍ଶ୍ୱ ଗାର୍ଡୱାଲ ଧସିିଲା

ଖଣ୍ଡପଡ଼ା,୨୫।୧୦(ସ୍ବ.ପ୍ର.): ଅବିଶ୍ରାନ୍ତ ବର୍ଷା ଲାଗି ରହିବା ଫଳରେ ବାଘମାରୀ-କଣ୍ଟିଲୋ ୪୮ ନଂ. ରାଜପଥର ନୟାଗଡ଼ ଜିଲା କଣ୍ଟିଲୋ ପଲଟନ ପଡ଼ିଆ ନିକଟରେ ନିର୍ମିତ ଗାର୍ଡୱାଲଟି ଗୁରୁବାର ମୂଳରୁ ସମ୍ପୂର୍ଣ୍ଣ ଧସିପଡିଛି। ଗତ ୨ବର୍ଷ ପୂବେ ଏହା ନିର୍ମିତ ହୋଇଥିଲା। ପୂର୍ତ୍ତ ବିଭାଗ…

ଅନ୍‌ଲାଇନ୍‌ରେ ଠକେଇ: ଆକାଉଣ୍ଟରୁ ଉଠାଇନେଲେ ୨.୫ ଲକ୍ଷ ଜେଲ୍‌ ଗଲେ ଯୁବକ

ନୟାଗଡ଼ ଅଫିସ,୨୫ା୧୦: ଅନ୍‌ଲାଇନ୍‌ରେ ୨.୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଉଠାଇ ନେଇଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ନୟାଗଡ଼ ଟାଉନ ଥାନା ପୁରୁଣା ସହର ରଥଗାଡ଼ିଆ ସାହିର ସିଦ୍ଧାର୍ଥ ପାଣିଗ୍ରାହୀ। ଥାନାରୁ ମିଳିଥିବା ସୂଚନା ଅନୁସାରେ…

ମହାରାଷ୍ଟ୍ରରେ ଏନ୍‌ଡିଏ, ହରିୟାଣାରେ ଝୁଲା

ନୂଆଦିଲ୍ଲୀ,୨୫-୧୦(ପି.ଟି.):ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଶାସକ ଭାଜପା-ଶିବସେନା ମେଣ୍ଟକୁ ପୁଣିଥରେ ସରକାର ଗଠନ ପାଇଁ ସ୍ପଷ୍ଟ ଜନାଦେଶ ମିଳିଥିବାବେଳେ ହରିୟାଣାରେ ଗୈରିକ ଦଳ ସବୁଠୁ ବଡ଼ ଦଳ ଭାବେ ଉଭା ହୋଇଛି। ମହାରାଷ୍ଟ୍ରରେ ଭାଜପାକୁ ୧୦୬ ଓ ଶିବସେନାକୁ ୫୬ ଆସନରେ ସଫଳତା…

ଲଘୁଚାପ ବର୍ଷା: ଜୀବନଯାତ୍ରା ବ୍ୟାହତ, ଜମିରେ ଲୋଟିଛି ଧାନ ଫସଲ

ନୟାଗଡ଼ ଅଫିସ,୨୫ା୧୦: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦୁଇଦିନ ହେଲା ସାରା ରାଜ୍ୟରେ ବର୍ଷା ଲାଗିରହିଛି। ନୟାଗଡ଼ ଜିଲାରେ ଏହି ବର୍ଷା ପ୍ରଭାବରେ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। କେତେବେଳେ ଜୋର୍‌ ତ ଆଉ କେତେବେଳେ ଝିପିଝିପି ବର୍ଷା ଯୋଗୁ ଲୋକମାନେ…

