ଇମ୍ରାନ ଖାନ୍ ପାକିସ୍ତାନ ପାଇଁ ବିପଦ, ବିଦେଶ ଯିବା ଉପରେ ଲାଗୁ ରୋକ
ଇସାଲାମାବାଦ,୨୭।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଜାତିସଂଘରେ ଜମ୍ମୁ-କଶ୍ମୀର ପ୍ରସଙ୍ଗ ଉଠାଇବାକୁ ଚେଷ୍ଟା କରୁଥିଲେ ମଧ୍ୟ ସବୁଆଡୁ ତାଙ୍କୁ ବିଫଳତାର ସାମ୍ନା କରିବାକୁ ପଡିଛି। ଏଥିପାଇଁ ଇମ୍ରାନଙ୍କୁ ନିଜ ଦେଶରେ ସମାଲୋଚନାର ଶିକାର ହେବାକୁ ପଡିଛି। ବିପକ୍ଷ ପାକିସ୍ତାନ ପିପୁଲ୍ସ ପାର୍ଟି(ପିପିପି)…
ଡିସେମ୍ବର ୩୧ ଯାଏ ହେବ ଅନ୍ଲାଇନ, ଅଫ୍ ଲାଇନ ପରୀକ୍ଷା
ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଆସନ୍ତା ଡିସେମ୍ବର ୩୧ ତାରିଖ ଯାଏ ଯାନବାହନ ପ୍ରଦୂଷଣ ପରୀକ୍ଷା ଉଭୟ ଅନଲାଇନ ଓ ଅଫଲାଇନରେ ହେବ। ଏ ନେଇ ଗୁରୁବାର ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଜିଲାପାଳ, ଏସ୍ପି ଓ ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ)ଙ୍କୁ…
ଆଜି ପ୍ରଦର୍ଶିତ ହେବ ଫନୀ ସମ୍ପର୍କିତ ବୃତ୍ତଚିତ୍ର
ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଚଳିତ ବର୍ଷ ମେ ୩ରେ ଓଡ଼ିଶା ଉପକୂଳ ସାମୁଦ୍ରିକ ଝଡ ଫନୀ ଦ୍ୱାରା ଘୋର ପ୍ରଭାବିତ ହୋଇଥିଲା। ଏହାକୁ ମୁକାବିଲା କରିବା ପାଇଁ ରାଜ୍ୟ ପ୍ରଶାସନ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଇଥିଲା। ଉଚିତ ପଦକ୍ଷେପ ନିଆଯିବାରୁ ଧନଜୀବନକୁ ରକ୍ଷା…
ଭାଜପାରେ ସାମିଲ ହେଲେ ଏହି ଦୁଇ ଖେଳାଳି
ନୂଆଦିଲ୍ଲୀ,୨୭।୯: ଅଲିମ୍ପିକ ପଦକ ବିଜେତା ରେସଲର୍ ତଥା ପଦ୍ମଶ୍ରୀ ଯୋଗେଶ୍ୱର ଦତ୍ତ ଏବଂ ପୂର୍ବତନ ହକି ଅଧିନାୟକ ସନ୍ଦୀପ ସିଂହ ଗୁରୁବାର ଭାଜପାରେ ସାମିଲ ହୋଇଛନ୍ତି। ହରିଆଣା ଭାଜପା ମୁଖ୍ୟ ସୁଭାଷ ବରାଲାଙ୍କ ଉପସ୍ଥିତିରେ ଏହି ଦୁଇ ଖେଳାଳି ଭାଜପାରେ ଯୋଗ…
ସରକାରୀ ହସ୍ପିଟାଲରୁ ଦଲାଲ ହଟାଇବାକୁ ସ୍ପେଶାଲ ଡ୍ରାଇଭ : ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଗିରଫ ହେଲେ ୩୫
ଭୁବନେଶ୍ୱର,୨୭ା୯(ବ୍ୟୁରୋ) :ସରକାରୀ ହସ୍ପିଟାଲକୁ ଆସୁଥିବା ରୋଗୀଙ୍କୁ ନାନା ଭାବେ ପ୍ରଭାବିତ ଓ ପ୍ରଲୋଭିତ କରି ଘରୋଇ ହସ୍ପିଟାଲକୁ ପଠାଯାଉଛି। ସେଠାରେ ନାନା ଭାବେ ରୋଗୀଙ୍କୁ ଶୋଷଣ କରାଯାଉଛି। ଏଥିରେ ଦଲାଲ ମୁଖ୍ୟ ଭୂମିକା ଗ୍ରହଣ କରୁଥିବାବେଳେ ସରକାରୀ ହସ୍ପିଟାଲର କେତେଜଣ ଡାକ୍ତର…
ମାଟ୍ରିକ୍ ବୃତ୍ତି ପରୀକ୍ଷା: ଆଜିଠାରୁ ଅନ୍ଲାଇନରେ ଆବେଦନ
କଟକ ଅଫିସ,୨୭ା୯ : ଆଲ୍ପି ଏଜୁକେଶନ ଟ୍ରଷ୍ଟ ପକ୍ଷରୁ ଅରୁଣୋଦୟ ମାର୍କେଟସ୍ଥିତ ଟ୍ରଷ୍ଟର ସମ୍ମେଳନ କକ୍ଷରେ ଗୁରୁବାର ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଟ୍ରଷ୍ଟ ପକ୍ଷରୁ ବାର୍ଷିକ ମାଟ୍ରିକ ବୃତ୍ତି ପରୀକ୍ଷା ଆୟୋଜନ ହେବ। ଚଳିତବର୍ଷ ମାଟ୍ରିକ ପରୀକ୍ଷା ଦେବାକୁ ଯାଉଥିବା…
ହୃଷୀକେଶ ମଲ୍ଲିକଙ୍କୁ ଡି.ଲିଟ୍
ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାହିତ୍ୟରେ ଡି.ଲିଟ୍ ଉପାଧି ପାଇବାକୁ ଡ. ହୃଷୀକେଶ ମଲ୍ଲିକ ଯୋଗ୍ୟ ବିବେଚିତ ହୋଇଛନ୍ତି। ତୁଳନାତ୍ମକ ଭାରତୀୟ ସାହିତ୍ୟରେ ଉଚ୍ଚତର ଗବେଷଣା ପାଇଁ ବିଶ୍ୱବିଦ୍ୟାଳୟର ଏହି ସର୍ବୋଚ୍ଚ ଡିଗ୍ରୀ ଡ. ମଲ୍ଲିକଙ୍କୁ ପ୍ରଦାନ କରାଯିବ ବୋଲି ବିଶ୍ୱବିଦ୍ୟାଳୟ…
ଆଜି ଆସୁଛନ୍ତି ରାଷ୍ଟ୍ରପତି : ପୂର୍ବ ନିର୍ଦ୍ଧାରିତ ଗସ୍ତ କାର୍ଯ୍ୟସୂଚୀରେ ସାମାନ୍ୟ ପରିବର୍ତ୍ତନ
ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ଓଡ଼ିଶା ଆସୁଛନ୍ତି। ଦିଲ୍ଲୀରୁ ସ୍ବତନ୍ତ୍ର ବିମାନ ଯୋଗେ ଆସି କେତେକ କାର୍ଯ୍ୟକ୍ରମରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ତେବେ ପୂର୍ବ ନିର୍ଦ୍ଧାରିତ ଗସ୍ତ କାର୍ଯ୍ୟସୂଚୀରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ରାଷ୍ଟ୍ରପତି ସନ୍ଧ୍ୟା ୬ଟା ୩୦…
ମୁଣ୍ଡବିନ୍ଧାର କାରଣ, ନିରାକରଣ ସମ୍ପର୍କରେ ଜାଣନ୍ତୁ…
ଆଜିକାଲି ମୁଣ୍ଡବିନ୍ଧା ମୁଖ୍ୟ ସମସ୍ୟା ପାଲଟିଛି। ଏପରିକି ଅଧିକାଂଶ ଲୋକଙ୍କର ସପ୍ତାହକୁ ୨-୩ ଥର ମୁଣ୍ଡବିନ୍ଧା ହୋଇଥାଏ। ଏହାର ଅନେକ କାରଣ ମଧ୍ୟ ରହିଛି। ମାନସିକ ଚିନ୍ତା, ଅନିଦ୍ରା, ଅଧିକ ସମୟ ଫୋନ୍ରେ କଥା ହେବା, ଆବଶ୍ୟକତାଠାରୁ ଅଧିକ ଭାବିବା, ଥକ୍କାପଣ…
ଓଡ଼ିଶା ପର୍ଯ୍ୟଟନରେ ନୂଆ ସୁଯୋଗ ‘ଇକୋ-ଟୁରିଜମ୍’
ଭୁବନେଶ୍ୱର,୨୭ା୯(ବ୍ୟୁରୋ): ପୁରୀ, କୋଣାର୍କ, ଭୁବନେଶ୍ୱରରୁ ବାହାରି ଓଡ଼ିଶାରେ ଥିବା ଉତ୍କୃଷ୍ଟ ପରିବେଶ, ଜଙ୍ଗଲ ଓ ପ୍ରାକୃତିକ ପର୍ଯ୍ୟଟନସ୍ଥଳୀ ମାଧ୍ୟମରେ କିଭଳି ଓଡ଼ିଶା ପର୍ଯ୍ୟଟନକୁ ଏକ ନୂଆ ପରିଚୟ ମିଳିବ ସେଥିଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ରାଜ୍ୟର ପାରମ୍ପରିକ,…
ବିଶ୍ୱ ପର୍ଯ୍ୟଟନ ଦିବସ : ବିଦେଶରେ ବଢୁଛନ୍ତି ଭାରତୀୟ ପର୍ଯ୍ୟଟକ, ଦେଶ ହରାଉଛି ବର୍ଷକୁ ୯ ହଜାର କୋଟି
ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଭାରତୀୟଙ୍କ ମଧ୍ୟରେ ଦିନକୁ ଦିନ ବିଦେଶ ବୁଲା ଆଗ୍ରହ ବଢ଼ିବାରେ ଲାଗିଛି। ବିଶେଷକରି ମଧ୍ୟବିତ୍ତ ଶ୍ରେଣୀର ଲୋକେ ସର୍ବାଧିକ ବିଦେଶ ଭ୍ରମଣରେ ଯାଉଛନ୍ତି। ଗୋଟିଏପଟେ ଭାରତରେ ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା କମୁଥିବାବେଳେ ଅନ୍ୟପଟେ ବିଦେଶ ମାଟିରେ ଭାରତୀୟ ପର୍ଯ୍ୟଟକଙ୍କ…
ଭୂକମ୍ପରେ ୨୦ ମୃତ
ଅମ୍ବନ ସିଟି,୨୭।୯: ଇଣ୍ଡୋନେସିଆର ମାଲୁକୁ ଦ୍ୱୀପପୁଞ୍ଜରେ ଗୁରୁବାର ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ଏଥିରେ ୨୦ ମୃତ ଓ ଶତାଧିକ ଆହତ ହୋଇଛନ୍ତି। ଭୂକମ୍ପ ଯୋଗୁ ଭୂସ୍ଖଳନ ଘଟି ଜଣେ ମାଟିତଳେ ପୋତିହୋଇଯାଇଛନ୍ତି। ଭୂକମ୍ପ ତୀବ୍ରତା ରିକ୍ଟର ସ୍କେଲରେ ୬.୫…
Archives


