Home

କୋଲେଷ୍ଟରଲ କମାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ଦୈନନ୍ଦିନ ଖାଦ୍ୟପେୟ ତାଲିକାର ଆମେ ବିଭିନ୍ନ ପ୍ରକାର ପନିପରିବା ବ୍ୟବହାର କରିଥାଉ। ଏସବୁ ପନିପରିବା ମଧ୍ୟରେ ଆଳୁର ଏକ ସ୍ବତନ୍ତ୍ର ସ୍ଥାନ ରହିଛି। ବିନା ଆଳୁରେ ରୋଷେଇ ଯେପରି ଅସମ୍ଭବ ଲାଗେ। ରୋଷେଇରେ ଆଳୁର ବିଭିନ୍ନ ପ୍ରକାର ବ୍ୟବହାରକୁ ନେଇ ଆମେ…

ରକ୍ତହୀନତା ଦୂର କରେ ସଜନା ଶାଗ

ବାଡିବଗିଚାରେ ସଜନା ଶାଗ ଅତି ସହଜରେ ମିଳିଯାଏ। ସଜନା ସାଗ ହେଉ କି ଛୁଇଁ ସମେସ୍ତ ଏହା ଖାଇବାକୁ ଭଲ ପାଆନ୍ତି। ଏଥିରେ ପ୍ରଚୁର ଖଣିଜତତ୍ତ୍ୱ ଥିବାରୁ ଏହାକୁ ଶକ୍ତିର ଗନ୍ତାଘର ମଧ୍ୟ କୁହାଯାଏ। ସଜନାରେ ପ୍ରାୟ ୪୬ ପ୍ରକାରର ଆଣ୍ଟି…

ପାହାଡରୁ ଧସିଲା ପଥର, ଯାତାୟତରେ ବାଧାପ୍ରାପ୍ତ

ଗୁଣପୁର,୨୪ା୧୦(ଡି.ଏନ.ଏ)-ଦୁଇ ଦିନ ଧରି ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ଏକ ବଡ଼ ପଥର ଖସି ରାୟଗଡା ଜିଲା ଗୁଣପୁର ବ୍ଲକ ପୁଟାସିଂ ପଞ୍ଚାୟତ ରିଜିଂତାଲ ରାସ୍ତାରେ ପଡ଼ିଛି ା ଫଳରେ ଯାତାୟତାରେ ବାଧାସୃଷ୍ଟି ହୋଇଛି ା ହେଲେ ଏଥିରେ କେହି ମୃତାହତ…

ସମୁଦ୍ର ଅଶାନ୍ତ: ବେଳାଭୂମିରେ ଲାଗିଲା ନାଲି ପତାକା

ପୁରୀ ଅଫିସ, ୨୪ା୧୦: ଲଘୁଚାପ ଯୋଗୁ ପୁରୀ ସମୁଦ୍ର ଅଶାନ୍ତ ରହିଛି। ସାଧାରଣ ଦିନ ଅପେକ୍ଷା ଉଚ୍ଚ ଜୁଆର ଆସୁଛି। ଏହାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବିଭାଗ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ବେଳାଭୂମିର ୧ ନଂରୁ ୧୨ ନଂ.…

ଘରେ ପଶିଲା ବର୍ଷାପାଣି, ତଳିଆ ଅଞ୍ଚଳ ଜଳମଗ୍ନ

ପୁରୀ ଅଫିସ, ୨୪ା୧୦:ଲଘୁଚାପଜନିତ ଲଗାଣ ବର୍ଷାରେ ପୁରୀ ଅବସ୍ଥା ସଙ୍ଗିନ ହୋଇପଡ଼ିଛି। ସହରର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇଥିବାବେଳେ ବଡ଼ଦାଣ୍ଡ ସମେତ ଅନେକ ସାହିଗଳି ରାସ୍ତାରେ ପାଣି ଜମିଛି। କେତେକ ସ୍ଥାନରେ ଲୋକଙ୍କ ଘରେ ପାଣି ପଶିଛି। ବସ୍ତି ଓ ତଳିଆ…

୧୦ ବରିଷ୍ଠ ପୋଲିସ ଅଧିକାରୀଙ୍କ ବଦଳି

କଟକ ଅଫିସ, ୨୪ା୧୦- ପୋଲିସ ଡିଜି ବିଜୟ କୁମାର ଶର୍ମାଙ୍କ ଅଧ୍ୟକ୍ଷତାରେ ରାଜ୍ୟ ପୋଲିସ ଏଷ୍ଟାବ୍ଲିସ୍‌ମେଣ୍ଟ ବୋର୍ଡ ପକ୍ଷରୁ ଓପିଏସ୍‌ସ୍ତରରେ ୧୦ ଜଣ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ପଦୋନ୍ନତି ଦିଆଯାଇଛି। ଏଥିସହ ସେମାନଙ୍କୁ ରାଜ୍ୟର ବିଭିନ୍ନ ଜିଲାରେ ଅବସ୍ଥାପିତ କରାଯାଇଥିବା ଗୁରୁବାର…