ଅଭିବୃଦ୍ଧି ପୂର୍ବାନୁମାନ ୫.୫%କୁ ଖସାଇଲା ଫିଚ୍‌

ନୂଆଦିଲ୍ଲୀ,୨୫-୧୦: ଚଳିତ ଆର୍ଥିକ ବର୍ଷ ଲାଗି ଭାରତର ଅଭିବୃଦ୍ଧି ଆକଳନକୁ ଫିଚ୍‌ ରେଟିଂ ଏଜେନ୍ସି ୫.୫%କୁ ଖସାଇଛି। ଋଣ ଅଭିବୃଦ୍ଧିରେ ହ୍ରାସ ଏବଂ ଏନ୍‌ବିଏଫ୍‌ସି ଭଳି ସମସ୍ୟା ଯୋଗୁ ଭାରତର ଅଭିବୃଦ୍ଧି ହାର ୬ ବର୍ଷର ସର୍ବନିମ୍ନ ସ୍ତରକୁ ଖସିଥିବା ଏହି…

ଟେଲିକମ୍‌ କମ୍ପାନୀ ପଇଠ କରିବେ ୯୨ ହଜାର କୋଟି

ନୂଆଦିଲ୍ଲୀ,୨୫-୧୦: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀଗୁଡିକ ସରକାରଙ୍କୁ ଆଡଜଷ୍ଟେଡ ଗ୍ରସ ରେଭେନ୍ୟୁ ବାବଦକୁ ୯୨ ହଜାର କୋଟି ଟଙ୍କା ପୈଠ କରିବେ। ସୁପ୍ରିମକୋର୍ଟରେ ଏ ନେଇ ସରକାର ଏକ ମାମଲା କରିଥିଲେ। ଏହି ମାମଲାର ଶୁଣାଣି ଗୁରୁବାର ହୋଇଥିବା ବେଳେ ସର୍ବୋଚ୍ଚ…

ବିଶ୍ୱ ବ୍ୟାଙ୍କ ଇଜ୍‌ ଡୁଇଙ୍ଗ ବିଜନେସ ର଼୍ୟାଙ୍କିଙ୍ଗ: ୬୩ରେ ଭାରତ

ନୂଆଦିଲ୍ଲୀ,୨୫-୧୦: ଗୁରୁବାର ପ୍ରକାଶ ପାଇଥିବା ବିଶ୍ୱ ବ୍ୟାଙ୍କ ଇଜ୍‌ ଡୁଇଙ୍ଗ ବିଜ୍‌ନେସ ର଼୍ୟାଙ୍କିଙ୍ଗରେ ଭାରତ ୧୪ଟି ସ୍ଥାନ ଉପରକୁ ଉଠି ୬୩ତମ ସ୍ଥାନରେ ରହିଛି। ବିଗତ ବର୍ଷ ଗୁଡିକରେ ସରକାର ଗ୍ରହଣ କରିଥିବା ସଂସ୍କାର ପ୍ରକ୍ରିୟା ଯୋଗୁ ଭାରତ ଏହାର ର଼୍ୟାଙ୍କିଙ୍ଗରେ…

ଆଜି ଧନତେରସ; ଶୋ’ରୁମ ଦେଉଛନ୍ତି ଆକର୍ଷଣୀୟ ରିହାତି

ଭୁବନେଶ୍ୱର,୨୫-୧୦(ବ୍ୟୁରୋ): ଧନତେରସରେ ସୁନା କିଣିଲେ ଶୁଭ ବୋଲି ସାଧାରଣରେ ବିଶ୍ୱାସ ରହିଛି। ଚଳିତ ବର୍ଷ ଶୁକ୍ରବାର ଧନତେରାସ ପଡୁଥିବାରୁ ଗ୍ରାହକଙ୍କ ଚାହିଦାକୁ ନଜରରେ ରଖି ରାଜ୍ୟର ପ୍ରମୁଖ ଶୋ’ରୁମଗୁଡିକ ପ୍ରସ୍ତୁତ ହୋଇଛନ୍ତି। ଗ୍ରାହକଙ୍କୁ ଆକୃଷ୍ଟ କରିବା ଲାଗି ମନଲୋଭା ଅଫର ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri