କୁଶକିଳା ଡବଲ ମର୍ଡର ମାମଲା: ଝସକେତନଙ୍କୁ ଆଜୀବନ ଜେଲ୍
ଅନୁଗୋଳ ଅଫିସ, ୨୭।୯-ବହୁ ଚର୍ଚ୍ଚିତ କୁଶକିଳା ଡବଲ ମର୍ଡର ଓ ମାଉସୀ ପୁତୁରା ହତ୍ୟା ମାମଲାର ଏକମାତ୍ର ଅଭିଯୁକ୍ତ ଝସକେତନ ରାଉତଙ୍କୁ ଅନୁଗୋଳ ଜିଲା ଓ ଦୌରାଜଜ୍ ଗୁରୁବାର ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଜରପଡା ଥାନା କୁଶକିଳା ଗାଁର ଦୁଇ…
ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ: ଚିକିତ୍ସାରେ ଅବହେଳା ଯୋଗୁ ମୃତ୍ୟୁ ଅଭିଯୋଗ
ଅନୁଗୋଳ ଅଫିସ, ୨୭।୯-ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ବଅଁରପାଳ ନୂଆହତା ଗ୍ରାମର ବିରଜା ମୋହନ ପଟ୍ଟନାୟକ(୫୧)। ମୃତକଙ୍କ ପୁଅ ପ୍ରତୀକ ପଟ୍ଟନାୟକଙ୍କ ଅଭିଯୋଗ ମୁତାବକ, ବୁଧବାର ସନ୍ଧ୍ୟାରେ…
ପିବିଡିଏରେ ବ୍ୟାପକ ଅର୍ଥ ହେରଫେର ଅଭିଯୋଗ: ଜିଲାପାଳଙ୍କୁ ଜଣାଇଲେ କୃଷି ଅଧିକାରୀ
ପାଲଲହଡ଼ା, ୨୭ା୯(ଡି.ଏନ.ଏ.)-ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକର ପାଉଡି ଭୂୟାଁ ଜନଜାତିଙ୍କ ସାମାଜିକ ଓ ଆର୍ଥତ୍କ ବିକାଶ ପାଇଁ ରାଜ୍ୟ ସରକାର ପାଉଡି ଭୂୟାଁ ଉନ୍ନୟନ ସଂସ୍ଥା (ପିବିଡିଏ) ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଦୁଇ ବର୍ଷ ହେବ ସରକାର…
କୃଷି ସୂଚନା, ପରାମର୍ଶ କେନ୍ଦ୍ର ପାଲଟିଛି ଭୂତକୋଠି
ଖଜୁରିପଡ଼ା,୨୭ା୯(ଡି.ଏନ.ଏ.)- ସରକାର କୃଷି ଓ କୃଷକଙ୍କ ବିକାଶ ପାଇଁ ବିଭିନ୍ନ ଯୋଜନା କରୁଛନ୍ତି। ଏହାର ସଫଳ ରୂପାୟନ ନିମନ୍ତେ ବହୁ ଟଙ୍କା ବ୍ୟୟ କରାଯାଉଛି। ମାତ୍ର କେତେକ କାରଣରୁ ଲକ୍ଷ୍ୟଠାରୁ ଦୂରେଇ ଯାଉଛି ଯୋଜନା। ଖଜୁରିପଡ଼ା କୃଷି ସୂଚନା ଓ ପରାମର୍ଶ…
ମହିଳା ଜୀବିକା ସୁରକ୍ଷା ମଞ୍ଚର ବିକ୍ଷୋଭ
ଫିରିଙ୍ଗିଆ, ୨୭ା୯- ଭୂମିହୀନଙ୍କୁ ଜମି ପଟ୍ଟା ପ୍ରଦାନ ଦାବିରେ ଫିରିଙ୍ଗିଆ ମହିଳା ଜୀବୀକା ସୁରକ୍ଷା ମଞ୍ଚ ପକ୍ଷରୁ ଗୁରୁବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ ତହସିଲ କାର୍ଯ୍ୟାଳୟ ଫାଟକ ପାଖରେ ଧାରଣା ଦିଆଯାଇଛି। ପରେ ଏକ ଦାବିପତ୍ର ତହସିଲଦାରଙ୍କୁ ପ୍ରଦାନ କରାଯାଇଛି।…
ସର୍ବଭାରତୀୟ ଭାରୋତ୍ତୋଳନ: ଶକ୍ତି ଉତ୍ତୋଳନ, ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା
ବ୍ରହ୍ମପୁର ଅଫିସ,୨୭ା୯- ଭାରତୀୟ ଡାକ ବିଭାଗ ପକ୍ଷରୁ ଆୟୋଜିତ ୩୫ତମ ସର୍ବଭାରତୀୟ ଭାରୋତ୍ତୋଳନ, ଶକ୍ତି ଉତ୍ତୋଳନ ଏବଂ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା ଗୁରୁବାର ଉଦ୍ଘାଟିତ ହୋଇଯାଇଛି। ହିଲପାଟଣା ବିଜୁ ପଟ୍ଟନାୟକ ସଂସ୍କୃତି ଭବନ ପରିସରରେ ୪ ଦିନ ଧରି ଚାଲିବାକୁ ଥିବା…
ସୁନାରିତୋଟା ସାହି ରାସ୍ତାରେ ଆଣ୍ଠୁଏ ପାଣି
ପୁରୁଷୋତ୍ତମପୁର,୨୭ା୯(ଡି.ଏନ.ଏ.)- ପୁରୁଷୋତ୍ତମପୁର ଏନ୍ଏସିରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଡ୍ରେନ ସଫେଇ, ନିର୍ମାଣ ଲାଗି ଦୀର୍ଘଦିନ ହେଲା ୱାର୍ଡନଂ.୯ ରଥସାହି, ସୁନାରିତୋଟାସାହିବାସୀ ଦାବି କରିଆସୁଥିଲେ ମଧ୍ୟ ଏନ୍ଏସି ପ୍ରଶାସନ ଦୃଷ୍ଟି ଦେଉନାହିଁ। ଫଳରେ ବର୍ତ୍ତମାନ ବର୍ଷା ପାଣି ନିଷ୍କାସନ ହୋଇ ନ…
ମୋ ସରକାର କାର୍ଯ୍ୟକ୍ରମ ପାଇଁ ସ୍ବତନ୍ତ୍ର ବୈଠକ
ଛତ୍ରପୁର,୨୭ା୯(ଡି.ଏନ.ଏ)- ଅକ୍ଟୋବର ୨ତାରିଖରୁ ମୋ ସରକାର କାର୍ଯ୍ୟକ୍ରମ ଆରମ୍ଭ ହେବ ା ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଏଥିପାଇଁ ସ୍ବତନ୍ତ୍ର ସମୀକ୍ଷା ବୈଠକ ଗୁରୁବାର ଛତ୍ରପୁରସ୍ଥିତ ଏସ୍ପିଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା ା ଏଥିରେ ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର…
ସିଲ୍ଭର ଗାନ୍ଧୀଙ୍କୁ ସମ୍ବର୍ଦ୍ଧିତ କରିବେ ପ୍ରଧାନମନ୍ତ୍ରୀ
ଭଞ୍ଜନଗର,୨୭।୯(ଡି.ଏନ.ଏ)- ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ପରିପ୍ରେକ୍ଷୀରେ ବିଶ୍ୱରେ ଶାନ୍ତି ଓ ପ୍ରଗତି ପାଇଁ ଅହିଂସାକୁ ଭାରତୀୟ ସମ୍ବିଧାନର ମୁଖବନ୍ଧରେ ସ୍ଥାନିତ କରିବା ଲକ୍ଷ୍ୟନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚେଷ୍ଠାରେ ଜନସଚେତନତା ଓ ଦସ୍ତଖତ ଅଭିଯାନ ଗତ…
କାମ କର ନ ହେଲେ ଚାକିରି ଛାଡ଼
ପାତ୍ରପୁର,୨୭ା୯(ଡି.ଏନ୍.ଏ.)- ପାତ୍ରପୁର ବ୍ଲକ ତୁମ୍ବା ଉନ୍ନୟନ ସଂସ୍ଥା ପରିସରରେ ଗୁରୁବାର ତିତ୍ଲି ପରବର୍ତ୍ତୀ ସମୀକ୍ଷା କରିଛନ୍ତି ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ। ଅନୁଷ୍ଠିତ ବୈଠକରେ ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ରବୀନ୍ଦ୍ର କୁମାର, ଜିଲା ସ୍ବାସ୍ଥ୍ୟ…
ରାଷ୍ଟ୍ରପତିଙ୍କ ବ୍ରହ୍ମପୁର ଗସ୍ତ କାର୍ଯ୍ୟକ୍ରମରେ ପରିବର୍ତ୍ତନ
ଗୋପାଳପୁର,୨୭ା୯- ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବ୍ରହ୍ମପୁର ଗସ୍ତ କାର୍ଯ୍ୟକ୍ରମରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଶନିବାର ପରିବର୍ତ୍ତେ ଶୁକ୍ରବାର ଗୋପାଳପୁରରେ ଥିବା ଆର୍ମି ଏଡି କଲେଜରେ ରାଷ୍ଟ୍ରପତି ପହଞ୍ଚତ୍ବେ। ସ୍ବତନ୍ତ୍ର ବିମାନ ଯୋଗେ ସେ ନୂଆଦିଲ୍ଲୀରୁ ଭୁବନେଶ୍ୱରରେ ପହଞ୍ଚତ୍ବା ପରେ ସେଠାରୁ…
ପୂର୍ଣ୍ଣଚନ୍ଦ୍ରଙ୍କ ‘ନିଶ’ ରଖିବା ସଉକ
କେନ୍ଦୁଝର, ୨୭ା୯ (ସ୍ବ.ପ୍ର.)ସମସ୍ତଙ୍କ କିଛି ନା କିଛି ସଉକ ଥାଏ ା ଏଭଳି ନିଶ ରଖିବା ମଧ୍ୟ ଅନେକଙ୍କ ସଉକ ଥିଲେ ହେଁ ଏକ ଭିନ୍ନ ପ୍ରକାରର ନିଶ ରଖିବା ସଉକ ପୂର୍ଣ୍ଣଚନ୍ଦ୍ର ମହାନ୍ତ(୬୩)ଙ୍କ ରହିଛି ା ପୂର୍ଣ୍ଣଚନ୍ଦ୍ରଙ୍କ ଘର ପାଟଣା…
Archives