ବାଂଲାଦେଶ ବିପକ୍ଷ ଟି୨୦ ଦଳ ଘୋଷିତ: କୋହଲିଙ୍କୁ ବିଶ୍ରାମ, ଦୁବେ ନୂଆ ମୁହଁ

ମୁମ୍ବାଇ, ୨୪।୧୦(ପି.ଟି.)- ବାଂଲାଦେଶ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ଓ ୨ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଗୁରୁବାର ଭାରତୀୟ ଦଳ ଘୋଷିତ ହୋଇଛି। ମୁମ୍ବାଇ ଅଲରାଉଣ୍ଡର ଶିବମ୍‌ ଦୁବେ ନୁଆ ମୁହଁ ଭାବେ ଦଳରେ ସାମିଲ…

ଫିଫା ର଼୍ୟାଙ୍କିଙ୍ଗ୍‌ରେ ଭାରତର ଅବନତି

ନୂଆଦିଲ୍ଲୀ, ୨୪।୧୦ (ପି.ଟି.)- ଫୁଟ୍‌ବଲର ସର୍ବୋଚ୍ଚ ସଂସ୍ଥା ଫିଫା ପକ୍ଷରୁ ସଦ୍ୟ ପ୍ରକାଶିତ ର଼୍ୟାଙ୍କିଙ୍ଗ୍‌ରେ ଭାରତର ଅବନତି ହୋଇଥିବା ଦେଖିବାକୁ ମିଳିଛି। ଭାରତୀୟ ଫୁଟ୍‌ବଲ ଦଳ ୨ଟି ପାହାଚ ତଳକୁ ଖସି ୧୦୬ତମ ସ୍ଥାନରେ ରହିଛି। ଚଳିତ ମାସ ମଧ୍ୟଭାଗରେ ବାଂଲାଦେଶ…

ବଡ଼ଚଣାରେ ଲଗାଣ ବର୍ଷା: ଜୀବନ ଯାତ୍ରା ଠପ୍‌

ଚଣ୍ଡିଖୋଲ,୨୪।୧୦(ଡି.ଏନ.ଏ)- ଯାଜପୁର ଜିଲା ବଡ଼ଚଣାରେ ଲଗାଣ ବର୍ଷା ବୁଧବାରଠାରୁ ଦୁଇଦିନ ହେଲା ଲାଗି ରହିଥିବାରୁ ଜୀବନ ଯାତ୍ରା ଏନେଇ ଠପ୍‌ ହୋଇଯାଇଛି। ବୁଧବାର ରାତି ୮ଟାରୁ ଗୁରୁବାର ସକାଳ ୯ଟା ପର୍ଯ୍ୟନ୍ତ ୯୫ ମି.ମି. ବର୍ଷା ହୋଇଥିବା ସରକାରୀ ଭାବେ ରେକର୍ଡ଼…

ଶରୀର ଦାନ କରିବେ ଶିକ୍ଷୟିତ୍ରୀ

ସିମୁଳିଆ, ୨୪ା୧୦(ସନ୍ତୋଷ କୁମାର ନାୟକ)-ଏବେ ଶିକ୍ଷାଦାନ କରି ପିଲାମାନଙ୍କୁ ଶିକ୍ଷିତ କରୁଛନ୍ତି। ଜୀବନର ଅନ୍ତିମ ସମୟରେ ଅଙ୍ଗଦାନ ସହ ତାଙ୍କ ଶରୀରକୁ ମଧ୍ୟ ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ଦାନ କରିବାକୁ ଇଚ୍ଛା ରଖିଛନ୍ତି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ୬୦ବର୍ଷୀୟା ଶିକ୍ଷୟିତ୍ରୀ…

ଲଗାଣ ବର୍ଷାରେ ଢେଙ୍କାନାଳ ବେହାଲ

ଢେଙ୍କାନାଳ ଅଫିସ,୨୪ା୧୦-ଢେଙ୍କାନାଳ ଜିଲାରେ ଗତ ଦୁଇଦିନ ଧରି ଲଗାଣବର୍ଷା ଜାରି ରହିଛି। ଫଳରେ ବିଭିନ୍ନ ଅଞ୍ଚଳ ଜଳମୟ ହୋଇପଡିଛି। ବୁଧବାର ଜିଲାରେ ୩୦୪.୩ ମିିଲିମିଟର ବର୍ଷା ହୋଇଥିବାବେଳେ ହିନ୍ଦୋଳରେ ସର୍ବାଧିକ ୬୬.୨ ମିଲିମିଟର ବର୍ଷା ହୋଇଛି। ସେହିପରି ଗୁରୁବାର ସକାଳ ସାଢେ…

ନଭେମ୍ବର ପହିଲାରୁ ଖୋଲିବ କୁଲଡ଼ିହା

ସଜନାଗଡ଼, ୨୪।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା କୁଲଡ଼ିହା ଅଭୟାରଣ୍ୟ ନଭେମ୍ବର ୧ତାରିଖରୁ ଖୋଲିବ। ଏହି ଅଭୟାରଣ୍ୟର ପ୍ରାକୃତିକ ସୌନ୍ଦର୍ଯ୍ୟ, ରିଷିଆ ଡ୍ୟାମ୍‌ ଓ ନିଆରା ଖାଦ୍ୟପାନୀୟ ସୁବିଧା ଓଡ଼ିଶା ତଥା ଓଡ଼ିଶା ବାହାର ପର୍ଯ୍ୟଟକଙ୍କ ସମେତ ବଙ୍ଗୀୟ ପର୍ଯ୍ୟଟକଙ୍କୁ ବେଶ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri